୧୦ ସେକେଣ୍ଡରେ ହେବ ଟ୍ରାନଜାକ୍ସନ: ଏହି ଦିନଠାରୁ ଆହୁରି ଦ୍ରୁତ ହେବ UPI କାରବାର
ନୂଆଦିଲ୍ଲୀ,୧୭।୬: ଭାରତର ସବୁଠାରୁ ଲୋକପ୍ରିୟ ଡିଜିଟାଲ ପେମେଣ୍ଟ ସିଷ୍ଟମ ଯୁନିଫାଇଡ୍ ପେମେଣ୍ଟ ଇଣ୍ଟରଫେସ (UPI) ଏବେ ଆହୁରି ଦ୍ରୁତ ଓ ସୁଗମ ହେବାକୁ ଯାଉଛି। ଜାତୀୟ ପେମେଣ୍ଟ କର୍ପୋରେସନ ଅଫ୍ ଇଣ୍ଡିଆ (NPCI) ଘୋଷଣା କରିଛି ଯେ, ୧୬ ଜୁନ୍...
ମେ ମାସରେ ୫.୬%କୁ ବୃଦ୍ଧି ପାଇଲା ଭାରତର ବେକାରୀ ହାର, ଗ୍ରାମାଞ୍ଚଳରେ ରୋଜଗାର ଅଭାବ
ନୂଆଦିଲ୍ଲୀ,୧୭।୬: ଭାରତର ବେକାରୀ ହାର ୨୦୨୫ ମେ’ ମାସରେ ୫.୬%କୁ ବୃଦ୍ଧି ପାଇଛି, ଯାହା ଏପ୍ରିଲ୍ ୨୦୨୫ରେ ୫.୧% ଥିଲା। ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରାଳୟ ଦ୍ୱାରା ପ୍ରକାଶିତ ଦ୍ୱିତୀୟ ମାସିକ ପିରିଓଡିକ୍ ଲେବର ଫୋର୍ସ ସର୍ଭେ (ପିଏଲ୍ଏଫ୍ଏସ୍)...
ଗ୍ରାହକଙ୍କୁ ବଡ଼ ଝଟ୍କା ଦେଲା SBI: ପକେଟକୁ କରିବ ପ୍ରଭାବିତ
ନୂଆଦିଲ୍ଲୀ,୧୬।୬: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଏକ ବଡ଼ ଝଟକା ଦେଇଛି। ଭାରତୀୟ ଷ୍ଟେଟ ବ୍ୟାଙ୍କ ଏହାର ସମସ୍ତ ଅବଧିର FD ଏବଂ ସଞ୍ଚୟ ଖାତା ଉପରେ ସୁଧ ହାର ହ୍ରାସ କରିଛି। SBI ସମସ୍ତ ନିୟମିତ FD ଯୋଜନାର...
ଏହି ଦିନ ଆସିବ PM Kisan ୨୦ତମ କିସ୍ତିର ୨୦୦୦ ଟଙ୍କା! ଜାଣନ୍ତୁ ଜରୁରୀ ସୂଚନା
ନୂଆଦିଲ୍ଲୀ,୧୪।୬: ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୦ତମ କିସ୍ତି ଜୁନ ମାସରେ ଅର୍ଥାତ ଚଳିତ ମାସରେ ଜାରି ହୋଇପାରେ। ଏହାଦ୍ୱାରା କୋଟି କୋଟି ଚାଷୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିବ। ଯଦି ଆପଣ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ହିତାଧିକାରୀ,...
ଇରାନ ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ ପରେ ଧସିଲା ସେନସେକ୍ସ, ନିଫ୍ଟି; ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି
ନୂଆଦିଲ୍ଲୀ,୧୩।୬: ଶୁକ୍ରବାର କାରବାର ଆରମ୍ଭ ହେବା ପରେ ଶେୟାର ବଜାର ସୂଚକାଙ୍କ ତଳକୁ ଖସିଛି, କାରଣ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିବା ଯୋଗୁଁ ଭୂ-ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ସଂଘର୍ଷର ଖବର ପରେ...
ଖୁଚୁରା ମୁଦ୍ରାସ୍ଫୀତି ମେ ମାସରେ ୨.୮୨%କୁ ହ୍ରାସ, ଛଅ ବର୍ଷର ସର୍ବନିମ୍ନ ସ୍ତରରେ ଦରଦାମ୍
ନୂଆଦିଲ୍ଲୀ,୧୩ା୬: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମେ ୨୦୨୫ରେ ହ୍ରାସ ପାଇ ୨.୮୨%ରେ ପହଞ୍ଚିଛି, ଯାହା ଫେବୃଆରୀ ୨୦୧୯ ପରେ ସର୍ବନିମ୍ନ ବାର୍ଷିକ ମୁଦ୍ରାସ୍ଫୀତି ହାର ଅଟେ। ଗୁରୁବାର ଜାରି ହୋଇଥିବା ସରକାରୀ ତଥ୍ୟ ଅନୁସାରେ, ଗ୍ରାହକ ମୂଲ୍ୟ ସୂଚକାଙ୍କ (ସିପିଆଇ)...
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ପରେ ଟାଟା ଗ୍ରୁପ୍ର ଶେୟାର ଧରାଶାୟୀ, ଗୋଟିଏ ପରେ ଗୋଟିଏ…
ଗୁଜରାଟ,୧୨।୬: ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ଅହମ୍ମଦାବାଦର ମେଘାନୀ ଅଞ୍ଚଳରେ ଘଟିଛି। ବିମାନ ଦୁର୍ଘଟଣା ନେଇ ଖବର...
UPI ପେମେଣ୍ଟ ଉପରେ ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ କି? ସ୍ପଷ୍ଟ କଲା ଅର୍ଥ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୧।୬: ଅର୍ଥ ମନ୍ତ୍ରଣାଳୟ ବଡ଼ UPI କାରବାର ଉପରେ MDR ଚାର୍ଜ ଲାଗୁ କରିବାର ରିପୋର୍ଟକୁ ମିଥ୍ୟା ଏବଂ ଭ୍ରାମକ ବୋଲି କହିଛି। ଅନଲାଇନରେ କରାଯାଉଥିବା ଦାବି ଉପରେ ପ୍ରତିକ୍ରିୟା ଦେଇ ମନ୍ତ୍ରଣାଳୟ କହିଛି ଯେ ଏପରି ଭିତ୍ତିହୀନ ଦାବି...
ଭାରତରେ ଅଛନ୍ତି ୮୫,୦୦୦ ରୁ ଅଧିକ କୋଟିପତି, ବିଶ୍ୱରେ ବାଜିଲା ଭାରତର ବିଗୁଲ୍
ନୂଆଦିଲ୍ଲୀ,୧୧।୬: ନାଇଟ୍ ଫ୍ରାଙ୍କ ଗ୍ଲୋବାଲ୍ ୱେଲଥ୍ ରିପୋର୍ଟ ୨୦୨୫ ଅନୁଯାୟୀ, ଭାରତ ବିଶ୍ୱରେ ଚତୁର୍ଥ ବୃହତ୍ତମ କୋଟିପତି ବ୍ୟକ୍ତିଙ୍କ (HNWIs) କେନ୍ଦ୍ର ଭାବେ ଉଭା ହୋଇଛି। ଯେଉଁଠାରେ ୮୫,୬୯୮ ଜଣ ଲୋକଙ୍କର ମୋଟ ସମ୍ପତ୍ତି ୧୦ ମିଲିୟନ ଡଲାରରୁ ଅଧିକ।...
ମାତ୍ର ୨୦ ଟଙ୍କାରେ ୨ ଲକ୍ଷର ବୀମା, ଜାଣନ୍ତୁ କିଭଳି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୦।୬: ଭାରତ ସରକାର ସାଧାରଣ ଲୋକଙ୍କ ସୁରକ୍ଷା ଏବଂ ସୁବିଧା ପାଇଁ ଅନେକ ଯୋଜନା ଚଳାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ହେଉଛି ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା (PMSBY), ଯାହା ବହୁତ କମ ପ୍ରିମିୟମ ରେ ଦୁର୍ଘଟଣା ବୀମା କଭରେଜ ପ୍ରଦାନ...
ରେକର୍ଡ ସ୍ତରରେ ରୁପା ଦର
ଭୁବନେଶ୍ୱର,୧୦।୬: ସାରା ଦେଶରେ ବିବାହ ଓ ଶୁଭ କାର୍ଯ୍ୟ ଜାରି ରହିଥିଲା ବେଳେ ରୁପା ଦର ରେକର୍ଡ ସ୍ତରରେ ପହଞ୍ଚିଛି। ରୁପା ଓ ସୁନା ଦର ବୃଦ୍ଧି ମଧ୍ୟରେ ଉଭୟ ଗ୍ରାହକ ଓ ବ୍ୟବସାୟୀ ଆଶାଆଶଙ୍କାରେ ରହିଛନ୍ତି। ନୂଆଦିଲ୍ଲୀ ବଜାରରେ...
ଗତ ୭ ବର୍ଷରେ ୨୨୬ ମିଲିୟନ ଭାରତୀୟ ଦାରିଦ୍ର୍ୟରୁ ମୁକ୍ତ: ବିଶ୍ୱ ବ୍ୟାଙ୍କ ରିପୋର୍ଟ
ନୂଆଦିଲ୍ଲୀ,୮ା୬: ଭାରତ ଗତ ୭ ବର୍ଷ ମଧ୍ୟରେ ଦାରିଦ୍ର୍ୟ ନିର୍ମୂଳନ କ୍ଷେତ୍ରରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ବିଶ୍ୱ ବ୍ୟାଙ୍କର ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ୨୦୧୫-୧୬ ରୁ ୨୦୨୨-୨୩ ମଧ୍ୟରେ ପ୍ରାୟ ୨୨୬ ମିଲିୟନ ଭାରତୀୟ ଅତି ଦାରିଦ୍ର୍ୟରୁ...
Archives


