ବାଣିଜ୍ୟ

ଏଣିକି ୟୁପିଆଇ ବ୍ୟବହାର କରିବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ,୩୦।୮: ସିଙ୍ଗାପୁର ଏବଂ ଅନ୍ୟାନ୍ୟ ଦେଶ ପରି ବର୍ତ୍ତମାନ ନ୍ୟୁଜିଲାଣ୍ଡ ମଧ୍ୟ ଭାରତ ସହ ବ୍ୟବସାୟ ପାଇଁ ୟୁପିଆଇ ବ୍ୟବହାର କରିବ। ସହଜ ଉପାୟରେ ବ୍ୟବସାୟ ପାଇଁ ଏହା ୟୁପିଆଇ ଆରମ୍ଭକୁ ନେଇ ଭାରତ ସହିତ ପ୍ରାଥମିକ ଆଲୋଚନାରେ କରିଛି ନ୍ୟୁଜିଲାଣ୍ଡ।…

ଭାରତରୁ ୯କୋଟି ଅଣ୍ଡା ଆମଦାନୀ କରିବ ଶ୍ରୀଲଙ୍କା

ନୂଆଦିଲ୍ଲୀ,୨୯।୮: ଦେଶର ପରିବର୍ତ୍ତନଶୀଳ ମୂଲ୍ୟକୁ ପ୍ରତିହତ କରିବା ଏବଂ ଗ୍ରାହକଙ୍କ ପାଇଁ ସୁଲଭ ମୂଲ୍ୟରେ ଅଣ୍ଡା ଯୋଗାଇବା ନେଇ ଭାରତରୁ ୯.୨୧କୋଟି ଅଣ୍ଡା ଆମଦାନୀ କରିବ ଶ୍ରୀଲଙ୍କା। ଶ୍ରୀଲଙ୍କା ସରକାରଙ୍କ କ୍ୟାବିନେଟ ମୁଖପାତ୍ର ବାନ୍ଦୁଲା ଗୁନାୱାର୍ଡେନେ କହିଛନ୍ତି, କ୍ୟାବିନେଟ ବୈଠକରେ ଏନେଇ…

ବର୍ଷକରେ ୨୭ ପ୍ରତିଶତ ମହଙ୍ଗା ହେଲାଣି ହରଡ଼ ଡାଲି…

ନୂଆଦିଲ୍ଲୀ,୨୯।୮ : ସରକାରଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ଡାଲିର ମୂଲ୍ୟ ହ୍ରାସ ହେବାର ନାମ ନେଉନାହିଁ। ବିଶେଷକରି ହରଡ଼ ଡାଲିର ମୂଲ୍ୟରେ ଅଧିକ ବୃଦ୍ଧି ଦେଖିବାକୁ ମିଳିଛି। ଗତ ଏକ ବର୍ଷ ମଧ୍ୟରେ ହରଡ଼ ଡାଲି ୨୭ ପ୍ରତିଶତ ମହଙ୍ଗା ହୋଇଛି।…

୭୦୩ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ ସିଲିଣ୍ଡର …

ନୂଆଦିଲ୍ଲୀ,୨୯।୮ : ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ମଙ୍ଗଳବାର କ୍ୟାବିନେଟ ଘରୋଇ ବ୍ୟବହାର ପାଇଁ ତରଳ ପେଟ୍ରୋଲିୟମ ଗ୍ୟାସ (ଏଲପିଜି) ମୂଲ୍ୟରେ ହ୍ରାସ କରିବାକୁ ଘୋଷଣା କରିଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଉଜ୍ୱଲା…

ଆରମ୍ଭ ହେଲା ‘ଜିଓ ଭାରତ ୪ଜି’ ଫୋନର ବିକ୍ରି, ମୂଲ୍ୟ ୧୦୦୦ଟଙ୍କାରୁ କମ୍‌…

ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଜିଓ ଏହାର ନୂତନ ଉତ୍ପାଦ ଜିଓଭାରତ ୪ଜି ଫୋନ୍‌ ବଜାରକୁ ଆଣିଛି। ସୋମବାରଠାରୁ ଏହାର ବିକ୍ରି ଆରମ୍ଭ ହୋଇଛି। ଏହି ଫୋନ୍‌ ଇଣ୍ଟରନେଟ୍‌ ବ୍ୟବହାର ସହ ହଜାର ହଜାର ଫିଚର ଫୋନ୍‌ ବ୍ୟବହାରକାରୀଙ୍କୁ ୨ଜିରୁ ୪ଜିକୁ ଆସିବା ଲାଗି…

‘ଏକ୍ସ’ରେ ଲିଙ୍କଡିନ୍‌ ଭଳି ଫିଚର ଆଣିଲେ ମସ୍କ, ଚାକିରି ଖୋଜିବାରେ…

ନୂଆଦିଲ୍ଲୀ,୨୯।୮: ଟୁଇଟରକୁ କିଣିବା ପରଠାରୁ ପ୍ଲାଟଫର୍ମ ସହ ଭିନ୍ନ ଭିନ୍ନ ପରୀକ୍ଷଣ କରୁଛନ୍ତି ଏଲନ ମସ୍କ। ନିକଟରେ ସେ ଏହାର ଲୋଗୋକୁ ବଦଳାଇ ‘ଏକ୍ସ’ କରିଥିଲେ। ଏବେ ଏହା ପ୍ରଫେସନାଲ ନେଟଓ୍ବାର୍କିଂ କ୍ଷେତ୍ରକୁ ଓହ୍ଲାଇବ। ମସ୍କ ହାୟରିଂର ବିଟା ଭର୍ସନ ଲଞ୍ଚ…

ବୀମା କାରୋବାରକୁ ଓହ୍ଲାଇବ ଜିଓ ଫାଇନାନ୍ସିଆଲ

ନୂଆଦିଲ୍ଲୀ,୨୯।୮: ବୀମା କାରୋବାରକୁ ଓହ୍ଲାଇବେ ମୁକେଶ ଅମ୍ବାନୀ। ଏନେଇ ସେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଏଜିଏମ୍‌ ବୈଠକରେ ସ୍ପଷ୍ଟ କରି କହିଛନ୍ତି, ଜିଓ ଫାଇନାନ୍ସିଆଲ ସର୍ଭିସେସ ବୀମା କାରୋବାରକୁ ଓହ୍ଲାଇବ। ଏଥିଲାଗି କୌଣସି ବିଦେଶୀ କମ୍ପାନୀ ପାର୍ଟନର ହୋଇପାରେ। କମ୍ପାନୀ ଜୀବନ, ସାଧାରଣ…

ମା’ଙ୍କ ଗହଣା ବନ୍ଧାପକାଇ ହୋଟେଲ ଖୋଲିଥିଲି

୧୯୫୭ ଫେବୃୟାରୀ ୩ରେ ଯାଜପୁରରେ ଜନ୍ମ ଗ୍ରହଣ କରିଥିଲେ ସ୍ବସ୍ତି ଗ୍ରୁପ୍‌ର ସିଏମ୍‌ଡି ଡ. ଜିତେନ୍ଦ୍ର କୁମାର ମହାନ୍ତି। ଦିଲ୍ଲୀ ୟୁନିଭର୍ସିଟିରୁ ଗ୍ରାଜୁଏଶନ ଶେଷ କରି ଓଡ଼ିଶା ଫେରିବା ପରେ ମା’ଙ୍କ ସହଯୋଗରେ ହୋଟେଲ ଇଣ୍ଡଷ୍ଟ୍ରିରେ ପାଦ ରଖିଥିଲେ। ପ୍ରଥମେ ଭୁବନେଶ୍ୱର…

ରିଲାଏନ୍ସ ବୋର୍ଡରେ ଆକାଶ, ଈଶା, ଅନନ୍ତ

ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆରଆଇଏଲ)ର ୪୬ ତମ ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ) ସୋମବାର ମୁମ୍ବାଇଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ବୈଠକରେ ଆରଆଇଏଲର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କମ୍ପାନୀ ସହ ଜଡ଼ିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…

ବଜାରରେ ହୋଣ୍ଡାର ନ୍ୟୁ ହର୍ନେଟ

ନୂଆଦିଲ୍ଲୀ,୨୯।୮ : ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ହର୍ନେଟ୍‌-୨.୦କୁ ବଜାର ପ୍ରବେଶ ସହ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ଏବଂ ସିଇଓ…

ଡ୍ରିମ୍‌ ଗାର୍ଲ ୨ ସହ ଆଇମନ୍ତ୍ରାର ବୁଝାମଣା

ନୂଆଦିଲ୍ଲୀ,୨୯।୮: ଦେଶର ପ୍ରମୁଖ ଘରୋଇ ଆୟୁର୍ବେଦିକ ସଂସ୍ଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡର ଅଗ୍ରଣୀ ବ୍ରାଣ୍ଡ୍‌ ଆଇମନ୍ତ୍ରା ବଲିଉଡ ଚଳଚ୍ଚିତ୍ର ଡ୍ରିମ୍‌ ଗାର୍ଲ ୨ ସହ ଦ୍ୱିପାକ୍ଷିକ ବୁଝାମଣା କରିଛି। ଉକ୍ତ ବୁଝାମଣା ଅନୁଯାୟୀ ଆଇମନ୍ତ୍ରା ଡ୍ରିମ୍‌ ଗାର୍ଲ ୨ ପ୍ରଚାର…

ଗଣେଶ ପୂଜାରେ ଜିଓ ଏୟାର ଫାଇବର

ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ (ଆରଆଇଏଲ୍‌)ର ୪୬ ତମ ସାଧାରଣ ପରିଷଦ ବୈଠକ (ଏଜିଏମ) ସୋମବାର ମୁମ୍ବାଇଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ବୈଠକରେ ଆରଆଇଏଲର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଅନେକ ନୂଆ ଯୋଜନା ସମ୍ପର୍କରେ ଘୋଷଣା କରିଛନ୍ତି। ବିଶେଷ କରି କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?