ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…
ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ। ପ୍ରତିରକ୍ଷା ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡିଛି ଯେ ୨୦୨୫-୨୬ରେ ଭାରତର ପ୍ରତିରକ୍ଷା ରପ୍ତାନି ୩୮,୪୨୪…
ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ
ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍ ପ୍ରାଇଭେଟ୍ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ କଟକର ଏକ କ୍ଷୁଦ୍ର ୟୁନିଟ୍କୁ ବହୁ କୋଟି ଟଙ୍କାର ଉତ୍ପାଦନ ପାୱାରହାଉସରେ ପରିଣତ…
ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍ ପଡ଼ିବ ଅଭାବ
ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ ଧୀରେ ବିକଶିତ ହୁଏ, ଯାହା ଛୋଟ ପ୍ରତିଦିନର ଭୁଲରୁ ସୃଷ୍ଟି ହୁଏ। ଏହି…
ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍କାର
ହାଇଟେକ୍ ଗ୍ରୁପ୍ ଅଫ୍ ଇନ୍ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ସମଗ୍ର ଓଡ଼ିଶାରେ ଏହାର ଉପସ୍ଥିତିକୁ ବିସ୍ତାର କରିପାରିଛନ୍ତି। ଦୃଢ଼…
ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…
ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର କରିବା ଏବଂ ସୁନାର ଶୁଦ୍ଧତା ଏବଂ ପ୍ରାମାଣିକତା ସୁନିଶ୍ଚିତ କରିବା ପାଇଁ ସାରା…
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ ଘରୋଇ ଏଲପିଜି (LPG) ସିଲିଣ୍ଡର ମିଳିବାରେ ସମସ୍ୟା ଦେଖାଦେଉଛି। ଏଭଳି ସ୍ଥିତିରେ ଲୋକମାନେ…
ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ ସମୟରେ ଆମକୁ କେବଳ କିଛି ସମୟ ପାଇଁ କାହା ସହ ଚାଟିଂ କରିବାକୁ…
ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍ ଲୋନ୍? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ
ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍’ ବା ଗୃହ ଋଣ ଏକ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। କିନ୍ତୁ ଅନେକ ସମୟରେ ଲୋକଙ୍କ ମନରେ ପ୍ରଶ୍ନ ଉଠେ…
ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ
ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ ପଥ କୃଷି ମାଧ୍ୟମରେ ରହିଛି। କେନ୍ଦ୍ର ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ଚାଷୀମାନଙ୍କୁ…
ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ
‘ଗୋମାୟା ପେଣ୍ଟ୍ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ ପାଇଁ କିଛି କରିବାର ସ୍ବପ୍ନ ଦେଖୁଥିଲେ। ୨୦୨୦ ମସିହାରେ ଡେଏରୀ ଫାର୍ମିଂ ବିଷୟରେ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ ଆପଣଙ୍କୁ ଖାଦ୍ୟ ପାଇଁ ଚିନ୍ତା କରିବାକୁ ପଡ଼ିବ ନାହିଁ। IRCTC ପକ୍ଷରୁ ଆରମ୍ଭ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….
ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି । ସୁନା ମୂଲ୍ୟ ହ୍ରାସ ପାଇଥିବା ବେଳେ, ରୂପା ମୂଲ୍ୟରେ ଏକ…

