ବାଣିଜ୍ୟ

ଏୟାରଟେଲ୍‌ର ମାଗଣା ପ୍ୟାକ୍‌

ମୁମ୍ବାଇ: ଏୟାରଟେଲ୍‌ ପକ୍ଷରୁ ଗ୍ରାହକଙ୍କ ପାଇଁ ବିଶେଷ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀ ୫୫ ନିୟୁତରୁ ଅଧିକ ନିମ୍ନ ଆୟବର୍ଗର ଗ୍ରାହକଙ୍କୁ ଏହାର ୪୯ ଟଙ୍କାର ପ୍ୟାକ୍‌ ମାଗଣାରେ ଯୋଗାଇଦେବ। ଏହା ୨୮ ଦିନର ବୈଧତା ସହିତ ୩୮...

ଜିଡିପି ୯% ରହିବ: କେୟାର ରେଟିଂ

ଭୁବନେଶ୍ୱର: କରୋନା ମହାମାରୀର ୨ୟ ଲହର ଭାରତ ବଜାର ଉପରେ ଗଭୀର ପ୍ରଭାବ ପକାଇଛି। ସଂକ୍ରମଣକୁ ରୋକିବା ପାଇଁ ଦେଶ ମଧ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ହୋଇଛି। ଏଭଳି ସ୍ଥିତିରେ ଆର୍ଥତ୍କ ବର୍ଷ ୨୦୨୧-୨୨ରେ ଦେଶର ଜିଡିପି ପ୍ରାୟ...

ଛିଡ଼ା ହୋଇ ରହିଛି ୯୫ ଲକ୍ଷ ଟ୍ରକ୍‌

ମୁମ୍ବାଇ: ଲକଡାଉନ୍‌ ଯୋଗୁ ଦେଶର ପ୍ରାୟ ୬୫% ଟ୍ରକ୍‌ ବର୍ତ୍ତମାନ ବନ୍ଦ ହୋଇ ପଡିଛି। ବିଭିନ୍ନ ରାଜ୍ୟରେ ଏହି କ୍ଷେତ୍ରକୁ ୪୨ ହଜାର କୋଟି ଟଙ୍କା କ୍ଷତି ସହିବାକୁ ପଡିଛି ବୋଲି ଅଲ୍‌ ଇଣ୍ଡିଆ ମୋଟର ଟ୍ରାନ୍ସପୋର୍ଟ କଂଗ୍ରେସ (ଏଆଇଏମ୍‌ଟିସି)...

ଟିକସ ଅର୍ଥ ଅସୁଲ କରିବ କେୟର୍ନ

ମୁମ୍ବାଇ: ଭାରତ ସରକାରଙ୍କଠାରୁ ପାଇବାକୁ ଥିବା ଟିକସ ଫେରସ୍ତ ବାବଦ ଅର୍ଥ ଅସୁଲ କରିବା ଲାଗି ବ୍ରିଟେନର କେୟର୍ନ ଏନର୍ଜି ବର୍ତ୍ତମାନ ଅଗ୍ରସର ହୋଇଛି। ନିଜ ଅର୍ଥ ପାଇବା ଲାଗି ଏହି କମ୍ପାନୀ ବିଦେଶରେ ପ୍ରାୟ ୭୦ ବିଲିୟନ ଡଲାରର...

ହୋଟେଲ ଶିଳ୍ପର କ୍ଷତି ୧.୩୦ ଲକ୍ଷ କୋଟି

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ୨୦୨୦-୨୧ ଆର୍ଥତ୍କ ବର୍ଷରେ ଦେଶର ହୋଟେଲ ଶିଳ୍ପ ୧.୩୦ ଲକ୍ଷ କୋଟି ଟଙ୍କାର ରାଜସ୍ବ କ୍ଷତି ସହିଛି। ଏହି ଶିଳ୍ପ ବର୍ତ୍ତମାନ ସଙ୍କଟ ସମୟ ଦେଇ ଗତି କରୁଥିବା ଫେଡେରେଶନ ଅଫ୍‌ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟ...

ବିଦେଶୀ ନିବେଶକ ଉଠାଇ ନେଲେ ୬୪୫୨ କୋଟି

ମୁମ୍ବାଇ: କୋଭିଡ୍‌-୧୯ର ଦ୍ୱିତୀୟ ଲହର ପୁଞ୍ଜି ବଜାର ନିବେଶକଙ୍କ ମନକୁ ପ୍ରଭାବିତ କରିଛି। ଫଳରେ ଫରେନ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ)ମାନେ ପୁଞ୍ଜି ବଜାରରୁ ଚଳିତ ମାସ ବର୍ତ୍ତମାନ ସୁଦ୍ଧା ୬୪୫୨ କୋଟି ଟଙ୍କା ଉଠାଇ ନେଲେଣି। ଡିପୋଜିଟୋରି ଡାଟା ମୁତାବକ,...

୫% ବଢ଼ିଛି ଅତ୍ୟାବଶ୍ୟକ ସାମଗ୍ରୀ ଦର

ନୂଆଦିଲ୍ଲୀ: ସାରା ବିଶ୍ୱ କୋଭିଡ୍‌ ମହାମାରୀ ଭୟରେ ଭୟଭୀତ ହୋଇ ରହିଛିି। ଏଭଳି ସମୟରେ ଭାରତରେ ପରିବାଠାରୁ ପେଟ୍ରୋଲ ପର୍ଯ୍ୟନ୍ତ ଏପରିକି ଔଷଧ ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ ରହିଛି। ଗତ ବର୍ଷ ଅପେକ୍ଷା ଚଳିତ...

ମୂଳମୂଲ୍ୟ ଧିମା, ଖୁଚୁରା ବଢୁଛି

ନୂଆଦିଲ୍ଲୀ,୧୪।୫: କରୋନା ମହାମାରୀ ସମୟରେ ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢ଼ାଇଛି। ଗତ ୩ ଦିନ ଧରି ତେଲ ଦର ବଢିଥିବାବେଳେ ଗୁରୁବାର ଏହା ଅପରିବର୍ତ୍ତିତ ରହିଛି। ଗତ ବର୍ଷ ମେ’ ମାସଠାରୁ ଚଳିତ ବର୍ଷ ଅଦ୍ୟାବଧି...

ଶୀଘ୍ର ଖର୍ଚ୍ଚ ହେଉଛି କି ଫୋନ୍‌ର ଇଣ୍ଟରନେଟ୍‌ ଡାଟା ? ଆଜି ହିଁ ବଦଳାନ୍ତୁ ଏସବୁ ସେଟିଂ

କରୋନା କାଳରେ ବଢ଼ିଛି ଇଣ୍ଟରନେଟ ଖର୍ଚ୍ଚ। ଏଣୁ ଡାଟା ଶେଷ ହେବା ପ୍ରମୁଖ ଚିନ୍ତାର କାରଣ ସାଜେ। ଆଜିକାଲି ସବୁକିଛି ପାଇଁ ଇଣ୍ଟରନେଟ୍‌ ଡାଟା ଆବଶ୍ୟକ। କିନ୍ତୁ ଫୋନରେ ଅତିରିକ୍ତ ଜିନିଷ ହେତୁ ଡାଟା ଖର୍ଚ୍ଚ ହୋଇଯାଇଥାଏ। ଫଳରେ ଗୁରୁତ୍ୱପୂର୍ଣ୍ଣ...

ଜିଡିପି ୭.୫% ରହିବ: ଜାତିସଂଘ

ନୂଆଦିଲ୍ଲୀ:  କ୍ୟାଲେଣ୍ଡର ବର୍ଷ ୨୦୨୧ରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୫% ରହିବା ନେଇ ଜାତିସଂଘ ପକ୍ଷରୁ ବୁଧବାର ଆକଳନ କରାଯାଇଛି। ଜାନୁୟାରୀରେ କରାଯାଇଥିବା ଆକଳନ ତୁଳନାରେ ଏହା ବର୍ତ୍ତମାନ ୦.୨% ବୃଦ୍ଧି କରିଥିବା ଜଣାପଡ଼ିଛି। କୋଭିଡ୍‌-୧୯ ମାମଲା ବଢୁଥିବା...

ତେଲ ଚାହିଦା ୯.୪% ଖସିଲା

ନୂଆଦିଲ୍ଲୀ:  କୋଭିଡ୍‌ର ଦ୍ୱିତୀୟ ଲହର ପାଇଁ ଦେଶର ବିଭିନ୍ନ ପ୍ରାନ୍ତରେ ଲକ୍‌ଡାଉନ ଏବଂ ଶଟ୍‌ଡାଉନ କରାଯାଇଛି। ଆର୍ଥତ୍କ କାର୍ଯ୍ୟକଳାପ ଏବଂ ଯାନବାହନ ଚଳାଚଳ ଉପରେ ବର୍ତ୍ତମାନ କଟକଣା ଲାଗିଛି। ଫଳରେ ପେଟ୍ରୋଲ ଏବଂ ଡିଜେଲ ବିକ୍ରି ଉପରେ ଏହାର ପ୍ରଭାବ ପଡିଛି।...

ଖୁଚୁରା ମୁଦ୍ରାସ୍ଫୀତି ୪.୨୯%

ନୂଆଦିଲ୍ଲୀ:  ଚଳିତ ବର୍ଷ ଏପ୍ରିଲ ମାସରେ ଖୁଚୁରା ମୁଦ୍ରାସ୍ଫୀତି ୪.୨୯% ସ୍ତରରେ ରହିଛି। ଏହା ମାର୍ଚ୍ଚ ମାସରେ ୫.୫୨% ସ୍ତରରେ ରହିଥିଲା। ଖାଦ୍ୟ ସାମଗ୍ରୀ ଦର ଉଚ୍ଚରେ ରହିବା ଯୋଗୁ ଏଭଳି ସ୍ଥିତି ଉପୁଜିଥିଲା ବୋଲି ସରକାରୀ ଡାଟାରୁ ସାମ୍ନାକୁ ଆସିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri