ବାଣିଜ୍ୟ

ଏଫପିଆଇରେ ୮୪୦୦ କୋଟି ନିବେଶ

ଭୁବନେଶ୍ୱର,୨୧।୮: ଅନ୍ତରାଷ୍ଟ୍ରୀୟ ବଜାରରେ ଅସ୍ଥିରତା ସହିତ ଚାଇନାର ଆର୍ଥିକ ସଙ୍କଟ ଏବଂ ଘରୋଇ ଅର୍ଥବ୍ୟବସ୍ଥାର ସ୍ଥିରତା ମଧ୍ୟରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫପିଆଇ)ଙ୍କ ଭାରତୀୟ ବଜାର ଉପରେ ଭରସା ଅଧିକ ମଜଭୁତ ହୋଇଛି। ୨୦୨୩ ଅଗଷ୍ଟ ୧୮ ସୁଦ୍ଧା ବିଦେଶୀ ପୋର୍ଟଫୋଲିଓ…

୨୨ରେ ଭାରତ ଏନ୍‌ସିଏପିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୮: ଦିନକୁ ଦିନ ସଡକ ଦୁର୍ଘଟଣା ବିଭିନ୍ନ କାରଣରୁ ବୃଦ୍ଧି ପାଉଛି। କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ୨୨ ଅଗଷ୍ଟ ୨୦୨୩ ରେ କେନ୍ଦ୍ର ସରକାରଙ୍କର ବହୁ ପ୍ରତୀକ୍ଷିତ ତଥା ଅଭିନବ ପ୍ରକଳ୍ପ ‘ଭାରତ ନୂତନ…

ମହିନ୍ଦ୍ରାର ନ୍ୟୁ ଇ-ଆଲ୍‌ଫା ସୁପର ରିକ୍‌ସା

ଭୁବନେଶ୍ୱର,୨୧।୮: ମହିନ୍ଦ୍ରା ଲାଷ୍ଟ ମାଇଲ୍‌ ମୋବିଲିଟି (ଏଲ୍‌ଏମ୍‌ଏମ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ମହିନ୍ଦ୍ରା ନ୍ୟୁ ଇ-ଆଲ୍‌ଫା ସୁପର ରିକ୍‌ସାର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ମଡେଲକୁ ଥରେ ଚାର୍ଜ କଲେ ୯୫ କି.ମି.ରୁ…

ଆଜିଠାରୁ ପିଆଜ ବିକିବ ଏନ୍‌ସିସିଏଫ୍‌

ଭୁବନେଶ୍ୱର,୨୧।୮ (ଅଭୟ ଦାଶ): ଗତ କିଛିଦିନ ହେଲା ପିଆଜ ଦର ଓ ପିଆଜର ମହଜୁଦକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପରେ କେନ୍ଦ୍ର ସରକାର ପିଆଜ ରପ୍ତାନି ଉପରେ କଟକଣା ଲଗାଇବା ସହିତ ଶୁଳ୍କ ମଧ୍ୟ ବୃଦ୍ଧି କରିଛନ୍ତି। ଏପରିକି…

ସେନ୍ଥିଲି କୁମାର ଆଇଓସିଏଲ୍‌ ବୋର୍ଡର ଡାଇରେକ୍ଟର

ଭୁବନେଶ୍ୱର,୨୧।୮: ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ତଥା ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌)ବୋର୍ଡର ନିର୍ଦ୍ଦେଶକ (ପାଇପଲାଇନ) ଭାବେ ସେନ୍ଥିଲି କୁମାର ଏନ୍‌ ନିକଟରେ ଯୋଗଦେଇଛନ୍ତି। ଏ ନେଇ ବୋର୍ଡ ପକ୍ଷରୁ ମଧ୍ୟ ଏକ ପ୍ରେସ୍‌ ବିଜ୍ଞପ୍ତିରେ ବିସ୍ତୃତ ସୂଚନା…

ଅକ୍ଷୟ ଶକ୍ତି ଉତ୍ସ ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୨୧।୮: ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅକ୍ଷୟ ଉର୍ଜ୍ଜା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପୁନଃନବୀକରଣ ଯୋଗ୍ୟ ଶକ୍ତି ଏବଂ ଜୈବ ଇନ୍ଧନ ଭଳି ସ୍ଥାୟୀ ବିକଳ୍ପ ସହିତ ଶକ୍ତି ପୋର୍ଟଫୋଲିଓକୁ ବିବିଧ କରିବା ଲାଗି ବେଦାନ୍ତ ଆଲୁମିନିୟମର ପ୍ରତିବଦ୍ଧତାକୁ…

ରାମ୍‌କୋ ମାସନ କ୍ଲବ୍‌ର ପୁରସ୍କାର ଉତ୍ସବ

ଭୁବନେଶ୍ୱର,୨୧।୮: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ରାମ୍‌କୋ ସିମେଣ୍ଟ ଲିମିଟେଡ୍‌ର ସାମାଜିକ ପ୍ରତିଷ୍ଠାନ ରାମ୍‌କୋ ମାସନ କ୍ଲବର ବାର୍ଷିକ ପୁରସ୍କାର ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କମ୍ପାନୀର ଡିଜିଏମ୍‌…

ଏମ୍‌ଆଇ ଷ୍ଟୋର୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୮: ସାଓମି ଇଣ୍ଡିଆର ଆଉ ଏକ ଏକ୍ସକ୍ଲୁସିଭ ଏମ୍‌ଆଇ ଷ୍ଟୋର ନିକଟରେ ବାଲେଶ୍ୱରଠାରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଚଳିତବର୍ଷର ପାର୍ବଣ କାରବାରକୁ ଆଖି ଆଗରେ ରଖି କମ୍ପାନୀ ବାଲେଶ୍ୱରରେ ଉକ୍ତ ଷ୍ଟୋରର ଆନୁଷ୍ଠାନିକ ଶୁଭାରମ୍ଭ କରିଥିବାବେଳେ ପାର୍ବଣ ପୂର୍ବରୁ ବ୍ରାଣ୍ଡର ରିଟେଲ୍‌…

ବଜାରରେ ଲର୍ଡସ୍‌ ଅଟୋମେଟିଭ୍‌ର ଇଭି ରେଞ୍ଜ

ଭୁବନେଶ୍ୱର,୨୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଇଲେକ୍ଟ୍ରି ଭେହିକିଲ (ଇଭି) ନିର୍ମାତା ତଥା ଲର୍ଡସ୍‌ ମାର୍କ ଇଣ୍ଡଷ୍ଟ୍ରିଜ୍‌ର ସହାୟକ କମ୍ପାନୀ ଲର୍ଡସ୍‌ ଅଟୋମେଟିଭ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଇଭି ରେଞ୍ଜକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି କମ୍ପାନୀ ଏକା ସାଙ୍ଗରେ…

୨୦୦୦ ମସିହାଠାରୁ ବଢୁଛି ଭାରତୀୟଙ୍କ ସମ୍ପତ୍ତି, ହାରାହାରି ସମ୍ପତ୍ତି ପ୍ରାୟ ୧୪ ଲକ୍ଷ…

ବେର୍ନ,୨୦।୮ : ୟୁନିଅନ ବ୍ୟାଙ୍କ ଅଫ ସ୍ବିଜରଲ୍ୟାଣ୍ଡ (ୟୁବିଏସ) ରୁ ଏକ ରିପୋର୍ଟ ଆସିଛି ଯାହା ଗ୍ଲୋବାଲ ଓ୍ବେଲଥ ରିପୋର୍ଟ ୨୦୨୩’ ନାମରେ ପ୍ରକାଶ ପାଇଛି। ରିପୋର୍ଟରେ କୁହାଯାଇଛି ଭାରତର ଲୋକମାନେ ଅତି ଶୀଘ୍ର ଧନୀ ହେବାକୁ ଯାଉଛନ୍ତି। ଏହି ରିପୋର୍ଟ…

ମ୍ୟାଚୁରିଟି ପରେ ମଧ୍ୟ ପିପିଏଫରେ ବିନିଯୋଗ କରି ହେବ, ଏହା ସହିତ ଜଡିତ କିଛି ବିଶେଷ ନିୟମ…

ନୂଆଦିଲ୍ଲୀ,୨୦।୮ : ପବ୍ଲିକ ପ୍ରୋଭିଡେଣ୍ଟ ଫଣ୍ଡରେ ବିନିଯୋଗ କରିବା ସରକାରଙ୍କ ଦ୍ୱାରା ପରିଚାଳିତ ଏକ ଯୋଜନା, ଯାହା ଦ୍ୱାରା ଦୀର୍ଘ ସମୟ ମଧ୍ୟରେ ନିବେଶକାରୀ ବିପୁଳ ପାଣ୍ଠି ପାଇପାରିବେ। ଏହି ଯୋଜନା ବିଷୟରେ ବିଶେଷ କଥା ହେଉଛି ସଂଗଠିତ କ୍ଷେତ୍ରରେ କାର୍ଯ୍ୟ…

୨୨ ଟେଲିକମ୍‌ ସର୍କଲରେ ୫ଜି ପ୍ଲସ୍‌ ସେବା

ଭୁବନେଶ୍ୱର,୨୦।୮: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ଭାରତୀ ଏୟାରଟେଲ ନିକଟରେ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛି ବୋଲି ଏୟାରଟେଲ ପକ୍ଷରୁ କୁହାଯାଇଛି। ଏପରିକି ଟେଲିକମ୍‌ ବିଭାଗ (ଡିଓଟି)ର ମାନଦଣ୍ଡ ଅନୁଯାୟୀ ଭାରତର ସମସ୍ତ ୨୨ ଟେଲିକମ୍‌ ସର୍କଲରେ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?