ଫ୍ଲିପ୍କାର୍ଟ ସହ ଆକ୍ସିସ୍ ବ୍ୟାଙ୍କର ସହଭାଗିତା
ଭୁବନେଶ୍ୱର,୯।୭: ଦେଶର ଅଗ୍ରଣୀ ଇ-କମର୍ସ ସଂସ୍ଥା ଫ୍ଲିପ୍କାର୍ଟ ଏବଂ ଆକ୍ସିସ୍ ବ୍ୟାଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ କରାଯାଇଛି। ଉକ୍ତ ସହଭାଗିତା ଜରିଆରେ ଗ୍ରାହକମାନଙ୍କୁ ବ୍ୟକ୍ତିଗତ ଋଣ ସୁବିଧା ପ୍ରଦାନ କରାଯିବ। ଫଳରେ ଉଭୟ ସଂସ୍ଥାର ୪୫କୋଟି ଗ୍ରାହକ ସୁବିଧାରେ…
ଇଣ୍ଡୋ-ନେପାଳ ୬,୪୮୦ ମେଗାଓ୍ବାଟ ପଞ୍ଚେଶ୍ୱର ବିଦ୍ୟୁତ୍ ପରିଯୋଜନାକୁ ମିଳିବ ଚୂଡାନ୍ତ ରୂପ:ଉଭୟ ପକ୍ଷଙ୍କ ମଧ୍ୟରେ ସହମତି…
ନୂଆଦିଲ୍ଲୀ/କାଠମାଣ୍ଡୁ,୮।୭ : ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ ଦହଲ ପ୍ରଚଣ୍ଡ ନିକଟରେ ଭାରତ ଗସ୍ତ କରିଥିଲେ ଏବଂ ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ମିଳିଥିବା ସମର୍ଥନକୁ ପ୍ରଶଂସା କରିଥିଲେ। ପ୍ରଚଣ୍ଡଙ୍କ ଗସ୍ତ ପୂର୍ବରୁ ଭାରତ ଏବଂ ନେପାଳ ମଧ୍ୟରେ ଅନେକ ପ୍ରସଙ୍ଗରେ…
ଭାରତରେ ୪୭ପ୍ରତିଶତ ଲୋକଙ୍କର ଅଛି ଚାକିରି ହରାଇବାର ଭୟ
ନୂଆଦିଲ୍ଲୀ,୮।୭: ଭାରତରେ ପ୍ରାୟ ୪୭ ପ୍ରତିଶତ ଲୋକ ଚାକିରିକୁ ନେଇ ଅସୁରକ୍ଷିତ ମନେ କରନ୍ତି। ୧୦ ଜଣ କର୍ମଚାରୀଙ୍କ ମଧ୍ୟରୁ ୫ଜଣଙ୍କ ମଧ୍ୟରେ ଚାକିରି ହରାଇବାର ଭୟ ରହିଥାଏ। ଏଡିପି ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ଦ୍ୱାରା କରାଯାଇଥିବା ଏକ ସର୍ଭେର ଏହା ଜଣାପଡିଛି।…
ଦ୍ୱିପାକ୍ଷିକ ସହଭାଗିତାକୁ ଗୁରୁତ୍ୱାରୋପ
ଭୁବନେଶ୍ୱର,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ-ଜାପାନ ଆସୋସିଏସନର ଅଧ୍ୟକ୍ଷ ୟୋସିହିଦେ ସୁଗାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ୪ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଉକ୍ତ ଗସ୍ତରେ ଆସିଥିବା ଜାପାନ ଏମ୍ପିଙ୍କ ଏକ ପ୍ରତିନିଧି ଦଳ ‘ଗଣେଶ’ ଗ୍ରୁପ୍କୁ ଫେଡେରେଶନ…
ବିଜିୟୁର ନବାଗତ ଏମ୍ବିଏ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର,୮।୭: ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ପକ୍ଷରୁ ଶୁକ୍ରବାର ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଶିକ୍ଷାନୁଷ୍ଠାନର କ୍ୟାମ୍ପସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଉକ୍ତ ଉତ୍ସବରେ ୨୦୨୩-୨୫ ବ୍ୟାଚ୍ର ମାଷ୍ଟର ଅଫ୍ ବିଜ୍ନେସ୍ ଆଡ୍ମିନିଷ୍ଟ୍ରେଶନ (ଏମ୍ବିଏ) ନବାଗତ ଛାତ୍ରୀଛାତ୍ରମାନଙ୍କୁ ସ୍ବାଗତ…
ରେଳ ଟ୍ରାକ୍କୁ ମଜଭୁତ କରିବ ଜିଙ୍କ୍
ଭୁବନେଶ୍ୱର,୮।୭: ଅନ୍ତଃରାଷ୍ଟ୍ରୀୟ ଜିଙ୍କ୍ ଆସୋସିଏଶନ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କର୍ମଶାଳାର ଆୟୋଜନ କରାଯାଇଥିଲା। ବିଶେଷକରି ଭାରତୀୟ ରେଲଓ୍ବେର ବିଶାଳ ରେଳ ନେଟ୍ଓ୍ବାର୍କରେ ବିସ୍ତାରିତ ହୋଇଥିବା ରେଳ ଟ୍ରାକ୍ର ସୁରକ୍ଷା ଓ ଅବକ୍ଷୟ ରୋକିବା ଦିଗରେ ଜିଙ୍କ୍ ଆବୃତ୍ତ ରେଳ ଲାଇନର…
ଟାଟା ଷ୍ଟିଲ୍ର ପ୍ରଥମ ତ୍ରୈମାସିକ ଫଳାଫଳ
ଭୁବନେଶ୍ୱର,୮।୭: ଟାଟା ଷ୍ଟିଲ୍ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ଟାଟା ଷ୍ଟିଲ୍ ପକ୍ଷରୁ ୫.୦୧ ନିୟୁତ ଟନ୍ ଅଶୋଧିତ ଇସ୍ପାତ ଉପତ୍ାଦନ କରାଯାଇଛି।…
କାନାରା ରୋବେକୋ ମଲ୍ଟି କ୍ୟାପ୍ ଫଣ୍ଡ୍
ଭୁବନେଶ୍ୱର,୮।୭: କାନାରା ରୋବେକୋ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ‘କାନାରା ରୋବେକୋ ମଲ୍ଟି କ୍ୟାପ୍ ଫଣ୍ଡ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହି ନୂତନ ଫଣ୍ଡ୍ ଅଫର ବିଭିନ୍ନ ବଜାର ପୁଞ୍ଜୀକରଣର କମ୍ପାନୀଗୁଡ଼ିକରେ ନିବେଶ କରୁଛି। ଏପରିକି ଏହାର…
ବ୍ୟବସାୟରେ ବିଶ୍ୱାସ-ନୈତିକତା ରହିବା ଆବଶ୍ୟକ
ଭୁବନେଶ୍ୱର,୮।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂଘ ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ(ଆଇସିସି) ପକ୍ଷରୁ ଏକ ଦିନିକିଆ ତଥା ୫ମ କର୍ପୋରେଟ୍ ସୋସିଆଲ୍ ରେସ୍ସ୍ପନ୍ସିବିଲିଟି (ସିଏସ୍ଆର୍) ସମ୍ମିଳନୀ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ମେନ୍ଷ୍ଟ୍ରିମିଂ ସିଏସ୍ଆର୍ ଫର୍ ଇନ୍କ୍ଲୁସିଭ୍ନେସ୍’…
୨୦ସୁଦ୍ଧା ହୋଇପାରେ ରେସ୍ଲିଂ ଟ୍ରାଏଲ୍ସ
ନୂଆଦିଲ୍ଲୀ, ୭ା୭ (ପି.ଟି.):ଏସିଆନ ଗେମ୍ସ ପାଇଁ କୁସ୍ତିଯୋଦ୍ଧାମାନଙ୍କ ଶର୍ଟଲିଷ୍ଟ ତାଲିକା ପାଇଁ ଟ୍ରାଏଲ୍ସ ଯଥାସମ୍ଭବ ଜୁଲାଇ ୨୦ ପାଖାପାଖି ହୋଇପାରେ। ଅଲିମ୍ପିକ କାଉନ୍ସିଲ ଅଫ୍ ଏସିଆ(ଓସିଏ) ତରଫରୁ ଏ ନେଇ ଅଣାନୁଷ୍ଠାନିକ ପ୍ରତିଶ୍ରୁତି ମିଳିଛି। ଏସିଆନ ଗେମ୍ସ ଲାଗି ଖେଳାଳିମାନଙ୍କର ନାମ…
ସୋନିର ନୂତନ ଉତ୍ପାଦ
ଭୁବନେଶ୍ୱର,୭।୭:ସୋନି ଇଣ୍ଡିଆର ନୂତନ ଉତ୍ପାଦ ‘ଡଲ୍ବି ଆଟ୍ମସ୍ ସାଉଣ୍ଡ୍ବାର୍ ଏଚ୍ଟି- ଏସ୍୨୦୦୦ ୫.୧ଇଞ୍ଚର ଡଲ୍ବି ଆଟ୍ମସ ସାଉଣ୍ଡ୍ ବାର୍କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଏଥିରେ ସିନେମା ଭଳି ସାଉଣ୍ଡ୍, ଭର୍ଟିକାଲ୍ ସରାଉଣ୍ଡ୍ ଇଞ୍ଜିନ ଓ ଏସ୍-ଫୋର୍ସ ପ୍ରୋ…
ଆଇସିଆଇସିଆଇ ବ୍ୟାଙ୍କର ନୂତନ ଶାଖା
ଭୁବନେଶ୍ୱର,୭।୭:ଆଇସିଆଇସିଆଇ ବ୍ୟାଙ୍କର ନୂତନ ଶାଖା ଭୁବନେଶ୍ୱରର କେଶୁରାଠାରେ ଉଦଘାଟିତ ହୋଇଯାଇଛି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀଙ୍କ ସମେତ ଶାଖାର ସମସ୍ତ କର୍ମଚାରୀ…
Archives


