ବାଣିଜ୍ୟ

ଗାଜିଆବାଦ-ନଏଡାରେ ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି…

ନୂଆଦିଲ୍ଲୀ, ୨୩।୪: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ଆଜି କୌଣସି ପରିବର୍ତ୍ତନ ହୋଇନାହିଁ। ଓ୍ବେଷ୍ଟ ଟେକ୍ସାସ ଇଣ୍ଟରମିଡିଏଟ୍‌ ଅଶୋଧିତ ତେଲ ବ୍ୟାରେଲ ପିଛା ୭୭.୮୭ ଡଲାରରେ ଟ୍ରେଡ୍‌ କରୁଛି। ଏହି ସମୟରେ ବ୍ରେଣ୍ଟ ଅଶୋଧିତ ତୈଳ ୮୧.୬୬ ଡଲାରରେ ଟ୍ରେଡ…

ଓଏଚ୍‌ପିସିର ୨୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍‌ପିସି)ର ୨୮ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…

ସୋନିର ନୂଆ ବ୍ରାଭିଆ ଏକ୍ସ୭୫ଏଲ୍‌ ଟିଭି ସିରିଜ

ନୂଆଦିଲ୍ଲୀ,୨୩।୪: ସୋନି ଇଣ୍ଡିଆ ପକ୍ଷରୁ ନୂଆ ବ୍ରାଭିଆ ଏକ୍ସ୭୫ଏଲ୍‌ ଟିଭି ସିରିଜ୍‌କୁ ନିକଟରେ ଉନ୍ମୋଚନ କରାଯାଇଛି। ଏଥିରେ ୪କେ ଅଲ୍‌ଟ୍ରା ଏଚ୍‌ଡି ଏଲ୍‌ଇଡି ଡିସ୍‌ପ୍ଲେ ରହିଛି। ଏହି ପରବର୍ତ୍ତ ପିଢ଼ିର ଟିଭିଗୁଡ଼ିକ ବ୍ୟକ୍ତିଗତ ସୁହାଇବା ଭଳି ଏବଂ ଜୀବନ୍ତ ସଦୃଶ ଟିଭି…

ମହେଶ ମୂର୍ତ୍ତିଙ୍କ ନାଁରେ ୧୦୦ ନିୟୁତ ଡଲାରର ମାନହାନି ମକଦ୍ଦମା

ସିଙ୍ଗାପୁର,୨୩।୪: ଗୋଟିଏ ଆର୍ଟିକିଲ୍‌ ପାଇଁ ନିବେଶକ ତଥା ସିଡ୍‌ଫଣ୍ଡର ସହପ୍ରତିଷ୍ଠାତା ମହେଶ ମୂର୍ତ୍ତି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି। ସିଙ୍ଗାପୁରର ଫ୍ୟାଶନ୍‌ ଟେକ୍ନୋଲୋଜି କମ୍ପାନୀ ଜିଲିଙ୍ଗୋର ସହପ୍ରତିଷ୍ଠାତା ଅଙ୍କିତି ବୋଷ ମହେଶଙ୍କ ନଁାରେ ୧୦୦ ନିୟୁତ ଡଲାରର ଏକ ମାନହାନି ମକଦ୍ଦମା କରିଛନ୍ତି।…

୧୦,୦୦୦ କୋଟିର କାରବାର ଆକଳନ

ନୂଆଦିଲ୍ଲୀ,୨୩।୪: ଗତ ବର୍ଷର ଅକ୍ଷୟ ତୃତୀୟା କାରବାର ଅପେକ୍ଷା ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ପ୍ରାୟ ୧୫ରୁ ୨୦% ହ୍ରାସ ପାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ ଚଳିତ ବର୍ଷର ଦର ଗତ ବର୍ଷ ଅପେକ୍ଷା ପ୍ରାୟ ୫,୦୦୦ ଟଙ୍କା…

୨୫ରେ ଖୋଲିବ ଏମ୍‌ପିଏଲ୍‌ ଆଇପିଓ

ନୂଆଦିଲ୍ଲୀ,୨୨।୪: ମ୍ୟାନ୍‌କାଇଣ୍ଡ ଫାର୍ମା ଲିମିଟେଡ୍‌ (ଏମ୍‌ପିଏଲ୍‌)ର ୪୦,୦୫୮, ୮୪୪ ଇକ୍ୱିଟି ଶେୟାରର ଇନିସିଆଲ୍‌ ପବ୍ଲିକ୍‌ ଅଫର (ଆଇପିଓ) ୨୦୨୩ ଏପ୍ରିଲ ୨୫ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ଏହି ଅଫରର ଶେଷ ତାରିଖ ୨୦୨୩ ଏପ୍ରିଲ ୨୭…

ରିଲାଏନ୍ସ ଜିଓର ବାର୍ଷିକ ଫଳାଫଳ

ନୂଆଦିଲ୍ଲୀ,୨୨।୪: ଦେଶର ସର୍ବବୃହତ୍‌ ଟେଲିକମ୍‌ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ ପକ୍ଷରୁ ଶୁକ୍ରବାର ୨୦୨୨-୨୩ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ମଧ୍ୟ…

‘ପ୍ରାକୃତିକ ବନାମ କୃତ୍ରିମ କୋମା’

ଭୁବନେଶ୍ୱର,୨୧।୪: ଜି-୨୦ ପରିପ୍ରେକ୍ଷୀରେ ଆଇସିଏମ୍‌ଆର୍‌ ଆଞ୍ଚଳିକ ଭେଷଜ ଅନୁସନ୍ଧାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ହାଇଟେକ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଭୁବନେଶ୍ୱରଠାରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ‘ପ୍ରାକୃତିକ ବନାମ କୃତ୍ରିମ କୋମା’ ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଆଲୋଚନଚକ୍ର…

ପଟିଆ ଛକରେ କଲ୍ୟାଣ ଜୁଏଲର୍ସ

ଭୁବନେଶ୍ୱର,୨୧।୪: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶୁକ୍ରବାର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ ହେବାକୁ ଯାଉଛି। ବିଶେଷକରି ଭୁବନେଶ୍ୱରର ପଟିଆ ଛକରେ ଉକ୍ତ ଷ୍ଟୋର ଖୋଲିବାକୁ ଯାଉଛି। ଭୁବନେଶ୍ୱରରେ ଏହା ୨ୟ ଆଉଟ୍‌ଲେଟ୍‌…

ଦିଲ୍ଲୀରେ ଆପଲ୍‌ ସାକେତ ରିଟେଲ ଷ୍ଟୋର

ନୂଆଦିଲ୍ଲୀ,୨୧।୪: ପ୍ରିମିୟମ ସ୍ମାର୍ଟଫୋନ ତଥା ଆଇଫୋନ ନିର୍ମାତା ଆପଲ୍‌ର ୨ୟ ରିଟେଲ ଷ୍ଟୋର ଗୁରୁବାର ନୂଆଦିଲ୍ଲୀର ସାକେତସ୍ଥିତ ସିଟି ଓ୍ବାକ୍‌ ମଲ୍‌ରେ ‘ଆପଲ୍‌ ସାକେତ’ ରିଟେଲ ଷ୍ଟୋର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆପଲ୍‌ର ସିଇଓ ଟିମ୍‌ କୁକ୍‌…

୧୫ ବର୍ଷ ପରେ ଜେଏସ୍‌ଏଲ୍‌ର ପ୍ରଥମ ଡିଭିଡେଣ୍ଟ

ଭୁବନେଶ୍ୱର,୨୧।୪: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ବୋର୍ଡ ଅଫ୍‌ ଡାଇରେକ୍ଟର୍ସ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ମଧ୍ୟବର୍ତ୍ତୀ ଡିଭିଡେଣ୍ଡ ପେମେଣ୍ଟ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦୀର୍ଘ ୧୫ ବର୍ଷର ବ୍ୟବଧାନ ପରେ ଜିନ୍ଦଲ ଷ୍ଟେନ୍‌ଲେସ ହିସାର ଲିମିଟେଡ୍‌ (ଜେଏସ୍‌ଏଚ୍‌ଏଲ୍‌)ର ସଫଳ…

ସିମ୍ଫୋନିର ବିଏଲ୍‌ଡିସି ମଡେଲ ଉନ୍ମୋଚିତ

ଭୁବନେଶ୍ୱର,୨୧।୪: ଦେଶର ପ୍ରମୁଖ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉତ୍ପାଦକ ସିମ୍ଫୋନି ଲିମିଟେଡ୍‌ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବ୍ରସ୍‌ଲେସ୍‌ ଡିସି ଇଲେକ୍ଟ୍ରିକ୍‌ ମୋଟର(ବିଏଲ୍‌ଡିସି) ପ୍ରଯୁକ୍ତି ମଡେଲ ରେଞ୍ଜକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବିଏଲ୍‌ଡିସି ପ୍ରଯୁକ୍ତି ଦ୍ୱାରା ପରିଚାଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri