ବାଣିଜ୍ୟ

୧୯ରୁ ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଗୁପ୍ତା ଇଭେଣ୍ଟସ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ପ୍ରଥମ ଥର ପାଇଁ ଏକ ୧୧ ଦିନିଆ ବିଶ୍ୱସ୍ତରୀୟ ମେଳା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷ ମେ ୧୯ରୁ ଭୁବନେଶ୍ୱରର ଜନତା…

ଶିଳ୍ପପତିଙ୍କ ପସନ୍ଦ ପାଲଟିଛି ଓଡ଼ିଶା

ଭୁବନେଶ୍ୱର,୧୮ା୫(ବ୍ୟୁରୋ) : ଶିଳ୍ପପତିଙ୍କ ପ୍ରଥମ ପସନ୍ଦ ଓଡ଼ିଶା। ଦେଶ ହେଉ କି ବିଦେଶ, ନିବେଶ ପାଇଁ ଶିଳ୍ପପତି ଓଡ଼ିଶା ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଶିଳ୍ପପତିଙ୍କ ଭରସା ବଢ଼ାଇଛି। ପୁଞ୍ଜିନିବେଶ, ଜାତୀୟ ହାରକୁ ବହୁ ପଛରେ…

‘ମେଟା ଇଣ୍ଡିଆ’ରୁ ଇସ୍ତଫା ଦେଲେ ଆଉ ଜଣେ ବଡ ଅଧିକାରୀ

ନୂଆଦିଲ୍ଲୀ,୧୭।୫:ଫେସବୁକ୍‌, ଇନଷ୍ଟାଗ୍ରାମ ଏବଂ ଫେସବୁକ୍‌ର ସହାୟକ କମ୍ପାନୀ ମେଟାର ଜଣେ ବଡ ଅଧିକାରୀ ମେଟାରୁ ଅଲଗା ହୋଇଛନ୍ତି। ସେ ହେଉଛନ୍ତି ଭାରତର ମେଟାର ଡାଇରେକ୍ଟର ଏବଂ ପାର୍ଟନରସିପ୍‌ ହେଡ୍‌ ମନୀପ ଚୋପ୍ରା। ସେ ମଙ୍ଗଳବାର ଲିଙ୍କ୍‌ଡିନ୍‌ରେ ଇସ୍ତଫା ଦେଇଛନ୍ତି ବୋଲି ସୂଚନା…

ଖିମ୍‌ଜୀ ଜୁଏଲର୍ସର ‘ହ୍ବାଏ ନଟ୍‌ ଡାଇମଣ୍ଡ’ ଅଭିଯାନ

ଭୁବନେଶ୍ୱର,୧୭।୫: ରାଜ୍ୟର ପ୍ରମୁଖ ତଥା ସର୍ବ ପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସର ନୂତନ ସ୍ବତନ୍ତ୍ର ହୀରା ଗହଣା ‘ହ୍ବାଏ ନଟ୍‌ ଡାଇମଣ୍ଡ’ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଉକ୍ତ ଅଭିଯାନ ଜରିଆରେ ଖିମ୍‌ଜୀ ପ୍ରତ୍ୟେକ ଗ୍ରାହକଙ୍କ ବ୍ୟକ୍ତିତ୍ୱକୁ ପାଳନ କରିବ…

ଓଏମ୍‌ସିର ୬୮ତମ ପ୍ରତିଷ୍ଠା ଦିବସ

ନୂଆଦିଲ୍ଲୀ,୧୭।୫: ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ୬୮ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ସ୍ଥାନୀୟ ଜୟଦେବ ଭବନଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଓଡ଼ିଶା ସରକାରଙ୍କ ଅଧୀନ ଓଏମ୍‌ସି ଏକ…

ଓଡ଼ିଶାରେ ଜିଓ ଫାଇବର ୧ ନମ୍ବର

ଭୁବନେଶ୍ୱର,୧୭।୫: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସେବା ପ୍ରଦାନକାରୀ ସଂସ୍ଥା ଜିଓ ଫାଇବର ଓଡ଼ିଶାରେ କ୍ରମାଗତ ଭାବେ ୧ ନମ୍ବର ସ୍ଥାନରେ ରହିଛି। ଏପରିକି ରାଜ୍ୟର ୨ ଲକ୍ଷରୁ ଅଧିକ ଘରକୁ ହାଇସ୍ପିଡ୍‌ ଓୟାରଲାଇନ ବ୍ରଡ୍‌ବ୍ୟାଣ୍ଡ୍‌…

ଟାଟା ମୋଟର୍ସର ନ୍ୟୁ ନେକ୍ସନ ଇଭି ମାକ୍ସର ଅନାବରଣ

ଭୁବନେଶ୍ୱର,୧୭।୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଇଲେକ୍ଟ୍ରିକ୍‌ ଭେଇକିଲ (ଇଭି) ‘ନ୍ୟୁ ନେକ୍ସନ ଇଭି ମାକ୍ସ’ ଡାର୍କ ଏଡିସନ ମଡେଲର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା…

ଭାରତରେ ୫୦୦ କର୍ମଚାରୀଙ୍କୁ ଛଟେଇ କଲା ଆମାଜନ

ନୂଆଦିଲ୍ଲୀ,୧୬।୫:ଆମାଜନ ଭାରତରେ ତା’ର ୫୦୦ଜଣ କର୍ମଚାରୀଙ୍କୁ ଛଟେଇ କରିଛି। ବର୍ତ୍ତମାନ ଭାରତରେ ବେରୋଜଗାର ସମସ୍ୟା ଦିନକୁ ଦିନ ବଢୁଥିବାବେଳେ ଇ-କମର୍ସ କମ୍ପାନୀମାନେ କର୍ମଚାରଙ୍କୁ ଚାକିରୀରୁ ବାହାର କରିଦେଉଛନ୍ତି। ଆମାଜନର ସିଇଓ ଆଣ୍ଡି ଜାସି ସାରା ବିଶ୍ୱରେ ଥିବା ଆମାଜନ କମ୍ପାନୀରୁ ୯୦୦୦…

ବିଦେଶକୁ ଔଷଧ ରପ୍ତାନୀ ପୂର୍ବରୁ ହେବ ଗୁଣବତ୍ତା ଯାଞ୍ଚ୍‌ !…

ନୂଆଦିଲ୍ଲୀ,୧୬।୫ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଫାର୍ମାସ୍ୟୁଟିକାଲ୍ସ ବିଭାଗ ଏକ ନୂତନ ନୀତି ଆପଣାଇଛନ୍ତି। ଏହି ନୀତିରେ ମହାନିର୍ଦ୍ଦେଶକ ବୈଦେଶିକ ବାଣିଜ୍ୟକୁ ମଧ୍ୟ ଯୋଗାଯୋଗ କରାଯାଇଛି ଏବଂ ସେମାନଙ୍କଠାରୁ ପରାମର୍ଶ ନିଆଯାଇଛି। ବିଦେଶକୁ ଔଷଧ ପଠାଇବା ପୂର୍ବରୁ ଆଞ୍ଚଳିକ କିମ୍ବା…

ଏପ୍ରିଲରେ ୧୨,୫୯୦ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ନୂଆଦିଲ୍ଲୀ,୧୬ା୫: ଭାରତର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ସୋନାଲିକା ୨୦୨୩-୨୪ ଆର୍ଥିକ ବର୍ଷ ଆରମ୍ଭରୁ ନୂତନ ରକର୍ଡ ସହ ପୂର୍ବ ବର୍ଷର ସମାନ ବିକ୍ରୟ ଧାରା ବଜାୟ ରଖିଛି। ଏପରିକି ୨୦୨୩ ଏପ୍ରିଲରେ ସୋନାଲିକା ମୋଟ ୧୨,୫୯୦ ୟୁନିଟ ଟ୍ରାକ୍ଟର…

ଗୋଷ୍ଠୀ ବିକାଶକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧୬।୫: ଦେଶର ପ୍ରମୁଖ ଘରୋଇ ଶିଳ୍ପସଂସ୍ଥା ତଥା ବେଦାନ୍ତ ଗ୍ରୁପର ସହଯୋଗୀ କମ୍ପାନୀ ବେଦାନ୍ତ ସେସାଗୋଆର ଆଇରନ ଓର ଓଡ଼ିଶା ପକ୍ଷରୁ ପ୍ରୋଜେକ୍ଟ ନିର୍ମଳ ମାଧ୍ୟମରେ ସୁନ୍ଦରଗଡ ଜିଲା ନାଡିଡିହି ଅଞ୍ଚଳର ୩ଟି ବିଦ୍ୟାଳୟ ଏବଂ ତିନୋଟି ଅଙ୍ଗନୱାଡି କେନ୍ଦ୍ରକୁ ଆରଓ…

ଓରିଏଣ୍ଟ ଇଲେକ୍‌ଟ୍ରିକ୍‌ର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୧୬।୫: ଓରିଏଣ୍ଟ ଇଲେକ୍‌ଟ୍ରିକ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି କମ୍ପାନୀର ବହୁ ପ୍ରତୀକ୍ଷିତ ତଥା ବିଏଲ୍‌ଡିସି ଟେକ୍ନୋଲୋଜିରେ ନିର୍ମିତ ଫ୍ୟାନ୍‌ଗୁଡ଼ିକର ଏକ ବ୍ୟାପକ ରେଞ୍ଜର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସାଧାରଣ ଫ୍ୟାନ୍‌ ତୁଳନାରେ ଓରିଏଣ୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri