କୋଇଲା ଉତ୍ପାଦନରେ ଏମ୍ସିଏଲ୍ର ସର୍ବକାଳୀନ ରେକର୍ଡ
ଭୁବନେଶ୍ୱର,୩।୪: ମହାନଦୀ କୋଲଫିଲ୍ଡ ଲିମିଟେଡ (ଏମ୍ସିଏଲ୍) ପକ୍ଷରୁ ନିକଟରେ ଆୟୋଜିତ ବାର୍ଷିକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏମ୍ସିଏଲ୍ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଓମ୍ ପ୍ରକାଶ ସିଂ କମ୍ପାନୀର ବାର୍ଷିକ କାର୍ଯ୍ୟକଳାପ ବିଷୟରେ ବିସ୍ତୃତ ଭାବେ ଆଲୋକପାତ…
ପୂର୍ବତଟ ରେଳପଥରେ ୨୪୧.୫୧ ଏମ୍ଟି ପଣ୍ୟ କାରବାର
ଭୁବନେଶ୍ୱର,୩।୪: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍ ପୂର୍ବତଟ ରେଳପଥ ୨୦୨୨-୨୩ ଆର୍ଥିକବର୍ଷର ପଣ୍ୟ ପରିବହନରେ ଏକ ନୂତନ ରେକର୍ଡ ସ୍ଥାପନ କରିଛି। ଏପରିକି ରେଳପଥ ଲକ୍ଷ୍ୟଧାର୍ଯ୍ୟଠାରୁ ଅଧିକ ୨୪୧.୫୧ ମିଲିଅନ ଟନ୍ ପଣ୍ୟ ପରିବହନ କରିଛି। ସେହିଭଳି ପୂର୍ବତଟ ରେଳପଥ ୨୦୨୧-୨୨…
ଶାସନନୀତିରେ ସଚିବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୩।୪: ଇନ୍ଷ୍ଟିଚ୍ୟୁଟ୍ ଅଫ୍ କମ୍ପାନୀ ସେକ୍ରେଟାରି ଅଫ୍ ଇଣ୍ଡିଆ (ଆଇସିଏସ୍ଆଇ)ର ଭୁବନେଶ୍ୱର ଅଧ୍ୟାୟ ପକ୍ଷରୁ ‘ଶକ୍ତିର ସଶକ୍ତୀକରଣ’ ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ ନାଲକୋର ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀଧର ପାତ୍ର…
ଟାଟା ଏଆଇଏ ଏନ୍ଏଫ୍ଓ ଶୁଭାରମ୍ଭ
ନୂଆଦିଲ୍ଲୀ,୩।୪: ଟାଟା ଏଆଇଏ ଲାଇଫ୍ ଇନ୍ସ୍ୟୁରାନ୍ସ ପକ୍ଷରୁ ଟାଟା ଏଆଇଏ ସଷ୍ଟେନେବିଲିଟି ଇକ୍ୱିଟି ଫଣ୍ଡ୍ ଓ ଟାଟା ଏଆଇଏ ଡାଇନାମିକ୍ ଆଡଭାଣ୍ଟେଜ୍ ଫଣ୍ଡ୍ର ଏନ୍ଏଫ୍ଓ ଶୁଭାରମ୍ଭ କରାଯାଇଛି। ଟାଟା ଏଆଇଏ ସଷ୍ଟେନେବିଲିଟି ଇକ୍ୱିଟି ଫଣ୍ଡ୍ର ପାଣ୍ଠିକୁ ନିରନ୍ତରତାକୁ କିମ୍ବା ପରିବେଶ, ସାମାଜିକ…
ଅଭିବୃଦ୍ଧି ପଥରେ ପାରାଦୀପ ପୋର୍ଟ
ଭୁବନେଶ୍ୱର,୩।୪: ପାରାଦୀପ ପୋର୍ଟ ଅଥରିଟି (ପିପିଏ) ପକ୍ଷରୁ ରବିବାର ବାର୍ଷିକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ଅବସରରେ ପାରାଦୀପ ପୋର୍ଟର ଚେୟାରମ୍ୟାନ ପି.ଏଲ. ହାରାନନ୍ଦା ସମ୍ମିଳନୀକୁ ସମ୍ବୋଧିତ କରି କହିଥିଲେ ଯେ କ୍ରମାଗତ ଭାବେ ପାରାଦୀପ ପୋର୍ଟ ଖାଲି ରାଜ୍ୟରେ…
୨୦୨୩ରେ ଜିଏସ୍ଟି ସଂଗ୍ରହ ୧୫.୧୪% ବଢ଼ିଛି
ଭୁବନେଶ୍ୱର, ୩ା୪(ବ୍ୟୁରୋ): ୨୦୨୩ ମାର୍ଚ୍ଚରେ ଓଡ଼ିଶା ମୋଟ ଜିଏସ୍ଟି ବାବଦକୁ ୪୭୪୯.୦୨ କୋଟି ଟଙ୍କା ସଂଗ୍ରହ କରିଛି। ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୪୧୨୪.୬୬ କୋଟି ଟଙ୍କା ଥିଲା। ଏ କ୍ଷେତ୍ରରେ ଗତ ବର୍ଷର ମାର୍ଚ୍ଚ ତୁଳନାରେ ୧୫.୧୪% ଅଭିବୃଦ୍ଧି…
ପୁଣି ଥରେ ଜେଜେ ହେବେ ମୁକେଶ ଅମ୍ବାନୀ
ମୁମ୍ବାଇ,୨।୪: ପୁଣି ଥରେ ଦେଶର ସବୁଠୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ଘରକୁ ଏକ କୁନି ଅତିଥି ଆସିବାକୁ ଯାଉଛି। ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି ମୁକେଶଙ୍କ ବଡ଼ ବୋହୂ ଶ୍ଲୋକା ମେହେଟ୍ଟା। ଯଦିଓ ଅମ୍ବାନୀ ପରିବାର…
ଫେବୃୟାରୀରେ ୪୫ ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି ହ୍ବାଟସଆପ…
ନୂଆଦିଲ୍ଲୀ,୨।୪ : ଫେବୃଆରୀରେ ହ୍ବାଟସଆପ ୪୫ ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି। ଯାହା ଗତ ମାସରେ ନିଷିଦ୍ଧ ହୋଇଥିବା ଆକାଉଣ୍ଟ ସଂଖ୍ୟାଠାରୁ ଅଧିକ। ଜାନୁଆରୀରେ ହ୍ବାଟସଆପ ୨୯ ଲକ୍ଷ ଆକାଉଣ୍ଟକୁ ନିଷିଦ୍ଧ କରିଥିଲା। ୨୦୨୨ ଡିସେମ୍ବରରେ ୩୬ ଲକ୍ଷ ଏବଂ…
ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ
ଭୁବନେଶ୍ୱର,୨।୪: ଦେଶର ସର୍ବବୃହତ୍ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଶନିବାର ଓଡ଼ିଶା ଦିବସ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଶେଷକରି ଓଡ଼ିଶାର ବିକାଶ ପାଇଁ କମ୍ପାନୀ ତା’ର ପ୍ରତିଶ୍ରୁତି…
ଲରେନ୍ସ ଆଣ୍ଡ ମାୟୋର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨।୪: ଦେଶର ପ୍ରମୁଖ ଅପ୍ଟିକାଲ ବ୍ରାଣ୍ଡ୍ ‘ଲରେନ୍ସ ଆଣ୍ଡ ମାୟୋ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଶୁକ୍ରବାର ସ୍ଥାନୀୟ ବାଣୀବିହାର ଛକ ନିକଟସ୍ଥ ମେଟ୍ରୋ ହାଉସ୍ଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହା ପୂର୍ବରୁ ଭୁବନେଶ୍ୱର ଆମ୍ରି ହସ୍ପିଟାଲଠାରେ ବ୍ରାଣ୍ଡ୍ର ପ୍ରଥମ ଷ୍ଟୋର…
ମାର୍ଚ୍ଚରେ ୧.୬ ଲକ୍ଷ କୋଟିରୁ ଅଧିକ ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୪: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି। ଏହା ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ଆଦାୟରେ ପ୍ରତିଫଳିତ ହେଉଛି। ଏପରିକି ୨୦୨୩ ମାର୍ଚ୍ଚର ଜିଏସ୍ଟି ସଂଗ୍ରହ ସମ୍ପର୍କରେ ଶନିବାର ଅର୍ଥ ମନ୍ତ୍ରଣାଳୟ…
ଏନ୍ଏମ୍ଏସିସି ଉଦ୍ଘାଟିତ
ମୁମ୍ବାଇ,୧।୪: ସାରା ବିଶ୍ୱର କଳାକାରଙ୍କୁ ଉତ୍ସାହିତ କରିବା ପାଇଁ ଦେଶର ସର୍ବବୃହତ୍ କଲ୍ଚରାଲ ସେଣ୍ଟର ନୀତା ମୁକେଶ ଅମ୍ବାନୀ କଲ୍ଚରାଲ ସେଣ୍ଟର (ଏନ୍ଏମ୍ଏସିସି) ର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ଏପରିକି ଦେଶ ବିଦେଶର କଳାକାର, ଧର୍ମଗୁରୁ, କ୍ରୀଡ଼ା ଓ ବ୍ୟବସାୟ…
Archives


