ବାଣିଜ୍ୟ

ଆଜିଠାରୁ ଖିମ୍‌ଜୀର ‘ଏଣ୍ଡ୍‌ ଅଫ୍‌ ସିଜନ୍‌ ସେଲ୍‌’

ଭୁବନେଶ୍ୱର,୧୯।୭(ଅଭୟ ଦାଶ): ଓଡ଼ିଶାର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମଜୀ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଏଣ୍ଡ୍‌ ଅଫ୍‌ ସିଜନ୍‌ ସେଲ୍‌-୨୦୨୩ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହି ସେଲ୍‌ ୨୦୨୩ ଜୁଲାଇ ୧୯ରୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହେବ। ଏପରିକି ଏହା ଜରିଆରେ…

ନେଟ୍‌ୱର୍କ ଭିତ୍ତିଭୂମିର ଉନ୍ନତୀକରଣ

ଭୁବନେଶ୍ୱର,୧୯।୭: ଓଡ଼ିଶା ସରକାର ଓ ଟାଟା ପାୱାରର ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଖୋର୍ଦ୍ଧାର ବାଘମାରୀଠାରେ ଫିଡର୍‌ ଓ ନେଟ୍‌ୱର୍କ ଭିତ୍ତିଭୂମିର ଉନ୍ନତୀକରଣ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଗ୍ରହଣ କରାଯାଇଛି। ଏହି ପ୍ରକଳ୍ପର…

ଡିଏସ୍‌ପି ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୯।୭: ଡିଏସ୍‌ପି ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷ କରି ଏହାର ୩ଟି ଓପନ ଏଣ୍ଡେଡ ଏକ୍ସଚେଞ୍ଜ ଟ୍ରେଡେଡ ଫଣ୍ଡ (ଇଟିଏଫ୍‌) ଯଥା ଡିଏସ୍‌ପି ଏସ୍‌ ଆଣ୍ଡ ପି ବିଏସଇ ସେନସେକ୍ସ ଇଟିଏଫ, ଡିଏସପି ନିଫଟି ପ୍ରାଇଭେଟ…

ବିଓଆଇ ଶାଖା ମୁଖ୍ୟଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୯।୭: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ଅନ୍ତର୍ଗତ ୭୮ଟି ଶାଖାର ଶାଖା ମୁଖ୍ୟମାନଙ୍କର ଏକ ସମୀକ୍ଷା ବୈଠକ ନିକଟରେ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଓଆଇ ରାଷ୍ଟ୍ରୀୟ ବ୍ୟାଙ୍କିଙ୍ଗ୍‌ ସମୂହର ଓଡ଼ିଶା ମହାପ୍ରବନ୍ଧକ…

କୋଇଲାରୁ ଉତ୍ପାଦନ ହେବ ଗ୍ୟାସ୍‌

ନୂଆଦିଲ୍ଲୀ,୧୯।୭: କୋଇଲାକୁ ଅଧିକରୁ ଅଧିକ ଗ୍ୟାସରେ ପରିଣତ କରିବାକୁ କେନ୍ଦ୍ର ସରକାର ଯେଉଁ ଗୁରୁତ୍ୱ ଦେଉଛନ୍ତି ତାହାକୁ ଚରିତାର୍ଥ କରିବାକୁ କୋଇଲା ମନ୍ତ୍ରଣାଳୟ ବିଭିନ୍ନ ପ୍ରୟାସ ଆରମ୍ଭ କରିଛି। ଏପରିକି ୨୦୩୦ ଆର୍ଥିକ ବର୍ଷ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲାକୁ…

୧୯ ଜୁଲାଇରୁ ଗୁଗଲ ଆଲବମ ଆର୍କାଇଭ ତଥ୍ୟ ଅପସାରଣ କରିବ…

ଓ୍ବାଶିଂଟନ,୧୮।୭ : ଟେକ ଜଏଣ୍ଟ ଗୁଗଲ ଗତ ମାସରେ ଘୋଷଣା କରିଥିଲା ଏହାର ଆଲବମ ଆର୍କାଇଭର ବୈଶିଷ୍ଟ୍ୟ ବନ୍ଦ କରୁଛି। କମ୍ପାନୀ ଅନୁଯାୟୀ, ଏହି ସେବା ଗୁଗଲ ବ୍ୟବହାରକାରୀଙ୍କ ପାଇଁ ଜୁଲାଇ ୧୯ ରୁ ଆସନ୍ତାକାଲି ଠାରୁ ଆଉ ଉପଲବ୍ଧ ହେବ…

ଇ-ସିଗାରେଟ ବିକ୍ରୟ କରୁଥିବା ୧୫ ୱେବସାଇଟକୁ ସରକାରୀ ନୋଟିସ…

ନୂଆଦିଲ୍ଲୀ,୧୮।୭ : ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଦ୍ୱାରା ଇ-ସିଗାରେଟ ସ୍ବାସ୍ଥ୍ୟ ପାଇଁ ବିପଜ୍ଜନକ ବୋଲି ଜଣାପଡିଛି। ଏହାର ବିପଦକୁ ଦୃଷ୍ଟିରେ ରଖି ଭାରତରେ ଏହାର ବିକ୍ରୟ ନିଷେଧ କରାଯାଇଛି। ଯଦିଓ ଏହା ଅନେକ ୱେବସାଇଟରେ ବିକ୍ରି ଜାରି ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ସାହାରା ନିବେଶକଙ୍କ ଟଙ୍କା ଫେରସ୍ତ ପାଇଁ ରିଫଣ୍ଡ ପୋର୍ଟାଲ,ଶାହା କହିଲେ ଐତିହାସିକ କ୍ଷଣ…

ନୂଆଦିଲ୍ଲୀ,୧୮।୭ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ସାହାରା ନିବେଶକଙ୍କ ଟଙ୍କା ଫେରସ୍ତ ପାଇଁ ରିଫଣ୍ଡ ପୋର୍ଟାଲ ଲଞ୍ଚ କରିଛନ୍ତି। ଏହି ପୋର୍ଟାଲର ଉଦ୍ଦେଶ୍ୟ ହେଉଛି ପ୍ରାୟ ୪୫ ଦିନ ମଧ୍ୟରେ ସାହାରା ଗୋଷ୍ଠୀର ଚାରୋଟି ସହକାରୀ ସମିତିରେ ଜମା…

ଦିନକରେ ୫ ଲକ୍ଷ କୋଟିର ଅଧିକ ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୧୮।୭: (ଅଭୟ ଦାଶ): ଗତ କିଛି ଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ହୋଇଛି। କାରଣ କ୍ରମାଗତ ଭାବେ ପୁଞ୍ଜି ବଜାରରେ ନିବେଶ ବୃଦ୍ଧି ଘଟିଛି। ଫଳରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ସୋମବାର ଭାରତୀୟ…

ଏସ୍‌ବିଆଇର ନବୀକୃତ ସଚିବାଳୟ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୧୮।୭: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ)ର ନବୀକୃତ ଶାଖାଗୁଡ଼ିକର ସମୂହ ଶୁଭାରମ୍ଭ କାର୍ଯ୍ୟକ୍ରମ ସୋମବାର ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଲୋକସେବା ଭବନ (ସଚିବାଳୟ) ପରିସରରେ ଥିବା ଏସବିଆଇର ନବୀକୃତ ସଚିବାଳୟ (ସେକ୍ରେଟାରିଏଟ) ଶାଖାକୁ ଏସବିଆଇର ଅଧ୍ୟକ୍ଷ…

ବେଦାନ୍ତ ଇ-ଲର୍ନିଂ ଅଭିଯାନର ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର,୧୮।୭: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ା ପକ୍ଷରୁ ୨୦୨୨ରେ ଆରମ୍ଭ କରାଯାଇଥିବା ଇ-ଲର୍ନିଂ ଅଭିଯାନର ପ୍ରଥମ ପୂର୍ତ୍ତି ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ…

ବିଓବି ପକ୍ଷରୁ ଏମ୍‌ଏସ୍‌ଏସ୍‌ସିର ଶୁଭାରମ୍ଭ

ଭୁବନେଶ୍ୱର, ୧୮।୭: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ନୂତନ ଯୋଜନା ‘ମହିଳା ସମ୍ମାନ ସେଭିଙ୍ଗ୍‌ସ ସାର୍ଟିଫିକେଟ୍‌’ (ଏମ୍‌ଏସ୍‌ଏସ୍‌ସି)ର ଆନୁଷ୍ଠାନିକ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହା ସରକାରଙ୍କ ଦ୍ୱାରା ମହିଳାମାନଙ୍କ ପାଇଁ ଏକ ନୂତନ ପଦକ୍ଷେପ ବୋଲି ବିଓବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?