ଆଇଜିକେସିରେ ଓଡିଟିଏମ୍ ଅଧିବେଶନ
ଭୁବନେଶ୍ୱର,୧୮।୭: ଓଡ଼ିଶା ଡାଏଲିସିସ୍ ଟେକ୍ନିସିଆନ୍ ମିଟ୍ (ଓଡିଟିଏମ୍)ର ଉଦ୍ଘାଟନୀ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଆଇଜିକେସି ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ଭୁବନେଶ୍ୱର ପରିସରରେ ଓଡିଟିଏମର ପ୍ରଥମ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ବିଶେଷ କରି ଆଇଜିକେସି ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ଏବଂ…
ଆଇଡିବିଆଇର ସ୍ବତନ୍ତ୍ର ବକେଟ ଉନ୍ମୋଚିତ
ଭୁବନେଶ୍ୱର,୧୮।୭: ଆଇଡିବିଆଇ ବ୍ୟାଙ୍କ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ବକେଟର ଉନ୍ମୋଚନ ହୋଇଯାଇଛି। ବିଶେଷକରି ବ୍ୟାଙ୍କ ପକ୍ଷରୁ ୩୭୫ ଦିନ ପାଇଁ ଏକ ଅମୃତ ମହୋତ୍ସବ ଏଫଡିର ଶୁଭାରମ୍ଭ କରାଯାଇଛି, ଯାହାକି ବାର୍ଷିକ ୭.୬୦%ର ଏକ ସର୍ବୋଚ୍ଚ ସୁଧ ହାର ପ୍ରଦାନ…
ପାକିସ୍ତାନ ବିମାନ ବନ୍ଦର ସଞ୍ଚାଳନ କରିବେ ବିଦେଶୀ ଏଜେନ୍ସି…
ଇସଲାମାବାଦ,୧୭।୭ : ଦାରିଦ୍ର୍ୟ ସହ ସଂଗ୍ରାମ କରୁଥିବା ପାକିସ୍ତାନର ଅବସ୍ଥା ଏତେ ଖରାପ ହୋଇଛି ବର୍ତ୍ତମାନ ଏହାର ବିମାନ ବନ୍ଦର ଚଳାଇବାରେ ମଧ୍ୟ ସକ୍ଷମ ନୁହେଁ। ଏହି କାରଣରୁ ପାକିସ୍ତାନ ସରକାର ବର୍ତ୍ତମାନ ଏହାର ଇସଲାମାବାଦ ବିମାନବନ୍ଦରକୁ ଏକ ବିଦେଶୀ ଏଜେନ୍ସି…
ପାକିସ୍ତାନରେ ଚିନି ଦାମ କିଲୋଗ୍ରାମ ପିଛା ୧୬୦ ଛୁଇଁଲା, ଅଟା ୩୨୦…
ଇସଲାମାବାଦ,୧୭।୭ : ମୁଦ୍ରାସ୍ଫୀତି ବୃଦ୍ଧି ଯୋଗୁଁ ପାକିସ୍ତାନର ଲୋକମାନେ ସମସ୍ୟାରେ ପଡ଼ିଛନ୍ତି। ଗତ କିଛି ସପ୍ତାହ ଧରି ଦେଶରେ ଅଟା ମୂଲ୍ୟ ଆକାଶଛୁଆଁ ହୋଇପଡିଛି। ଅଟା ମୂଲ୍ୟ କରାଚି ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସମସ୍ତ ରେକର୍ଡ ଭାଙ୍ଗିଛି। ପାକିସ୍ତାନର କରାଚିରେ…
କିମ୍ସରେ ଖୁବ୍ଶୀଘ୍ର ବର୍ନ ୟୁନିଟ୍
ଭୁବନେଶ୍ୱର,୧୭।୭: କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ ବା କିମ୍ସ ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ବିଶ୍ୱ ପ୍ଲାଷ୍ଟିକ୍ ସର୍ଜରି ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲ ପକ୍ଷରୁ ଏକ ବିଶେଷ ଘୋଷଣା କରାଯାଇଛି। ଏପରିକି ହସ୍ପିଟାଲ ପକ୍ଷରୁ କୁହାଯାଇଛି, ଖୁବ୍ଶୀଘ୍ର…
ସୋନିର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୧୭।୭: ସୋନି ଇଣ୍ଡିଆର ନୂତନ ଉତ୍ପାଦ ତଥା ନୂଆ ପାର୍ଟି ସ୍ପିକର ଏସ୍ଆର୍ଏସ୍-ଏକ୍ସଭି୮୦୦କୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି ଏଥିରେ ସବୁ ଦିଗକୁ ମୁହଁ କରିଥିବା ପାର୍ଟି ସାଉଣ୍ଡ ରହିଛି, ଯାହା କୋଠରିର ପ୍ରତିଟି କୋଣରେ ସ୍ପଷ୍ଟ ସାଉଣ୍ଡ ପହଞ୍ଚାଇବ। ଏକ୍ସ-ବାଲାନ୍ସ…
ଡା.ଏସ୍.କେ.ଦାଶଙ୍କୁ ମାନବବାଦୀ ସମ୍ମାନ
ଭୁବନେଶ୍ୱର,୧୭।୭: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା କଳିଙ୍ଗ ହସ୍ପିଟାଲ ଲିମିଟେଡ୍ର ଅଧ୍ୟକ୍ଷ ଡା. ଏସ୍ .କେ.ଦାଶଙ୍କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଛି। ଡା.ଦାଶଙ୍କୁ ଆର୍କ କ୍ଲମ୍ଫ ସୋସାଇଟିର ସମ୍ମାନଜନକ ସଦସ୍ୟତା ସହ ଆମେରିକାର ମିନେସୋଟାର ରୋଟାରି…
କିଆ ଇଣ୍ଡିଆର ନୂଆ ମାଇଲଖୁଣ୍ଟ
ଭୁବନେଶ୍ୱର,୧୭।୭ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ କିଆ ଇଣ୍ଡିଆ ନିକଟରେ ଏକ ଐତିହାସିକ ସଫଳତା ହାସଲ ସହ ବିଗତ ୪୬ ମାସରେ ୧୦ ଲକ୍ଷ ୟୁନିଟ୍ ଯାନ ଉତ୍ପାଦନକରି ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛି। ଏପରିକି ଆନ୍ଧ୍ରପ୍ରଦେଶସ୍ଥିତ ଅନନ୍ତପୁରଠାରେ…
ସୁଲଭ ମୂଲ୍ୟରେ ମିଳିବ ୪ଜି ସ୍ମାର୍ଟଫୋନ୍
ଭୁବନେଶ୍ୱର, ୧୭।୭: ଦେଶର ପ୍ରମୁଖ ସ୍ମାର୍ଟଫୋନ୍ ତଥା ଉପଭୋକ୍ତା ଟେକ୍ନୋଲୋଜି ବ୍ରାଣ୍ଡ୍ ପୋକୋ ଇଣ୍ଡିଆ ଏବଂ ଏୟାରଟେଲ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା/ବୁଝାମଣା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ପୋକୋ ଇଣ୍ଡିଆ ସବୁଠାରୁ ଶସ୍ତା ୪ଜି ସ୍ମାର୍ଟଫୋନ୍ର ଶୁଭାରମ୍ଭ କରିବା ପାଇଁ…
ରାଉରକେଲାରେ ପ୍ରେଷ୍ଟିଜ୍ର ଏକ୍ସକ୍ଲୁଜିଭ୍ ଷ୍ଟୋର
ରାଉରକେଲା,୧୭।୭(ବିପ୍ଳବ ରଞ୍ଜନ ଦାଶ): ପ୍ରେଷ୍ଟିଜ୍ର ଏକ୍ସକ୍ଲୁଜିଭ୍ ଷ୍ଟୋର ପ୍ରଥମ ଥର ପାଇଁ ରାଉରକେଲା ଡେଲି ମାର୍କେଟସ୍ଥିତ ହରିୟାଣା ଭବନ ନିକଟରେ ରବିବାର ଉଦ୍ଘାଟିତ ହୋଇଯାଇଛି। ଏଥିରେ ଅଙ୍କିତ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଫିତାକାଟି ଶୋ’ରୁମ୍କୁ ଉଦ୍ଘାଟନ କରିଥିଲେ। ଉତ୍ସବରେ…
ଟିପିଏସ୍ଡିଆଇ ପକ୍ଷରୁ ବିଶ୍ୱ ଯୁବ ଦକ୍ଷତା ଦିବସ
ଭୁବନେଶ୍ୱର, ୧୭।୭: ଟାଟା ପାଓ୍ବାର ସ୍କିଲ୍ ଡେଭେଲପମେଣ୍ଟ ଇନ୍ଷ୍ଟିଚ୍ୟୁଟ୍ (ଟିପିଏସ୍ଡିଆଇ) ପକ୍ଷରୁ ବିଶ୍ୱ ଯୁବ ଦକ୍ଷତା ଦିବସ ( ଓ୍ବାର୍ଲଡ ୟୁଥ୍ ସ୍କିଲ୍ ଡେ) ପାଳିତ ହୋଇଯାଇଛି। ବିଶେଷକରି ବିଦ୍ୟୁତ୍ ଶକ୍ତି କ୍ଷେତ୍ରରେ ଆବଶ୍ୟକ ଓ ସବୁଜ ନିଯୁକ୍ତି ଦକ୍ଷତା ଉପରେ…
ସଫଳ ଉଦ୍ୟୋଗୀଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର,୧୭।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ନାଇମ (ଏନ୍ଆଇଇଏମ ଦି ଇନଷ୍ଟିଚ୍ୟୁଟ ଅଫ୍ ଇଭେଣ୍ଟ ମ୍ୟାନେଜମେଣ୍ଟ) ଭୁବନେଶ୍ୱରର ୭ମ ବାର୍ଷିକ ଉତ୍ସବ ତଥା ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିଲଡିଂ ଆଣ୍ଡ ଅଦର କନ୍ଷ୍ଟ୍ରକଶନ ଓ୍ବାର୍କସ େଓଲଫେୟାର…

