ବାଣିଜ୍ୟ

ସମ୍ବଲପୁରରେ ଆକାଶ ବାଇଜୁସ୍‌ର ସେଣ୍ଟର

ଭୁବନେଶ୍ୱର୧୩।୪: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆକାଶ ବାଇଜୁସ୍‌ ପକ୍ଷରୁ ଓଡ଼ିଶା କ୍ଷେତ୍ରରେ ଆଉ ଏକ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏପରିକି ସମ୍ବଲପୁର ନିକଟସ୍ଥ ଅଇଁଠାପାଲିଠାରେ ଆକାଶ ବାଇଜୁସ୍‌ର ପ୍ରଥମ କ୍ଲାସ୍‌ରୁମ୍‌ ସେଣ୍ଟର ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି…

‘ଇନ୍‌ଭେଷ୍ଟିଂ ଇନ୍‌ ଇଣ୍ଡିଆ ଡିକେଡ୍‌’

ନୂଆଦିଲ୍ଲୀ,୧୩।୪: ଦେଶର ପ୍ରମୁଖ ଶିଳ୍ପ ସଂଘ ଫିକି ଏବଂ ୟୁଏସ୍‌-ଇଣ୍ଡିଆ ଷ୍ଟ୍ରାଟେଜିକ୍‌ ଫୋରମ ଦ୍ୱାରା ଆୟୋଜିତ ଗୋଲ ଟେବୁଲ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ‘ଇନ୍‌ଭେଷ୍ଟିଂ ଇନ୍‌ ଇଣ୍ଡିଆ ଡିକେଡ୍‌’ ଶୀର୍ଷକ ଆଲୋଚନାଚକ୍ରର ଆୟୋଜନ କରାଯାଇଥିଲା। ଏଥିରେ ଫିକି…

ବେଦାନ୍ତ ବାଲ୍‌କୋ ‘ପ୍ୟାଟ୍‌ ଟପ୍‌ ପ୍ରଦର୍ଶନକାରୀ’

ଭୁବନେଶ୍ୱର,୧୩।୪: ବେଦାନ୍ତ ଆଲୁମିନିୟମର ସହାୟକ କମ୍ପାନୀ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ବାଲ୍‌କୋ)କୁ ନିକଟରେ ସମ୍ମାନଜନକ ‘ପ୍ୟାଟ୍‌ ଟପ୍‌ ପ୍ରଦର୍ଶନକାରୀ’ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି ଭାରତ ସରକାରଙ୍କ ପ୍ରଦର୍ଶନ, ସଫଳତା ଏବଂ ବାଣିଜ୍ୟ(ପ୍ୟାଟ୍‌) ଯୋଜନା ଅନ୍ତର୍ଗତ ଶକ୍ତି ଅଧୀନ ତଥା…

ଗାଡ଼ି ବିକ୍ରିରେ ୧୨% ଅଭିବୃଦ୍ଧି

ଭୁବନେଶ୍ୱର,୧୩।୪: ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ମାର୍ଚ୍ଚରେ ଗାଡ଼ି ବିକ୍ରି ଓଡ଼ିଶା ବଜାରରେ ବୃଦ୍ଧି ଘଟିଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ମାର୍ଚ୍ଚ ମାସରେ ମୋଟ ୬୫,୨୪୫୫ ୟୁନିଟ୍‌ ଗାଡ଼ି ରାଜ୍ୟରେ ବିକ୍ରି ହୋଇଥିବା ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର…

ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ୫.୬୬%

ନୂଆଦିଲ୍ଲୀ,୧୩।୪: ଗତ କିଛି ମାସ ହେବ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାରରେ ପରିବର୍ତ୍ତନ ଘଟୁଛି। ଏପରିକି ୨୦୨୩ ମାର୍ଚ୍ଚରେ ମଧ୍ୟ ଖୁଚୁରା ମୁଦ୍ରାସ୍ପୀତି ହାର ହ୍ରାସ ପାଇ ୫.୬୬% ରେ ରହିଛି। ଫଳରେ ଖୁଚୁରା ମୁଦ୍ରାସ୍ଫୀତି ଗତ ୧୫ ମାସର ସର୍ବନିମ୍ନ…

କାର୍ଯ୍ୟରେ ଯୋଗ ଦେଉ ନ ଥିବା ପାଇଲଟଙ୍କୁ ଆଲାଇନ୍ସ ଏୟାରର କାରଣ ଦର୍ଶାଅ ନୋଟିସ ଜାରି…

ନୂଆଦିଲ୍ଲୀ,୧୨।୪ : ଲଗାତାର ଦୁଇ ଦିନ ଧରି କାର୍ଯ୍ୟରେ ଯୋଗ ନ ଦେଇଥିବାରୁ ଆଲାଇନ୍ସ ଏୟାର ଏହାର ପାଇଲଟମାନଙ୍କୁ ସୋ କାରଣ ଦର୍ଶାଅ ନୋଟିସ ଜାରି କରିଛି। ଏୟାରଲାଇନ୍ସର ଜଣେ ଅଧିକାରୀ କହିଛନ୍ତି, ପାଇଲଟମାନେ ସୋମବାର ଷ୍ଟ୍ରାଇକ କରିଥିଲେ ଯାହା ମଙ୍ଗଳବାର…

ନିଶ୍ଚିତ ଭବିଷ୍ୟ ଯୋଜନାର ଶୁଭାରମ୍ଭ

ନୂଆଦିଲ୍ଲୀ,୧୨।୪: ଦେଶର ପ୍ରମୁଖ ଘରୋଇ ଜୀବନ ବୀମାକାରୀ କମ୍ପାନୀ ରିଲାଏନ୍ସ ନିପନ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଏକ ନୂତନ ଉତ୍ପାଦ ନିଶ୍ଚିତ ଭବିଷ୍ୟ ଯୋଜନାର ଶୁଭାରମ୍ଭ କରାଯାଇଛି। ଏପରିକି ରିଲାଏନ୍ସ ନିପନ ଲାଇଫ୍‌ ନିଶ୍ଚିତ ଭବିଷ୍ୟ ଏକ ବର୍ଦ୍ଧିତ ଆୟ ଲାଭ…

ଟିଏସ୍‌ଏମ୍‌ଏଲ୍‌ର ସ୍ବତନ୍ତ୍ର ଆପ୍ରେଣ୍ଟିଶିପ୍‌ ପ୍ରୋଗ୍ରାମ

ଭୁବନେଶ୍ୱର,୧୨।୪: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ଏକ ସ୍ବତନ୍ତ୍ର ଆପ୍ରେଣ୍ଟିଶିପ୍‌ ପ୍ରୋଗ୍ରାମର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିବିଧତା,ଲିଙ୍ଗଗତ ସମାନତା ଓ ଅନ୍ତର୍ଭୁକ୍ତୀକରଣ ଅଭିଯାନର ଅଂଶ ସ୍ବରୂପ କମ୍ପାନୀର ଓଡ଼ିଶା କାର୍ଯ୍ୟକ୍ଷେତ୍ରରେ ମହିଳାମାନଙ୍କ ଲାଗି ଏଭଳି…

ଜିମ୍‌ନିର ଦୁଇଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେଣ ନିର୍ମିତ ନ୍ୟୁ ଜିମ୍‌ନିର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏପରିକି ମାରୁତି ସୁଜୁକିର ପ୍ରିମିୟମ ରିଟେଲ…

‘ପରିଶ୍ରମୀଙ୍କୁ ପରିଚୟ ମିଳିବା ଆବଶ୍ୟକ’

ଭୁବନେଶ୍ୱର,୧୨।୪: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥରେ କାର୍ଯ୍ୟରତ ୮ ବିଭିନ୍ନ ବର୍ଗର କର୍ମଚାରୀଙ୍କୁ ରେଳପଥ ପକ୍ଷରୁ ପୁରସ୍କୃତ କରାଯାଇଛି। ଏପରିକି ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ…

ଆଇସିଆଇସିଆଇ ବ୍ୟାଙ୍କର ନୂତନ ସୁବିଧା

ନୂଆଦିଲ୍ଲୀ,୧୨।୪: ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ଏକ ଅଭିନବ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ୟାଙ୍କର ନୂତନ କ୍ୟୁଆର୍‌ କୋଡ୍‌ ସ୍କାନ୍‌ ଦ୍ୱାରା ୟୁପିଆଇ ପେମେଣ୍ଟରେ ସହଜ ଇଏମ୍‌ଆଇ ସୁବିଧାର ଶୁଭାରମ୍ଭ କରାଯାଇଛି। ଏପରିକି ପେଲେଟର ପାଇଁ ଯୋଗ୍ୟ ବିବେଚିତ ଗ୍ରାହକମାନେ…

୭ ଦିନରେ ୧୩ ଲକ୍ଷ କୋଟିର ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୧୨।୪: ବିଗତ ୭ ଦିନ (୭ କାର୍ଯ୍ୟ ଦିବସ) ମଧ୍ୟରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୧୩ ଲକ୍ଷ କୋଟି ଟଙ୍କା (୧୨,୫୬,୫୧୦.୫୯ ଟଙ୍କା)ର ନିବେଶ ବଢ଼ାଇ ପାରିଛନ୍ତି। ବିଶେଷକରି କ୍ରମାଗତ ଭାବେ ଭାରତୀୟ ଶେୟାର ବଜାରର କାରବାର ବୃଦ୍ଧି ସାଙ୍ଗକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri