ବାଣିଜ୍ୟ

ୟୁନିୟନ୍‌ ବ୍ୟାଙ୍କ ପକ୍ଷରୁ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ

ଭୁବନେଶ୍ୱର,୬।୭: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ସାମାଜିକ କାର୍ଯ୍ୟକ୍ରମ ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦୁପାଲି ଗ୍ରାମର ଆର୍ଥିକ ଅନଗ୍ରସର ମହିଳାମାନଙ୍କୁ ୨୦୦ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ…

ଟାଟା ଷ୍ଟିଲ୍‌ର ୧୧୬ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର,୬।୭: ଟାଟା ଷ୍ଟିଲ୍‌ର ୧୧୬ ତମ ବାର୍ଷିକ ସାଧାରଣ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା ଷ୍ଟିଲ୍‌ର ଅଧ୍ୟକ୍ଷ ଏନ୍‌.ଚନ୍ଦ୍ରଶେଖରନ୍‌ ଅଂଶଧନକାରୀମାନଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିବା ଅଭିଭାଷଣ ଏବଂ କମ୍ପାନିର ଆର୍ଥିକ ପ୍ରଦର୍ଶନ ଓ ଭବିଷ୍ୟତ ଯୋଜନା ବିଷୟରେ…

ଡ୍ରିମ୍‌ସ ପଲିଟେକ୍‌ନିକର ମେଗା କ୍ୟାମ୍ପସ ଚୟନ

ଭୁବନେଶ୍ୱର,୬।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମସ ଗ୍ରୁପର ସହଯୋଗୀ ଅନୁଷ୍ଠାନ ଡ୍ରିମ୍‌ସ ପଲିଟେକନିକ ପକ୍ଷରୁ ନିକଟରେ ଏକ ମେଗା କ୍ୟାମ୍ପସ ଚୟନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କ୍ୟାମ୍ପସ ଚୟନରେ ଡ୍ର୍ରିମ୍‌ସ ପଲିଟେକ୍‌ନିକର ୪୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଦେଶର…

ପ୍ରଥମ ତ୍ରୈମାସରେ ସୋନାଲିକାର ୪୦,୭୦୦ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୬।୭: ଦେଶର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ସୋନାଲିକା ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ମୋଟ ୪୦,୭୦୦ ୟୁନିଟ ଟ୍ରାକ୍ଟର ବିକ୍ରି କରିଛି। ଏପରିକି ଆର୍ଥିକ ବର୍ଷର ସର୍ବୋଚ୍ଚ ତ୍ରୈମାସିକ ବିକ୍ରି ରେକର୍ଡ ହାସଲ ସହ ଘରୋଇ ଶିଳ୍ପ…

ୱି ପକ୍ଷରୁ ସୁପର ଡାଟା ପ୍ୟାକ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୬।୭: ଦେଶର ପ୍ରମୁଖ ଟେଲିକମ୍‌ ଅପରେଟର ୱି ପକ୍ଷରୁ ସୁପର ଡାଟା ପ୍ୟାକ୍‌ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକଙ୍କ ଡାଟାର ସ୍ବତନ୍ତ୍ର ଆବଶ୍ୟକତା ପୂରଣ କରିବା ଲାଗି ଘଣ୍ଟା ପିଛା ଓ ଦୈନିକ ବ୍ୟବହାର ପାଇଁ ସୁପର…

ରିହାତିରେ ତେଲ କିଣି ତୈଳ କମ୍ପାନୀ ଲାଭବାନ

ନୂଆଦିଲ୍ଲୀ,୬।୭ (ଅଭୟ ଦାଶ): ଗତ କିଛି ବର୍ଷ ହେବ ଭାରତୀୟ ତୈଳ କମ୍ପାନୀଗୁଡିକ ରୁଷିଆରୁ ତେଲ କିଣି ବ୍ୟାପକ ଲାଭବାନ ହୋଇଛନ୍ତି। ବିଶେଷ କରି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ବିଭିନ୍ନ ରାଷ୍ଟ୍ର ରୁଷିଆ ଉପରେ…

ଉତ୍କଳ ହସ୍ପିଟାଲର ପ୍ରଥମ ଏଥିକ୍ସ କମିଟି ବୈଠକ

ନୂଆଦିଲ୍ଲୀ,୬।୭: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ମଲ୍ଟି ସ୍ପେଶାଲିଟି ହେଲଥ ୟୁନିଟ ଉତ୍କଳ ହସ୍ପିଟାଲ ଭୁବନେଶ୍ୱରର ପ୍ରଥମ ଏଥିକ୍ସ କମିଟିର ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି କେନ୍ଦ୍ର ସରକାରଙ୍କର ସ୍ବାସ୍ଥ୍ୟ ଓ ଗବେଷଣା ବିଭାଗ ଦ୍ୱାରା ଅନୁମୋଦିତ ହେବା…

ଟୁଇଟର୍‌କୁ ଟକ୍କର ଦେବ ଥ୍ରେଡ୍‌ସ ଆପ୍‌

ଟୁଇଟର୍‌କୁ ଟକ୍କର ଦେବାକୁ ଆସୁଛି ଥ୍ରେଡ୍‌ସ ଆପ୍‌। ଫେସବୁକ ଏବଂ ଇନଷ୍ଟାଗ୍ରାମ ମାଲିକାନା ମେଟା ଟୁଇଟର୍‌ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଥ୍ରେଡ୍‌ସ ଆପ ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି। ଏହାର ଶୁଭାରମ୍ଭ ଜୁଲାଇ ୬ରେ ହେବାକୁ ଯାଉଛି। ପ୍ରଥମେ ଏହାକୁ ଆଇଫୋନରେ…

ଟିପିସିଓଡିଏଲ୍‌ର ନୂତନ ସିସିସି ଉଦ୍‌ଘାଟିତ

ଭୁବନେଶ୍ୱର,୫।୭: ଗ୍ରାହକ ଅନୁଭୂତିରେ ଉନ୍ନତି ଆଣିବା ଲାଗି ରହିଥିବା ପ୍ରତିବଦ୍ଧତା ଅନୁସାରେ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ୧୯ତମ ଗ୍ରାହକ ସେବା କେନ୍ଦ୍ର(ସିସିସି) ନିମାପଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି…

ବଲାଙ୍ଗୀର ଅରୁନ୍ଧତୀ ଜୁଏଲର୍ସର ୨୩ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୫।୭: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସର ବଲାଙ୍ଗୀର ଫ୍ଲାଗ୍‌ଶିପ୍‌ ଶୋ’ରୁମ୍‌ର ୨୩ତମ ବାର୍ଷିକ ଉସତ୍ବ ନିକଟରେ ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅରୁନ୍ଧତୀର ୨୩ ତମ ବାର୍ଷିକ ଉତ୍ସବକୁ ଚିରସ୍ମରଣୀୟ କରିବା ପାଇଁ ଆକର୍ଷଣୀୟ ଅଫର ସମ୍ପର୍କରେ ମଧ୍ୟ ଘୋଷଣା…

ବନ୍ଧନ ଏଫ୍‌ସି ଫଣ୍ଡ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୭: ବନ୍ଧନ ମ୍ୟୁଚୁଆଲ ଫଣ୍ଡ ପକ୍ଷରୁ ଏକ ଓପନ-ଏଣ୍ଡେଡ୍‌ ଇକ୍ୱିଟି ସ୍କିମ୍‌ ବନ୍ଧନ ଫାଇନାନ୍ସିଆଲ ସର୍ଭିସେସ୍‌ (ଏଫ୍‌ସି) ଫଣ୍ଡ୍‌ର ଶୁଭାରମ୍ଭ କରାଯାଇଛି। ଏହି ନୂଆ ଫଣ୍ଡ୍‌ ଅଫର୍‌ ୨୦୨୩ ଜୁଲାଇ ୨୪ରେ ବନ୍ଦ ହେବ। ବନ୍ଧନ ଫାଇନାନ୍ସିଆଲ ସର୍ଭିସେସ୍‌ ଫଣ୍ଡ୍‌ରେ ଲାଇସେନ୍ସପ୍ରାପ୍ତ…

କିଆ ଇଣ୍ଡିଆର ଦି ନ୍ୟୁ ସେଲ୍‌ଟସ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୫।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ମିଡ୍‌ ସାଇଜ ଏସ୍‌ୟୁଭି ‘ଦି ନ୍ୟୁ କିଆ ସେଲ୍‌ଟସ୍‌’ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଦି ନ୍ୟୁ କିଆ ସେଲ୍‌ଟସ୍‌ରେ ଅନେକ ଅତ୍ୟାଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?