ବାଣିଜ୍ୟ

ଆର୍ଥିକ ବିକାଶ ପାଇଁ ଜିଏସ୍‌ଟି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧।୭: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୁଲାଇ ୧ରେ ଅର୍ଥମନ୍ତ୍ରାଳୟ ପକ୍ଷରୁ ଜିଏସ୍‌ଟି ଦିବସ ପାଳନ କରାଯାଉଛି। ଏପରିକି ଭାରତର ଅର୍ଥ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ସରକାର ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି)କୁ ସାରା ଦେଶରେ ପ୍ରଚଳନ…

ଓଡିଏମ୍‌କୁ ବେଷ୍ଟ ଏଜୁକେଶନ ବ୍ରାଣ୍ଡ୍‌ ସମ୍ମାନ

ନୂଆଦିଲ୍ଲୀ,୩୦।୬: ଓଡିଏମ୍‌ ପବ୍ଲିକ୍‌ ସ୍କୁଲକୁ ନିକଟରେ ଆଉ ଏକ ଜାତୀୟ ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଦ ଇକୋନୋମିକ୍‌ ଟାଇମ୍ସ ପକ୍ଷରୁ ନୂଆଦିଲ୍ଲୀସ୍ଥିତ ହ୍ୟାତ୍‌ ରିଜେନ୍ସି ହୋଟେଲ ପରିସରରେ ଏକ ସମ୍ମାନ ସମାରୋହର ଆୟୋଜନ କରାଯାଇଥିଲା। ଉକ୍ତ ସମାରୋହରେ…

ନେକ୍ସନ ଇଭିର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୩୦।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ସର୍ବବୃହତ୍‌ ବୈଦ୍ୟୁତିକ ଯାନ (ଇଭି) ନିର୍ମାଣକାରୀ ଟାଟା ମୋଟର୍ସ ନିକଟରେ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଟାଟା ମୋର୍ଟସର ନେକ୍ସନ ଇଭି ୫୦,୦୦୦ ୟୁନିଟ୍‌ ଗାଡ଼ି ଭାରତୀୟ ବଜାରରେ ବିକ୍ରୟ କରିଥିବା…

ବେଦାନ୍ତ ଆଲୁମିନିୟମରେ ଗୌରବ ମାସ ପାଳିତ

ଭୁବନେଶ୍ୱର,୩୦।୬: ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଗୌରବ ମାସ ପାଳନ କରାଯାଇଥିଲା। ବିଶେଷକରି ଏକ ବିବିଧ କାର୍ଯ୍ୟକ୍ଷେତ୍ରକୁ ପ୍ରତିପାଦିତ କରିବା ଲାଗି କମ୍ପାନୀ ଉତ୍ସର୍ଗୀକୃତତାକୁ ଏକ ଉତ୍ସବ ଭାବେ ପାଳନ କରୁଛି। ଏପରିକି କମ୍ପାନୀ ନିକଟରେ ୨ ଜଣ ଟ୍ରାନ୍ସଜେଣ୍ଡର ବୃତ୍ତିଧାରୀଙ୍କୁ…

କାବେରୀ ଜୀ ସାର୍ଥକର ଲକ୍ଷପତି ବିଜେତା

ଭୁବନେଶ୍ୱର,୩୦।୬: ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ ସାର୍ଥକର ମେଗା ପ୍ରତିଯୋଗିତା ‘ଦେଖିବା ନିତି ହେବା ଲକ୍ଷପତି’ର ବିଜେତାଙ୍କ ନାମ ନିକଟରେ ଘୋଷଣା କରାଯାଇଛି। କାବେରୀ ନାୟକ ଉକ୍ତ ପ୍ରତିଯୋଗିତାର ବିଜେତା ହୋଇଛନ୍ତି ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଇଛି।…

ସମ୍ମାନିତ ହେଲେ ପିଜିଡିଏସ୍‌-୨୦୨୨ର ବିଜେତା

ଭୁବନେଶ୍ୱର,୩୦।୬: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ(ବିଆଇପିଏଫ୍‌) ପକ୍ଷରୁ ଉଚ୍ଚଶିକ୍ଷା ପାଇଁ ପ୍ରଦାନ କରାଯାଉଥିବା ପ୍ରଫେସର ଘନଶ୍ୟାମ ଦାଶ ବୃତ୍ତି (ପିଜିଡିଏସ୍‌)-୨୦୨୨ର ବିଜେତା ଛାତ୍ରୀଛାତ୍ରମାନଙ୍କୁ ସମ୍ମାନିତ କରାଯାଇଛି। ବିଶେଷକରି ଇଞ୍ଜିନିୟରିଂ, ମେଡିସିନ ଏବଂ ଉଦାରବାଦୀ କଳା…

ଆଜିଠୁୁ ହିଲ୍‌ସା ଫୁଡ୍‌ ଫେଷ୍ଟିଭାଲ

ଭୁବନେଶ୍ୱର,୩୦।୬: ରାଜ୍ୟର ପ୍ରମୁଖ ତଥା ପ୍ରିମିୟମ ହୋଟେଲ ଚେନ୍‌ ସ୍ବି ପ୍ରିମିୟର ହୋଟେଲ ଭୁବନେଶ୍ୱରର ଗୁର୍‌ମିତ ରେଷ୍ଟୁରାଣ୍ଟରେ ଶୁକ୍ରବାରଠାରୁ ହିଲ୍‌ସା ଫୁଡ୍‌ ଫେଷ୍ଟିଭାଲ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଗୁର୍‌ମିତ ରେଷ୍ଟୁରାଣ୍ଟ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ…

ତାଳଚେରରେ ବିଓଏମ୍‌ର ନୂତନ ଶାଖା

ଭୁବନେଶ୍ୱର,୨୦।୬: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ଆଉ ଏକ ନୂତନ ଶାଖା ନିକଟରେ ଅନୁଗୋଳ ଜିଲାର ତାଳଚେରସ୍ଥିତ ବାଇପାସ୍‌ ଛକଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ତାଳଚେର ଉପଜିଲାପାଳ ତଥା ଏସ୍‌ଡିଏମ୍‌ ବିଶ୍ୱରଞ୍ଜନ ରଥ ମୁଖ୍ୟ ଅତିଥି ଭାବେ…

ଲାଲଚାନ୍ଦ୍‌ର ଗ୍ରେଟ୍‌ ମନ୍‌ସୁନ୍‌ ଅଫର

ଭୁବନେଶ୍ୱର,୩୦।୬: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଲାଲଚାନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ‘ଗ୍ରେଟ୍‌ ମନ୍‌ସୁନ୍‌ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ମୌସୁମୀକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଲାଲଚାନ୍ଦ୍‌ ଉକ୍ତ ଅଫର ଅଧୀନରେ ‘ସିମ୍ପଲି ବିଉଟିଫୁଲ’ ନାମକ ଏକ…

ଡ. ସଞ୍ଜୀବଙ୍କୁ ବିଗ୍‌ ଇମ୍ପାକ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୩୦।୬: ଦେଶର ପ୍ରମୁଖ ଘରୋଇ ଆୟୁର୍ବେଦିକ ପ୍ରତିଷ୍ଠାନ ତଥା ଏସ୍‌ବିଏସ୍‌ ବାୟୋଟେକ୍‌ ଗ୍ରୁପ୍‌ର ପ୍ରତିଷ୍ଠାତା ଡ. ସଞ୍ଜୀବ ଜୁନେଜାଙ୍କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ନିକଟରେ ବିଗ୍‌ ଏଫ୍‌ଏମ୍‌ ପକ୍ଷରୁ ଶିମ୍‌ଲାରେ ଆୟୋଜିତ ‘ବିଗ୍‌ ଇମ୍ପାକ୍ଟ ଆଓ୍ବାର୍ଡ-୨୦୨୩’…

୨୦ ହଜାର କୋଟି ନିବେଶ କରିବ ଏଟିଜିଏଲ୍‌

ଭୁବନେଶ୍ୱର,୩୦।୬(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିଳ୍ପସଂସ୍ଥା ତଥା ଆଦାନୀ ଗ୍ରୁପ୍‌ର ଅନ୍ୟତମ ସଂସ୍ଥା ଆଦାନୀ ଟୋଟାଲ ଗ୍ୟାସ୍‌ ଲିମିଟେଡ୍‌ (ଏଟିଜିଏଲ୍‌) ଗ୍ୟାସ୍‌ ବ୍ୟବସାୟ କ୍ଷେତ୍ରରେ ପ୍ରାୟ ୨୦ ହଜାର କୋଟି ଟଙ୍କା ନିବେଶ କରିବ ବୋଲି ଆଦାନୀ ଗ୍ରୁପ୍‌ ପକ୍ଷରୁ…

୬ କର୍ମଚାରୀଙ୍କୁ ବରଖାସ୍ତ, ୬ ବ୍ୟବସାୟ ସହଯୋଗୀ ସଂସ୍ଥା ଉପରେ ବ୍ୟାନ ଲଗାଇଲା ଟିସିଏସ୍‌

ନୂଆଦିଲ୍ଲୀ,୨୯।୬: ଦେଶର ସର୍ବବୃହତ ଆଇଟି କମ୍ପାନୀ ଟାଟା କନସଲଟାନ୍ସି ନିଯୁକ୍ତି ସ୍କାମରେ ହୋଇଥିବା ଘୋଟାଲାକୁ ନେଇ ବଡ଼ ପଦକ୍ଷେପ ନେଇଛି। ଟିସିଏସ୍‌ ୬ ଜଣ କର୍ମଚାରୀଙ୍କୁ ଚାକିରିରୁ ବରଖାସ୍ତ କରିଦେଇଛି। ଏହା ବ୍ୟତୀତ ୬ ଜଣ ବ୍ୟବସାୟ ସହଯୋଗୀ ସଂସ୍ଥା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?