ବାଣିଜ୍ୟ

ପ୍ରଯୁକ୍ତିଭିତ୍ତିକ ପଦକ୍ଷେପକୁ ଟିପିସିଓଡିଏଲ୍‌ର ଗୁରୁତ୍ୱ

ଭୁବନେଶ୍ୱର,୨୯।୬: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ‘ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌’ (ଟିପିସିଓଡିଏଲ୍‌) ପକ୍ଷରୁ ବିଦ୍ୟୁତ୍‌ ନେଟ୍‌ୱର୍କ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। କମ୍ପାନୀର ପ୍ରାୟ ୨୭ ଲକ୍ଷ ଗ୍ରାହକଙ୍କ…

ଓଏମ୍‌ସିଗୁଡ଼ିକ ପକ୍ଷରୁ ଖୁଚୁରା ଆଉଟ୍‌ଲେଟ୍‌ ଡିଲର ଚୟନ

ଭୁବନେଶ୍ୱର,୨୯।୬: ଦେଶର ପ୍ରମୁଖ ତୈଳ ବିପଣନକାରୀ କମ୍ପାନୀ ତଥା ପିଏସ୍‌ୟୁ ଅଏଲ ମାର୍କେଟିଂ କମ୍ପାନୀ (ଓଏମ୍‌ସି)ଗୁଡିକ ପକ୍ଷରୁ ସମଗ୍ର ଦେଶରେ ନୂତନ ଖୁଚୁରା ଆଉଟ୍‌ଲେଟ୍‌ ପ୍ରତିଷ୍ଠା ପାଇଁ ଘୋଷଣା କରାଯାଇଛି। ନୂତନ ଖୁଚୁରା ଆଉଟ୍‌ଲେଟ୍‌ ଆଶାୟୀମାନେ କମ୍ପାନୀର ଓ୍ବେବ୍‌ସାଇଟ www.petrolpupmdealerchayan.in ରେ…

ଟାଟା ଏଆଇଏର ଡିଜିଟାଲ ଅଭିଯାନ

ନୂଆଦିଲ୍ଲୀ,୨୯।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ଟାଟା ଏଆଇଏ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ତଥା ସ୍ବତନ୍ତ୍ର ଡିଜିଟାଲ ଅଭିଯାନ ‘ଯାଦୁଇ ପକେଟ୍‌ କା ସିକ୍ରେଟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଯେଉଁଥିରେ ପିଲାମାନଙ୍କ ସ୍ବପ୍ନ ପୂରଣ କରିବାରେ ବାପାଙ୍କ ବାସ୍ତବ…

ହୋଣ୍ଡା ଆକ୍ଟିଭାର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୯।୬: ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ସ୍କୁଟର ବ୍ରାଣ୍ଡ୍‌ ହୋଣ୍ଡା ଆକ୍ଟିଭା ନିକଟରେ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ହୋଣ୍ଡା ଆକ୍ଟିଭା ୩ କୋଟି ଯାନ ବିକ୍ରିର ଏକ ଐତିହାସିକ ରେକର୍ଡ ସ୍ଥାପନ କରିଛି, ଏହି…

ଆଜିଠାରୁ ଡିଏସ୍‌ଏସ୍‌ର ୨୬ତମ ସଂସ୍କରଣ

ଭୁବନେଶ୍ୱର,୨୯।୬: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଦୁବାଇର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ଦୁବାଇ ସମର ସର୍‌ପ୍ରାଇଜ (ଡିଏସ୍‌ଏସ୍‌)ର ଶୁଭାରମ୍ଭ ହେବାକୁ ଯାଉଛି। ଏପରିକି ୨୦୨୩ ଜୁନ୍‌ ୨୯ରୁ ଡିଏସ୍‌ଏସ୍‌ର ୨୬ତମ ସଂସ୍କରଣ ଆନୁଷ୍ଠାନିକ ଭାବେ ଆରମ୍ଭ ହେଉଛି। ଉଲ୍ଲେଖଯୋଗ୍ୟ, ଦୁବାଇର ଫେଷ୍ଟିଭାଲ…

ପିଏନ୍‌ବି ପକ୍ଷରୁ ହିନ୍ଦୀ କାର୍ଯ୍ୟଶାଳା, ପ୍ରତିଯୋଗିତା

ଭୁବନେଶ୍ୱର,୨୯।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ସମ୍ବଲପୁର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ‘ରାଜଭାଷା କାର୍ଯ୍ୟାନ୍ବୟନ ସମିତିର ଜୁନ୍‌ ତ୍ରୈମାସିକ ବୈଠକ ତଥା କର୍ମଚାରୀମାନଙ୍କ ପାଇଁ ରାଜଭାଷା ନୀତି ଏବଂ ନିୟମ ସମ୍ପର୍କିତ ଏକ ହିନ୍ଦୀ କାର୍ଯ୍ୟଶାଳା ଏବଂ ପ୍ରଶ୍ନୋତ୍ତରୀ କାର୍ଯ୍ୟକ୍ରମ ନିକଟରେ…

ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ଶୁଖିଲା ରାଶନ ବଣ୍ଟନ

ଭୁବନେଶ୍ୱର,୨୯।୬ (ଅଭୟ ଦାଶ): ଓଡ଼ିଶାର ବାଲେଶ୍ୱର ଜିଲା ଅନ୍ତର୍ଗତ ବାହାନଗାଠାରେ ଘଟିଥିବା ଦୁଃଖଦ ରେଳ ଦୁର୍ଘଟଣାର ମୃତକ ଓ ଗୁରୁତର ଆହତଙ୍କ ପରିବାର ସଦସ୍ୟମାନଙ୍କୁ ସହାୟତା ଉଦ୍ୟମ ଜାରି ରଖି ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ପୀଡ଼ିତ ପରିବାରଙ୍କୁ ଶୁଖିଲା ରାଶନ ସାମଗ୍ରୀ…

୧୦-୧୫ ଦିନରେ କମିବ ଟମାଟୋ ଦର, କିଲୋପିଛା ଦାମ ୧୧୨ ଟଙ୍କା ଛୁଇଁଲା…

ନୂଆଦିଲ୍ଲୀ,୨୮।୬ : ଦେଶରେ ଟମାଟୋ ମୂଲ୍ୟରେ ବୃଦ୍ଧି ପ୍ରକ୍ରିୟା ଜାରି ରହିଛି। ଦେଶର ଅନେକ ସହରରେ ଟମାଟୋ କିଲୋ ପିଛା ୧୦୦ ଟଙ୍କାରୁ ଅଧିକ ଦାମରେ ବିକ୍ରି ହେଉଛି। ଟମାଟୋର ମୂଲ୍ୟ ବୁଧବାର ୧୧୨ ଟଙ୍କା ଛୁଇଁଛି। ଏହାର ଦାମ ବୃଦ୍ଧି…

ଆଇଆଇଟି ବମ୍ବେ ବିଶ୍ୱର ଶ୍ରେଷ୍ଠ ୧୫୦ ବିଶ୍ୱବିଦ୍ୟାଳୟ ତାଲିକାରେ…

ନୂଆଦିଲ୍ଲୀ,୨୮।୬ : କ୍ୟୁଏସ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ ୨୦୨୪ ପ୍ରକାଶିତ ହୋଇଛି। ବିଭିନ୍ନ ମାପଦଣ୍ଡ ଆଧାରରେ ବିଶ୍ୱର ଅନୁଷ୍ଠାନଗୁଡିକର ମୂଲ୍ୟାଙ୍କନ କରିବା ପରେ ଏହାକୁ ଏକ ସ୍କୋର ଦିଆଯାଇଛି। ଏହି ସ୍କୋର ଆଧାରରେ ର଼୍ୟାଙ୍କିଙ୍ଗ ପ୍ରସ୍ତୁତ ହୋଇଛି। ଏହି ର଼୍ୟାଙ୍କିଙ୍ଗରେ ଆଇଆଇଟି…

ଟାଟା ଷ୍ଟିଲ୍‌ ଭାରତର ଶ୍ରେଷ୍ଠ ନିଯୁକ୍ତିଦାତା

ଭୁବନେଶ୍ୱର,୨୮।୬: ଦେଶର ପ୍ରମୁଖ ଶିଳ୍ପସଂସ୍ଥା ଟାଟା ଷ୍ଟିଲ୍‌କୁ ନିକଟରେ ଭାରତର ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ରାଣ୍ଡ୍‌ଷ୍ଟାଡ୍‌ ଏମ୍ପ୍ଲୟର ବ୍ରାଣ୍ଡ୍‌ ରିସର୍ଚ୍ଚ (ଆର୍‌ଇବିଆର୍‌)-୨୦୨୩ ସୂଚନା ଅନୁସାରେ ଟାଟା ଷ୍ଟିଲ୍‌ ଭାରତର ଶ୍ରେଷ୍ଠ-୩ କମ୍ପାନୀ ମଧ୍ୟରେ ସ୍ଥାନ ପାଇଛି, ଯାହା…

ଖିମ୍‌ଜୀ ହୋଣ୍ଡାରେ ସ୍ବତନ୍ତ୍ର ଅନାବରଣ ଉତ୍ସବ

ଭୁବନେଶ୍ୱର,୨୮।୬ (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ସାଇନ୍‌-୧୦୦ ସିସି ଏବଂ ହୋଣ୍ଡା ୟୁନିକର୍ନ-୧୬୦ ସିସି ମୋଟରସାଇକେଲକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏଚ୍‌ଏମ୍‌ଏସ୍‌ଆଇର…

ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ଓଏସ୍‌ଏଲ୍‌ର ଗୁରୁତ୍ୱ

ଭୁବନେଶ୍ୱର,୨୮।୬: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌) ପକ୍ଷରୁ କଟକ ଶିଖରପୁରସ୍ଥିତ ଆରୋଗ୍ୟ ନୀଳୟ ଫିଜିଓଥେରାପି ସେଣ୍ଟରକୁ ଏକ ଅତ୍ୟାଧୁନିକ ୱିନ୍‌ଲିଜ ଲେଜର ଥେରାପି ମେଶିନ ପ୍ରଦାନ କରାଯାଇଛି। ବିଶେଷକରି ରୋଗୀମାନଙ୍କୁ ଅତ୍ୟାଧୁନିକ ଫିଜିଓଥେରାପି ଚିକିସତ୍ା ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?