ୟୁନିୟନ ବ୍ୟାଙ୍କ୍ ପକ୍ଷରୁ ଭଏସ୍ ବ୍ୟାଙ୍କିଙ୍ଗ୍ର ଶୁଭାରମ୍ଭ
ଭୁବନେଶ୍ୱର,୧୨।୨: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ଭଏସ୍ ବ୍ୟାଙ୍କିଙ୍ଗ୍ ସେବାର ଶୁଭାରମ୍ଭ କରାଯାଇଛି। ଅତ୍ୟାଧୁନିକ ଉପାୟରେ ବ୍ୟାଙ୍କର ସେବା ଓ ସୁବିଧାକୁ ସହଳ ଭାବେ ପହଞ୍ଚାଇବା ଆଶାରେ ‘ୟୁନିୟନ ବ୍ୟାଙ୍କ ଭଏସ୍ ଆସିଷ୍ଟାଣ୍ଟ’ (ୟୁବା)ର ବ୍ୟବହାରକୁ ଗୁରୁତ୍ୱାରୋପ କରାଯାଇଛି।...
ନବୀନ ଜିନ୍ଦଲଙ୍କୁ ବର୍ଷର ଶ୍ରେଷ୍ଠ ଉଦ୍ୟୋଗୀ ସମ୍ମାନ
ଭୁବନେଶ୍ୱର,୧୨।୨: ଦେଶର ଜଣାଶୁଣା ଭିତ୍ତିଭୂମି ଥିଙ୍କ୍ ଟ୍ୟାଙ୍କ୍ ଏବଂ ଭିତ୍ତିଭୂମି ଗବେଷଣା ଅଧ୍ୟୟନ ତାଲିମ ଫାଉଣ୍ଡେଶନ ‘ଫାଷ୍ଟ କନ୍ଷ୍ଟ୍ରକସନ୍ କାଉନସିଲ୍’ ପକ୍ଷରୁ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସ୍ପି)ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କୁ ‘ଚଳିତ ବର୍ଷର ଶ୍ରେଷ୍ଠ ଉଦ୍ୟୋଗୀ’ ସମ୍ମାନରେ...
ପ୍ରତ୍ୟକ୍ଷ ଟିକସ ସଂଗ୍ରହ ପ୍ରାୟ ୧୬ ଲକ୍ଷ କୋଟି
ନୂଆଦିଲ୍ଲୀ, ୧୨।୨: ଚଳିତ ଆର୍ଥିକ ବର୍ଷର ଫେବୃୟାରୀ ୧୦ ମଧ୍ୟରେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ପ୍ରାୟ ୧୬ (୧୫.୬୭) ଲକ୍ଷ କୋଟି ଟଙ୍କା ହୋଇଥିବା ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ଏ ପର୍ଯ୍ୟନ୍ତ...
ଗ୍ଲୋବାଲ ଜୈବ ଇନ୍ଧନ ପାଇଁ ଭାରତ, ବ୍ରାଜିଲ ଏବଂ ଆମେରିକା ମିଳିତ ଭାବେ କାର୍ଯ୍ୟ କରିବେ…
ନୂଆଦିଲ୍ଲୀ,୧୨।୨ :ଗ୍ଲୋବାଲ ଜୈବ ଇନ୍ଧନ ଆଲାଏନ୍ସ ଗଠନ ପାଇଁ ଭାରତ, ବ୍ରାଜିଲ ଏବଂ ଆମେରିକା ମିଳିତ ଭାବେ କାର୍ଯ୍ୟ କରିବେ। ଆସନ୍ତା କିଛି ମାସ ମଧ୍ୟରେ ଭାରତ, ବ୍ରାଜିଲ ଏବଂ ଆମେରିକା ମିଳିତ ଭାବେ ଗ୍ଲୋବାଲ ଜୈବ ଇନ୍ଧନ ଆଲାଏନ୍ସ...
ପେଟିଏମ୍ରୁ ନିଜ ଅଂଶଧନ ବିକ୍ରି କଲା ଆଲିବାବା
ନୂଆଦିଲ୍ଲୀ,୧୧।୨: ଚାଇନା କମ୍ପାନୀ ଆଲିବାବା ପେଟିଏମ୍ର ପ୍ୟାରେଣ୍ଟ କମ୍ପାନୀ ‘ଓ୍ବାନ୍୯୭ କମ୍ୟୁନିକେଶନ’ରୁ ବାହାରି ଯାଇଛି। କମ୍ପାନୀ ଏହାର ୩.୧୬ ପ୍ରତିଶତ ଅଂଶଧନକୁ ୧୩,୬୦୦ କୋଟିରେ ବିକ୍ରି କରିଛି। ଡିସେମ୍ବର ୨୦୨୨ ସୁଦ୍ଧା ପେଟିଏମ୍ରେ ଆଲିବାବାର ୬.୨୬% ଅଂଶଧନ ରହିଥିଲା। ଜାନୁୟାରୀରେ...
ଇନ୍ଷ୍ଟା ଲୋନ୍ ପ୍ରଦାନରେ ଏଲ୍ଟିଏଫ୍ଏସ୍ର ଅଭିବୃଦ୍ଧି
ଭୁବନେଶ୍ୱର,୧୧।୨: ଗତ କିଛି ମାସ ହେବ ଇନ୍ଷ୍ଟା ଲୋନ୍ ପ୍ରଦାନ କ୍ଷେତ୍ରରେ ଏଲ୍ ଆଣ୍ଡ ଟି ଫାଇନାନସିଆଲ ସର୍ଭିସେସ୍ (ଏଲ୍ଟିଏଫ୍ଏସ୍)ର ଦମ୍ଦାର ଅଭିବୃଦ୍ଧି ଦେଖିବାକୁ ମିଳିଛି। ଏହା ଏକ ଗ୍ରାହକ କୈନ୍ଦ୍ରିକ ରିଟେଲ ଫାଇନାନ୍ସ କମ୍ପାନୀ ଭାବେ ଆକର୍ଷଣୀୟ ବୃଦ୍ଧି...
ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି କରାଉଛି ଜେଏନ୍ଟିଭିଟିଆଇ
ଭୁବନେଶ୍ୱର,୧୧।୨: ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ୍ ଲିମିଟେଡ୍ (ଏସ୍ପିପିଏଲ୍) ପକ୍ଷରୁ ଜେଏନ୍ ଟାଟା ଧନ୍ଦାମୂଳକ ତାଲିମ ପ୍ରତିଷ୍ଠାନ (ଜେଏନ୍ଟିଭିଟିଆଇ)ର ୧୭ଜଣ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତିଭିତ୍ତିକ ତାଲିମ ପାଇଁ ଜାମଶେଦପୁର ପଠାଯାଇଛି। ଏପରିକି ସମସ୍ତ ୧୭ ଜଣ ପ୍ରଶିକ୍ଷାର୍ଥୀ ସ୍ଥାନୀୟ ଅଞ୍ଚଳର ଛାତ୍ରୀଛାତ୍ର ବୋଲି...
ବିଏମ୍ସି ପକ୍ଷରୁ ‘କ୍ଲୋଜ୍ ଦି କେୟାର ଗ୍ୟାପ୍’ ଅଭିଯାନ
ଭୁବନେଶ୍ୱର,୧୧।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍ର ହେଲ୍ଥ ୟୁନିଟ୍ ବାଲ୍କୋ ମେଡିକାଲ ସେଣ୍ଟର (ବିଏମ୍ସି)ର କ୍ୟାନ୍ସର ଡିର୍ପାଟମେଣ୍ଟ ପକ୍ଷରୁ ବିଶ୍ୱ କର୍କଟ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘କ୍ଲୋଜ୍ ଦି କେୟାର ଗ୍ୟାପ୍’...
ଜାମକାନି କୋଇଲା ଖଣିରେ ଖନନ କାର୍ଯ୍ୟ ଆରମ୍ଭ
ଭୁବନେଶ୍ୱର,୧୧।୨: ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଗ୍ରୁପ୍ର ନିଲାମାଧୀନ ସୁନ୍ଦରଗଡ଼ ଜାମକାନି କୋଇଲା ଖଣି କେତେକ ସ୍ଥାନୀୟ କାରଣ ପାଇଁ ଖନନ ହୋଇପାରୁ ନ ଥିଲା। ଏପରିକି ଖଣି ଖନନ ସ୍ଥଳରେ ସ୍ଥାନୀୟ ବାସିନ୍ଦ ଦୀର୍ଘଦିନ ହେବ ଆନ୍ଦୋଳନ...
ୟୁପିରେ ୭୫,୦୦୦ କୋଟି ନିବେଶ କରିବ ରିଲାଏନ୍ସ
ନୂଆଦିଲ୍ଲୀ,୧୧।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍ (ଆର୍ଆଇଏଲ୍)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଶୁକ୍ରବାର ଉତ୍ତର ପ୍ରଦେଶରେ ୭୫,୦୦୦ କୋଟି ଟଙ୍କା ନିବେଶ ସମ୍ପର୍କରେ ଘୋଷଣା କରିଛନ୍ତି। ଏହାଦ୍ୱାରା ପ୍ରାୟ ୧ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି...
ଭାରତର ସମସ୍ତ କର୍ମଚାରୀଙ୍କୁ ବରଖାସ୍ତ କଲା ‘ଟିକ୍ଟକ୍’
ନୂଆଦିଲ୍ଲୀ,୧୦।୧: ଚାଇନାର କମ୍ପାନୀ ବାଇଟ୍ଡାନ୍ସ ଭାରତରେ ଏହାର ଆପ ‘ଟିକଟକ୍’ର ସମସ୍ତ କର୍ମଚାରୀଙ୍କୁ ବରଖାସ୍ତ କରିଛି। କର୍ମଚାରୀମାନଙ୍କୁ ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ ଇ-ମେଲ ପଠାଯାଇଛି। ଏଥିରେ କମ୍ପାନୀ କହିଛି ଯେ ଫେବୃଆରୀ ୨୮ ଏହି କମ୍ପାନୀରେ କର୍ମଚାରୀଙ୍କର ଶେଷ...
ଏସ୍ବିଆଇ ଜେନେରାଲର ‘ଆଇଡବ୍ଲ୍ୟୁଏସ୍ଇପି’
ନୂଆଦିଲ୍ଲୀ,୧୦।୨:ଦେଶର ପ୍ରମୁଖ ସାଧାରଣ ବୀମା କମ୍ପାନୀ ଏସ୍ବିଆଇ ଜେନେରାଲ (ଏସ୍ବିଆଇଜି) ଓ ଜେଏସ୍ଡବ୍ଲ୍ୟୁ ସ୍ପୋର୍ଟସ ମଧ୍ୟରେ ଏକ ସହଭାଗିତା ସୃଷ୍ଟି ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏସ୍ବିଆଇଜିର ଇନ୍ସପାୟାର ୱିଣ୍ଟର ସ୍ପୋର୍ଟସ ଏକ୍ସଲେନ୍ସ ପ୍ରୋଗ୍ରାମ (ଆଇଡବ୍ଲ୍ୟୁଏସ୍ଇପି)କୁ ବଢାଇବ ଦିଗରେ ଏଭଳି...
Archives


