ସିସିକ୍ୟୁସିରେ ଓଏମ୍ସିର ୧୭ଟି ଟିମ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍ ଇଣ୍ଡିଆ (କ୍ୟୁସିଏଫ୍ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍ଭେନ୍ସନ ଅନ୍ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି ନିଗମ(ଓଏମ୍ସିି)ର ୧୭ଟି ଟିମ୍ ସଫଳତା ହାସଲ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଓଏମ୍ସିର ବିଭିନ୍ନ…
LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି
ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ ଲାଗୁ ହେବାକୁ ଯାଉଛି ଯାହା ଆପଣଙ୍କ ଆର୍ଥିକ ସ୍ଥିତି ଉପରେ ସିଧାସଳଖ ପ୍ରଭାବ…
ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି
ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି । ଏହି କ୍ରମରେ ଭାରତୀୟ ଶେୟାର ବଜାର କ୍ରମାଗତ ୭ ସପ୍ତାହ ଧରି ଅସ୍ଥିର…
ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ
ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ ବିନା କିଛି ଏସିଡିଟି ଔଷଧ ବିକ୍ରି କରାଯାଇପାରିବ ନାହିଁ। ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ…
ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍ର ପୂରା ହିସାବ ଜାଣିଲେ ହେବେ ଚକିତ
ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ କେତେ ଟଙ୍କା ମିଳେ? ଆସନ୍ତା ୧୫ ଅକ୍ଟୋବରରୁ ୨,୦୦୦…
କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…
ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ ଘୋଷଣା ହେଉଥିବା ବେଳେ ଅନ୍ୟ ବୃଦ୍ଧି ଦୀପାବଳି ପାଖାପାଖି ଘୋଷଣା କରାଯାଏ। ଲେବର…
ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ
ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍ଏଚ୍ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ କନ୍ଫେଡେରେଶନ ଅଫ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ), ପୂର୍ବାଞ୍ଚଳ ଦ୍ୱାରା ଆୟୋଜିତ ପ୍ରତିଷ୍ଠିତ ‘ଏସ୍ଏଚ୍ଇ…
ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକର ମିଳିତ ମଞ୍ଚ ‘ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ’…
୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍ଟ୍ରୋନିକ୍ସ ସାମଗ୍ରୀ
ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ ସାମଗ୍ରୀ ଘରକୁ ଆଣିବାକୁ ଶ୍ରେୟ ମଣିଥାଆନ୍ତି। କିନ୍ତୁ ଚଳିତ ବର୍ଷ ପାର୍ବଣରେ ଗ୍ରାହକମାନଙ୍କୁ…
ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ ଏହି ହଡ଼ତାଳ ଡାକରା ଦେଇଛି। ଏପରି ସ୍ଥିତିରେ ଦେଶର ଲକ୍ଷ ଲକ୍ଷ ଗ୍ରାହକଙ୍କ…
ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ
ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର କୋଟି କୋଟି ପ୍ରିପେଡ୍ ମୋବାଇଲ୍ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି ଦେଇ ‘ଟେଲିକମ୍ କନ୍ଜ୍ୟୁମର…
ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ ବଡ଼ ସଂଶୋଧନ କରି ‘ଟେଲିକମ କଞ୍ଜ୍ୟୁମର ପ୍ରୋଟେକ୍ସନ (ତ୍ରୟୋଦଶ ସଂଶୋଧନ) ରେଗୁଲେସନ୍ସ, ୨୦୨୬’…

