ବାଣିଜ୍ୟ

ଖିମ୍‌ଜୀ ଜୁଏଲର୍ସର ‘ପାୟଲ୍‌ ଆଣ୍ଡ ଟୋ ରିଙ୍ଗ୍‌ ଫେଷ୍ଟିଭାଲ’

ଭୁବନେଶ୍ୱର,୧୪।୬: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ‘ପାୟଲ୍‌ ଆଣ୍ଡ ଟୋ ରିଙ୍ଗ୍‌ ଫେଷ୍ଟିଭାଲ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ରଜ ଉପଲକ୍ଷେ ଆକର୍ଷଣୀୟ ରଜ ମଉଜ ଅଫର ସାଙ୍ଗକୁ ବିଶେଷ ରିହାତି ଦିଆଯାଉଛି।…

ଟିଭି,ଲାପଟପ, ଫୋନ ହୋଇପାରେ ମହଙ୍ଗା !…

ନୂଆଦିଲ୍ଲୀ,୧୩।୬ : ଆଗାମୀ ଦିନରେ ଟିଭି,ଲ୍ୟାପଟପ, ଫୋନ ଉତ୍ପାଦନ କରୁଥିବା କମ୍ପାନୀଗୁଡିକ ଏସବୁର ମୂଲ୍ୟ ବୃଦ୍ଧି ଘୋଷଣା କରିପାରନ୍ତି। ଏଗୁଡ଼ିକରେ ବ୍ୟବହୃତ ଗୁରୁତ୍ୱପୂର୍ଣ୍ଣ ପାର୍ଟସ୍‌ଗୁଡ଼ିକର ମୂଲ୍ୟ ବଜାରରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି କାରଣରୁ, ଏସବୁର ମୂଲ୍ୟରେ ବୃଦ୍ଧି ହୋଇପାରେ।…

ଗୁଣାତ୍ମକ ସେବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୩।୬: ଦେଶର ପ୍ରମୁଖ ହୋମିଓପାଥି କ୍ଲିନିକ ଡ଼.ବାର୍ତ୍ତାର ଏକ୍ସକ୍ଲୁସିଭ ସେଣ୍ଟର ଭୁବନେଶ୍ୱରର ଅଶୋକ ନଗରଠାରେ ସୋମବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତା ଅଖିଳ ମୋହନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ…

ବଜାରରେ ହୋଣ୍ଡାର ନ୍ୟୁ-୨୦୨୩ ଡିଓ

ଭୁବନେଶ୍ୱର,୧୩।୬: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡାର ନ୍ୟୁ-୨୦୨୩ ଡିଓକୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି ଓବିଡି୨ ନିୟମ ପାଳନ କରୁଥିବା ହୋଣ୍ଡାର ନୂଆ ୨୦୨୩ ଡିଓର ବଜାର…

ଓଡ଼ିଶା ସିଏମ୍‌ଆର୍‌ଏଫ୍‌ ସହ ପେଟିଏମ୍‌ର ସହଭାଗିତା

ଭୁବନେଶ୍ୱର,୧୩।୬: ଦେଶର ପ୍ରମୁଖ ଦେୟ ଏବଂ ଆର୍ଥତ୍କ ସେବାପ୍ରଦାନକାରୀ ସଂସ୍ଥା ତଥା କ୍ୟୁଆର ଏବଂ ମୋବାଇଲ୍‌ ପେମେଣ୍ଟର ଅଗ୍ରଣୀ କମ୍ପାନୀ ପେଟିଏମ ନିକଟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (ସିଏମ୍‌ଆର୍‌ଏଫ୍‌) ସହ ସହଭାଗିତା କରିଥିବା ଜଣାପଡିଛି। ବିଶେଷ କରି ୨୦୨୩ ଜୁନ…

ଦି ଗୁଡ୍‌ ଷ୍ଟଫକୁ ଅଧିଗ୍ରହଣ କଲା ଡିଏସ୍‌ ଗ୍ରୁପ

ଭୁବନେଶ୍ୱର,୧୩।୬: ମଲ୍ଟି ବିଜ୍‌ନେସ କର୍ପୋରେଶନ ଏବଂ ଏକ ଅଗ୍ରଣୀ ଏଫ୍‌ଏମ୍‌ସିଜି କନ୍‌ଗ୍ଲୋମିରେଟ ଭାବେ ଜଣାଶୁଣା ଧରମପାଲ ସତ୍ୟପାଲ ଗ୍ରୁପ (ଡିଏସ୍‌ ଗ୍ରୁପ) ନିକଟରେ ଦି ଗୁଡ୍‌ ଷ୍ଟଫ୍‌ ପ୍ରାଇଭେଟ ଲିମିଟେଡ ଏବଂ ତା’ର ଲୁଭିଟ ଚକୋଲେଟ ଏବଂ କନ୍‌ଫେକ୍‌ଶନାରିକୁ ଅଧିଗ୍ରହଣ କରିଥିବା…

ଆଇଆଇଏଫ୍‌ଏଲ୍‌ ବଣ୍ଡ୍‌ ଉପରେ ୯% ପର୍ଯ୍ୟନ୍ତ ସୁଧ

ଭୁବନେଶ୍ୱର,୧୩।୬: ଦେଶର ପ୍ରମୁଖ ଅଣବ୍ୟାଙ୍କିଙ୍ଗ୍‌ ଫାଇନାନ୍ସିଆଲ କମ୍ପାନୀ ଆଇଆଇଏଫ୍‌ଏଲ୍‌ ଫାଇନାନ୍ସ ସର୍ବୋଚ୍ଚ ସ୍ତରର ସୁରକ୍ଷା ସହିତ ବଣ୍ଡ୍‌ ଇସ୍ୟୁ ଉପରେ ୯% ପର୍ଯ୍ୟନ୍ତ ସୁଧ ପ୍ରଦାନ କରୁଛି। ଏପରିକି ସୁରକ୍ଷିତ ବଣ୍ଡ୍‌ଗୁଡିକର ପବ୍ଲିକ୍‌ ଇସ୍ୟୁ ନିକଟରେ ଖୋଲିଥିବା ବେଳେ ବ୍ୟବସାୟିକ ଅଭିବୃଦ୍ଧି…

ମାଲାବାରରେ ୧୦ ଦିନିଆ ‘ସିଲ୍‌ଭର ଶୋ’

ଭୁବନେଶ୍ୱର,୧୨।୬: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ପକ୍ଷରୁ ଏକ ୧୦ ଦିନିଆ ‘ସିଲ୍‌ଭର ଶୋ’ର ଆୟୋଜନ କରାଯାଇଛି। ଏହି ଶୋ ପ୍ରତିଷ୍ଠାନର ଭୁବନେଶ୍ୱରସ୍ଥିତ ଶହୀଦ ନଗର ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ୨୦୨୩…

ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ

ଭୁବନେଶ୍ୱର,୧୨।୬: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ ଭିତ୍ତିକ କାର୍ଯ୍ୟକ୍ରମ ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୟୁବିଆଇର କେନ୍ଦ୍ରୀୟ କାର୍ଯ୍ୟାଳୟ ମୁମ୍ବାଇର…

ଘରୋଇ ବଜାରରେ ୪,୬୬୦ ଗାଡ଼ି ବିକିଲା ହୋଣ୍ଡା

ଭୁବନେଶ୍ୱର,୧୨।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ପ୍ରିମିୟମ୍‌ କାର୍‌ ନିର୍ମାତା ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସ୍‌ିଆଇଏଲ୍‌) ପକ୍ଷରୁ ୨୦୨୩ ମେ ମାସର ଗାଡି ବିକ୍ରି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷ ମେ’ ମାସରେ କମ୍ପାନୀ ଘରୋଇ…

ବାହାନଗା ରେଳ ଦୁର୍ଘଟଣା ମୃତକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଇବ ରୟାଲ ଗ୍ରୁପ୍‌

ଭୁବନେଶ୍ୱର,୧୨।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ରୟାଲ ଗ୍ରୁୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ ପକ୍ଷରୁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ସମ୍ପର୍କରେ ଏକ ବଡ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଜୁନ୍‌ ୨ରେ ବାଲେଶ୍ୱର ଜିଲାର ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ…

ୱେଷ୍ଟର୍ନ କ୍ୟାରିୟର୍ସ ପକ୍ଷରୁ ଡିଆର୍‌ଏଚ୍‌ପି ଦାଖଲ

ନୂଆଦିଲ୍ଲୀ,୧୨।୬: ୱେଷ୍ଟର୍ନ କ୍ୟାରିୟର୍ସ (ଇଣ୍ଡିଆ) ଲିମିଟେଡ୍‌ ପକ୍ଷରୁ ଡ୍ରାପ୍ଟ ରେଡ୍‌ ହେରିଂ ପ୍ରସପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଜରିଆରେ ପାଣ୍ଠି ହାସଲ କରିବା ଲାଗି ପୁଞ୍ଜି ବଜାର ନିୟାମକ ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?