ବାଣିଜ୍ୟ

୧୩ରୁ ବିମ୍ସଟେକ୍‌ ବ୍ୟବସାୟ କନ୍‌କ୍ଲେଭ

ଭୁବନେଶ୍ୱର,୧୧।୬: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ବିମ୍ସଟେକ୍‌ ବ୍ୟବସାୟ କନ୍‌କ୍ଲେଭ-୨୦୨୩ର ଆୟୋଜନ କରାଯାଉଛି। ଏହି କନ୍‌କ୍ଲେଭ ଚଳିତ ବର୍ଷ ଜୁନ୍‌ ୧୩ରୁ ୧୫ ପର୍ଯ୍ୟନ୍ତ କୋଲକାତା ଠାରେ ଅନୁଷ୍ଠିତ ହେବ। ଏ ନେଇ ଆଇଏନ୍‌ଡବ୍ଲ୍ୟୁଇସି ବିଆଇଏମ୍‌ଏସ୍‌ଟିଇସି ନେତୃତ୍ୱ ଫୋରମ୍‌ ପକ୍ଷରୁ ଏକ…

ବେଦାନ୍ତର ବାର୍ଷିକ ଗ୍ରୀନ୍‌ ହାର୍ଟସ ଅଭିଯାନ

ଭୁବନେଶ୍ୱର,୧୧।୬: ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ବିଶ୍ୱ ପରିବେଶ ସପ୍ତାହ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ବାର୍ଷିକ ଗ୍ରୀନ୍‌ ହାର୍ଟସ ଅଭିଯାନର ଆୟୋଜନ କରାଯାଇଥିଲା। ସେହିଭଳି କମ୍ପାନୀର ଝାରସୁଗୁଡ଼ା ମେଗା ଆଲୁମିନିୟମ ସ୍ମେଲଟର, ଲାଞ୍ଜିଗଡ଼ ଆଲୁମିନା…

ଅରୁନ୍ଧତୀରେ ରଥଯାତ୍ରା ମେଗା ସେଲ

ଭୁବନେଶ୍ୱର,୧୧।୬: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ‘ରଥଯାତ୍ରା ମେଗା ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର ରଥଯାତ୍ରା ଉପଲକ୍ଷେ ଅରୁନ୍ଧତୀ ପକ୍ଷରୁ ଆକର୍ଷଣୀୟ ‘ହୁଇଲ୍ସ ଅଫ୍‌ ଫର୍ଚ୍ୟୁନ’ ଅଫରର ଶୁଭାରମ୍ଭ କରାଯାଇଛି। ସେହିଭଳି ଅରୁନ୍ଧତୀର ଅଭିଜ୍ଞ…

କମିପାରେ ପେଟ୍ରୋଲ-ଡିଜେଲ ଦର !, ସଙ୍କେତ ଦେଲେ ପେଟ୍ରୋଲିୟମ ମନ୍ତ୍ରୀ…

ନୂଆଦିଲ୍ଲୀ,୧୦।୬ : ପେଟ୍ରୋଲ-ଡିଜେଲ ଦର କମିପାରେ । ଏନେଇ ପେଟ୍ରୋଲିୟମ ମନ୍ତ୍ରୀ ହାର୍ଦ୍ଦିକ ସିଂ ପୁରୀ କହିଛନ୍ତି ଯଦି ଅଶୋଧିତ ତୈଳ ମୂଲ୍ୟ ଅନ୍ତର୍ଜାତୀୟ ବଜାରରେ ସ୍ଥିର ରହେ ତେବେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ହ୍ରାସ କରିବାକୁ ବିଚାର କରିବାକୁ…

ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ

ଭୁବନେଶ୍ୱର,୧୦।୬: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ) ରାୟଗଡ଼ା କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ ବ୍ୟାଙ୍କର ମହାପ୍ରବନ୍ଧକ ଜି.ଏନ୍‌.ଦାସ୍‌ ଏବଂ କ୍ଷେତ୍ରୀୟ ମୁଖ୍ୟ ତପନ ସାହୁଙ୍କ ଉପସ୍ଥିତିରେ ଜୟପୁରଠାରେ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଶାଖାର…

ପଲିସିଧାରୀଙ୍କୁ ୩୪୪ କୋଟିର ବୋନସ

ନୂଆଦିଲ୍ଲୀ,୧୦।୬: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ରିଲାଏନ୍ସ ନିପ୍ପନ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପକ୍ଷରୁ ବୋନସ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥତ୍କ ବର୍ଷରେ କମ୍ପାନୀର ଅଂଶ ଗ୍ରହଣକାରୀ ପଲିସିଧାରୀଙ୍କ ପାଇଁ ମୋଟ ୩୪୪ କୋଟି ଟଙ୍କାର ବୋନସ ରାଶି ଘୋଷଣା ହୋଇଛି।…

ଏନ୍‌ପିସିଆଇ ସହ ବିଓବିର ସହଭାଗିତା

ନୂଆଦିଲ୍ଲୀ,୧୦।୬: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର ମାଲିକାନାରେ ଥିବା ସହାୟକ କମ୍ପାନୀ ବିଓବି ଫାଇନାନ୍ସିଆଲ ସଲ୍ୟୁଶନ୍ସ ଲିମିଟେଡ୍‌(ବିଏଫ୍‌ଏସ୍‌ଏଲ୍‌) ଏବଂ ନ୍ୟାଶନାଲ ପେମେଣ୍ଟ୍‌ସ କର୍ପୋରେଶନ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବିଓବିର କ୍ରେଡିଟ୍‌ କାର୍ଡ…

୫୦୦୦ କୋଟି ନିବେଶ କରିବ ଆଦିତ୍ୟ ବିର୍ଲା ଗ୍ରୁପ

ଭୁବନେଶ୍ୱର,୯।୬: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ଆଦିତ୍ୟ ବିର୍ଲା ଗ୍ରୁପ୍‌ ନିକଟରେ ବ୍ରାଣ୍ଡେଡ୍‌ ଅଳଙ୍କାର ରିଟେଲ ବ୍ୟବସାୟ କ୍ଷେତ୍ରରେ ପ୍ରବେଶ କରିଛି। ଏପରିକି ଉକ୍ତ ବ୍ୟବସାୟରେ କମ୍ପାନୀ ୫୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ କରିବ ବୋଲି ଗ୍ରୁପ୍‌ ପକ୍ଷରୁ କୁହାଯାଇଛି। ବିଶେଷକରି…

ଟିପିସିଓଡିଏଲ୍‌ ପକ୍ଷରୁ ଇ-ବାଇକ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୯।୬: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଇ-ବାଇକ୍‌ ସେବାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଟିପିସିଓଡିଏଲ୍‌ର କର୍ପୋରେଟ୍‌ କାର୍ଯ୍ୟାଳୟ ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହ କମ୍ପାନୀର ୧୫ କର୍ମଚାରୀଙ୍କୁ ଗୋଟିଏ…

ବାଧାମୁକ୍ତ ଦାବି ସମାଧାନର ବ୍ୟବସ୍ଥା

ଭୁବନେଶ୍ୱର,୯।୬: ଏଚ୍‌ଡିଏଫ୍‌ସି ଏର୍ଗୋ ଜେନେରାଲ ଇନ୍‌ସ୍ୟୁରାନ୍ସ ପକ୍ଷରୁ ବାଲେଶ୍ୱର ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକମାନଙ୍କ ସମ୍ପର୍କୀୟ ଓ ପ୍ରଭାବିତ ବୀମାଧାରୀମାନଙ୍କୁ ସହାୟତାର ହାତ ବଢ଼ାଇଛି। ବିଶେଷକରି କମ୍ପାନୀ ସହ ଜଡ଼ିତ ବୀମାଧାରୀଙ୍କ ବୀମା ସମ୍ପର୍କିତ ସୂଚନା…

ମିସୋର ନ୍ୟୁ ବ୍ରାଣ୍ଡ୍‌ ଆଇଡେଣ୍ଟି ଉନ୍ମୋଚିତ

ଭୁବନେଶ୍ୱର,୯।୬: ଦେଶର ପ୍ରମୁଖ ଇ-କର୍ମସ ପ୍ଲାଟ୍‌ଫର୍ମ ମିସୋର ନବୀକରଣ ଯୋଗ୍ୟ ନୂତନ ବ୍ରାଣ୍ଡ୍‌ ଆଇଡେଣ୍ଟି ନିକଟରେ ଉନ୍ମୋଚିତ ହୋଇଯାଇଛି। ୱାନ୍‌ ଷ୍ଟପ୍‌ ଭୂ-ସମାନ୍ତର ପ୍ଲାଟ୍‌ଫର୍ମ ଭାବେ ଏହାର ସ୍ଥିତିକୁ ମଜଭୁତ କରିବାକୁ କମ୍ପାନୀ ଲକ୍ଷ୍ୟ ରଖିଛି, ଯାହା ଲକ୍ଷ ଲକ୍ଷ ଭାରତୀୟ…

ବଜାରରେ ମହିନ୍ଦ୍ରାର ନ୍ୟୁ ସୁପ୍ରୋ ସିଏନ୍‌ଜି ଡୁଓ

ଭୁବନେଶ୍ୱର,୯।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ସୁପ୍ରୋ ସିଏନ୍‌ଜି ଡୁଓ’ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ପ୍ରଥମଧରଣର ଡୁଆଲ ଫୁଏଲ ଏସ୍‌ସିଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?