ବଜାରରେ ଏଚ୍ଏମ୍ଏସ୍ଆଇର ନୂଆ ଇଞ୍ଜିନ ଅଏଲ
ନୂଆଦିଲ୍ଲୀ,୩।୬: ହୋଣ୍ଡା ମୋଟରସାଇକେଲ ଆଣ୍ଡ୍ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ) ର ନୂଆ ଇଞ୍ଜିନ ଅଏଲ ‘ପ୍ରୋ ହୋଣ୍ଡା’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି କମ୍ପାନୀ ପକ୍ଷରୁ ଏହାର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି, ଯାହାକୁ ଭାରତୀୟ ବଜାରରେ…
ମୂଳ ଭାରତୀୟ ଅଜୟ ବଙ୍ଗା ହେଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: କାର୍ଯ୍ୟକାଳ ୫ ବର୍ଷ…
ଓ୍ବାଶିଂଟନ,୩।୬ : ମୂଳ ଭାରତୀୟ ଅଜୟ ବଙ୍ଗା ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ସହିତ ସେ ଗ୍ଲୋବାଲ ଫାଇନାନ୍ସିଆଲ ଇନଷ୍ଟିଚ୍ୟୁଶନ, ବିଶ୍ୱ ବ୍ୟାଙ୍କ ଏବଂ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର ନେତୃତ୍ୱ ନେଇଛନ୍ତି। ୩ ମଇରେ, ବିଶ୍ୱ…
ଏନ୍ଆର୍ଡିସି ସହ ସୋଆର ରାଜିନାମା
ନୂଆଦିଲ୍ଲୀ,୩।୬ ଭାରତ ସରକାରଙ୍କ ପ୍ରମୁଖ ଗବେଷଣା ସଂସ୍ଥା ନ୍ୟାଶନାଲ ରିସର୍ଚ୍ଚ ଡେଭଲପମେଣ୍ଟ କର୍ପୋରେଶନ(ଏନ୍ଆର୍ଡିସି) ସହ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଦ୍ୱିପାକ୍ଷିକ ରାଜିନାମା ହୋଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ସୋଆର ଗବେଷକମାନେ ଏକ ବିଶେଷ ଗବେଷଣା ଦ୍ୱାରା ଜଟିଳ ସ୍ବାସ୍ଥ୍ୟଗତ…
ଟିଏମ୍ସିକୁ ୧୨୦୦କୋଟିର ସହାୟତା
ନୂଆଦିଲ୍ଲୀ,୩।୬: ଆଇସିଆଇସିଆଇ ବ୍ୟାଙ୍କର କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍) କାର୍ଯ୍ୟକ୍ରମ ଅଧୀନରେ ଟାଟା ମେମୋରିଆଲ ସେଣ୍ଟର(ଟିଏମ୍ସି)କୁ ୧୨୦୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ ଲାଗି ଘୋଷଣା କରାଯାଇଛି। ବିଶେଷ କରି କ୍ୟାନ୍ସର ଚିକିତ୍ସା ଓ ଗବେଷଣା କ୍ଷେତ୍ରରେ ଉକ୍ତ ଅର୍ଥ…
ମେ’ରେ ସୋନାଲିକାର ୧୩,୭୦୨ ୟୁନିଟ୍ ବିକ୍ରି
ନୂଆଦିଲ୍ଲୀ,୩।୬: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍ ସୋନାଲିକା ଟ୍ରାକ୍ଟର ଚଳିତ ବର୍ଷ ମେ’ ମାସରେ ୧୩,୭୦୨ ୟୁନିଟ୍ ଟ୍ରାକ୍ଟର ବିକ୍ରି କରିଛି। ଏପରିକି ୨୦୨୩ ମେ’ ମାସରେ ବ୍ରାଣ୍ଡ୍ ୧୧.୪୨%ର ଘରୋଇ ଅଭିବୃଦ୍ଧି ହାସଲ କରିଥିବା ବେଳେ ଶିଳ୍ପ…
ଜିଏସ୍ଟି ଆଦାୟରେ ୩୦.୨୮ ପ୍ରତିଶତ ରେକର୍ଡ ଅଭିବୃଦ୍ଧି
ଭୁବନେଶ୍ୱର,୨ା୬(ବ୍ୟୁରୋ): ରାଜ୍ୟ ଜିଏସ୍ଟି ଓ ସମନ୍ବିତ ଜିଏସ୍ଟି ଆଦାୟରେ ରେକର୍ଡ ଅଭିବୃଦ୍ଧି ହୋଇଛି। ୨୦୨୩ ମେ’ରେ ଜିଏସ୍ଟି ଆଦାୟରେ ୩୦.୨୮ ପ୍ରତିଶତ ଅଭିବୃଦ୍ଧି ହେବା ସହ ୧୬୭୫.୭୭ କୋଟି ଟଙ୍କା ସଂଗ୍ରହ କରାଯାଇଛି । ମୋଟ ଜିଏସ୍ଟି କ୍ଷେତ୍ରରେ ଓଡ଼ିଶା ଚଳିତ…
ବଜାରରେ କୁହଲ୍ର ନୂତନ ଫ୍ୟାନ୍ସ
ନୂଆଦିଲ୍ଲୀ,୨।୬: ଦେଶର ପ୍ରମୁଖ ଫ୍ୟାନ୍ ନିର୍ମାଣକାରୀ ବ୍ରାଣ୍ଡ୍ କୁହଲ୍ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଦି କୁହଲ୍ ବ୍ରାଇସ୍ ଷ୍ଟାଇଲିଶ ଫ୍ୟାନ୍ସ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ବ୍ରାଣ୍ଡ୍ର କୁହଲ୍ ପ୍ଲାଟିନ ଏବଂ ଲକ୍ସେସେ ସିରିଜର ବ୍ୟାପକ…
୪ରେ ଜୀ ସାର୍ଥକର ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଟୁଇନ୍ସ’
ଭୁବନେଶ୍ୱର,୧।୬: ଜୀ ସାର୍ଥକର ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ଟୁଇନ୍ସ’ର ଓ୍ବାଲର୍ଡ ଟେଲିଭିଜନ ପ୍ରିମିୟର ଶୋ’ ୨୦୨୩ ଜୁନ୍ ୪ ରେ ପ୍ରସାରିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଜୀ ସାର୍ଥକ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…
ଆର୍ବିଆଇ ପକ୍ଷରୁ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା
ଭୁବନେଶ୍ୱର,୨।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ପକ୍ଷରୁ ବାଲେଶ୍ୱର ଜିଲାରେ ବ୍ଲକ ସ୍ତରୀୟ ସର୍ବଭାରତୀୟ ଆର୍ଥିକ ସାକ୍ଷରତା କୁଇଜ ପ୍ରତିଯୋଗିତା ନିକଟରେ ଖଇରା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାରେ ବାଲେଶ୍ୱର ଜିଲାର ଖଇରା, ସୋରୋ ଓ ସିମୁଳିଆ…
ଖସିଲା କମର୍ସିଆଲ ଗ୍ୟାସ୍ ଦର
ନୂଆଦିଲ୍ଲୀ,୨।୬: ଗତ କିଛି ମାସ ହେବ କ୍ରମାଗତ ଭାବେ କମର୍ସିଆଲ ଗ୍ୟାସ୍ ଦର ହ୍ରାସ ପାଉଥିବାବେଳେ ଘରୋଇ ଗ୍ୟାସ୍ ମୂଲ୍ୟ ସ୍ଥିର ରହିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ମାସରେ କମର୍ସିିଆଲ ଗ୍ୟାସ ୍(୧୯କେଜି) ଦର ୮୩.୫୦ ଟଙ୍କା ହ୍ରାସ…
ରେକର୍ଡ ପରିମାଣରେ ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୬: ଚଳିତ ଆର୍ଥିକ ବର୍ଷର ୨ୟ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ସଂଗ୍ରହ ହୋଇଛି ବୋଲି ଗୁରୁବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷର ମେ’ ମାସରେ ଦେଶର ଜିଏସ୍ଟି ସଂଗ୍ରହ…
ଆସିଲା ମେ’ମାସର ଜିଏସ୍ଟି ରିପୋର୍ଟ, ଜାଣନ୍ତୁ ବଢିଛି ନା କମିଛି…
ନୂଆଦିଲ୍ଲୀ,୧।୬: ମେ’ ୨୦୨୩ରେ ଜିଏସ୍ଟି ସଂଗ୍ରହର ଆକଳନ ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶ ପାଇଛି। ମେ’ରେ ୧,୫୭,୦୯୦ ଲକ୍ଷ କୋଟି ଟଙ୍କା ଜିଏସ୍ଟି ଆଦାୟ ହୋଇଛି। ଯାହା ୨୦୨୨ ମେ’ ତୁଳନାରେ ୧୨ ପ୍ରତିଶତ ଅଧିକ। ୨୦୨୨ ମେ’ ଜିଏସ୍ଟି ସଂଗ୍ରହ…

