ବାଣିଜ୍ୟ

ଖୁଚୁରା ମୁଦ୍ରାସ୍ଫୀତି ମେ ମାସରେ ୨.୮୨%କୁ ହ୍ରାସ, ଛଅ ବର୍ଷର ସର୍ବନିମ୍ନ ସ୍ତରରେ ଦରଦାମ୍

ନୂଆଦିଲ୍ଲୀ,୧୩ା୬: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମେ ୨୦୨୫ରେ ହ୍ରାସ ପାଇ ୨.୮୨%ରେ ପହଞ୍ଚିଛି, ଯାହା ଫେବୃଆରୀ ୨୦୧୯ ପରେ ସର୍ବନିମ୍ନ ବାର୍ଷିକ ମୁଦ୍ରାସ୍ଫୀତି ହାର ଅଟେ। ଗୁରୁବାର ଜାରି ହୋଇଥିବା ସରକାରୀ ତଥ୍ୟ ଅନୁସାରେ, ଗ୍ରାହକ ମୂଲ୍ୟ ସୂଚକାଙ୍କ (ସିପିଆଇ)...

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ପରେ ଟାଟା ଗ୍ରୁପ୍‌ର ଶେୟାର ଧରାଶାୟୀ, ଗୋଟିଏ ପରେ ଗୋଟିଏ…

ଗୁଜରାଟ,୧୨।୬: ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ଅହମ୍ମଦାବାଦର ମେଘାନୀ ଅଞ୍ଚଳରେ ଘଟିଛି। ବିମାନ ଦୁର୍ଘଟଣା ନେଇ ଖବର...

UPI ପେମେଣ୍ଟ ଉପରେ ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ କି? ସ୍ପଷ୍ଟ କଲା ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୬: ଅର୍ଥ ମନ୍ତ୍ରଣାଳୟ ବଡ଼ UPI କାରବାର ଉପରେ MDR ଚାର୍ଜ ଲାଗୁ କରିବାର ରିପୋର୍ଟକୁ ମିଥ୍ୟା ଏବଂ ଭ୍ରାମକ ବୋଲି କହିଛି। ଅନଲାଇନରେ କରାଯାଉଥିବା ଦାବି ଉପରେ ପ୍ରତିକ୍ରିୟା ଦେଇ ମନ୍ତ୍ରଣାଳୟ କହିଛି ଯେ ଏପରି ଭିତ୍ତିହୀନ ଦାବି...

ଭାରତରେ ଅଛନ୍ତି ୮୫,୦୦୦ ରୁ ଅଧିକ କୋଟିପତି, ବିଶ୍ୱରେ ବାଜିଲା ଭାରତର ବିଗୁଲ୍

ନୂଆଦିଲ୍ଲୀ,୧୧।୬: ନାଇଟ୍ ଫ୍ରାଙ୍କ ଗ୍ଲୋବାଲ୍ ୱେଲଥ୍ ରିପୋର୍ଟ ୨୦୨୫ ଅନୁଯାୟୀ, ଭାରତ ବିଶ୍ୱରେ ଚତୁର୍ଥ ବୃହତ୍ତମ କୋଟିପତି ବ୍ୟକ୍ତିଙ୍କ (HNWIs) କେନ୍ଦ୍ର ଭାବେ ଉଭା ହୋଇଛି। ଯେଉଁଠାରେ ୮୫,୬୯୮ ଜଣ ଲୋକଙ୍କର ମୋଟ ସମ୍ପତ୍ତି ୧୦ ମିଲିୟନ ଡଲାରରୁ ଅଧିକ।...

ମାତ୍ର ୨୦ ଟଙ୍କାରେ ୨ ଲକ୍ଷର ବୀମା, ଜାଣନ୍ତୁ କିଭଳି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍ଲୀ,୧୦।୬: ଭାରତ ସରକାର ସାଧାରଣ ଲୋକଙ୍କ ସୁରକ୍ଷା ଏବଂ ସୁବିଧା ପାଇଁ ଅନେକ ଯୋଜନା ଚଳାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ହେଉଛି ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା (PMSBY), ଯାହା ବହୁତ କମ ପ୍ରିମିୟମ ରେ ଦୁର୍ଘଟଣା ବୀମା କଭରେଜ ପ୍ରଦାନ...

ରେକର୍ଡ ସ୍ତରରେ ରୁପା ଦର

ଭୁବନେଶ୍ୱର,୧୦।୬: ସାରା ଦେଶରେ ବିବାହ ଓ ଶୁଭ କାର୍ଯ୍ୟ ଜାରି ରହିଥିଲା ବେଳେ ରୁପା ଦର ରେକର୍ଡ ସ୍ତରରେ ପହଞ୍ଚିଛି। ରୁପା ଓ ସୁନା ଦର ବୃଦ୍ଧି ମଧ୍ୟରେ ଉଭୟ ଗ୍ରାହକ ଓ ବ୍ୟବସାୟୀ ଆଶାଆଶଙ୍କାରେ ରହିଛନ୍ତି। ନୂଆଦିଲ୍ଲୀ ବଜାରରେ...

ଗତ ୭ ବର୍ଷରେ ୨୨୬ ମିଲିୟନ ଭାରତୀୟ ଦାରିଦ୍ର୍ୟରୁ ମୁକ୍ତ: ବିଶ୍ୱ ବ୍ୟାଙ୍କ ରିପୋର୍ଟ

ନୂଆଦିଲ୍ଲୀ,୮ା୬: ଭାରତ ଗତ ୭ ବର୍ଷ ମଧ୍ୟରେ ଦାରିଦ୍ର୍ୟ ନିର୍ମୂଳନ କ୍ଷେତ୍ରରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ବିଶ୍ୱ ବ୍ୟାଙ୍କର ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ୨୦୧୫-୧୬ ରୁ ୨୦୨୨-୨୩ ମଧ୍ୟରେ ପ୍ରାୟ ୨୨୬ ମିଲିୟନ ଭାରତୀୟ ଅତି ଦାରିଦ୍ର୍ୟରୁ...

HDFC ବ୍ୟାଙ୍କ ସିଇଓଙ୍କୁ ସସ୍‌ପେଣ୍ଡ କରିବାକୁ ଦାବି, ୨୫ କୋଟି ଟଙ୍କା ହଡ଼ପ ଅଭିଯୋଗ

ନୂଆଦିଲ୍ଲୀ,୮।୬: ଲୀଳାବତୀ ହସ୍ପିଟାଲ ଟ୍ରଷ୍ଟ ଆର୍ଥିକ ଠକେଇ ପାଇଁ HDFC ବ୍ୟାଙ୍କର ସିଇଓ ଶଶିଧର ଜଗଦୀଶନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି। ତାଙ୍କ ବିରୋଧରେ ଜଣେ ଟ୍ରଷ୍ଟ ସଦସ୍ୟଙ୍କ ବାପାଙ୍କୁ ହଇରାଣ କରିବା ପାଇଁ ପ୍ରଚୁର ପରିମାଣର ଟଙ୍କା ନେଇଥିବା...

ଡାର୍କ ପାଟର୍ନ କ’ଣ? ଯେଉଁଥିରୁ ଇ-କମର୍ସ ପ୍ଲାଟ୍‌ଫର୍ମ ମୁକ୍ତ ହେବାକୁ ‘ସିସିପିଏ’ ଜାରି କଲା ଆଡ୍‌ଭାଇଜରି…

ନୂଆଦିଲ୍ଲୀ, ୮।୬: କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ) ପକ୍ଷରୁ ସମସ୍ତ ଇ-କମର୍ସ ପ୍ଲାଟ୍‌ଫର୍ମଗୁଡ଼ିକୁ ବିଭ୍ରାନ୍ତିକର ଏବଂ ଅନୁଚିତ ବାଣିଜ୍ୟ ଅଭ୍ୟାସରେ ଲିପ୍ତ ନ ରହିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଶନିବାର ଖାଉଟି ବ୍ୟାପାର,...

ଟ୍ରମ୍ପ-ମସ୍କ କଳିରେ ଭାରତର ଏଣ୍ଟ୍ରି? ବିଶ୍ୱରେ ଚହଳ

ଓାଶିଂଟନ, ୭।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ପ୍ରସ୍ତାବିତ ‘ବିଗ ବ୍ୟୁଟିଫୁଲ ବିଲ’ ନୀତି ଆମେରିକୀୟ ରାଜନୀତିରେ ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି ବିଲ୍‌ରେ ଟ୍ୟାକ୍ସ କମେଇବା, ସୀମା ସୁରକ୍ଷା ବୃଦ୍ଧି ଏବଂ ମେଡିକେଡ ଓ...

RBIର ବଡ଼ ଉପହାର: ଏଣିକି ଘର-କାର ଲୋନ୍‌ ହେବ ଶସ୍ତା

ନୂଆଦିଲ୍ଲୀ,୬।୬: ଋଣ ନେଉଥିବା କିମ୍ବା ଋଣ ଉପରେ EMI ଦେଉଥିବା ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଖବର। ଭାରତୀୟ ରିଜର୍ଭ ବ୍ୟାଙ୍କ ଶୁକ୍ରବାର ବଜାର ଆଶାଠାରୁ ଅଧିକ ରେପୋ ରେଟ୍‌ ହ୍ରାସ କରିଛି। ଜୁନ ୪ ତାରିଖରେ ଆରମ୍ଭ...

ରେପୋ ରେଟ୍‌ ୫୦ ବେସିସ ପଏଣ୍ଟ ହ୍ରାସ କଲା RBI, ଅର୍ଥନୀତିକୁ ଉତ୍ସାହିତ କରିବାକୁ ପଦକ୍ଷେପ

ମୁମ୍ବାଇ,୬ା୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ରେପୋ ରେଟ୍‌କୁ ୫୦ ବେସିସ ପଏଣ୍ଟ ହ୍ରାସ କରିଛି। ଏହି ନିଷ୍ପତ୍ତି ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱି-ମାସିକ ମୁଦ୍ରା ନୀତି କମିଟି (ଏମପିସି) ବୈଠକରେ ସର୍ବସମ୍ମତି କ୍ରମେ ନିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri