ଧାର୍ଯ୍ୟଲକ୍ଷ୍ୟ ପୂରଣରେ ବ୍ୟାଙ୍କଗୁଡ଼ିକର ଉତ୍ତମ ପ୍ରଦର୍ଶନ
ଭୁବନେଶ୍ୱର,୧୧ା୩: ରାଜ୍ୟର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ସବୁ କ୍ଷେତ୍ରକୁ ଋଣ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗୁରୁତ୍ୱାରୋପ କରିଛନ୍ତି। ଶୁକ୍ରବାର ସ୍ଥାନୀୟ ଲୋକସେବା ଭବନରେ ଆୟୋଜିତ…
୨୦ମହଲା ବିଲ୍ଡିଂରୁ ପଡ଼ି ଓୟୋ ପ୍ରତିଷ୍ଠାତା ରିତେଶ ଅଗ୍ରଓ୍ବାଲଙ୍କ ବାପାଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧୦।୩: ଓୟୋ ପ୍ରତିଷ୍ଠାତା ରିତେଶ ଅଗ୍ରଓ୍ବାଲଙ୍କ ବାପା ରମେଶ ଅଗ୍ରଓ୍ବାଲଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ଗୁରୁଗ୍ରାମରେ ଏକ ଉଚ୍ଚ ମହଲାରୁ ଖସିପଡି ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଓୟୋର ଜଣେ ମୁଖପାତ୍ର ରିତେଶ ଅଗ୍ରୱାଲଙ୍କ ପିତାଙ୍କ ମୃତ୍ୟୁ ଖବରକୁ ନିଶ୍ଚିତ କରିଛନ୍ତି।…
ସିଡବ୍ଲ୍ୟୁସି ସହ ପିଏନ୍ବିର ବୁଝାମଣାପତ୍ର ସ୍ବାକ୍ଷର
ନୂଆଦିଲ୍ଲୀ,୧୦।୩:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି) ଏବଂ ସେଣ୍ଟ୍ରାଲ ଓ୍ବେରହାଉସ କର୍ପୋରେଶନ (ସିଡବ୍ଲ୍ୟୁସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ବୁଝାମଣାପତ୍ର (ଏମ୍ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଉଭୟ ସଂସ୍ଥାର ବ୍ୟବସାୟିକ ଅଭିବୃଦ୍ଧି ସହ ଇ-ଏନ୍ଡବ୍ଲ୍ୟୁଆର୍ ଜରିଆରେ ନେଣଦେଣ କରିବା ପାଇଁ ଏମ୍ଓୟୁ…
ବେଦାନ୍ତ ପକ୍ଷରୁ ‘ପ୍ରୋଜେକ୍ଟ ପଞ୍ଛି’ର ଶୁଭାରମ୍ଭ
ନୂଆଦିଲ୍ଲୀ,୧୦।୩:ଦେଶର ସର୍ବବୃହତ୍ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍ ଲାଞିଗଡ଼ ଆଲୁମିନା ରିଫାଇନେରିରେ ଏକ ଅଭିନବ ଯୋଜନା ‘ପ୍ରୋଜେକ୍ଟ ପଞ୍ଛି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ପ୍ରକଳ୍ପ…
ଶିକ୍ଷକରୁ ଶିକ୍ଷା ଉଦ୍ୟୋଗୀ
ପିଲାଟି ଦିନରୁ ମାତାପିତାଙ୍କୁ ହରାଇଥିବା ଜଣେ ମେଧାବୀ ଛାତ୍ର ଯେ କେବେ ଶହ ଶହ ପିଲାଙ୍କର ଦାୟିତ୍ୱ ବହନ ସହ ଅଭିଭାବକ ଓ ଗୁରୁଙ୍କ ଭୂମିକା ନିର୍ବାହ କରିବେ ଆଜି ମଧ୍ୟ ସେ ବିଶ୍ୱାସ କରିପାରୁନାହାନ୍ତି। ବହୁ ଘାତ ପ୍ରତିଘାତ ମଧ୍ୟରେ…
ଏୟାର ଇଣ୍ଡିଆରେ ଅଛନ୍ତି ସର୍ବାଧିକ ମହିଳା ପାଇଲଟ
ନୂଆଦିଲ୍ଲୀ,୯।୩: ଏୟାର ଇଣ୍ଡିଆରେ କାର୍ଯ୍ୟ କରୁଥିବା ୧,୮୨୫ ପାଇଲଟଙ୍କ ମଧ୍ୟରୁ ୧୫ ପ୍ରତିଶତ ମହିଳା। ଫଳରେ ଏହା ବିଶ୍ୱର ସର୍ବାଧିକ ସଂଖ୍ୟକ ମହିଳା ପାଇଲଟ ଥିବା ଏୟାରଲାଇନ୍ସ ହୋଇପାରିଥିବା କମ୍ପାନୀ ଦାବି କରିଛି। ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଟାଟା ଗ୍ରୁପ…
ମାର୍ଚ୍ଚ ୩୧ ପୂର୍ବରୁ ଶେଷ କରନ୍ତୁ ପ୍ୟାନ୍-ଆଧାର ଲିଙ୍କ ବ୍ୟତିତ ଏସବୁ କାମ, ନଚେତ ପଡ଼ିବେ ଅସୁବିଧାରେ…
ନୂଆଦିଲ୍ଲୀ,୯।୩: ମାର୍ଚ୍ଚ ୩୧ରେ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ହେବ। ଏପ୍ରିଲ ୧ରୁ ପରବର୍ତ୍ତୀ ଆର୍ଥିକ ବର୍ଷ ଆରମ୍ଭ ହେବ। ଏଣୁ ମାର୍ଚ୍ଚ ୩୧ ପୂର୍ବରୁ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଶେଷ କରିବାକୁ ପଡିବ। ନଚେତ ଯେ କେହି ଅସୁବିଧାରେ ପଡ଼ି…
ଇନଷ୍ଟାଗ୍ରାମ ଡାଉନ୍
ନ୍ୟୁୟର୍କ,୯।୩: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଗୁରୁବାର ସକାଳେ ଡାଉନ୍ ହୋଇଯାଇଛି। ପ୍ରାୟ ୪୬,୦୦୦ ଲୋକ ଇନଷ୍ଟାଗ୍ରାମ ଡାଉନ୍ ବୋଲି ଆଉଟେଜ୍ ଟ୍ରାକିଂ ୱେବସାଇଟ ଡାଉନ ଡିଟେକ୍ଟରରେ ଅଭିଯୋଗ କରିଛନ୍ତି। ପ୍ରାୟ ୫୦ ପ୍ରତିଶତ ଲୋକ କହିଛନ୍ତି, ଉଭୟ ଇନଷ୍ଟାଗ୍ରାମ ଆପ…
ମହିଳା ଦିବସରେ ‘ଡ୍ରିମ୍ ପ୍ରୋଜେକ୍ଟ’ ଲଞ୍ଚ୍ କଲେ ନୀତା ଅମ୍ବାନୀ
ମୁମ୍ବାଇ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା-ଚେୟାରମ୍ୟାନ ନୀତା ଅମ୍ବାନୀ ‘ଦ ହର୍ ସର୍କଲ, ଏଭ୍ରିବଡି ପ୍ରୋଜେକ୍ଟ’ ଆରମ୍ଭ କରି ଏକ ନୂତନ ପଦକ୍ଷେପ ନେଇଛନ୍ତି। ଏହି ପ୍ରୋଜେକ୍ଟ ଅଧୀନରେ ନୀତା ଅମ୍ବାନୀ ସମସ୍ତ ପ୍ରକାର ଶାରୀରିକ ଭେଦଭାବ…
୭୦ ଟ୍ରେନିଂ ବିମାନ କ୍ରୟ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏଚଏଏଲ ମଧ୍ୟରେ ଚୁକ୍ତି…
ନୂଆଦିଲ୍ଲୀ,୭।୩ : ପ୍ରତିରକ୍ଷା ମନ୍ତ୍ରଣାଳୟ ମଙ୍ଗଳବାର ୭୦ ଏଚଟିଟି-୪୦ ଟ୍ରେନିଂ ବିମାନ କ୍ରୟ ପାଇଁ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ଏଚଏଏଲ) ସହିତ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି। ବାୟୁସେନା ଏହି କ୍ରୟ ପାଇଁ ୬,୮୦୦ କୋଟି ଟଙ୍କା ଖର୍ଚ୍ଚ କରିବ। ୩୧,୦୦୦ କୋଟି…
ସେଣ୍ଟ୍ରାଲ ବ୍ୟାଙ୍କ ସେବା ନିବୃତ୍ତ ସଂଘ ରାଜ୍ୟ ସମ୍ମିଳନୀ
ଭୁବନେଶ୍ୱର, ୭ା୩: ସେଣ୍ଟ୍ରାଲ ବ୍ୟାଙ୍କ ସେବାନିବୃତ୍ତ କର୍ମଚାରୀଙ୍କ ରାଜ୍ୟ ସମ୍ମିଳନୀ ସୋମବାର ବୁଦ୍ଧ ମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ନିରଞ୍ଜନ ମିଶ୍ର ଏହାର ଉଦ୍ଘାଟନ କରିଥିଲେ। ବିଶ୍ୱ ରଞ୍ଜନ ଶତପଥୀଙ୍କ ସଭାପତିତ୍ୱରେ…
ସରିଲା ୧୦ଦିନିଆ ଦ୍ୱୈତ ମେଳା
ଭୁବନେଶ୍ୱର,୭।୩ : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ଥାନୀୟ ଜନତା ମଇଦାନଠାରେ ୧୮ତମ ହୋମ୍ ଆଣ୍ଡ ଡେକୋର ସାଙ୍ଗକୁ ୧୮ତମ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ମେଗା ଟ୍ରେଡ୍ ଫେୟାର-୨୦୨୩ ସୋମବାର ଉଦ୍ଯାପିତ ହୋଇଯାଇଛି। ଏପରିକି ଚଳିତ ବର୍ଷ ଫେବୃୟାରୀ ୨୫ରୁ ଆରମ୍ଭ ହୋଇଥିବା…
Archives


