ବାଣିଜ୍ୟ

ସମ୍ମମ୍‌ରେ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୩ା।୫: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସମ୍‌ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ନିକଟରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଉକ୍ତ କର୍ମଶାଳାରେ ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଉକ୍ତ ଆଲୋଚନା ଚକ୍ରରେ…

୨୦୦୦ ଟଙ୍କିଆ ବିମୁଦ୍ରୀକରଣ: ବଢ଼ିଲା ସୁନା ଚାହିଦା, ପେଟ୍ରୋଲ ପମ୍ପରେ ଭିଡ଼…

ନୂଆଦିଲ୍ଲୀ,୨୨।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ ଗତ ସପ୍ତାହରେ ଶୁକ୍ରବାର ୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର କରିବାକୁ ଘୋଷଣା କରିଥିଲେ। ଏହି ନିଷ୍ପତ୍ତି ୨୦୧୬ରେ ହୋଇଥିବା ବିମୁଦ୍ରୀକରଣର ସ୍ମୃତିକୁ ଲୋକଙ୍କ ମନରେ ଫେରାଇ ଆଣିଛି। ଯଦିଓ ଏଥର ବିମୁଦ୍ରୀକରଣର ପ୍ରଭାବ ଦୃଶ୍ୟମାନ…

ପ୍ରତିଦିନ ଜମା ହେଉଥିବା ୨୦୦୦ ଟଙ୍କିଆ ନୋଟ ବିଷୟରେ ସୂଚନା ରଖିବାକୁ ବ୍ୟାଙ୍କଗୁଡିକୁ ଆରବିଆଇର ନିର୍ଦ୍ଦେଶ…

ମୁମ୍ବାଇ,୨୨।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ ସମସ୍ତ ବ୍ୟାଙ୍କକୁ ପ୍ରତିଦିନ ୨୦୦୦ ଟଙ୍କତଆ ନୋଟ ଜମା କରାଯାଉଥିବା ତଥ୍ୟ ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଜଡିତ ନିର୍ଦ୍ଦେଶନାମା ଆରବିଆଇ ଦ୍ୱାରା ମେ ୨୨ ଜାରି କରାଯାଇଛି। ରିଜର୍ଭ ବ୍ୟାଙ୍କ…

ମୁକ୍ତ ବାଣିଜ୍ୟ ଆଲୋଚନା ଆଗେଇବ: ମୋଦି-ସୁନକ ଦେବେ ଚୂଡ଼ାନ୍ତ ରୂପ…

ନୂଆଦିଲ୍ଲୀ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟିଶ ପ୍ରତିପକ୍ଷ ଋଷି ସୁନକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ) ଆଲୋଚନାକୁ ସମୀକ୍ଷା କରିଛନ୍ତି। ଏହି ଆଲୋଚନାକୁ ତ୍ୱରାନୱିତ କରିବାକୁ ଏବଂ ଜାପାନରେ ଆଲୋଚନା ସମୟରେ ଏକ ଉଚ୍ଚାଭିଳାଷୀ ଏବଂ ପାରସ୍ପରିକ…

ପ୍ରାରମ୍ଭିକ ରୋଗ ଚିହ୍ନଟକୁ ଗୁରୁତ୍ୱ

ଭୁବନେଶ୍ୱର,୨୨।୫: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଏଲ୍‌ ଭି ପ୍ରସାଦ ଆଇ ଇନ୍‌ଷ୍ଟିଚ୍ୟୁଟ (ଏଲ୍‌ଭିପିଇଆଇ) ଭୁବନେଶ୍ୱରର ମିଥୁ ତୁଳସୀ ଚନରାଇ କ୍ୟାମ୍ପସ୍‌ ପକ୍ଷରୁ ରବିବାର ରେଟିନୋବ୍ଲାଷ୍ଟୋମା (ଚକ୍ଷୁ କର୍କଟ ରୋଗ)ର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଲିଉଡ ଅଭିନେତା…

ପିଏନ୍‌ବିର ୪ର୍ଥ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୨।୫: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ (ପିଏନବି)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପିଏନବି ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରିଛି। ଏପରିକି ବ୍ୟାଙ୍କ ୪ର୍ଥ ତ୍ରୈମାସରେ ଆଶାତୀତ ସଫଳତା ହାସଲ…

ମାଲାବାରକୁ ପ୍ରଥମ ଟିଆରକ୍ୟୁ ଲାଇସେନ୍ସ

ନୂଆଦିଲ୍ଲୀ,୨୨।୫: ଦେଶର ସର୍ବବୃହତ୍‌ ଅଳଙ୍କାର ପ୍ରତିଷ୍ଠାନ ତଥା ସୁନା ଓ ହୀରାର ପ୍ରମୁଖ ରିଟେଲ ଚେନ୍ସ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସକୁ ନିକଟରେ ତାରିଫ ରେଟ୍‌ କୋଟା (ଟିଆରକ୍ୟୁ)ର ଲାଇସେନ୍ସ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଡାଇରେକ୍ଟର ଜେନେରାଲ ଅଫ୍‌ ଫରେନ ଟ୍ରେଡ୍‌…

୨୯ରେ ଜୀ ସାର୍ଥକର ‘ସବୁଠୁ ବଡ଼ ଦିନ’

ଭୁବନେଶ୍ୱର,୨୨।୫: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ପ୍ରସାରିତ ହେଉଥିବା କେତେକ ଧାରାବାହିକକୁ ନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ସବୁଠୁ ବଡ଼ ଦିନ’ (ମେଗା ଧାରାବାହିକ)ର ଆୟୋଜନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମ ୨୦୨୩ ମେ ୨୯ ସନ୍ଧ୍ୟାରେ ପ୍ରସାରିତ…

ବଦଳାଇପାରିବେ ଫଟା ନୋଟ୍‌: ଆର୍‌ବିଆଇ

ନୂଆଦିଲ୍ଲୀ,୨୦।୫:କେନ୍ଦ୍ର ସରକାର ୨ହଜାର ଟଙ୍କିଆ ନୋଟ୍‌ ସର୍କ୍ୟୁଲେଶନକୁ ନେଇ ଶୁକ୍ରବାର ବଡ ଘୋଷଣା କରିଛନ୍ତି। ଏହି ନୋଟ୍‌ ଆଉ ଛପା ଯିବ ନାହିଁ କିମ୍ବା ବଜାରରେ ସର୍କ୍ୟୁଲେଶନ୍‌ କରାଯିବ ନାହିଁ ବୋଲି ଆର୍‌ବିଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆର୍‌ବିଆଇ ଗ୍ରାହକଙ୍କୁ ୨ହଜାର…

ମିସ୍‌ଡ କଲ୍‌ରେ ନୂତନ ବିଦ୍ୟୁତ୍‌ ସଂଯୋଗ

ଭୁବନେଶ୍ୱର,୨୦।୫: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏକ ଅଭିନବ ସେବା ‘ମିସ୍‌ଡ କଲ୍‌ରେ ନୂତନ ବିଦ୍ୟୁତ୍‌ ସଂଯୋଗ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀ ପକ୍ଷରୁ ଦିଆଯାଇଥିବା ଦେୟମୁକ୍ତ ନମ୍ବର ୧୮୦୦-୩୪୫-୭୧୨୨,୧୯୧୨ରେ କଲ୍‌ କରିପାରିବେ କିମ୍ବା ୮୦୯୩୦୦୯୯୯୦ରେ…

ନୂଆ ଅବତାରରେ ଆସିବ ପେବ୍ୟାକ୍‌ ଇଣ୍ଡିଆ

ଭୁବନେଶ୍ୱର,୨୦।୫: ଦେଶର ପ୍ରମୁଖ ଫିନ୍‌ଟେକ୍‌ କମ୍ପାନୀ ତଥା ଭାରତପେ ଗ୍ରୁପ୍‌ର ସର୍ବବୃହତ୍‌ ମଲ୍ଟି ବ୍ରାଣ୍ଡ୍‌ ବିଶ୍ୱସ୍ତତା କାର୍ଯ୍ୟକ୍ରମ ‘ପେବ୍ୟାକ୍‌ ଇଣ୍ଡିଆ’ ଖୁବ୍‌ଶୀଘ୍ର ନୂଆ ଅବତାରରେ ଆସିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ସାରା ଦେଶରେ ବିଶ୍ୱସ୍ତତା ଏବଂ ପୁରସ୍କାର…

ନୁରେ ଭାରତର ପିପୋ ନେଟ୍‌ ଶୁଭାରମ୍ଭ

ଭୁବନେଶ୍ୱର,୨୦।୫: ଦେଶର ପ୍ରମୁଖ ଡିଜିଟାଲ ପ୍ଲାଟ୍‌ଫର୍ମ ନୁରେ ଭାରତ ନେଟ୍‌ୱର୍କର ନୂଆ ମୋବାଇଲ ଆପ୍‌ ‘ପିପୋ ନେଟ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଜରିଆରେ ରେଳଯାତ୍ରୀଙ୍କୁ ବିଭିନ୍ନ ପ୍ରକାର ସେବା ଓ ସୁବିଧା ଆଗାମୀ ଦିନରେ ଯୋଗାଇ ଦିଆଯିବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?