ବାଣିଜ୍ୟ

ବେଙ୍ଗାଲୁରୁରେ ରୋଟାରି ଓଡ଼ିଶାର ‘ଜୟ ହୋ’

ଭୁବନେଶ୍ୱର,୨୦।୫: ରୋଟାରି ଓଡ଼ିଶା ପକ୍ଷରୁ ବେଙ୍ଗାଲୁରୁଠାରେ ପ୍ରଥମ ଥର ପାଇଁ ୨ଦିନିଆ ଜିଲା ପ୍ରଶିକ୍ଷଣ ସଭା ‘ଜୟ ହୋ’ର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ବିଭିନ୍ନ ଜିଲାରୁ ୪୦୦ରୁ ଅଧିକ ରୋଟାରି ପ୍ରତିନିଧି ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଅପରପକ୍ଷରେ…

ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ ଉଦ୍‌ଘାଟିତ

ଭୁବନେଶ୍ୱର,୨୦।୫: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ପ୍ରଥମ ଥର ପାଇଁ ଏକ ୧୧ ଦିନିଆ ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲର ଆୟୋଜନ କରାଯାଉଛି। ଭୁବନେଶ୍ୱରର ଜନତା ମଇଦାନଠାରେ ଆନୁଷ୍ଠାନିକ ଭାବେ ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ-୨୦୨୩…

୬ ଜିଲାରେ ବିକାଶମୂଳକ କାର୍ଯ୍ୟ କରିବ ୟୁବିଆଇ

ଭୁବନେଶ୍ୱର,୨୦।୫: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ନୀତେଶ ରଞ୍ଜନ ଭୁବନେଶ୍ୱର ଗସ୍ତରେ ଆସି ବ୍ୟାଙ୍କର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଓଡ଼ିଶାର ୬ ଜିଲାରେ ବ୍ୟାଙ୍କ ଆବଶ୍ୟକ ବିକାଶମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସେ ଇଚ୍ଛା ପ୍ରକାଶ କରିଛନ୍ତି।…

ଆଦାନୀକୁ ସୁପ୍ରିମକୋର୍ଟ କମିଟିର କ୍ଲିନ୍‌ଚିଟ୍‌

ନୂଆଦିଲ୍ଲୀ,୨୦ା୫: ଶିଳ୍ପପତି ଗୌତମ ଆଦାନୀଙ୍କୁ ସୁପ୍ରିମକୋର୍ଟ ନିଯୁକ୍ତ କମିଟି ପକ୍ଷରୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକୀୟ ଶର୍ଟସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଣିଥିବା ଷ୍ଟକ୍ସ ଦୁର୍ନୀତି ଅଭିଯୋଗ ନେଇ କୌଣସି ପ୍ରମାଣ ହସ୍ତଗତ ହୋଇ ନ ଥିବା ଜଷ୍ଟିସ୍‌…

ଅଚଳ ହେବ ୨ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ,୧୯।୫: ଅଚଳ ହେବ ୨ହଜାର ଟଙ୍କିଆ ନୋଟ୍‌। ଆଉ ୨ହଜାର ଟଙ୍କାର ନୋଟ୍‌ ଛାପିବନି ଭାରତୀୟ ରିଜର୍ଭ ବ୍ୟାଙ୍କ। ନୋଟ୍‌ ଫେରେଇ ନେବା ନେଇ ଶୁକ୍ରବାର ଘୋଷଣା କରିଛି ଆରବିଆଇ। ବର୍ତ୍ତମାନ ପାଇଁ ଏହି ନୋଟ୍‌ ବଜାରରେ ପ୍ରଚଳିତ ହୋଇପାରିବ। ମେ…

ଜୟଆଲୁକ୍କାସ୍‌ରେ ଅଳଙ୍କାର ମହୋତ୍ସବ

ଭୁବନେଶ୍ୱର,୧୯।୫: ବହୁରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍କାସ୍‌ ପକ୍ଷରୁ ଚଳିତ ବର୍ଷର ସବୁଠାରୁ ବଡ଼ ଅଳଙ୍କାର ମହୋତ୍ସବ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶର ସମସ୍ତ ଅଳଙ୍କାର ପ୍ରେମୀଙ୍କୁ ପ୍ରତିଷ୍ଠାନର ସମସ୍ତ ଅଳଙ୍କାରର ମେକିଂ ଚାର୍ଜ ଉପରେ ୫୦%ର ଆକର୍ଷଣୀୟ ରିହାତି ପ୍ରଦାନ…

କର୍ମଚାରୀ କମ୍ପାନୀର ବଡ଼ ସମ୍ପତ୍ତି

ଭୁବନେଶ୍ୱର,୧୯।୫: ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତଜାର୍ତୀୟ ପରିବାର ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ୍‌ରେ କାର୍ଯ୍ୟରତ କର୍ମଚାରୀଙ୍କ ପରିବାର ଲୋକଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ଗର୍ବିତ ପରିବାର ପଦକ୍ଷେପ…

ଖିମ୍‌ଜୀର ସ୍ବତନ୍ତ୍ର ‘ଶୁଭ ସାବିତ୍ରୀ ବ୍ରତ’ ଅଫର

ଭୁବନେଶ୍ୱର,୧୯।୫: ରାଜ୍ୟର ପ୍ରମୁଖ ତଥା ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଏକ ଅଭିନବ ତଥା ଚଳିତ ବର୍ଷର ସାବିତ୍ର ପୂଜା ଉପଲକ୍ଷେ ‘ଶୁଭ ସାବିତ୍ରୀ ବ୍ରତ’ ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସମସ୍ତ ବିବାହିତ ମହିଳାଙ୍କ…

ରୂପ୍‌ମନ୍ତ୍ରା ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌

ଭୁବନେଶ୍ୱର,୧୯।୫: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଲୋକପ୍ରିୟ ବ୍ରାଣ୍ଡ୍‌ ରୂପ୍‌ମନ୍ତ୍ରାକୁ ନିକଟରେ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ରୂପ୍‌ମନ୍ତ୍ରାକୁ ମୋଷ୍ଟ ଟ୍ରଷ୍ଟେଡ୍‌ ବ୍ରାଣ୍ଡ୍‌ ଅଫ୍‌ ଇଣ୍ଡିଆ-୨୦୨୩ର ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଅନ୍ତଃରାଷ୍ଟ୍ରୀୟ…

ଜେଏସ୍‌ଏଲ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୮।୫: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ) ବୈଠକ ନିକଟରେ ଶେଷ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର ୨୦୨୨-୨୩ ଆର୍ଥତ୍କ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ୨୦୨୨-୨୩ ଆର୍ଥତ୍କ ବର୍ଷର ବାର୍ଷିକ…

ଜିଓ-ବିପି ପକ୍ଷରୁ ନୂତନ ଡିଜେଲର ଶୁଭାରମ୍ଭ

ଭୁବନେଶ୍ୱର,୧୮।୫: ଜିଓ-ବିପି ପକ୍ଷରୁ ଏକ ନୂତନ ଡିଜେଲର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆକ୍ଟିଭ୍‌ ଟେକ୍ନୋଲୋଜି ସହ ଜିଓ-ବିପିର ନୂତନ ଡିଜେଲ ବଜାରରେ ଉପଲବ୍ଧ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏପରିକି କମ୍ପାନୀ ଉକ୍ତ ଉତ୍ପାଦ ଭାରତୀୟ ଉପଭୋକ୍ତାଙ୍କ ପାଇଁ…

‘ଭାରତୀୟ ଅର୍ଥନୀତିରେ ବ୍ୟାଙ୍କର ଭୂମିକା’

ଭୁବନେଶ୍ୱର,୧୮।୫: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) କର୍ମଚାରୀ ସଂଘ ଭୁବନେଶ୍ବର ମଣ୍ଡଳର ସାଧାରଣ ପରିଷଦ ସଭା ରେଲୱେ ଅଡିଟୋରିୟମ ଭୁବନେଶ୍ବରଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଓଡ଼ିଶାର କୋଣ ଅନୁକୋଣରେ ଥିବା ଏସ୍‌ବିଆଇ ଶାଖାଗୁଡ଼ିକର କର୍ମଚାରୀମାନେ ଯୋଗଦେଇଥିଲେ। ଏହି ଅବସରରେ ସର୍ବଭାରତୀୟ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?