ବାଣିଜ୍ୟ

ଭାରତୀୟ ଅର୍ଥନୀତି ଉପରେ ବିଶ୍ୱର ପ୍ରଭାବ: ତୃତୀୟ ତ୍ରୟମାସରେ ଜିଡ଼ିପି ହାର ୪.୪ ପ୍ରତିଶତ…

ନୂଆଦିଲ୍ଲୀ,୨୮।୨ : ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ମନ୍ତ୍ରଣାଳୟ ଅକ୍ଟୋବର-ଡିସେମ୍ବର ୨୦୨୨ ତ୍ରୟମାସିକ ପାଇଁ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ତଥ୍ୟ ପ୍ରକାଶ କରିଛି। ସର୍ବଶେଷ ତଥ୍ୟ ଅନୁଯାୟୀ, ତୃତୀୟ ତ୍ରୟମାସରେ ଭାରତର ଜିଡିପି ୪.୪ ପ୍ରତିଶତ ଅଭିବୃଦ୍ଧି ରେକର୍ଡ…

ମହଙ୍ଗା ହେବ ଏୟାରଟେଲ୍‌ର ସମସ୍ତ ପ୍ଲାନ

ନୂଆଦିଲ୍ଲୀ,୨୮।୨: ଭାରତୀ ଏୟାରଟେଲ୍‌ ଚଳିତ ବର୍ଷ ନିଜର ଗ୍ରାହକଙ୍କୁ ବଡ ଝଟ୍‌କା ଦେବାକୁ ଯାଉଛି। ଭାରତରେ ଟେଲିକମ୍‌ କମ୍ପାନୀର ବିଭିନ୍ନ ପ୍ଲାନର ଦର ବଢ଼ାଇବାର ଆବଶ୍ୟକତା ଥିବା ଚେୟାରମ୍ୟାନ୍‌ ସୁନୀଲ ଭାରତୀ ମିତ୍ତଲ କହିଛନ୍ତି। ନିକଟ ଅତୀତରେ କମ୍ପାନୀ ବିପୁଳ ପୁଞ୍ଜି…

୯୧ ବର୍ଷ ବୟସରେ ପ୍ରେମରେ ପଡିଲେ ଡିଏଲଏଫ୍‌ ଚେୟାର୍‌ମ୍ୟାନ୍‌

ନୂଆଦିଲ୍ଲୀ,୨୮।୨:ଦେଶର ପ୍ରମୁଖ ବ୍ୟବସାୟୀ ତଥା ଡିଏଲଏଫ୍‌ ଚେୟାର୍‌ମ୍ୟାନ୍‌ କୁଶଲ ପାଲ ସିଂ ୯୧ ବର୍ଷ ବୟସରେ ପ୍ରେମରେ ପଡିଛନ୍ତି। ୨୦୧୮ରେ ସେ ସ୍ତ୍ରୀଙ୍କୁ କ୍ୟାନସର ରୋଗରେ ହରାଇଥିଲେ। ଏବେ ପୁଣି ଥରେ ସେ ତାଙ୍କ ଜୀବନରେ ଏକ ସାଥୀ ପାଇଛନ୍ତି। ନିକଟରେ…

ଟିଏସ୍‌ଏମ୍‌ଏଲ୍‌କୁ ପ୍ରଡକ୍ଟିଭିଟି ଏକ୍ସଲେନ୍ସ ଆୱାର୍ଡ

ଭୁବନେଶ୍ୱର,୨୮।୨: ଟାଟା ଗ୍ରୁପର ପ୍ରମୁଖ କମ୍ପାନୀ ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ମିଳିଥିବା ଜଣାପଡିଛି। ବିଶେଷକରି ଓଡ଼ିଶା ରାଜ୍ୟ ଉତ୍ପାଦକତା ପରିଷଦଙ୍କ ପକ୍ଷରୁ ଆୟୋଜନ କରାଯାଇଥିବା ପ୍ରଡକ୍ଟିଭିଟି ଏକ୍ସଲେନ୍ସ ଆୱାର୍ଡ ସମାରୋହରେ ଟିଏସ୍‌ଏମ୍‌ଏଲ୍‌କୁ ୩ଟି…

‘ଗ୍ରାମୀଣ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱାରୋପ’

ଭୁବନେଶ୍ୱର,୨୮।୨: ଆର୍ସେଲର ମିତ୍ତଲ-ନିପ୍ପନ୍‌ ଷ୍ଟିଲ୍‌ ଇଣ୍ଡିଆ (ଏଏମ୍‌-ଏନ୍‌ଏସ୍‌ ଇଣ୍ଡିଆ) ପକ୍ଷରୁ ବିଶ୍ୱ କଲ୍ୟାଣ ସେବା ଟ୍ରଷ୍ଟକୁ ଆଡଭାନ୍ସଡ୍‌ ଲାଇଫ୍‌ ସପୋର୍ଟ (ଏଏଲ୍‌ଏସ୍‌) ଆମ୍ବୁଲାନ୍ସ ପ୍ରଦାନ କରାଯାଇଛି। ବିଶେଷ କରି ଗ୍ରାମୀଣ ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ କରିବା ନିମନ୍ତେ ଟ୍ରଷ୍ଟକୁ ଉକ୍ତ ଆମ୍ବୁଲାନ୍ସ…

‘ସ୍ବତନ୍ତ୍ର ୫ଜି ୟୁଜର୍ସ ୧୦ ନିୟୁତରୁ ଅଧିକ’

ନୂଆଦିଲ୍ଲୀ,୨୮।୨: ଦେଶର ପ୍ରମୁଖ ଟେଲିକମ କମ୍ପାନୀ ଭାରତୀ ଏୟାରଟେଲ୍‌ ନିକଟରେ ଆଉ ଏକ ବିଶେଷ ସଫଳତା ହାସଲ କରିଥିବା ଜଣାପଡିଛି। ଏପରିକି ଏୟାରଟେଲ ନେଟ୍‌ୱର୍କରେ ସ୍ବତନ୍ତ୍ର ୫ଜି ୟୁଜର୍ସଙ୍କ ସଂଖ୍ୟା ୧୦ ନିୟୁତରୁ ଅଧିକ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏ…

ଜେଏସ୍‌ପିକୁ ସିଏସ୍‌ଆର୍‌ ଜର୍ନାଲ୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ,୨୮।୨: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ତଥା ଇସ୍ପାତ ନିର୍ମାତା ‘ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର’ (ଜେଏସପି)କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷ କରି ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ…

୭ ଦିନରେ ୧୦.୪୩ ଲକ୍ଷ କୋଟି ହରାଇଛନ୍ତି ନିବେଶକ

ନୂଆଦିଲ୍ଲୀ,୨୮।୨: କ୍ରମାଗତ ୭ ଦିନ ଲାଗି ଭାରତୀୟ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଫଳରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୧୦.୪୩ ଲକ୍ଷ କୋଟି ଟଙ୍କା ହରାଇଥିବା ଜଣାପଡିଛି। ବିଶେଷ କରି ଫେବୃୟାରୀ ୧୬ରୁ ୨୭ ମଧ୍ୟରେ ସେନସେକ୍ସ ପ୍ରାୟ…

ଗ୍ରାହକସେବାକୁ ଗୁରୁତ୍ୱ

ଗାଡ଼ି ସର୍ଭିସ୍‌ ସେଣ୍ଟରରୁ ଶୋ ରୁମ୍‌ ମାଲିକ ପର୍ଯ୍ୟନ୍ତ ଯାତ୍ରା ଯେତିକି କଷ୍ଟ ଥିଲା, ତାହା ବର୍ଣ୍ଣନା କରିବା ସହଜ ନୁହେଁ। ହେଲେ ବହୁ ଘାତପ୍ରତିଘାତ ପରେ ଅନେକ ସଫଳତା ମଧ୍ୟ ମିଳିଛି। ବିଶେଷ କରି ଗାଡି ସର୍ଭିସ ସେଣ୍ଟର ପରେ…

ଡାଲମିଆ ସିମେଣ୍ଟର‘ପ୍ରୋଜେକ୍ଟ ହସ୍ତକଳା’

ଭୁବନେଶ୍ୱର,୨୭।୨: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ଦ୍ୱାରା ସୁନ୍ଦରଗଡ ଜିଲାର ଝଗରପୁର ଏବଂ କଟାଙ୍ଗ ପଞ୍ଚାୟତର ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ମହିଳାମାନଙ୍କ ପାଇଁ ଏକ ଅର୍ଥନୈତିକ ବିକାଶମୂଳକ କାର୍ଯ୍ୟକ୍ରମ ପ୍ରୋଜେକ୍ଟ ହସ୍ତକଳା ଆରମ୍ଭ କରାଯାଇଛି। ଏପରିକି ଉକ୍ତ ପ୍ରକଳ୍ପ ଶୁଭାରମ୍ଭର…

ମହିମାନନ୍ଦଙ୍କୁ ‘ଲାଇଫ୍‌ଟାଇମ ଆଚିଭମେଣ୍ଟ ଆୱାର୍ଡ-୨୦୨୩’

ଭୁବନେଶ୍ୱର,୨୭।୨: ଦୀର୍ଘ ୪ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଭାରତୀୟ ଶିପିଂ ଓ ସାମୁଦ୍ରିକ ଶିଳ୍ପ ଏବଂ ଓଡ଼ିଶାର ଅଭିବୃଦ୍ଧି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅଭିଜ୍ଞ ଶିଳ୍ପପତି ତଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)ର ପ୍ରତିଷ୍ଠାତା ମହିମାନନ୍ଦ ମିଶ୍ରଙ୍କୁ ନିକଟରେ ସମ୍ମାନଜନକ…

‘ବ୍ୟାଙ୍କିଙ୍ଗ୍‌ ସିଷ୍ଟମ୍‌ର ସାମ୍ପ୍ରତିକ ପରିବର୍ତ୍ତନ’

ଭୁବନେଶ୍ୱର,୨୭।୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ଅଫିସର୍ସ ଆସୋସିଏଶନ୍‌ ଓଡ଼ିଶା ୟୁନିଟ୍‌ର ୪୨ତମ ବାର୍ଷିକ ବୈଠକ ରବିବାର ସ୍ଥାନୀୟ ରେଳ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଫେଡେରେଶନ୍‌ ଅଫ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ୍‌ର ସାଧାରଣ ସମ୍ପାଦକ କମ୍ରେଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri