ବାଣିଜ୍ୟ

ଓକାୟା ଇଭିର ଇ-ସ୍କୁଟର ଫାଷ୍ଟ ଏଫ୍‌୨ଏଫ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୨୩।୨: ଦେଶର ପ୍ରମୁଖ ଦୁଇଚକିଆ ବୈଦ୍ୟୁତିକ ଯାନ (ଇଭି) ବ୍ରାଣ୍ଡ୍‌ ଓକାୟା ଇଭିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ଇ-ସ୍କୁଟର ‘ଫାଷ୍ଟ ଏଫ୍‌୨ଏଫ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷ କରି ଗୋଟିଏ ଚାର୍ଜରେ ଏହା ୭୦ରୁ…

ଆଜିଠାରୁ ୫ମ ଓଡ଼ିଶା ପର୍ଯ୍ୟଟନ କନ୍‌କ୍ଲେଭ

ଭୁବନେଶ୍ୱର,୨୩ା୨: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡ଼ିଶା ହୋଟେଲ ଏବଂ ରେଷ୍ଟୁରାଷ୍ଟ ସଂଘ (ହାରୋ) ପକ୍ଷରୁ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଛି। ଏପରିକି ଗୁରୁବାର ସ୍ଥାନୀୟ ସ୍ବସ୍ତି ପ୍ରିମିୟମ ହୋଟେଲ ପରିସରରେ ୫ମ ଓଡିଶା ପର୍ଯ୍ୟଟନ କନ୍‌କ୍ଲେଭ ଆୟୋଜିତ…

ବିଓବି ପକ୍ଷରୁ ‘ଅନ୍ତର୍ଜାତୀୟ ମାତୃଭାଷା ଦିବସ’

କଟକ,୨୩।୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଅନ୍ତର୍ଜାତୀୟ ମାତୃଭାଷା ଦିବସ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଏକ କ୍ଷେତ୍ରୀୟ ଭାଷା ସାହିତ୍ୟକାର ସମ୍ମାନ ଏବଂ ସଂଗୋଷ୍ଠୀର ଆୟୋଜନ…

ଏସ୍‌ବିଆଇ ଡିଭିଡେଣ୍ଡ ୟିଲ୍‌ଡ ଫଣ୍ଡର ଶୁଭାରମ୍ଭ

ନୂଆଦିଲ୍ଲୀ,୨୩।୨: ଏସ୍‌ବିଆଇ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ଏସ୍‌ବିଆଇ ଡିଭିଡେଣ୍ଡ ୟିଲ୍‌ଡ ଫଣ୍ଡର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଏକ ଓପନ ଏଣ୍ଡେଡ୍‌ ଇକ୍ୟୁଟି ଯୋଜନା, ଯାହା ମୁଖ୍ୟତଃ ଡିଭିଡେଣ୍ଡ ଆୟକାରୀ କମ୍ପାନୀଗୁଡ଼ିକର ଇକ୍ୟୁଟି ସମ୍ପର୍କିତ ଇନ୍‌ଷ୍ଟ୍ରୁମେଣ୍ଟ ଏବଂ ସୁବିଭକ୍ତ…

ବିଶ୍ୱ ବଜାରରେ ଚମକ ହରାଉଛି ଭାରତ

ନୂଆଦିଲ୍ଲୀ,୨୩।୨: ଚଳିତ ଆର୍ଥିକ ବର୍ଷରେ ଭାରତ ବିଶ୍ୱ ଦରବାରରେ ଏକ ବିରଳ ରେକର୍ଡ ସ୍ଥାପନ କରିଥିଲା। ଏପରିକି ବହୁ ବିକଶିତ ରାଷ୍ଟ୍ରକୁ ପଛରେ ପକାଇ ବିଶ୍ୱ ବଜାରରେ ୫ମ ସ୍ଥାନରେ ପହଞ୍ଚତ୍ୟାଇଥିଲା। ହେଲେ ବିଗତ ୯ ମାସ ତଳେ ପାଇଥିବା ସଫଳତା…

ଇପିଏଫ୍‌ଓ ଆକାଉଣ୍ଟଧାରୀଙ୍କ ଅପେକ୍ଷାର ହେବ ଅନ୍ତ! ଖୁବ୍‌ଶୀଘ୍ର ଆସିପାରେ ସୁଧ, ଏଭଳି ଦେଖନ୍ତୁ…

ନୂଆଦିଲ୍ଲୀ,୨୨।୧: ଇପିଏଫ୍‌ଓ ଆକାଉଣ୍ଟଧାରୀଙ୍କ ପାଇଁ ସୁଧର ଅପେକ୍ଷା ଶେଷ ହୋଇପାରେ। କାରଣ ଖୁବ୍‌ଶୀଘ୍ର ସରକାରଙ୍କ ପକ୍ଷରୁ ସୁଧ ଟଙ୍କା ଆକାଉଣ୍ଟଙ୍କୁ ଆସିପାରେ। କାଉଣ୍ଟଧାରୀମାନେ ନଭେମ୍ବର ୨୦୨୨ରୁ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ସୁଧ ଟଙ୍କା କ୍ରେଡିଟ କରିବାକୁ ଅପେକ୍ଷା କରିଛନ୍ତି। ଆକାଉଣ୍ଟଧାରୀମାନେ…

ବିଓଏମ୍‌ ପକ୍ଷରୁ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୨।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ପକ୍ଷରୁ ନିକଟରେ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଶିଷ ପାଣ୍ଡେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବ୍ୟାଙ୍କର ସକ୍ଷମତା ଓ ସାମାଜିକ ଦାୟିତ୍ୱବୋଧତା ସମ୍ପର୍କରେ…

ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ପ୍ରଥମ ଇନ୍‌-ହାଉସ୍‌ ଲାବରେଟୋରି

ଭୁବନେଶ୍ୱର,୨୨।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ଓଡ଼ିଶା ୟୁନିଟ୍‌ ବେଦାନ୍ତ ଲାଞ୍ଜିଗଡ ପକ୍ଷରୁ ପ୍ରଥମ ଇନ୍‌-ହାଉସ୍‌ ଲାବରେଟୋରିର ଶୁଭାରମ୍ଭ କରାଯାଇଛି। ବିଶେଷକରି ଦେଶର ପ୍ରମୁଖ ମେଟାଲର୍ଜିକାଲ ଗ୍ରେଡ୍‌ ଆଲୁମିନା ଉତ୍ପାଦନକାରୀ ଭାବେ ବେଦାନ୍ତ ଲାଞ୍ଜିଗଡ଼ ଏକ ସ୍ବତନ୍ତ୍ର…

ଭଦ୍ରକରେ ଭୋଲ୍‌ଟାସ୍‌ର ନୂଆ ଆଉଟ୍‌ଲେଟ୍‌

ଭଦ୍ରକ ଅଫିସ, ୨୨।୨: ଭଦ୍ରକ ସହର ନୂଆ ବଜାରସ୍ଥିତ ରାଜଘାଟ ପୋଲ ନିକଟରେ ପ୍ରଥମକରି ଭୋଲ୍‌ଟାସ୍‌ର ନୂଆ ଆଉଟ୍‌ଲେଟ୍‌ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ୪୫୦ ସ୍କୋୟାର ଫୁଟ୍‌ ବିଶିଷ୍ଟ ଏହି ଷ୍ଟୋର ରାଜ୍ୟରେ ୧୩ତମ। ଭୋଲ୍‌ଟାସ୍‌ର ଆଞ୍ଚଳିକ ମୁଖ୍ୟ ମାନସ ମଲ୍ଲିକ…

ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୨୨।୨: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ସାଙ୍ଗକୁ ଦରବୃଦ୍ଧିର ପ୍ରଭାବ ଭାରତୀୟ ଶେୟାର ବଜାରର କାରବାରରେ ଦେଖାଦେଇଛି। ଏପରିକି କ୍ରମାଗତ ୨ୟ ଦିନ ଲାଗି ଦଲାଲ ଷ୍ଟ୍ରିଟ୍‌ରେ କାରବାର ହ୍ରାସ ଘଟିଛି। ବିଶେଷକରି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସ (ଷ୍ଟକ୍‌ବଜାର)ର ଫଳାଫଳ…

ସୁଶାନ୍ତ ପଣ୍ଡା ଓଆଇଏର ନୂତନ ସଭାପତି

କଟକ,୨୨।୨: ଓଡ଼ିଶା ଇଣ୍ଡଷ୍ଟ୍ରିଜ ଆସୋସିଏଶନ (ଓଆଇଏ)ର ନୂତନ ସଭାପତି ଭାବେ ଭାରତ ମସଲାର ପରିଚାଳନା ନିର୍ଦ୍ଦେଶକ ସୁଶାନ୍ତ କୁମାର ପଣ୍ଡା ନିଦର୍‌ବନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏପରିକି ଆଗାମୀ ୨ବର୍ଷ ପାଇଁ ସେ ଏହି ଗୁରୁଦାୟିତ୍ୱ ତୁଲାଇବେ ବୋଲି ଓଆଇଏ ପକ୍ଷରୁ କୁହାଯାଇଛି।…

‘ସ୍ବଚ୍ଛତା ରହିଲେ ବିଶ୍ୱାସ ବଢ଼ିବ’

ଓଡ଼ିଶା ଆଡଭର୍ଟାଇଜିଂ ମାର୍କେଟରେ ୨୦୦୧ରୁ ‘ଏକ୍ସପୋଜ୍‌’ ଆଡଭର୍ଟାଇଜିଂ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛି। ଏପରିକି ୪ଜଣ କର୍ମଚାରୀଙ୍କୁ ନେଇ ଆରମ୍ଭ ହୋଇଥିବା ଉକ୍ତ ଏଜେନ୍ସି ବର୍ତ୍ତମାନ ୩୫ରେ ପହଞ୍ଚତ୍ଛି। ସେହିଭଳି ସାରା ଓଡ଼ିଶାରେ ସଂସ୍ଥାର ଦୃଢ଼ ଉପସ୍ଥିତି ରହିଥିବା ଜଣାପଡ଼ିଛି। ବିଶେଷକରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri