ବାଣିଜ୍ୟ

ୟୁକୋ ବ୍ୟାଙ୍କର ଫଳାଫଳ

ନୂଆଦିଲ୍ଲୀ,୩।୫ : ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ଭର୍ଚୁଆଲ ମୋଡ୍‌ରେ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ବ୍ୟାଙ୍କର ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରିଛନ୍ତି। ବ୍ୟାଙ୍କ ୧୦୦% ହାରରେ ଏତିହାସିକ ଭାବେ…

ସିବିଓଆଇର ନେଟ୍‌ ଲାଭ ୧୫୮୨ କୋଟି

ନୂଆଦିଲ୍ଲୀ,୩।୫: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟାଙ୍କ ମୋଟ ୫୧.୩୮% ଅଭିବୃଦ୍ଧି ହାର ହାସଲକରି ୧୫୮୨ କୋଟି…

ଜାତୀୟ ପତାକା ସମାନତାର ପ୍ରତୀକ

ଭୁବନେଶ୍ୱର,୩।୫: ଦେଶର ପ୍ରମୁଖ ସାମାଜିକ ଅନୁଷ୍ଠାନ ଫ୍ଲାଗ୍‌ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ (ଏଫ୍‌ଏଫ୍‌ଓଆଇ) ପକ୍ଷରୁ ପୁଣେସ୍ଥିତ ଆର୍ମଡ ଫୋର୍ସସେ ମେଡିକାଲ କଲେଜ (ଏଏଫ୍‌ଏମ୍‌ସି) ପରିସରରେ ଏକ ୧୦୮ ଫୁଟର ସ୍ମାରକୀ ଜାତୀୟ ପତାକା ସ୍ତମ୍ଭ ସ୍ଥାପନ କରାଯାଇଛି। ବିଶେଷକରି ଦେଶର ଗର୍ବ…

ମାରୁତି ସୁଜୁକି ଫ୍ରୋନକ୍ସର ଅନାବରଣ

ଭୁବନେଶ୍ୱର,୩।୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିମିର୍ର୍ତ ନ୍ୟୁ ‘ଫ୍ରୋନକ୍ସ’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ହୋଇଯାଇଛି। ଏପରିକି ମାରୁତି ସୁଜୁକିର ପ୍ରିମିୟମ ରିଟେଲ ନେଟ୍‌ୱର୍କ…

ଟାଟା ଏଆଇଏ ଲାଇଫ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୩।୫ : ଟାଟା ଏଆଇଏ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଉତ୍ପାଦ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହାର ପ୍ରମୁଖ ଆନୁଇଟି ପ୍ଲାନ୍‌ ‘ଟାଟା ଏଆଇଏ ଲାଇଫ୍‌ ଫର୍ଚୁନ୍‌ ଗ୍ୟାରେଟିଂ ପ୍ଲାନ୍‌ର ନୂଆ ଶକ୍ତିଶାଳୀ ଅପ୍‌ଗ୍ରେଡ୍‌ ଭର୍ସନକୁ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏ…

ଏପ୍ରିଲରେ ଜିଏସ୍‌ଟି ଆଦାୟରେ ରେକର୍ଡ

ନୂଆଦିଲ୍ଲୀ,୧।୫: ଏପ୍ରିଲ ୨୦୨୩ରେ ଦେଶରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ଇତିହାସ ସୃଷ୍ଟି କରିଛି। ଏପ୍ରିଲରେ ଜିଏସଟି ଆଦାୟ ବାର୍ଷିକ ୧୨ ପ୍ରତିଶତ ବୃଦ୍ଧି ପାଇ ୧.୮୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି। ଯାହା ରେକର୍ଡ ସଂଖ୍ୟକ ଅଟେ।…

ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବେନି ବୀମା କମ୍ପାନୀ…

ନୂଆଦିଲ୍ଲୀ,୧।୫ : ବୀମା କମ୍ପାନୀଗୁଡିକର କର୍ମଚାରୀମାନେ ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବାକୁ ସମର୍ଥ ହେବେ ନାହିଁ। ବୀମା ନିୟାମକ ଇରଦାଇ କହିଛନ୍ତି ଯେ ବୀମା କମ୍ପାନୀଗୁଡିକ ଏ ବାବଦରେ ଏକ ଗାଇଡଲାଇନ ସ୍ଥିର କରିବା ଉଚିତ, ଯାହାଫଳରେ ଏହି…

ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦାମ ଶସ୍ତା ହେଲା…

ନୂଆଦିଲ୍ଲୀ,୧।୫ : ମେ’ ୧ରେ ଶ୍ରମିକ ଦିବସରେ ସରକାର ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି। ଫଳରେ ଅନେକ ସହରରେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବଦଳି ଯାଇଛି। ତେବେ କେବଳ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି। ବର୍ତ୍ତମାନ ୧୪.୨…

ଉଡାନ୍‌ ସହ ଆର୍‌ସିପିଏଲ୍‌ର ବୁଝାମଣା

ଭୁବନେଶ୍ୱର,୧।୫: ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟ ଲିମିଟେଡ (ଆରସିପିଏଲ) ଏବଂ ଉଡାନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବ୍ୟବସାୟିକ ବୁଝାମଣା ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଉଭୟ ସଂସ୍ଥା ମଧ୍ୟରେ ଏକ ସର୍ବଭାରତୀୟ ବିତରଣ ଭାଗୀଦାରି ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ବିଶେଷକରି ପ୍ରାରମ୍ଭିକ…

ବ୍ୟାପାର ଓଡ଼ିଶାର ପ୍ରଥମ ସଂସ୍କରଣ ଉଦଯାପିତ

ନୂଆଦିଲ୍ଲୀ,୩୦।୪: ଫେଡେରେସନ ଅଫ ଅଟୋମୋବାଇଲ ଡିଲର୍ସ ଆସୋସିଏସନସ (ଏଫଏଡିଏ)ର ଓଡିଶା ଶାଖା ପକ୍ଷରୁ ନିକଟରେ ବ୍ୟାପାର ଓଡ଼ିଶାର ପ୍ରଥମ ସଂସ୍କରଣ ର ଆୟୋଜନ କରାଯାଇଥିଲା। ଏପରିକି ଫାଡାର ବାର୍ଷିକ ଅଟୋମୋବାଇଲ ଡିଲରମାନଙ୍କର ବୈଠକ ‘ବ୍ୟାପାର’ର ଚତୁର୍ଦ୍ଦଶ ସଂସ୍କରଣ ମଧ୍ୟ ଓଡିଶାରେ ଆୟୋଜିତ…

ଆଇଡିଏଫସି ଫାଷ୍ଟ ବ୍ୟାଙ୍କର ବାର୍ଷିକ ଫଳାଫଳ

ନୂଆଦିଲ୍ଲୀ,୩୦।୪: ଆଇଡିଏଫସି ଫାଷ୍ଟ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଉକ୍ତ ବୈଠକରେ ବ୍ୟାଙ୍କର ବାର୍ଷିକ ଫଳାଫଳ ସହ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ତ୍ରୈ ମାସିକ ଫଳାଫଳା ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଅପରପକ୍ଷରେ ୨୦୨୨-୨୩…

ଇଣ୍ଟରପ୍ୟାକ୍‌ ଆନ୍ତର୍ଜାତିକ ପ୍ରଦର୍ଶନୀରେ ରୁଚି ମସଲା

ଭୁବନେଶ୍ୱର,୧।୫: ରାଜ୍ୟ ପ୍ରମୁଖ ଖାଦ୍ୟପ୍ରକ୍ରିୟାକରଣ ୟୁନିଟ୍‌ ରୁଚି ମସଲା ଜର୍ମାନୀର ଡସେଲଡ଼ର୍ଫଠାରେ ଆୟୋଜିତ ହେବାକୁ ଥିବା ଇଣ୍ଟରପ୍ୟାକ୍‌ ଆନ୍ତର୍ଜାତିକ ପ୍ରଦର୍ଶନୀରେ ଯୋଗ ଦେଉଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଅନ୍ତଃରାଷ୍ଟ୍ରୀୟସ୍ତରର ବୃହତ୍‌ ଶିଳ୍ପ ଓ ଉଦ୍ୟୋଗ ପ୍ରଦର୍ଶନୀରେ ଯୋଗଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?