ବାଣିଜ୍ୟ

‘ଆଲୁମିନିୟମର ରାଜଧାନୀ ହେବ ଭାରତ’

ଭୁବନେଶ୍ୱର,୧୫।୨: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ାଠାରେ ଏକ ୨ଦିନିଆ ଅନ୍ତର୍ଜାତୀୟ ଆଲୁମିନିୟମ୍‌ ସମ୍ମିଳନୀ-୨୩ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଓଡ଼ିଶାରେ ପ୍ରଥମଥର ପାଇଁ ଅନ୍ତର୍ଜାତୀୟ ଆଲୁମିନିୟମ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏପରିକି ଆଲୁମିନିୟମ୍‌ ଆସୋସିଏସନ ଅଫ୍‌ ଇଣ୍ଡିଆର ସହଭାଗିତାରେ ଏହି…

ଏୟାର ଇଣ୍ଡିଆ-ବୋଇଙ୍ଗ୍‌ ଚୁକ୍ତି: ଆମେରିକାରୁ ୨୨୦ ବିମାନ କିଣିବ ଭାରତ…

ନୂଆଦିଲ୍ଲୀ,୧୪।୨ : ଏୟାର ଇଣ୍ଡିଆ ଏବଂ ବୋଇଙ୍ଗ୍‌ ମଧ୍ୟରେ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ଏୟାର ଇଣ୍ଡିଆ ଆମେରିକାଠାରୁ ୨୨୦ ବୋଇଙ୍ଗ ବିମାନ କିଣିବ। ଏହାକୁ ଆମେରିକା ରାଷ୍ଟ୍ରପତି ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି। ଏହା ଦୁଇଦେଶ ମଧ୍ୟରେ ସମ୍ପର୍କକୁ…

ବିଓଏମ୍‌ର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୩ୟ ତ୍ରୈମାସ ଶେଷ ସୁଦ୍ଧା ବିଓଏମର ଅଭିବୃଦ୍ଧି ୧୩୯ % ହାରରେ ୭୭୫ କୋଟି…

ଆର୍‌ବିଆଇ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ

ଭୁବନେଶ୍ୱର,୧୪।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ସୋମବାର ଆର୍ଥିକ ସାକ୍ଷରତା ସପ୍ତାହ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ବର୍ଷର ଆର୍ଥିକ ସାକ୍ଷରତା ସପ୍ତାହର ଉଦ୍‌ଘାଟନ ଉତ୍ସବ ଆରବିଆଇର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି…

ଜୟପୁରରେ ସ୍ମାର୍ଟ ବଜାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୧୪।୨: ରିଲାଏନ୍ସ ରିଟେଲରର ପ୍ରମୁଖ ସଂସ୍ଥା ‘ସ୍ମାର୍ଟ ବଜାର’ର ଆଉ ଏକ ଏକ୍ସକ୍ଲୁସିଭ ଆଉଟଲେଟ ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କୋରାପୁଟ ଜିଲା ଜୟପୁରର ରାଜାନଗର ଚୌକ ମେନରୋଡଠାରେ ଅବସ୍ଥିତ ଏସ୍‌ଆର୍‌ ସେଣ୍ଟ୍ରାଲ ମଲ୍‌ ପରିସରରେ ସ୍ମାର୍ଟ ବଜାରର ନୂତନ…

ବିଓବି ପକ୍ଷରୁ ‘ଡିଜିଟାଲ ଋଣ’କର୍ମଶାଳା

ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ପକ୍ଷରୁ ନିକଟରେ ଏକ ଜାତୀୟ ସ୍ତରର କର୍ମଶାଳା ‘ଅଖିଳ ଭାରତୀୟ ହିନ୍ଦୀ ସମ୍ମିଳନୀ’ ପଞ୍ଜାବର ଅମୃତସରଠାରେ ଆୟୋଜିତ ହୋଇଯାଇଛି। ବିଶେଷକରି ବ୍ୟାଙ୍କ, ବୀମା କମ୍ପାନୀ ଏବଂ ଅନ୍ୟାନ୍ୟ ବିତ୍ତୀୟ ସଂସ୍ଥାଗୁଡିକ ନିମନ୍ତେ ‘ଡିଜିଟାଲ ଋଣ’…

ଜାନୁୟାରୀରେ ୨,୯୮,୦୯୩ ୟୁନିଟ୍‌ ଘରୋଇ ପିଭି ବିକ୍ରି

ନୂଆଦିଲ୍ଲୀ, ୧୪।୨: ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସ ପରେ ଦେଶରେ ଘରୋଇ ଯାତ୍ରୀବାହୀ ଗାଡ଼ି (ପିଭି) ବିକ୍ରିରେ ବୃଦ୍ଧି ଘଟିଛି। ଏପରିକି ଯାତ୍ରୀବାହୀ ଗାଡ଼ି ପ୍ରତି ଲୋକଙ୍କ ଆକର୍ଷଣ ବଢ଼ିବାରେ ଲାଗିଛି। ବିଶେଷକରି ୨୦୨୩ ଜାନୁୟାରୀରେ ୨,୯୮,୦୯୩ ୟୁନିଟ୍‌ ପିଭି…

‘ମେସି ଡାଇନାଷ୍ଟାର୍‌ ପ୍ରତିଯୋଗିତା ସିଜନ-୧’

ନୂଆଦିଲ୍ଲୀ,୧୩।୨: ଦେଶର ପ୍ରମୁଖ ଟ୍ରାକ୍ଟର ନିର୍ମାତା ‘ଟାଫେ ଟ୍ରାକ୍ଟର୍ସ ଆଣ୍ଡ୍‌ ଫାର୍ମ ଇକ୍ୱିପ୍‌ମେଣ୍ଟ ଲିମିଟେଡ୍‌’ ପକ୍ଷରୁ ଏକ ଅଭିନବ ପ୍ରତିଯୋଗିତା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ‘ମେସି ଡାଇନାଷ୍ଟାର୍‌ କଣ୍ଟେଷ୍ଟ-୨୦୨୩ ହାସଟ୍ୟାଗ ସବ୍‌ସେ ବଡ଼େ ଅଲ୍‌ରାଉଣ୍ଡର୍‌ କି ତଲାସ୍‌’ ସିଜନ-୧ର ଶୁଭାରମ୍ଭ…

‘ଡ୍ରିମ୍‌ ଡାଇମଣ୍ଡ୍‌ ଟୁର ଅଫ୍‌ ଓଡ଼ିଶା’ଉଦ୍‌ଯାପିତ

ଭୁବନେଶ୍ୱର,୧୩।୨: ରିଲାଏନ୍ସ ଜୁଏଲସ୍‌ ପକ୍ଷରୁ ନିକଟରେ ଆୟୋଜିତ ହୋଇଥିବା ‘ଏଲିନାଙ୍କ ଡ୍ରିମ୍‌ ଡାଇମଣ୍ଡ୍‌ ଟୁର୍‌ ଅଫ୍‌ ଓଡ଼ିଶା’ ରବିବାର ରାଉରକେଲାର ଚନ୍ଦ୍ରପୁର କଚେରି ରୋଡ୍‌ସ୍ଥିତ ଶୋ’ରୁମ ପରିସରରେ ଉଦ୍‌ଯାପିତ ହୋଇଯାଇଛି। ବିଶେଷ କରି ଏହାର ପୃଷ୍ଠପୋଷାକମାନଙ୍କ ଉତ୍ସାହଜନକ ଅଂଶଗ୍ରହଣ ଏବଂ ଉତ୍ସାହକୁ…

ଫେବୃୟାରୀରେ ୯୭୦୦ କୋଟି ଶେୟାର ବିକ୍ରି

ନୂଆଦିଲ୍ଲୀ,୧୩।୨: ବିଗତ କିଛିଦିନ ହେବ ଭୌଗୋଳିକ କାରଣରୁ ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଲାଗି ରହିଛି, ଏପରି କି ଶେୟାର ବଜାରରେ ଏହାର ପ୍ରଭାବ ପରିଲକ୍ଷିତ ହେଉଛି। ଫଳରେ ଭାରତୀୟ ଶେୟାର ବଜାରରୁ କ୍ରମାଗତ ଭାବେ ବିଦେଶୀ ନିବେଶକମାନେ ପୁଞ୍ଜି ପ୍ରତ୍ୟାହାର…

ପାହାଳରେ ଉତ୍କଳ ବିଲ୍ଡର୍ସର ‘ଉତ୍କଳ ଲେଭେଲ୍ସ’ଉନ୍ମୋଚିତ

ଭୁବନେଶ୍ୱର,୧୩।୨: ରାଜ୍ୟର ପ୍ରମୁଖ ରିୟଲ ଇଷ୍ଟେଟ୍‌ କମ୍ପାନୀ ଉତ୍କଳ ବିଲ୍ଡର୍ସର ନୂତନ ପ୍ରକଳ୍ପ ‘ଉତ୍କଳ ଲେଭେଲ୍ସ’ ରବିବାର ଆନୁଷ୍ଠାନିକ ଭାବେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଅଧ୍ୟକ୍ଷ ସୁବାସ ଭୁରା ଏବଂ ପରିଚାଳନା ନିର୍ଦ୍ଦେଶକ ଶରଦ ବୈଦ ପ୍ରମୁଖ ଉପସ୍ଥିତ…

ଅଏଲ୍‌ ଇଣ୍ଡିଆ ଲିମିଟେଡ଼୍‌ର ୩ୟ ତ୍ରେିମାସିକ ଫଳାଫଳ

ନୂଆଦିଲ୍ଲୀ,୧୩।୨: ଦେଶର ପ୍ରମୁଖ କମ୍ପାନୀ ଅଏଲ୍‌ ଇଣ୍ଡିଆ ଲିମିଟେଡ଼୍‌ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରେିମାସିକ ଫଳାଫଳ ଘୋଷଣା କରାଯାଇଛି। ଏଥିରେ କୁହାଯାଇଛି, କମ୍ପାନୀ ଅକ୍ଟୋବର ରୁ ଡିସେମ୍ବର ଅବଧି ମଧ୍ୟରେ ୧,୭୪୬.୧୦ କୋଟି ଟଙ୍କା ନେଟ୍‌ ଲାଭ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri