ଆଜିଠାରୁ ପିଏନ୍ବିର ସପିଙ୍ଗ ଫେଷ୍ଟିଭାଲ
ଭୁବନେଶ୍ୱର,୧।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନବି)ର ପିଏନ୍ବି ଓ୍ବାନ୍ ଆପ୍ ଜରିଆରେ ଏକ ସ୍ବତନ୍ତ୍ର ମେଳା ‘ପିଏନବି ସପିଙ୍ଗ ଫେଷ୍ଟିଭ ଓ୍ବାନ୍’ର ଆୟୋଜନ କରାଯାଉଛି। ଏହି ମେଳା ୨୦୨୩ ମେ୧ରୁ ୭ ପର୍ଯ୍ୟନ୍ତ ଜାରି ରହିବ ବୋଲି ପିଏନବି ପକ୍ଷରୁ ସୂଚନା…
ଷ୍ଟଲଓ୍ବାର୍ଟର ନୂତନ ପ୍ରକଳ୍ପ ଉନ୍ମୋଚିତ
ଭୁବନେଶ୍ୱର,୧।୫: ରାଜ୍ୟର ପ୍ରମୁଖ ଘରୋଇ ଗୃହ ନିର୍ମାଣକାରୀ ସଂସ୍ଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡ (ଏସପିପିଏଲ)ର ନୂତନ ପ୍ରକଳ୍ପ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଭୁବନେଶ୍ୱରସ୍ଥିତ ପଟିଆ ଅଞ୍ଚଳରେ ଏସପିପିଏଲର ଉକ୍ତ ପ୍ରକଳ୍ପ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ସଂସ୍ଥା…
ଜେଇଇ ମେନ୍ରେ ଆକାଶ ବାଇଜୁସ୍ର ସଫଳତା
ଭୁବନେଶ୍ୱର,୧।୫: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କୋଚିଂ ସେଣ୍ଟର ଆକାଶ ବାଇଜୁସ୍ର ଓଡ଼ିଶା ଶାଖା କ୍ରମାଗତ ୪ର୍ଥ ବର୍ଷ ପାଇଁ ଜେଇଇ ମେନ୍ ଫଳାଫଳରେ ରାଜ୍ୟ ଟପ୍ପର ସହ ଉଲ୍ଲେଖନୀୟ ସଫଳତା ମଧ୍ୟ ହାସଲ କରିଆସିଛି। ଏପରିକି ଚଳିତ ଥରର…
୨୦୨୫ ସୁଦ୍ଧା ଭାରତୀୟ ଟିକା ବଜାର ୨୫୨ ବିଲିୟନ ଟଙ୍କାରେ ପହଞ୍ଚିବ…
ଲଣ୍ଡନ,୩୦।୪ : ଫାର୍ମା ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଦେଶର ଅଗ୍ରଗତି ଉପରେ ଆଲୋକପାତ କରି କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ରବିବାର କହିଛନ୍ତି ୨୦୨୫ ସୁଦ୍ଧା ଭାରତୀୟ ଟିକା ବଜାର ୨୫୨ ବିଲିୟନ ଟଙ୍କାରେ ପହଞ୍ଚିବ। ବ୍ରିଟେନ ଗସ୍ତରେ ଆସିଥିବା କେନ୍ଦ୍ର…
ଚେନ୍ନାଇରେ ଫିକିର ଜାତୀୟ କାର୍ଯ୍ୟକାରିଣୀ
ନୂଆଦିଲ୍ଲୀ,୩୦।୪: ଫେଡେରେଶନ ଅଫ୍ ଇଣ୍ଡିଆନ ଚାମ୍ବର୍ସ ଅଫ୍ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶନିବାର ଚେନ୍ନାଇଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଫିକିର ଜାତୀୟ କାର୍ଯ୍ୟକାରିଣୀ…
ଫୋର୍ସ ଆଇଏକ୍ସର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ନୂଆଦିଲ୍ଲୀ,୩୦।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ୯ ଏଏମ୍ ଭେଞ୍ଚର୍ସ ପ୍ରାଇଭେଟ୍ ଲିମିଟେଡ୍ର ଅନ୍ୟତମ ଅଭିନବ ବ୍ରାଣ୍ଡ୍ ‘ଫୋର୍ସ ଆଇଏକ୍ସ’ର ପ୍ରଥମ ଫ୍ଲାଗ୍ଶିପ୍ ଷ୍ଟୋରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମୁମ୍ବାଇର ବାନ୍ଦ୍ରାଠାରେ ‘ଫୋର୍ସ ଆଇଏକ୍ସ’ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍…
ଦୁଗ୍ଧ ସମବାୟକୁ ମଜଭୁତ କରିବାକୁ ଗୁରୁତ୍ୱାରୋପ
ନୂଆଦିଲ୍ଲୀ,୩୦।୪: ଦେଶର ପ୍ରମୁଖ କୃଷିଭିତ୍ତିକ ସଂସ୍ଥା ତଥା ନ୍ୟାଶନାଲ ଡେଏରି ଡେଭଲପମେଣ୍ଟ ବୋର୍ଡ (ଏନ୍ଡିଡିବି)ର ମୁଖ୍ୟାଳୟ ପରିଦର୍ଶନରେ କେନ୍ଦ୍ର ସମବାୟ ମନ୍ତ୍ରୀ ଅମିତ ଶାହା ଯାଇ ଭାରତୀୟ ଦୁଗ୍ଧ କ୍ଷେତ୍ରରେ ଏନ୍ଡିଡିବିର ବିଭିନ୍ନ ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଏପରିକି ଦୁଗ୍ଧ ସମବାୟକୁ…
‘କାନନ ଫଟୋକପି ମଡେଲ ପ୍ରଦର୍ଶନୀ’
ଭୁବନେଶ୍ୱର,୩୦।୪: କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ୍ ଲିମିଟେଡ୍ର ମିଳିତ ଉଦ୍ୟମରେ ‘କାନନ ଫଟୋ କପି ମଡେଲର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କାନନର ଅତ୍ୟାଧୁନିକ ଫଟୋକପି ମଡେଲ ଆଇଆର୍ସି ୩୨୨୬ ଓ ଆଇଆର୍ସି ୨୨୦୬ ଏବଂ ୨୦୦୬…
ଏମ୍.ଅରୁଣା ଇଣ୍ଡିଆନ୍ ବ୍ୟାଙ୍କର ନୂଆ କ୍ଷେତ୍ର ମହାପ୍ରବନ୍ଧକ
ଭୁବନେଶ୍ୱର,୩୦।୪: ଇଣ୍ଡିଆନ୍ ବ୍ୟାଙ୍କ ଭୁବନେଶ୍ୱର କାର୍ଯ୍ୟାଳୟର ନୂତନ କ୍ଷେତ୍ର ମହାପ୍ରବନ୍ଧକ ଭାବେ ବରିଷ୍ଠ ବ୍ୟାଙ୍କର୍ସ ଏମ୍.ଅରୁଣା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତିା ଏହା ପୂର୍ବରୁ ସେ ତିରୁପତି ଅଞ୍ଚଳର ଅଞ୍ଚଳ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ଉଲ୍ଳେଖଯୋଗ୍ୟ, ୧୯୮୮ରେ ଅରୁଣା ଇଣ୍ଡିଆନ୍…
ଏଚ-୧ବି ଭିଜା ପଞ୍ଜୀକରଣ ପ୍ରକିୟାରେ ପରିବର୍ତ୍ତନ ଘୋଷଣା କଲା ଆମେରିକା…
ଓ୍ବାଶିଂଟନ,୨୯।୪ : ଆମେରିକାର କେତେକ ଫେଡେରାଲ ଏଜେନ୍ସି କିଛି କମ୍ପାନୀ ଦ୍ୱାରା ଅପବ୍ୟବହାର ଏବଂ ଠକେଇର ସୂଚନା ପାଇବା ପରେ ଏଚ-୧ବି ଭିଜା ପଞ୍ଜୀକରଣ ପ୍ରକ୍ରିୟାକୁ ଆଧୁନିକୀକରଣ କରିବାକୁ ଯୋଜନା ଘୋଷଣା କରିଛି। କୁଶଳୀ ବିଦେଶୀ ଶ୍ରମିକମାନଙ୍କ ପାଇଁ ଲୋଭନୀୟ ଭିଜା…
ଏମ୍ଏନ୍ ଦସ୍ତୁର ଆଣ୍ଡ କୋ ସହ ଟାଟା ଷ୍ଟିଲ୍ର ସହଭାଗିତା
ନୂଆଦିଲ୍ଲୀ,୨୯।୪: ଟାଟା ଷ୍ଟିଲ୍ ଏବଂ ଏମ୍ଏନ୍ ଦସ୍ତୁର ଆଣ୍ଡ କୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ଅନୁସନ୍ଧାନଠାରୁ ଆରମ୍ଭକରି ଖଣିଜ ସମ୍ବଳରୁ ଫିଜିବିଲିଟି ଷ୍ଟଡିର ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ ପର୍ଯ୍ୟନ୍ତ ଏବଂ ଇଞ୍ଜିନିୟରିଂ ଓ ଭିତ୍ତିଭୂମିରେ…
ଗିରି ଅପ୍ଟିକାଲ୍ସରେ ସ୍ବୟଂଚାଳିତ ଚକ୍ଷୁ ପରୀକ୍ଷା ମେଶିନ
କଟକ,୨୯।୪: ରାଜ୍ୟର ଜଣାଶୁଣା ଘରୋଇ ସଂସ୍ଥା ତଥା କଟକ ବ୍ରଜକବାଟୀ ରୋଡ୍ସ୍ଥିତ ଗିରି ଅପ୍ଟିିକାଲ୍ସଠାରେ ଓଡ଼ିଶାର ପ୍ରଥମ ସ୍ବୟଂଚାଳିତ ଚକ୍ଷୁ ପରୀକ୍ଷା ମେଶିନର ଶୁଭାରମ୍ଭ କରାଯାଇଛି। ଏପରିକି ଅନ୍ତଃରାଷ୍ଟ୍ରୀୟ ସଂସ୍ଥାର ୨ଟି ଅତ୍ୟାଧୁନିକ ମେଶିନ ଭିସୁଫର୍ ୫୦୦ ଏବଂ ଆଇ-ଟର୍ମିନାଲ ମୋବାଇଲ…

