ପେଟିଏମ୍ରୁ ନିଜ ଅଂଶଧନ ବିକ୍ରି କଲା ଆଲିବାବା
ନୂଆଦିଲ୍ଲୀ,୧୧।୨: ଚାଇନା କମ୍ପାନୀ ଆଲିବାବା ପେଟିଏମ୍ର ପ୍ୟାରେଣ୍ଟ କମ୍ପାନୀ ‘ଓ୍ବାନ୍୯୭ କମ୍ୟୁନିକେଶନ’ରୁ ବାହାରି ଯାଇଛି। କମ୍ପାନୀ ଏହାର ୩.୧୬ ପ୍ରତିଶତ ଅଂଶଧନକୁ ୧୩,୬୦୦ କୋଟିରେ ବିକ୍ରି କରିଛି। ଡିସେମ୍ବର ୨୦୨୨ ସୁଦ୍ଧା ପେଟିଏମ୍ରେ ଆଲିବାବାର ୬.୨୬% ଅଂଶଧନ ରହିଥିଲା। ଜାନୁୟାରୀରେ କମ୍ପାନୀ…
ଇନ୍ଷ୍ଟା ଲୋନ୍ ପ୍ରଦାନରେ ଏଲ୍ଟିଏଫ୍ଏସ୍ର ଅଭିବୃଦ୍ଧି
ଭୁବନେଶ୍ୱର,୧୧।୨: ଗତ କିଛି ମାସ ହେବ ଇନ୍ଷ୍ଟା ଲୋନ୍ ପ୍ରଦାନ କ୍ଷେତ୍ରରେ ଏଲ୍ ଆଣ୍ଡ ଟି ଫାଇନାନସିଆଲ ସର୍ଭିସେସ୍ (ଏଲ୍ଟିଏଫ୍ଏସ୍)ର ଦମ୍ଦାର ଅଭିବୃଦ୍ଧି ଦେଖିବାକୁ ମିଳିଛି। ଏହା ଏକ ଗ୍ରାହକ କୈନ୍ଦ୍ରିକ ରିଟେଲ ଫାଇନାନ୍ସ କମ୍ପାନୀ ଭାବେ ଆକର୍ଷଣୀୟ ବୃଦ୍ଧି ଘଟାଇପାରିଛି।…
ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି କରାଉଛି ଜେଏନ୍ଟିଭିଟିଆଇ
ଭୁବନେଶ୍ୱର,୧୧।୨: ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ୍ ଲିମିଟେଡ୍ (ଏସ୍ପିପିଏଲ୍) ପକ୍ଷରୁ ଜେଏନ୍ ଟାଟା ଧନ୍ଦାମୂଳକ ତାଲିମ ପ୍ରତିଷ୍ଠାନ (ଜେଏନ୍ଟିଭିଟିଆଇ)ର ୧୭ଜଣ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତିଭିତ୍ତିକ ତାଲିମ ପାଇଁ ଜାମଶେଦପୁର ପଠାଯାଇଛି। ଏପରିକି ସମସ୍ତ ୧୭ ଜଣ ପ୍ରଶିକ୍ଷାର୍ଥୀ ସ୍ଥାନୀୟ ଅଞ୍ଚଳର ଛାତ୍ରୀଛାତ୍ର ବୋଲି ଜଣାପଡ଼ିଛନ୍ତି।…
ବିଏମ୍ସି ପକ୍ଷରୁ ‘କ୍ଲୋଜ୍ ଦି କେୟାର ଗ୍ୟାପ୍’ ଅଭିଯାନ
ଭୁବନେଶ୍ୱର,୧୧।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍ର ହେଲ୍ଥ ୟୁନିଟ୍ ବାଲ୍କୋ ମେଡିକାଲ ସେଣ୍ଟର (ବିଏମ୍ସି)ର କ୍ୟାନ୍ସର ଡିର୍ପାଟମେଣ୍ଟ ପକ୍ଷରୁ ବିଶ୍ୱ କର୍କଟ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘କ୍ଲୋଜ୍ ଦି କେୟାର ଗ୍ୟାପ୍’ ଶୀର୍ଷିକ…
ଜାମକାନି କୋଇଲା ଖଣିରେ ଖନନ କାର୍ଯ୍ୟ ଆରମ୍ଭ
ଭୁବନେଶ୍ୱର,୧୧।୨: ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଗ୍ରୁପ୍ର ନିଲାମାଧୀନ ସୁନ୍ଦରଗଡ଼ ଜାମକାନି କୋଇଲା ଖଣି କେତେକ ସ୍ଥାନୀୟ କାରଣ ପାଇଁ ଖନନ ହୋଇପାରୁ ନ ଥିଲା। ଏପରିକି ଖଣି ଖନନ ସ୍ଥଳରେ ସ୍ଥାନୀୟ ବାସିନ୍ଦ ଦୀର୍ଘଦିନ ହେବ ଆନ୍ଦୋଳନ କରିଆସୁଥିଲେ।…
ୟୁପିରେ ୭୫,୦୦୦ କୋଟି ନିବେଶ କରିବ ରିଲାଏନ୍ସ
ନୂଆଦିଲ୍ଲୀ,୧୧।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍ (ଆର୍ଆଇଏଲ୍)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଶୁକ୍ରବାର ଉତ୍ତର ପ୍ରଦେଶରେ ୭୫,୦୦୦ କୋଟି ଟଙ୍କା ନିବେଶ ସମ୍ପର୍କରେ ଘୋଷଣା କରିଛନ୍ତି। ଏହାଦ୍ୱାରା ପ୍ରାୟ ୧ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହେବା…
ଭାରତର ସମସ୍ତ କର୍ମଚାରୀଙ୍କୁ ବରଖାସ୍ତ କଲା ‘ଟିକ୍ଟକ୍’
ନୂଆଦିଲ୍ଲୀ,୧୦।୧: ଚାଇନାର କମ୍ପାନୀ ବାଇଟ୍ଡାନ୍ସ ଭାରତରେ ଏହାର ଆପ ‘ଟିକଟକ୍’ର ସମସ୍ତ କର୍ମଚାରୀଙ୍କୁ ବରଖାସ୍ତ କରିଛି। କର୍ମଚାରୀମାନଙ୍କୁ ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ ଇ-ମେଲ ପଠାଯାଇଛି। ଏଥିରେ କମ୍ପାନୀ କହିଛି ଯେ ଫେବୃଆରୀ ୨୮ ଏହି କମ୍ପାନୀରେ କର୍ମଚାରୀଙ୍କର ଶେଷ କାର୍ଯ୍ୟ…
ଏସ୍ବିଆଇ ଜେନେରାଲର ‘ଆଇଡବ୍ଲ୍ୟୁଏସ୍ଇପି’
ନୂଆଦିଲ୍ଲୀ,୧୦।୨:ଦେଶର ପ୍ରମୁଖ ସାଧାରଣ ବୀମା କମ୍ପାନୀ ଏସ୍ବିଆଇ ଜେନେରାଲ (ଏସ୍ବିଆଇଜି) ଓ ଜେଏସ୍ଡବ୍ଲ୍ୟୁ ସ୍ପୋର୍ଟସ ମଧ୍ୟରେ ଏକ ସହଭାଗିତା ସୃଷ୍ଟି ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏସ୍ବିଆଇଜିର ଇନ୍ସପାୟାର ୱିଣ୍ଟର ସ୍ପୋର୍ଟସ ଏକ୍ସଲେନ୍ସ ପ୍ରୋଗ୍ରାମ (ଆଇଡବ୍ଲ୍ୟୁଏସ୍ଇପି)କୁ ବଢାଇବ ଦିଗରେ ଏଭଳି ଏକ…
ପିଏନ୍ବି ପକ୍ଷରୁ ଋଣ ମଞ୍ଜୁରିପତ୍ର ବଣ୍ଟନ
ଭୁବନେଶ୍ୱର,୧୦।୨:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି)ର ସମ୍ବଲପୁର କ୍ଷେତ୍ର ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ବ୍ୟାଙ୍କର ପରମାଣପୁର ଶାଖା ପରିସରରେ କୃଷି ଋଣ ତଥା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ସଚେତନତା ଶିବିର ଆୟୋଜିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ଏସ୍ଏଚ୍ଜିଙ୍କୁ…
ରିଲାଏନ୍ସ ଜୁଏଲ୍ସର ଭାଲେଣ୍ଟାଇନ୍ସ କଲେକ୍ସନ
ନୂଆଦିଲ୍ଲୀ,୧୦।୨:ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲର୍ସର ‘ଭାଲେଣ୍ଟାଇନ୍ସ ଡେ କଲେକ୍ସନ’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ଭାଲେଣ୍ଟାଇନ୍ସ୍ ଡେ ଅବସରରେ ‘ଖୁଦ୍ ସେ ଭି ପ୍ୟାର୍ କରୋ’ ବା ଆପଣଙ୍କର ଚମକ ସହ ସାରା ବିଶ୍ୱକୁ ଚମକାଇ…
ବେଦାନ୍ତ ଆଲୁମିନିୟମର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୧୦।୨:ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମର ନୂତନ ଉତ୍ପାଦ ‘୧୨ମିମି ଆଲୁମିନିୟମ ତାର’ର ଉନ୍ମୋଚନ କରାଯାଇଛି। ଏପରିକି ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍ରୁ ଉତ୍ପାଦିତ ଉକ୍ତ ଉତ୍ପାଦକୁ ଅନ୍ତର୍ଜାତୀୟ ଆଲୁମିନିୟମ ସମ୍ମିଳନୀ-୨୦୨୩ ପରିସରରେ…
ଭାରତରେ ଆରମ୍ଭ ହେଲା ଟୁଇଟର ବ୍ଲୁ. ମାସକୁ ଦେବାକୁ ପଡ଼ିବ ୯୦୦ ଟଙ୍କା…
ନୂଆଦିଲ୍ଲୀ,୯।୨ : ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଟୁଇଟର ଶେଷରେ ଭାରତରେ ଏହାର ପ୍ରିମିୟମ ସବସ୍କ୍ରିପଶନ ସେବା ଟୁଇଟର ବ୍ଲୁ ଲଞ୍ଚ କରିଛି। ବ୍ଲୁ ଟିକ ପାଇବାକୁ ଏବଂ ପ୍ରିମିୟମ ସବସ୍କ୍ରିପଶନ ସେବାର ବୈଶିଷ୍ଟ୍ୟ ବ୍ୟବହାର କରିବାକୁ ଭାରତରେ ମୋବାଇଲ ବ୍ୟବହାରକାରୀଙ୍କୁ ମାସକୁ…
Archives


