ହାଉସିଫାଏ ଡେଭଲପର୍ସର ନୂତନ ପ୍ରକଳ୍ପ
ଭୁବନେଶ୍ୱର,୨୫।୪: ରାଜ୍ୟ ପ୍ରମୁଖ ଗୃହ ନିର୍ମାଣକାରୀ ସଂସ୍ଥା ହାଉସିଫାଏ ଡେଭଲପର୍ସର ନୂତନ ପ୍ରକଳ୍ପ ଅକ୍ଷୟ ତୃତୀୟା ଅବସରରେ ଉଦ୍ଘାଟିତ ହୋଇଯାଇଛି। ଏପରି କି ଭୁବନେଶ୍ୱର ନିକଟସ୍ଥ ବାରଙ୍ଗ ନୂଆ ରେଲ୍ୱେଷ୍ଟେଶନ ନିକଟରେ ହାଉସିଫାଏ ଡେଭେଲପର୍ସର ସାଢ଼େ ତିନି ଏକର ପରିମିତ ଜମିରେ…
ବେଦାନ୍ତର ନ୍ୟୁ ମ୍ୟାଟେରିଆଲ ରିକଭରି ଫାସିଲିଟି
ଭୁବନେଶ୍ୱର,୨୫।୪: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଏବଂ ଛତିଶଗଡ଼ଠାରେ ପରିଚାଳିତ ସମସ୍ତ ୟୁନିଟରେ ପୃଥିବୀ ଦିବସ-୨୦୨୩ ପାଳନ କରାଯାଇଥିଲା। ଏପରିକି କମ୍ପାନୀର ଓଡ଼ିଶା…
ଯାତ୍ରୀ ସେବାକୁ ଗୁରୁତ୍ୱାରୋପ
ଭୁବନେଶ୍ୱର,୨୫।୪: ଓଡ଼ିଶା ପ୍ରଦେଶରେ ଭାରତୀୟ ରେଲଓ୍ବେର ବିଭିନ୍ନ ପ୍ରକଳ୍ପ ଓ ବିକାଶମୂଳ କାର୍ଯ୍ୟ ଜାରି ରହିଛି। ଏପରିକି ଉକ୍ତ କାର୍ଯ୍ୟର ଅଗ୍ରଗତି ଓ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ଅବଗତ ହେବା ପାଇଁ ରେଲଓ୍ବେ ବୋର୍ଡର ସଦସ୍ୟ (ଇନଫ୍ରାଷ୍ଟ୍ରକ୍ଚର ଡେଭଲପମେଣ୍ଟ-ଭିତ୍ତିଭୂମି ବିକାଶ) ରୂପ…
ଓଏଚ୍ପିସିର ଟ୍ରେନିଂ ହଷ୍ଟେଲ କମ୍ପ୍ଲେକ୍ସ
ଭୁବନେଶ୍ୱର,୨୫।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍ପିସି)ର ୫ ମହଲା ବିଶିଷ୍ଟ ଏକ ଅତ୍ୟାଧୁନିକ ଟ୍ରେନିଂ ହଷ୍ଟେଲ କମ୍ପ୍ଲେକ୍ସର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶା…
ଦିନକରେ ୧.୩୮ ଲକ୍ଷ କୋଟି ନିବେଶ ବୃଦ୍ଧି
ନୂଆଦିଲ୍ଲୀ,୨୫।୪: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ସ୍ଥାନୀୟ ବଜାରର ମାନ୍ଦାବସ୍ଥା ଯୋଗୁ ଗତ ସପ୍ତାହରେ ଶେୟାର ବଜାର କାରବାରରେ ବ୍ୟାପକ ହ୍ରାସ ଘଟିଥିଲା। ଫଳରେ ଲକ୍ଷାଧିକ ଟଙ୍କାର ନିବେଶ ଶେୟାର ବଜାରର ନିବେଶକମାନେ ହରାଇଥିଲେ। ହେଲେ ଗୋଟିଏ ସପ୍ତାହ ପରେ ପୁଞ୍ଜିବଜାରରେ ପୁଣି…
ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ
ଭୁବନେଶ୍ୱର,୨୪।୪: କୋଣାର୍କ-ଲିଉଗଙ୍ଗ ପକ୍ଷରୁ ଏକ ୨ଦିନିଆ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯାଜପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଚାବି ହସ୍ତାନ୍ତର ସମାରୋହ ଓ ଅପରେଟର୍ସ ମିଟ୍ର ମଧ୍ୟ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଥମ ୯୨୪ଇ ଏକ୍ସଡି ଏସ୍କାଭେଟର ମଡେଲ ସହ…
ଆଇସିସିର ବାର୍ଷିକ ସାଧାରଣ ଅଧିବେଶନ
ଭୁବନେଶ୍ୱର, ୨୪।୪: ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ(ଆଇସିସି) ଓଡ଼ିଶା ପରିଷଦର ବାର୍ଷିକ ସାଧାରଣ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ପରିଷଦର ଆଭିମୁଖ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।…
ଆଶାଠାରୁ ଅଧିକ ବ୍ୟବସାୟ
ଭୁବନେଶ୍ୱର,୨୪।୪: ଗତବର୍ଷର ଅକ୍ଷୟ ତୃତୀୟା ପରିସ୍ଥିତି ଅପେକ୍ଷା ଚଳିତ ବର୍ଷର ଅକ୍ଷୟ ତୃତୀୟାର ପରିସ୍ଥିତି ବେଶ୍ ଭଲ ରହିଥିଲା। କାରଣ ଗତବର୍ଷ ଅକ୍ଷୟ ତୃତୀୟା ସମୟରେ କୋଭିଡ୍ ଭୟ ଗ୍ରାହକଙ୍କ ମନରେ ରହିଥିଲାବେଳେ ଚଳିତ ବର୍ଷ ତାହା ଆଉ ଦେଖିବାକୁ ମିଳି…
ଗାଜିଆବାଦ-ନଏଡାରେ ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି…
ନୂଆଦିଲ୍ଲୀ, ୨୩।୪: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ଆଜି କୌଣସି ପରିବର୍ତ୍ତନ ହୋଇନାହିଁ। ଓ୍ବେଷ୍ଟ ଟେକ୍ସାସ ଇଣ୍ଟରମିଡିଏଟ୍ ଅଶୋଧିତ ତେଲ ବ୍ୟାରେଲ ପିଛା ୭୭.୮୭ ଡଲାରରେ ଟ୍ରେଡ୍ କରୁଛି। ଏହି ସମୟରେ ବ୍ରେଣ୍ଟ ଅଶୋଧିତ ତୈଳ ୮୧.୬୬ ଡଲାରରେ ଟ୍ରେଡ…
ଓଏଚ୍ପିସିର ୨୮ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୨୩।୪: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ହାଇଡ୍ରୋ ପାଓ୍ବାର କର୍ପୋରେଶନ (ଓଏଚ୍ପିସି)ର ୨୮ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…
ସୋନିର ନୂଆ ବ୍ରାଭିଆ ଏକ୍ସ୭୫ଏଲ୍ ଟିଭି ସିରିଜ
ନୂଆଦିଲ୍ଲୀ,୨୩।୪: ସୋନି ଇଣ୍ଡିଆ ପକ୍ଷରୁ ନୂଆ ବ୍ରାଭିଆ ଏକ୍ସ୭୫ଏଲ୍ ଟିଭି ସିରିଜ୍କୁ ନିକଟରେ ଉନ୍ମୋଚନ କରାଯାଇଛି। ଏଥିରେ ୪କେ ଅଲ୍ଟ୍ରା ଏଚ୍ଡି ଏଲ୍ଇଡି ଡିସ୍ପ୍ଲେ ରହିଛି। ଏହି ପରବର୍ତ୍ତ ପିଢ଼ିର ଟିଭିଗୁଡ଼ିକ ବ୍ୟକ୍ତିଗତ ସୁହାଇବା ଭଳି ଏବଂ ଜୀବନ୍ତ ସଦୃଶ ଟିଭି…
ମହେଶ ମୂର୍ତ୍ତିଙ୍କ ନାଁରେ ୧୦୦ ନିୟୁତ ଡଲାରର ମାନହାନି ମକଦ୍ଦମା
ସିଙ୍ଗାପୁର,୨୩।୪: ଗୋଟିଏ ଆର୍ଟିକିଲ୍ ପାଇଁ ନିବେଶକ ତଥା ସିଡ୍ଫଣ୍ଡର ସହପ୍ରତିଷ୍ଠାତା ମହେଶ ମୂର୍ତ୍ତି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି। ସିଙ୍ଗାପୁରର ଫ୍ୟାଶନ୍ ଟେକ୍ନୋଲୋଜି କମ୍ପାନୀ ଜିଲିଙ୍ଗୋର ସହପ୍ରତିଷ୍ଠାତା ଅଙ୍କିତି ବୋଷ ମହେଶଙ୍କ ନଁାରେ ୧୦୦ ନିୟୁତ ଡଲାରର ଏକ ମାନହାନି ମକଦ୍ଦମା କରିଛନ୍ତି।…

