ବାଣିଜ୍ୟ

୧୦,୦୦୦ କୋଟିର କାରବାର ଆକଳନ

ନୂଆଦିଲ୍ଲୀ,୨୩।୪: ଗତ ବର୍ଷର ଅକ୍ଷୟ ତୃତୀୟା କାରବାର ଅପେକ୍ଷା ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ପ୍ରାୟ ୧୫ରୁ ୨୦% ହ୍ରାସ ପାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ ଚଳିତ ବର୍ଷର ଦର ଗତ ବର୍ଷ ଅପେକ୍ଷା ପ୍ରାୟ ୫,୦୦୦ ଟଙ୍କା…

୨୫ରେ ଖୋଲିବ ଏମ୍‌ପିଏଲ୍‌ ଆଇପିଓ

ନୂଆଦିଲ୍ଲୀ,୨୨।୪: ମ୍ୟାନ୍‌କାଇଣ୍ଡ ଫାର୍ମା ଲିମିଟେଡ୍‌ (ଏମ୍‌ପିଏଲ୍‌)ର ୪୦,୦୫୮, ୮୪୪ ଇକ୍ୱିଟି ଶେୟାରର ଇନିସିଆଲ୍‌ ପବ୍ଲିକ୍‌ ଅଫର (ଆଇପିଓ) ୨୦୨୩ ଏପ୍ରିଲ ୨୫ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ଏହି ଅଫରର ଶେଷ ତାରିଖ ୨୦୨୩ ଏପ୍ରିଲ ୨୭…

ରିଲାଏନ୍ସ ଜିଓର ବାର୍ଷିକ ଫଳାଫଳ

ନୂଆଦିଲ୍ଲୀ,୨୨।୪: ଦେଶର ସର୍ବବୃହତ୍‌ ଟେଲିକମ୍‌ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ ପକ୍ଷରୁ ଶୁକ୍ରବାର ୨୦୨୨-୨୩ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ…

‘ପ୍ରାକୃତିକ ବନାମ କୃତ୍ରିମ କୋମା’

ଭୁବନେଶ୍ୱର,୨୧।୪: ଜି-୨୦ ପରିପ୍ରେକ୍ଷୀରେ ଆଇସିଏମ୍‌ଆର୍‌ ଆଞ୍ଚଳିକ ଭେଷଜ ଅନୁସନ୍ଧାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ହାଇଟେକ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଭୁବନେଶ୍ୱରଠାରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ‘ପ୍ରାକୃତିକ ବନାମ କୃତ୍ରିମ କୋମା’ ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଆଲୋଚନଚକ୍ର…

ପଟିଆ ଛକରେ କଲ୍ୟାଣ ଜୁଏଲର୍ସ

ଭୁବନେଶ୍ୱର,୨୧।୪: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶୁକ୍ରବାର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ ହେବାକୁ ଯାଉଛି। ବିଶେଷକରି ଭୁବନେଶ୍ୱରର ପଟିଆ ଛକରେ ଉକ୍ତ ଷ୍ଟୋର ଖୋଲିବାକୁ ଯାଉଛି। ଭୁବନେଶ୍ୱରରେ ଏହା ୨ୟ ଆଉଟ୍‌ଲେଟ୍‌…

ଦିଲ୍ଲୀରେ ଆପଲ୍‌ ସାକେତ ରିଟେଲ ଷ୍ଟୋର

ନୂଆଦିଲ୍ଲୀ,୨୧।୪: ପ୍ରିମିୟମ ସ୍ମାର୍ଟଫୋନ ତଥା ଆଇଫୋନ ନିର୍ମାତା ଆପଲ୍‌ର ୨ୟ ରିଟେଲ ଷ୍ଟୋର ଗୁରୁବାର ନୂଆଦିଲ୍ଲୀର ସାକେତସ୍ଥିତ ସିଟି ଓ୍ବାକ୍‌ ମଲ୍‌ରେ ‘ଆପଲ୍‌ ସାକେତ’ ରିଟେଲ ଷ୍ଟୋର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆପଲ୍‌ର ସିଇଓ ଟିମ୍‌ କୁକ୍‌…

୧୫ ବର୍ଷ ପରେ ଜେଏସ୍‌ଏଲ୍‌ର ପ୍ରଥମ ଡିଭିଡେଣ୍ଟ

ଭୁବନେଶ୍ୱର,୨୧।୪: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ବୋର୍ଡ ଅଫ୍‌ ଡାଇରେକ୍ଟର୍ସ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ମଧ୍ୟବର୍ତ୍ତୀ ଡିଭିଡେଣ୍ଡ ପେମେଣ୍ଟ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦୀର୍ଘ ୧୫ ବର୍ଷର ବ୍ୟବଧାନ ପରେ ଜିନ୍ଦଲ ଷ୍ଟେନ୍‌ଲେସ ହିସାର ଲିମିଟେଡ୍‌ (ଜେଏସ୍‌ଏଚ୍‌ଏଲ୍‌)ର ସଫଳ…

ସିମ୍ଫୋନିର ବିଏଲ୍‌ଡିସି ମଡେଲ ଉନ୍ମୋଚିତ

ଭୁବନେଶ୍ୱର,୨୧।୪: ଦେଶର ପ୍ରମୁଖ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉତ୍ପାଦକ ସିମ୍ଫୋନି ଲିମିଟେଡ୍‌ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବ୍ରସ୍‌ଲେସ୍‌ ଡିସି ଇଲେକ୍ଟ୍ରିକ୍‌ ମୋଟର(ବିଏଲ୍‌ଡିସି) ପ୍ରଯୁକ୍ତି ମଡେଲ ରେଞ୍ଜକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବିଏଲ୍‌ଡିସି ପ୍ରଯୁକ୍ତି ଦ୍ୱାରା ପରିଚାଳିତ…

ୟୁବିଆଇ ସମ୍ବଲପୁର କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୨୧।୪: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ର ସମ୍ବଲପୁର କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଧର୍ମେନ୍ଦ୍ର ରାଜୋରିଆ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତିା ଏହା ପୂର୍ବରୁ ସେ ଗାଜିପୁର କ୍ଷେତ୍ରୀୟ କାର୍ଯ୍ୟାଳୟରେ କ୍ଷେତ୍ରୀୟ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ଉଲ୍ଲେଖଯୋଗ୍ୟ, ୨୦୦୬ରେ…

ଗ୍ରାହକଙ୍କୁ ଆକୃଷ୍ଟ କରୁଛି ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୧।୪: ଗତ କିଛିଦିନ ହେବ ସୁନା ଦରରେ ହ୍ରାସ ପରିଲକ୍ଷିତ ହୋଇଛି। କାରଣ ଅନ୍ତଃରାଷ୍ଟ୍ରୀୟ ବଜାରରେ ସୁନା ଉତ୍ପାଦନ ବ୍ୟାପକ ପରିମାଣରେ ବୃଦ୍ଧି ପାଇଛି। ଏପରିକି ଉତ୍ପାଦନ ବୃଦ୍ଧି ଓ ସ୍ଥାନୀୟ ବଜାରରେ ମାନ୍ଦାବସ୍ଥା ଜାରି ଯୋଗୁ ଦର ମଧ୍ୟ ହ୍ରାସ…

ବେଦାନ୍ତ ପକ୍ଷରୁ ଅନ୍‌ଲାଇନ ଗ୍ୟାଲେରିର ଶୁଭାରମ୍ଭ

ଭୁବନେଶ୍ୱର,୨୦।୪: ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ଐତିହ୍ୟ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର କାର୍ଯ୍ୟକ୍ଷେତ୍ର ଅଞ୍ଚଳଗୁଡ଼ିକରେ ବସବାସ କରୁଥିବା ଗୋଷ୍ଠୀର କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏକ ଅନ୍‌ଲାଇନ ଗ୍ୟାଲେରିର ଶୁଭାରମ୍ଭ କମ୍ପାନୀ ୱେବ୍‌ସାଇଟ ଜରିଆରେ କରାଯାଇଛି। ଏ…

ଏଫ୍‌ଏଫ୍‌ଆଇ ସ୍ମାରକୀ ପତାକା ଉତ୍ସର୍ଗ

ଭୁବନେଶ୍ୱର,୨୦।୪: ଫ୍ଲାଗ୍‌ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ (ଏଫ୍‌ଏଫ୍‌ଆଇ) ପକ୍ଷରୁ ଆଉ ଏକ ସ୍ମାରକୀ ପତାକା ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଛି। ବିଶେଷକରି ବିହୁ ଅବସରରେ ଏଫ୍‌ଏଫ୍‌ଆଇ ପକ୍ଷରୁ ଗୁଆହାଟୀର ନାରଙ୍ଗି ମିଲିଟାରି ଷ୍ଟେଶନଠାରେ ଏକ ବୃହତ୍‌ ସ୍ମାରକୀ ପତାକା ସ୍ଥାପନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?