ବାଣିଜ୍ୟ

୩୪୦୦ ଶିକ୍ଷାର୍ଥୀଙ୍କ ଶିକ୍ଷାଦାନର ବ୍ୟବସ୍ଥା କରାଇଛି ଟାଟା ମୋଟର୍ସ

ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ଟାଟା ଗ୍ରୁପର ପ୍ରମୁଖ କମ୍ପାନୀ ଟାଟା ମୋଟର୍ସର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସଆର) କାର୍ଯ୍ୟକ୍ରମ ଜରିଆରେ ଅନେକ ମହତ କାର୍ଯ୍ୟ କରାଯାଉଛି। ବିଶେଷ କରି ଟାଟା ମୋଟର୍ସ ଇଞ୍ଜିନିୟରିଂ ଏବଂ ଏନଇଇଟି...

‘ଅଟିଜିମ୍‌ ପିଲାଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରାଯାଉ’

ଭୁବନେଶ୍ୱର,୧୨।୧୨: ଅଟିଜିମ୍‌ ଦିବସ ସହ ଅଟିଜିମ୍‌ ଥେରାପି ସେଣ୍ଟର (ଏଟିସି) ର ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଡିଏଭି ପବ୍ଲିକ୍‌ ସ୍କୁଲର ଆକ୍ଟିଭିଟି ହଲ୍‌ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)...

କୋଣାର୍କ ଇନ୍‌ଫ୍ରାକୋର୍‌ର ୨ୟ ଉତ୍କର୍ଷ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୧୨: କୋଣାର୍କ ଇନ୍‌ଫ୍ରାକୋରର ୨ୟ ଉତ୍କର୍ଷ କେନ୍ଦ୍ର ସମ୍ବଲପୁରରେ ଉଦଘାଟିତ ହୋଇଯାଇଛି। ଏପରିକି ଭୁବନେଶ୍ୱରର ଦ ଗ୍ରାଣ୍ଡ ଶିବା ହୋଟେଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମ୍ପାନୀର ୨ୟ ‘ଏକ୍ସିଲେନ୍ସ ସେଣ୍ଟର ବା ଉତ୍କର୍ଷ କେନ୍ଦ୍ର’ର ଉଦ୍‌ଘାଟନ ସମ୍ପର୍କରେ ଘୋଷଣା...

ମାଇଁଲାବ୍‌ ପକ୍ଷରୁ ନୂତନ ଡିଭାଇସ ଉନ୍ମୋଚିତ

ନୂଆଦିଲ୍ଲୀ,୧୨।୧୨: ମାଇଁଲାବ୍‌ ପକ୍ଷରୁ ନିକଟରେ କେତେକ ନୂତନ ଡିଭାଇସର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି କୋଭିଡ-୧୯ ପାଇଁ ଡାଇଗ୍ନୋସିସ ଉଦ୍ଭାବନକୁ ଟେକ୍ନୋଲୋଜି ଭିତ୍ତିକ କରାଯାଇଛି। ଏପରିକି ଏହାକୁ ଆଗେଇ ନେବା ପରେ ଯକ୍ଷ୍ମା ଚିହ୍ନଟ କରିବା ଲାଗି ପ୍ରଥମ କରି...

ନୟାଗଡ଼ ସହରରେ ‘ଟ୍ରେଣ୍ଡ୍‌ସ ମ୍ୟାନ୍‌’

ଭୁବନେଶ୍ୱର,୧୨।୧୨: ରିଲାଏନ୍ସ ରିଟେଲର ପ୍ରମୁଖ ବ୍ରାଣ୍ଡ୍‌ ‘ଟ୍ରେଣ୍ଡସ’ର ପୁରୁଷ ବର୍ଗଙ୍କ ସ୍ବତନ୍ତ୍ର ଷ୍ଟୋର ‘ଟ୍ରେଣ୍ଡ୍‌ସ ମ୍ୟାନ୍‌’ ପକ୍ଷରୁ ନୟାଗଡ଼ ସହରରେ ପ୍ରଥମ ତଥା ନୂଆ ଟ୍ରେଣ୍ଡସ ମ୍ୟାନ୍‌ ଷ୍ଟୋର୍‌ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୧୭୪୦ବର୍ଗଫୁଟ ପରିମିତ ସ୍ଥାନରେ ନିର୍ମିତ...

‘ଛାତ୍ରସମାଜ ବିବେକାନୁମୋଦିତ କାର୍ଯ୍ୟ କରିବା ଆବଶ୍ୟକ’

ଭୁବନେଶ୍ୱର,୧୨।୧୨: ବର୍ତ୍ତମାନ ସମୟରେ ଶିକ୍ଷାକୁ ଏକ ମାଧ୍ୟମ ନ କରି ଛାତ୍ର ସମାଜ ବିବେକାନୁମୋଦିତ କାର୍ଯ୍ୟ କରିବା ଓ ସତ୍ୟନିଷ୍ଠ ରହିବା ଆବଶ୍ୟକ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସେଞ୍ଚୁରିଅନ ୟୁନିଭର୍ସିଟି (ସିୟୁ) ପାରଳାଖେମୁଣ୍ଡି କ୍ୟାମ୍ପସର ୧୦ମ ସମାବର୍ତ୍ତନ...

ସୋମବାର ୨୫ ରାଜ୍ୟର ୧୯୭ ଜିଲାରେ ଆପ୍ରେଣ୍ଟିଶିପ ମେଳା…

ନୂଆଦିଲ୍ଲୀ,୧୧।୧୨ : ଯୁବକମାନଙ୍କ ପାଇଁ ନିଯୁକ୍ତି ସୁଯୋଗକୁ ଉତ୍ସାହିତ କରିବା ପାଇଁ ଜାତୀୟ ଦକ୍ଷତା ବିକାଶ ଯୋଜନା ଅଧୀନରେ, ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ୧୨ ଡିସେମ୍ବର ୨୦୨୨ ରେ ୨୫ ଟି ରାଜ୍ୟ ତଥା କେନ୍ଦ୍ରଶାସିତ...

ସ୍କ୍ରାପ ବିକ୍ରି କରି ୧୪୦ କୋଟିରୁ ଅଧିକ ଟଙ୍କା ଆୟ କଲା ଉତ୍ତର ପଶ୍ଚିମ ରେଲଓ୍ବେ…

ଜୟପୁର,୧୧।୧୨ : ସ୍କ୍ରାପରୁ କୋଟି କୋଟି ଟଙ୍କା ଆୟ କରିଛି ରେଲଓ୍ବେ। ଉତ୍ତର ପଶ୍ଚିମ ରେଲଓ୍ବେ ସ୍କ୍ରାପ ବିକ୍ରି କରି ୧୪୦କୋଟିରୁ ଅଧିକ ଆୟ ସଂଗ୍ରହ କରିଛି। ଉତ୍ତର ପଶ୍ଚିମ ରେଲଓ୍ବେ ଏହାର ଅଜମେର, ଯୋଧପୁର, ବିକାନେର ଏବଂ ଜୟପୁର...

ବୁଣାକାରଙ୍କୁ ସକ୍ଷମ କରାଇଛି ଫାବ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୧।୧୨: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତକଳା ବିଭାଗ ସହ ଫ୍ୟାବ୍‌ ଇଣ୍ଡିଆ ଲିମିଟେଡ୍‌ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଛି। ଏହା ଜରିଆରେ ଫ୍ୟାବ୍‌ ଇଣ୍ଡିଆ ଗ୍ରୁପ୍‌ ପକ୍ଷରୁ ଏକ ଗୋଷ୍ଠୀ ମାଲିକାନାଭିତ୍ତିକ କମ୍ପାନୀ ଗଠନ କରାଯାଇଛି...

‘ହ୍ରିତିକ ବିସ୍କ ଫାର୍ମର ନୂଆ ବ୍ରାଣ୍ଡ୍‌ ଆମ୍ବାସାଡର’

ନୂଆଦିଲ୍ଲୀ,୧୧।୧୨: ଦେଶର ପ୍ରମୁଖ ବିସ୍କୁଟ ଓ ବେକରି ବ୍ରାଣ୍ଡ୍‌ ବିସ୍କ ଫାର୍ମ ପକ୍ଷରୁ ବଲିଉଡ୍‌ ସୁପରଷ୍ଟାର ହ୍ରିତିକ ରୋଶନଙ୍କୁ ଗୁଗ୍‌ଲି ବିସ୍କୁଟ୍‌ ପାଇଁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରାଯାଇଛି। ଏପରିକି ହ୍ରିତିକଙ୍କ ଚର୍ଚ୍ଚିତ ନୃତ୍ୟଶୈଳୀକୁ ନେଇ ବିସ୍କ ଫାର୍ମ...

ଖୁସିର ବାର୍ତ୍ତା ପଠାଇବ ଏସ୍‌ପ୍ଲାନେ୍‌ଡ ମଲ୍‌

ଭୁବନେଶ୍ୱର,୧୧।୧୨: ନେକ୍ସସ୍‌ ଏସ୍‌ପ୍ଲାନେ୍‌ଡ ମଲ୍‌ ପରିସରରେ ଖ୍ରୀଷ୍ଟମାସ କେକ୍‌ ମିଶ୍ରଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ସମାଜର ବିଭିନ୍ନ ବର୍ଗର ଲୋକମାନେ ଅଂଶଗ୍ରହଣ କରିଥିଲେ। ତେବେ ଏ ସମ୍ପର୍କରେ ଷ୍ଟୋର ନିର୍ଦ୍ଦେଶକ ପାର୍ଥ ପ୍ରତୀକ ନାୟକ କହିଛନ୍ତି, ଅଳ୍ପଦିନ...

ଏସ୍‌ଏଚ୍‌ଜି ମହିଳାଙ୍କୁ ଦକ୍ଷତା ତାଲିମ ଦେବ ଆର୍‌ସିପିଏସ୍‌ଡିସି

ଭୂବନେଶ୍ୱର ,୧୧।୧୨: ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ଜୋତା ଉପତ୍ାଦନ କ୍ଷେତ୍ରରେ ବଜାର କୈନ୍ଦ୍ରିକ ଦକ୍ଷତା ଏବଂ ଉଦ୍ୟୋଗ ପ୍ରୋତ୍ସାହନ ମାଧ୍ୟମରେ ଏସ୍‌ଏଚ୍‌ଜି ମହିଳା ସଦସ୍ୟମାନଙ୍କ ପାଇଁ ଜୀବିକା ସୁଯୋଗ ବୃଦ୍ଧି କରିବା ଲାଗି ରବର, କେମିକାଲ ଆଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri