ବାଣିଜ୍ୟ

ଜିଓ ସିନେମାରେ ରେକର୍ଡ ସଂଖ୍ୟକ ଦର୍ଶକ

ନୂଆଦିଲ୍ଲୀ,୧୯।୪: ରିଲାଏନ୍ସ ଜିଓର ପ୍ରମୁଖ ପ୍ଲାଟଫର୍ମ ଜିଓ ସିନେମାରେ ଚଳିତ ବର୍ଷର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସିଧା ପ୍ରସାରଣ କରାଯାଉଛି। ଏପରିକି ଜିଓ ସିନେମାରେ ମ୍ୟାଚ୍‌ ଦେଖୁଥିବା ଦର୍ଶକଙ୍କ ସଂଖ୍ୟାରେ ମଧ୍ୟ ପ୍ରତିଦିନ ନୂଆ ରେକର୍ଡ ସ୍ଥାପନ ହେଉଛି ବୋଲି…

ରାଉରକେଲାରେ କଲ୍ୟାଣ ଜୁଏଲର୍ସ ଉଦ୍‌ଘାଟିତ

ଭୁବନେଶ୍ୱର/ରାଉରକେଲା ଅଫିସ,୧୯।୪: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ଓଡ଼ିିଶା ୟୁନିଟ୍‌ ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ରାଉରକେଲା ସିଭିଲ ଟାଉନଶିପ ପାନପୋଷ ରୋଡ୍‌ର ନେକ୍ସା ବିଲ୍‌ଡିଂ ପରିସରରେ କଲ୍ୟାଣ ଜୁଏଲର୍ସର ଉକ୍ତ ଷ୍ଟୋର ଆନୁଷ୍ଠାନିକ…

ଭାରତ ସହିତ ମୁକ୍ତ ବାଣିଜ୍ୟ କରିବାକୁ ରୁଷିଆ ଆଗ୍ରହୀ: ଜୟଶଙ୍କରଙ୍କୁ ଭେଟିଲେ ମଣ୍ଟୁରୋଭ…

ନୂଆଦିଲ୍ଲୀ,୧୮।୪ : ମଙ୍ଗଳବାର ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଦିଲ୍ଲୀରେ ରୁଷିଆର ଉପପ୍ରଧାନମନ୍ତ୍ରୀ ଡେନିସ ମଣ୍ଟୁରୋଭଙ୍କୁ ଭେଟିଛନ୍ତି। ଭାରତ ସହିତ ମୁକ୍ତ ବାଣିଜ୍ୟ କରିବାକୁ ରୁଷିଆ ଆଗ୍ରହୀ ବୋଲି ସେ କହିଛନ୍ତି। ମଣ୍ଟୁରୋଭ ରୁଷିଆର ଶିଳ୍ପ ଏବଂ ବାଣିଜ୍ୟ ମନ୍ତ୍ରୀ ଭାବେ…

ଜୟଆଲୁକ୍କାସର କ୍ୟାଶବ୍ୟାକ ସେଲିବ୍ରେଶନ

ନୂଆଦିଲ୍ଲୀ,୧୮।୪: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍କାସ ପକ୍ଷରୁ ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଆକର୍ଷଣୀୟ କ୍ୟାଶବ୍ୟାକ ସେଲିବ୍ରେଶନ କ୍ୟାମ୍ପେନିଙ୍ଗର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଜୟଆଲୁକ୍କାସରେ କିଣାକିଣି କଲେ ଗ୍ରାହକଙ୍କୁ ପ୍ରତି କ୍ରୟ ଉପରେ କ୍ୟାଶବ୍ୟାକର ସୁବିଧା ପ୍ରଦାନ…

ରାଉରକେଲାରେ କଲ୍ୟାଣ ଜୁଏଲର୍ସ

ଭୁବନେଶ୍ୱର,୧୮।୪: କଲ୍ୟାଣ ଜୁଏଲର୍ସର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ମଙ୍ଗଳବାର ଷ୍ଟିଲ୍‌ ସିଟି ରାଉଲକେଲାଠାରେ ଖୋଲିବାକୁ ଯାଉଛି। ବିଶେଷ କରି ରାଉରକେଲା ସହରରେ ବ୍ରାଣ୍ଡ୍‌ର ଏହା ପ୍ରଥମ ଷ୍ଟୋର ହୋଇଥିବା ବେଳେ ଓଡ଼ିଶା ବଜାରରେ ୩ୟ ଶୋ’ରୁମ୍‌…

ଆଜି ଖୋଲିବ ଆପଲ ରିଟେଲ ଷ୍ଟୋର

ମୁମ୍ବାଇ,୧୮।୪: ପ୍ରିମିୟମ ସ୍ମାର୍ଟଫୋନ ତଥା ଆଇ ଫୋନ୍‌ ନିର୍ମାତା ‘ଆପଲ’ର ପ୍ରଥମ ରିଟେଲ ଷ୍ଟୋର ମଙ୍ଗଳବାର ମୁମ୍ବାଇର ବିକେସିସ୍ଥିତ ଜିଓ ଓ୍ବାର୍ଲଡ ସେଣ୍ଟରଠାରେ ଖୋଲିବାକୁ ଯାଉଛି। ବିଶେଷ କରି ଉକ୍ତ ଷ୍ଟୋର ଜରିଆରେ ବ୍ରାଣ୍ଡ୍‌ର ସମସ୍ତ ଫୋନ୍‌ ଭାରତୀୟ ଗ୍ରାହକ ସହଜରେ…

ପିଏନ୍‌ବି ଭୁବନେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୧୮।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ଭୁବନେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ଲକ୍ଷ୍ମୀକାନ୍ତ ମିଶ୍ର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏପରିକି ସେ ଉକ୍ତ ମଣ୍ଡଳର ଉପ-ମହାପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ଏହା ପୂର୍ବରୁ ମିଶ୍ର ଭୁବନେଶ୍ୱର ଜୋନାଲ…

ମାର୍ଚ୍ଚରେ ପାଇକାରୀ ମୁଦ୍ରାସ୍ଫୀତି ହାର ୧.୩୪%

ନୂଆଦିଲ୍ଲୀ,୧୮।୪: କ୍ରମାଗତ ୧୦ ମାସ ହେବ ଦେଶର ହୋଲସେଲ୍‌ ପ୍ରାଇସ୍‌ ଇଣ୍ଡେକ୍ସ (ଡବ୍ଲ୍ୟୁପିଆଇ)ରେ ହ୍ରାସ ପରିଲକ୍ଷିତ ହେଉଛି। ଫଳରେ ଦରବୃଦ୍ଧି ଓ ମାନ୍ଦାବସ୍ଥା ସମୟରେ ଗ୍ରାହକଙ୍କୁ କିଛି ପରିମାଣରେ ଆଶ୍ୱସ୍ତି ମିଳୁଛି। ଏପରିକି ଚଳିତ ବର୍ଷ ମାର୍ଚ୍ଚରେ ଦେଶର ପାଇକାରୀ ମୁଦ୍ରାସ୍ଫୀତି…

ଏଲ୍‌ଆଇସି ଏଚ୍‌ଏଫ୍‌ଏଲ୍‌ର ସିଏସ୍‌ଆର୍‌ ଅଭିଯାନ

ଭୁବନେଶ୍ୱର,୧୭।୪: ଏଲ୍‌ଆଇସି ହାଉସିଂ ଫାଇନାନ୍ସ ଲିମିଟେଡ୍‌ (ଏଲ୍‌ଆଇସି ଏଚ୍‌ଏଫ୍‌ଏଲ୍‌) ପକ୍ଷରୁ ସ୍ବାସ୍ଥ୍ୟ ସ୍ବରାଜ ସୋସାଇଟିକୁ ଏକ ଆମ୍ବୁଲାନ୍ସ ପ୍ରଦାନ କରାଯାଇଛି। ବିଶେଷ କରି ଏଲ୍‌ଆଇସି ଏଚ୍‌ଏଫ୍‌ଏଲ୍‌ର କର୍ପୋରେଟ ସୋସିଆଲ ରେସପନସିବିଲିଟି (ସିଏସଆର) କାର୍ଯ୍ୟକ୍ରମ ଜରିଆରେ ଉକ୍ତ ଆମ୍ବୁଲାନ୍ସ ଦିଆଯାଇଛି। ଏପରିକି ଏଲ୍‌ଆଇସି…

ଏମ୍‌ଜିର ସ୍ମାର୍ଟ ଇଭି-କମେଟ ପ୍ରଦର୍ଶିତ

ନୂଆଦିଲ୍ଲୀ,୧୭।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଏମଜି ମୋଟର ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ସ୍ମାର୍ଟ ଇଲେକଟ୍ରିକ ଭେହିକିଲ (ଇଭି) କମେଟ’ର ଉତ୍ପାଦନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀର ଗୁଜରାଟସ୍ଥିତ ହାଲୋଲ କାରଖାନାରୁ ପ୍ରଥମ…

ଗୁଣାତ୍ମକ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୭।୪: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ ନିରାପଦ ମାତୃତ୍ୱ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡିଶା ୟୁନିଟ ଝାରସୁଗୁଡାଠାରେ ଏକ ସ୍ବାସ୍ଥ୍ୟ ସଚେତନତା ଅଧିବେଶନର ଆୟୋଜନ କରାଯାଇଥିଲା। ବିଶେଷ କରି ଗର୍ଭବତୀ ଏବଂ…

ପିଏନ୍‌ବି କଟକ ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୧୭।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର କଟକ ମଣ୍ଡଳ ନୂତନ ମଣ୍ଡଳ ମୁଖ୍ୟ ଭାବେ ଜଗବନ୍ଧୁ ପାଢ଼ୀ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପାଢ଼ୀ ଏହା ପୂର୍ବରୁ କୋଲକାତା ଜୋନ୍‌ରେ ଭିଜିଲାନ୍ସ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ଏପରିକି ୧୯୯୩ରେ ପାଢ଼ୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?