ଅର୍ଥନୈତିକ ସର୍ଭେ ୨୦୨୨-୨୩ ରିପୋର୍ଟ: ୨୦୨୩-୨୪ ବର୍ଷରେ ବିକାଶ ହାର ୬.୫ ପ୍ରତିଶତ ଅନୁମାନ…
ନୂଆଦିଲ୍ଲୀ,୩୧।୧ : ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଆସନ୍ତା ଆର୍ଥିକ ବର୍ଷରେ ଅର୍ଥାତ ୨୦୨୩-୨୪ ରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର ୬.୫ ପ୍ରତିଶତ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଅବଶ୍ୟ, ଏହା ଚଳିତ ଆର୍ଥିକ ବର୍ଷରେ ୭ ପ୍ରତିଶତ ଏବଂ…
ଓପେକ୍ ପ୍ଲସ୍ ବୈଠକ ପୂର୍ବରୁ ମହମ୍ମଦ ବିନ୍ ସଲମାନଙ୍କ ସହିତ ଫୋନରେ କଥା ହେଲେ ପୁଟିନ…
ମସ୍କୋ,୩୧।୧ : ଓପେକ୍ ପ୍ଲସ୍ ବୈଠକ ପୂର୍ବର ସୌଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଅଲ ସାଉଦଙ୍କ ସହ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଟେଲିଫୋନରେ ବାର୍ତ୍ତାଳାପ କରିଛନ୍ତି। ରୁଷିଆ ରାଷ୍ଟ୍ରପତିଙ୍କ ୱେବସାଇଟ ଅନୁଯାୟୀ ଓପେକ୍ ପ୍ଲସ୍ ଗୋଷ୍ଠୀର…
‘ଆକ୍ସିସ ବିଜ୍ନେସ ସାଇକେଲ ଫଣ୍ଡ୍’ର ଶୁଭାରମ୍ଭ
ନୂଆଦିଲ୍ଲୀ,୩୧।୧: ଆକ୍ସିସ ମ୍ୟୁଚୁଆଲ ଫଣ୍ଡର ନୂଆ ଫଣ୍ଡ ‘ଆକ୍ସିସ ବିଜ୍ନେସ ସାଇକେଲ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହା ବ୍ୟବସାୟ ଚକ୍ର ଆଧାରିତ ବିନିଯୋଗ ବିଷୟବସ୍ତୁ ଅନୁସରଣ କରୁଥିବା ଏକ ଅସୀମିତ ଲକ୍ଷ୍ୟ ଇକ୍ୱିଟି ଯୋଜନାା ଏହି ନୂଆ…
ଆର୍ସେଲରମିତ୍ତଲ ପକ୍ଷରୁ ସଚେତନତା ଶିବିର
ଭୁବନେଶ୍ୱର,୩୧।୧: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ଆର୍ସେଲରମିତ୍ତଲ ପକ୍ଷରୁ ଏକ ମେଗା ସ୍ବାସ୍ଥ୍ୟ ସଚେତନତା ଶିବିର ଆୟୋଜନ କରାଯାଇଥିଲା। ଏପରିକି କେନ୍ଦୁଝର ବ୍ଲଡ ବ୍ୟାଙ୍କ ସହଯୋଗରେ କମ୍ପାନୀର ଠାକୁରାଣୀ ଆଇରନ୍ ଓର ମାଇନ୍ସ ପରିସରରେ ଏକ ରକ୍ତଦାନ ଶିବିର ସାଙ୍ଗକୁ…
ଏପ୍ରିଲ ୧ରୁ ହଟିବ ୯ ଲକ୍ଷ ସରକାରୀ ଗାଡ଼ି
ନୂଆଦିଲ୍ଲୀ,୩୧।୧: ଚଳିତ ବର୍ଷ ଏପ୍ରିଲ ୧ରୁ ସାରା ଦେଶର ୯ ଲକ୍ଷ ସରକାରୀ ଗାଡ଼ି ରାସ୍ତା ଉପରୁ ହଟିବ ବୋଲି ସୂଚନା ମିଳିଛି। ଏପରିକି ୧୫ ବର୍ଷରୁ ଅଧିକ ସବୁ ବର୍ଗର ପୁରୁଣା ସରକାରୀ ଗାଡ଼ି ୨୦୨୩ ଏପ୍ରିଲ ୧ରୁ ଏକ…
ଅଟା ଦାମ ବୃଦ୍ଧି ନେଇ ଭାରତର ବଢ଼ିଲା ଚିନ୍ତା: ଗୋଟିଏ ବର୍ଷରେ ୪୦ ପ୍ରତିଶତ ବୃଦ୍ଧି…
ନୂଆଦିଲ୍ଲୀ,୩୦।୧ : ପଡୋଶୀ ଦେଶ ପାକିସ୍ତାନରେ ଅଟା ସଙ୍କଟ ମଧ୍ୟରେ ଏହାର ମୂଲ୍ୟ ଭାରତରେ ମଧ୍ୟ ଆକାଶଛୁଆଁ ହେବା ଆରମ୍ଭ କରିଛି। ଜାନୁୟାରୀ ମାସରେ ଅଟାର ଦାମ ଦୁଇଥର ବୃଦ୍ଧି ପାଇଛି। ସରକାରୀ ତଥ୍ୟ ଅନୁଯାୟୀ ଅଟା ଖୋଲା ବଜାରରେ କିଲୋଗ୍ରାମ…
ବଜାର ଅଭିବୃଦ୍ଧିରେ ସାମିଲ ହେଉଛନ୍ତି ନିବେଶକ
ନୂଆଦିଲ୍ଲୀ,୩୦।୧: ଦେଶର ପ୍ରମୁଖ ମ୍ୟୁଚୁଆଲ ଫଣ୍ଡ ସଂସ୍ଥା ‘ଡିଏସ୍ପି ଇନ୍ଭେଷ୍ଟମେଣ୍ଟ ମ୍ୟାନେଜର୍ସ’ ବର୍ତ୍ତମାନର ବଜାର ବ୍ୟବସ୍ଥା ଓ ନିବେଶ ଉପରେ ଦୁଇଟି ମୁଖ୍ୟ ସଙ୍କଟକାରକ ଯଥା ସୁଧ ଏବଂ ଅଭିବୃଦ୍ଧି ଉପରେ ଗୁରୁତ୍ୱାରୋପ କରୁଛି। ଏପରିକି ବର୍ତ୍ତମାନର ସମ୍ଭାବ୍ୟ ସ୍ବଳ୍ପକାଳୀନ ଆହ୍ବାନ…
‘ଗୁଣାତ୍ମକ ସେବା ସହ ସମ୍ପ୍ରସାରଣକୁ ଗୁରୁତ୍ୱାରୋପ’
ଭୁବନେଶ୍ୱର,୩୦।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସ ତା’ର ଗ୍ରାହକମାନଙ୍କୁ ଗୁଣାତ୍ମକ ସେବା ସହ ବିକ୍ରି ପରବର୍ତ୍ତୀ ସେବା ପ୍ରାଥମିକତା ଦେଉଥିବା ବେଳେ ସେବା ଯୋଗାଇବା ପାଇଁ ଆବଶ୍ୟକ ବ୍ୟବସାୟିକ ସମ୍ପ୍ରସାରଣକୁ ମଧ୍ୟ ବେଶ ଗୁରୁତ୍ୱାରୋପ କରାଯାଉଥିବା କମ୍ପାନୀ ପକ୍ଷରୁ…
ୟୁଏସ୍ଏଫ୍ବିଏଲ୍ର ଶାଖା ସମ୍ପ୍ରସାରିତ
ଭୁବନେଶ୍ୱର,୩୦।୧: ଉତ୍କର୍ଷ ସ୍ମଲ୍ ଫାଇନାନ୍ସ ବ୍ୟାଙ୍କ ଲିମିଟେଡ (ୟୁଏସ୍ଏଫ୍ବିଏଲ୍)ର ଓଡ଼ିଶା ବଜାର ଏବଂ ଭୁବନେଶ୍ୱର ଅଞ୍ଚଳରେ ନୂତନ ବ୍ୟାଙ୍କିଙ୍ଗ ଆଉଟଲେଟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ୟୁଏସ୍ଏଫ୍ବିଏଲ୍ର ଏମ୍ଡି ତଥା ସିଇଓ ଗୋବିନ୍ଦ ସିଂହ କହିଛନ୍ତି, ବ୍ୟାଙ୍କ ପାଇଁ…
କେସିଙ୍ଗାରେ ଟ୍ରେଣ୍ଡ୍ସର ଏକ୍ସକ୍ଲୁସିଭ ଆଉଟଲେଟ
ନୂଆଦିଲ୍ଲୀ,୩୦।୧: ରିଲାଏନ୍ସ ରିଟେଲ୍ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍ ‘ଟ୍ରେଣ୍ଡ୍ସ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଉଦ୍ଘାଟିତ ହୋଇଯାଇଛି। ଏପରିକି କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଟ୍ରେଣ୍ଡ୍ସର ନୂତନ ଏକ୍ସକ୍ଲୁସିଭ ଆଉଟଲେଟର ଶୁଭାରମ୍ଭ କରାଯାଇଛି। ବିଶେଷକରି ୪୩୦୦…
‘ମାଇଁ ହେଲ୍ଥ କେୟାର ପ୍ଲାନର ଶୁଭାରମ୍ଭ’
ନୂଆଦିଲ୍ଲୀ,୩୦।୧: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ବଜାଜ ଆଲିଆଞ୍ଜ ଜେନେରାଲ ଇନ୍ସ୍ୟୁରାନ୍ସର ମଡ୍ୟୁଲାର ହେଲଥ ଇନ୍ସ୍ୟୁରାନ୍ସ ପ୍ରଡକ୍ଟ ‘ମାଇଁ ହେଲଥ କେୟାର ପ୍ଲାନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ମାଇଁ ହେଲଥ କେୟାର ପ୍ଲାନ ୫କୋଟି ପର୍ଯ୍ୟନ୍ତ ସମ୍…
‘ଦେଶ ପ୍ରଗତିରେ କଷ୍ଟ୍ ଆକାଉଣ୍ଟାଣ୍ଟ୍ସଙ୍କ ଭୂମିକା ଅତୁଳନୀୟ’
କଟକ,୩୦।୧: ଭାରତୀୟ କଷ୍ଟ୍ ଆକାଉଣ୍ଟାଣ୍ଟ୍ସ ପ୍ରତିଷ୍ଠାନର ପୂର୍ବ ଭାରତ ଆଞ୍ଚଳିକ ପରିଷଦ ଏବଂ କଟକ-ଜଗତ୍ସିଂହପୁର-କେନ୍ଦ୍ରାପଡ଼ା ଚାପ୍ଟର ଆନୁକୂଲ୍ୟରେ ୪୨ତମ ରିଜିଓନାଲ କଷ୍ଟ୍ କନ୍ଫରେନ୍ସ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ଏକ ୨ଦିନିଆ ଜାତୀୟ କର୍ମଶାଳା ସ୍ଥାନୀୟ ରେଭେନ୍ଶା ବିଶ୍ୱବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ…
Archives


