ବାଣିଜ୍ୟ

ଟିଏସ୍‌ଏମ୍‌ଏଲ୍‌ର ସ୍ବତନ୍ତ୍ର ଆପ୍ରେଣ୍ଟିଶିପ୍‌ ପ୍ରୋଗ୍ରାମ

ଭୁବନେଶ୍ୱର,୧୨।୪: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ଏକ ସ୍ବତନ୍ତ୍ର ଆପ୍ରେଣ୍ଟିଶିପ୍‌ ପ୍ରୋଗ୍ରାମର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିବିଧତା,ଲିଙ୍ଗଗତ ସମାନତା ଓ ଅନ୍ତର୍ଭୁକ୍ତୀକରଣ ଅଭିଯାନର ଅଂଶ ସ୍ବରୂପ କମ୍ପାନୀର ଓଡ଼ିଶା କାର୍ଯ୍ୟକ୍ଷେତ୍ରରେ ମହିଳାମାନଙ୍କ ଲାଗି ଏଭଳି…

ଜିମ୍‌ନିର ଦୁଇଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେଣ ନିର୍ମିତ ନ୍ୟୁ ଜିମ୍‌ନିର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏପରିକି ମାରୁତି ସୁଜୁକିର ପ୍ରିମିୟମ ରିଟେଲ…

‘ପରିଶ୍ରମୀଙ୍କୁ ପରିଚୟ ମିଳିବା ଆବଶ୍ୟକ’

ଭୁବନେଶ୍ୱର,୧୨।୪: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥରେ କାର୍ଯ୍ୟରତ ୮ ବିଭିନ୍ନ ବର୍ଗର କର୍ମଚାରୀଙ୍କୁ ରେଳପଥ ପକ୍ଷରୁ ପୁରସ୍କୃତ କରାଯାଇଛି। ଏପରିକି ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ…

ଆଇସିଆଇସିଆଇ ବ୍ୟାଙ୍କର ନୂତନ ସୁବିଧା

ନୂଆଦିଲ୍ଲୀ,୧୨।୪: ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ଏକ ଅଭିନବ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ୟାଙ୍କର ନୂତନ କ୍ୟୁଆର୍‌ କୋଡ୍‌ ସ୍କାନ୍‌ ଦ୍ୱାରା ୟୁପିଆଇ ପେମେଣ୍ଟରେ ସହଜ ଇଏମ୍‌ଆଇ ସୁବିଧାର ଶୁଭାରମ୍ଭ କରାଯାଇଛି। ଏପରିକି ପେଲେଟର ପାଇଁ ଯୋଗ୍ୟ ବିବେଚିତ ଗ୍ରାହକମାନେ…

୭ ଦିନରେ ୧୩ ଲକ୍ଷ କୋଟିର ନିବେଶ ବୃଦ୍ଧି

ନୂଆଦିଲ୍ଲୀ,୧୨।୪: ବିଗତ ୭ ଦିନ (୭ କାର୍ଯ୍ୟ ଦିବସ) ମଧ୍ୟରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୧୩ ଲକ୍ଷ କୋଟି ଟଙ୍କା (୧୨,୫୬,୫୧୦.୫୯ ଟଙ୍କା)ର ନିବେଶ ବଢ଼ାଇ ପାରିଛନ୍ତି। ବିଶେଷକରି କ୍ରମାଗତ ଭାବେ ଭାରତୀୟ ଶେୟାର ବଜାରର କାରବାର ବୃଦ୍ଧି ସାଙ୍ଗକୁ…

ବେଦାନ୍ତର ପୁସ୍ତକ ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୧୧।୪: ଭାରତର ବୃହତ୍ତମ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ଶିଶୁପୁସ୍ତକ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ ଝାରସୁଗୁଡ଼ା ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଶେଷ କରି କମ୍ପାନୀର କାର୍ଯ୍ୟକ୍ଷେତ୍ର…

ସୁଜିୟୁରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କର୍ମଶାଳା

ଭୁବନେଶ୍ୱର,୧୧।୪: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସି ଭି ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ରେ ଜି-୨୦ ଶୀର୍ଷକ ଅବସରରେ ସି ଭି ରମଣ ଗ୍ଲୋବାଲ୍‌ ୟୁନିଭରସିଟି ପରିସରରେ ଏକ ଦିନିକିଆ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ…

ଟିଏସ୍‌ଏମ୍‌ଏଲ୍‌ ପକ୍ଷରୁ ମଲ୍‌ଟି ମୋଡାଲ୍‌ ପରିବହନ

ଭୁବନେଶ୍ୱର,୧୧।୪: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ସୋମବାର ଫେରୋ ଆଲଏଜ୍‌ର ପ୍ରଥମ ମଲ୍‌ଟି ମୋଡାଲ୍‌ ପରିବହନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ତା’ର ଲଜିଷ୍ଟିକ୍‌ ସହଯୋଗୀ ୟୁନିଫିଡର ସହଯୋଗରେ ଉକ୍ତ ସେବାର ଶୁଭାରମ୍ଭ କରିଥିବା ବେଳେ ଓଡ଼ିଶାର…

କ୍ୟାରଟ୍‌ଲେନ୍‌ର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର,୧୧।୪: ଭାରତର ଅଗ୍ରଣୀ ଓମ୍‌ନି ଚ୍ୟାନେଲ ଜୁଏଲେରି ବ୍ରାଣ୍ଡ୍‌ କ୍ୟାରଟ୍‌ଲେନ୍‌ର ଆଉ ଏକ ଏକ୍ସକ୍ଲୁସିଭ ଆଉଟଲେଟ ସୋମବାର ଓଡ଼ିଶା ବଜାରରେ ଶୁଭାରମ୍ଭ କରାଯାଉଛି। ଏପରିକି ଭୁବନେଶ୍ୱର ବରମୁଣ୍ଡାସ୍ଥିତ ସୌଭାଗ୍ୟନଗରଠାରେ କ୍ୟାରଟ୍‌ଲେନ୍‌ର ଏକ୍ସକ୍ଲୁସିଭ ଆଉଟଲେଟ ଉଦଘାଟିତ ହୋଇଯାଇଛି। ଏହି ଅବସରରେ କ୍ୟାରଟ୍‌ଲେନ୍‌ର ଆରବିଏମ…

କେଏଫ୍‌ସିର ନୂଆ ଚିକେନ୍‌ ରୋଲ

ନୂଆଦିଲ୍ଲୀ,୧୧।୪: ଫୁଡ୍‌ ପ୍ଲାଟଫର୍ମ କେଏଫସି ପକ୍ଷରୁ ଆକର୍ଷଣୀୟ ସୁବିଧା ଓ ନୂତନ ଚିକେନ ରୋଲ ସମ୍ପର୍କରେ ଘୋଷଣା କରାଯାଇଛି। ସ୍ବାଦ ଓ ବଜେଟ ମଧ୍ୟରେ ଚୟନ କରିବାକୁ ପଡୁଥିବା ଖାଦ୍ୟପ୍ରେମୀମାନଙ୍କ ପାଇଁ ନୂଆ କେଏଫ୍‌ସି ଚିକେନ୍‌ ରୋଲ୍‌ ବର୍ତ୍ତମାନ କେବଳ ୯୯…

୨୦୨୨-୨୩ରେ ୮ଲକ୍ଷରୁ ଅଧିକ ଇଭି ବିକ୍ରି

ନୂଆଦିଲ୍ଲୀ,୧୧।୪: ଗତ କିଛି ବର୍ଷ ମଧ୍ୟରେ ଇଲେକ୍ଟ୍ରିକ୍‌ ଭେହିକିଲ(ଇଭି)ର ବିକ୍ରି ଓ ଚାହିଦା ବୃଦ୍ଧି ପାଇଛି। ବିଶେଷ କରି ଇଭି ବଜାରର ଲୋକପ୍ରିୟତା ମଧ୍ୟ ବଢ଼ିବାରେ ଲାଗିଛି। କାରଣ ଇଭିର ଚାହିଦା ବିଶେଷ କରି ତୈଳ ଦର ବୃଦ୍ଧି ଓ ପରିବେଶ…

ଆମେରିକା ଯାତ୍ରା ହେବ ମହଙ୍ଗା: ମେ ୩୦ରୁ ବଢ଼ିବ ଭିଜା ଫି…

ଓ୍ବାଶିଂଟନ,୧୦।୪ : ଯେଉଁମାନେ ଆମେରିକା ଯିବାକୁ ଯୋଜନା କରୁଛନ୍ତି ସେମାନଙ୍କ ପାଇଁ ଖରାପ ଖବର। ଆମେରିକାର ବୈଦେଶିକ ବିଭାଗ ଭିଜା ଆବେଦନ ଶୁଳ୍କ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। କିଛି ଅଣ-ପ୍ରବାସୀ ଭିଜା ଉପରେ ଏହି ଶୁଳ୍କ ବୃଦ୍ଧି କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?