ବାଣିଜ୍ୟ

ନିବେଶ ସହ ନିଯୁକ୍ତିରେ ବ୍ୟାପକ ସମ୍ଭାବନା ସୃଷ୍ଟି

ଭୁବନେଶ୍ୱର,୩ା୧୨: ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ର ୩ୟ ସଂସ୍କରଣର ୨ୟ କାର୍ଯ୍ୟଦିବସ ଶେଷ ସୁଦ୍ଧା ମୋଟ ୮୯୦ କୋଟି ଟଙ୍କା ମୂଲ୍ୟର ୩୨୫ ଆଗ୍ରହପତ୍ର ପ୍ରାପ୍ତ ହୋଇଛି ବୋଲି ଶୁକ୍ରବାର ଶିଳ୍ପ ବିଭାଗର ବିଭାଗୀୟ ପ୍ରମୁଖ ଶାସନ ସଚିବ ହେମନ୍ତ...

ଅକ୍ଷୟ ଶକ୍ତିରେ ୫୧ହଜାର କୋଟି ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୨।୧୨: ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨ର ୩ୟ ସଂସ୍କରଣର ପ୍ରଥମ ଦିନରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଅକ୍ଷୟ ଶକ୍ତି ସମ୍ପର୍କିତ ଏକ କର୍ମଶାଳା ମଧ୍ୟ ଏମ୍‌ଆଇଓସିର ବିଜ୍‌ନେସ୍‌ ଲିଡର ଅଧିବେଶନରେ ଆୟୋଜିତ...

ଷ୍ଟାର୍ଟଅପ୍‌ ସମୃଦ୍ଧି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨।୧୨:ସାରା ଦେଶରେ ଓଡ଼ିଶାକୁ ପ୍ରମୁଖ ଷ୍ଟାର୍ଟଅପ୍‌ ହବ୍‌ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଅନେକ ବହୁମୁଖୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଏପରିକି ଗତ ବର୍ଷ ଓଡ଼ିଶା ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌ରେ ଭାରତର ଶୀର୍ଷ ପ୍ରଦର୍ଶନକାରୀ ଭାବେ ମଧ୍ୟ ସ୍ବୀକୃତି...

ଉନ୍ନତି ପଥରେ ଓଡ଼ିଶା

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ର ପ୍ରଥମ ଦିନର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଦେଶର ପ୍ରମୁଖ ଶିଳ୍ପସଂସ୍ଥାର ମୁଖ୍ୟମାନେ ଉଭୟ ମେକ୍‌ ଇନ୍‌ ଓଡ଼ିଶା ଓ ଓଡ଼ିଶାରେ ଶିଳ୍ପର ବିଭିନ୍ନ ଦିଗ ଓ ଆବଶ୍ୟକତା ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଛନ୍ତି। ଏଲ୍‌.ଏନ୍‌....

ଝାରସୁଗୁଡ଼ାଠାରେ ବେଦାନ୍ତ ଆଲୁମିନିୟମ ପାର୍କ ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୨।୧୨:ମେକ୍‌ ଇନ୍‌ ଓଡ଼ିଶାର ପ୍ରଥମ ଦିନର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅବସରରେ ବେଦାନ୍ତ ଲିମିଟେଡ୍‌ର ଝାରସୁଗୁଡ଼ା ୟୁନିଟ୍‌ଠାରେ ‘ବେଦାନ୍ତ ଆଲୁମିନିୟମ ପାର୍କ’ର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ଘୋଷଣା କରାଯାଇଛି। ବିଶେଷକରି ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୨ରେ ବେଦାନ୍ତର ଚେୟାରମ୍ୟାନ ଅନିଲ ଅଗ୍ରୱାଲଙ୍କ...

ପ୍ରଥମ ଦିନରେ ୬ଲକ୍ଷ କୋଟିର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୨।୧୨:ଚଳିତ ବର୍ଷର ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୨ ବୁଧବାର ଠାରୁ ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୨୦୨୨ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଏହି କନ୍‌କ୍ଲେଭ ଜାରି ରହିବ। ବିଶେଷକରି ମେକ୍‌ ଇନ୍‌ ଓଡ଼ିଶା...

ଟ୍ରିଲିୟନ ଡଲାର ଅର୍ଥନୀତି ଛୁଇଁବ ଓଡ଼ିଶା

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ନିକଟ ଭବିଷ୍ୟତରେ ଓଡ଼ିଶା ଟ୍ରିଲିୟନ(୧ ଲକ୍ଷ କୋଟି) ଡଲାର ଅର୍ଥନୀତିକୁ ଛୁଇଁବ। ଆମେ ହିଁ ହେବୁ ଦକ୍ଷିଣ ପୂର୍ବ ଏସିଆ ଓ ପୂର୍ବ ଭାରତ ବିକାଶର ମୁଖଶାଳା। ଆପଣମାନେ ଆସନ୍ତୁ, ନୂଆ ଓଡ଼ିଶା ଗଢ଼ିବାକୁ ରାଜ୍ୟରେ ଅଧିକରୁ ଅଧିକ...

ଡିଜିଟାଲ ଟଙ୍କାର ରିଟେଲ ଟ୍ରାଏଲ : ପ୍ରଥମେ ମୁମ୍ବାଇ-ନୂଆଦିଲ୍ଲୀ-ବେଙ୍ଗାଲୁରୁ-ଭୁବନେଶ୍ୱରରେ…

ନୂଆଦିଲ୍ଲୀ,୧।୧୨ : ଖୁଚୁରା ଡିଜିଟାଲ ଟଙ୍କାର ପାଇଲଟ ପ୍ରକଳ୍ପ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ପୂର୍ବରୁ ୧ ନଭେମ୍ବର ୨୦୨୨ ରେ ହୋଲସେଲ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ ମୁଦ୍ରା (ସିବିଡିସି) ର ଏକ ଟ୍ରାଏଲ ରନ ଆରମ୍ଭ କରାଯାଇଥିଲା। ଭାରତୀୟ...

ପୁଞ୍ଜିନିବେଶକାରୀଙ୍କ ପାଇଁ ୮ ନୂଆ ନୀତି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବୁଧବାରଠାରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଆରମ୍ଭ ହୋଇଛି। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାର ପୁଞ୍ଜିପତିମାନଙ୍କୁ ଆକୃଷ୍ଟ କରିବାକୁ ୮ଟି ନୂଆ ନୀତି(ପଲିସି) ଆଣିଛନ୍ତି। କ୍ୟାବିନେଟରେ ଉକ୍ତ ପଲିସିଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହାଛଡ଼ା ଅନେକ ନୀତିଗତ...

‘ଆଲୁମିନିୟମ ୱାର୍ଲଡ’ ଉଦ୍‌ଘାଟିତ

ଭୁବନେଶ୍ୱର,୧।୧୨: ମେକ୍‌ ଇନ୍‌ ଓଡ଼ିଶା (ଏମ୍‌ଆଇଓ) କନ୍‌କ୍ଲେଭ-୨୨ ବୁଧବାର ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଉକ୍ତ କନ୍‌କ୍ଲେଭରେ ବେଦାନ୍ତ ଆଲୁମିନିୟମ ମଧ୍ୟ ଅଂଶଗ୍ରହଣ କରିଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଏକ ସର୍ବବୃହତ୍‌...

ପ୍ରଶାନ୍ତ କୁମାର ଏଏଏଆଇର ସଭାପତି ନିର୍ବାଚିତ

ନୂଆଦିଲ୍ଲୀ,୧।୧୨: ସାଉଥ ଏସିଆ ଅଫ୍‌ ଗ୍ରୁପ୍‌-ଏମ୍‌ ମିଡିଆ (ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପ୍ରଶାନ୍ତ କୁମାର ବିଜ୍ଞାପନ ଶିଳ୍ପର ଜଣାଶୁଣା ସଂଘ ଆଡଭର୍ଟାଇଜିଂ ଏଜେନ୍ସି ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏଏଏଆଇ)ର ନୂତନ ସଭାପତି ଭାବେ ବୁଧବାର...

ନରଓ୍ବେ ରାଷ୍ଟ୍ରଦୂତଙ୍କ ସହ ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ସାକ୍ଷାତ

ଭୁବନେଶ୍ୱର,୧।୧୨: ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ର ୩ୟ ସଂସ୍କରଣର ଶୁଭାରମ୍ଭ ବୁଧବାର ହୋଇଯାଇଛି। ଉକ୍ତ କନ୍‌କ୍ଲେଭରେ ଯୋଗଦେବାକୁ ଆସିଥିବା ନରଓ୍ବେର ରାଷ୍ଟ୍ରଦୂତଙ୍କ ସହ ଓଡ଼ିଶାର ଖଣି ଓ ଇସ୍ପାତ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri