ଷ୍ଟାର୍ଟଅପ୍ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି
ନୂଆଦିଲ୍ଲୀ,୬।୪: ବର୍ତ୍ତମାନ ସମୟରେ ଦେଶର ଷ୍ଟାର୍ଟଅପ୍ ପ୍ରୋଗ୍ରାମ ଏକ ପ୍ରକାର ଆନ୍ଦୋଳନ ସୃଷ୍ଟି କରିଛି। ବିଶେଷକରି ଷ୍ଟାର୍ଟଅପ୍ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି ଏବଂ ଆସନ୍ତା ୫ ବର୍ଷ ମଧ୍ୟରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ରେ ଏହାର ଅଭିବୃଦ୍ଧି…
ବିଏମ୍ସି ପକ୍ଷରୁ କର୍କଟ ପରୀକ୍ଷା ଶିବିର
ଭୁବନେଶ୍ୱର,୬।୪: ଦେଶର ପ୍ରମୁଖ ଘରୋଇ କର୍କଟ ଚିକିତ୍ସା କେନ୍ଦ୍ର ବାଲ୍କୋ ମେଡିକାଲ ସେଣ୍ଟର(ବିଏମ୍ସି) ନ୍ୟୁ ରାୟପୁର ଛତିଶଗଡ଼ ପକ୍ଷରୁ ଏକ ମେଗା କର୍କଟ ରୋଗ ପରୀକ୍ଷା ଶିବିରର ଆୟୋଜିତ ହୋଇଯାଇଛି। ବିଶେଷକରି ବରଗଡ଼ ଜିଲାର ସାଇ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ଓ…
ଡିଜିଟାଲ ଦୁକାନ୍
ନୂଆଦିଲ୍ଲୀ,୬।୪: ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଏକ ଅଭିନବ ସୁବିଧା ଡିଜିଟାଲ ଦୁକାନ୍ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭିସା ସହଭାଗିତାରେ ବ୍ୟାଙ୍କ ବ୍ୟାପକ ଡିଜିଟାଲ ସମାଧାନ ଯୋଗାଇବ। ଏହା ବ୍ୟବସାୟୀମାନଙ୍କୁ ବିଭିନ୍ନ ମାଧ୍ୟମରେ ଡିଜିଟାଲ୍ ପେମେଣ୍ଟ ଗ୍ରହଣ କରିବାରେ ସହାୟକ…
୭ ବର୍ଷରେ ୪୧,୦୦୦ କୋଟିର ଋଣ ମଞ୍ଜୁର
ନୂଆଦିଲ୍ଲୀ,୬।୪: ଦେଶର ଆର୍ଥିକ ସଶକ୍ତୀକରଣ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଆଖି ଆଗରେ ରଖି ସରକାର ଷ୍ଟାଣ୍ଡ ଅପ୍ ଇଣ୍ଡିଆ ଯୋଜନାକୁ ଅଧିକ କ୍ରିୟାଶୀଳ କରାଇଛନ୍ତି। ଏପରିକି ଗତ ୭ ବର୍ଷ ମଧ୍ୟରେ ପ୍ରାୟ ୪୧,୦୦୦ (୪୦,୭୦୦) କୋଟି ଟଙ୍କାର ଋଣ…
ପାଓ୍ବାର ଗ୍ରୀଡ୍କୁ ଆଉ ୩ ଏସ୍ପିଭି
ନୂଆଦିଲ୍ଲୀ,୫।୪: କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ମହାରତ୍ନ ସିପିଏସ୍ୟୁ ପାଓ୍ବାର ଗ୍ରୀଡ୍ (ପାଓ୍ବାର ଗ୍ରୀଡ୍ କର୍ପୋରେଶନ ଅଫ୍ ଇଣ୍ଡିଆ ଲିମିଟେଡ)କୁ ନିକଟରେ ଆଉ ୩ଟି ସ୍ପେଶାଲ ପରପଜ ଭେହିକିଲ (ଏସ୍ପିଭି) ମିଳିଛି। ବିଶେଷ କରି ବହୁ ପ୍ରତିଯୋଗିତା ଓ ନିୟମକାନୁନ…
ଏସ୍ବିଆଇ ଭୁବନେଶ୍ବର ମଣ୍ଡଳ ପକ୍ଷରୁ ଓଡ଼ିଶା ଦିବସ
ଭୁବନେଶ୍ୱର,୫।୪: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍ବିଆଇ)ର ଭୁବନେଶ୍ବର ମଣ୍ଡଳ ପକ୍ଷରୁ ଓଡ଼ିଶା ଦିବସ ପାଳନ କରାଯାଇଥିଲା। ଏପରିକି ଏସବିଆଇ ଓଡ଼ିଶା କ୍ଷେତ୍ରର ସମସ୍ତ ଶାଖା ଓ କାର୍ଯ୍ୟାଳୟରେ ମଧ୍ୟ ୮୮ତମ ଓଡ଼ିଶା ଦିବସ ଏକ ସମୟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ…
‘ସକ୍ରିୟ ଭୂମିକା ଗ୍ରହଣ କରିବାକୁ ଆହ୍ବାନ’
ଭୁବନେଶ୍ୱର,୫।୪ ଓଡ଼ିଶା ରିଅଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି (ଓରେରା)ର ବିଭିନ୍ନ ପ୍ରକାର ଆଇନ କାର୍ଯ୍ୟକାରୀ କରିବା କ୍ଷେତ୍ରରେ କମ୍ପାନୀ ସେକ୍ରେଟାରିମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିପାରିବେ ବୋଲି ଓରେରାର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ବାଳ ମତପ୍ରକାଶ କରିଛନ୍ତି। ଏପରିକି ଭାରତୀୟ…
ରେମୁଣା,ସୋର ବଜାରରେ ଟ୍ରେଣ୍ଡ୍ସର ନୂଆ ଷ୍ଟୋର
ଭୁବନେଶ୍ୱର,୫।୪: ରିଲାଏନ୍ସ ରିଟେଲ୍ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସର ଆଉ ୨ଟି ଏକ୍ସକ୍ଲୁସିଭ ଷ୍ଟୋର ନିକଟରେ ଉଦ୍ଘାଟିତ ହୋଇଯାଇଛି। ବିଶେଷକରି ବାଲେଶ୍ୱର ଜିଲାର ରେମୁଣା ଏବଂ ସୋର ବଜାରରେ ଉକ୍ତ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଗ୍ରାହକମାନଙ୍କ ଲାଗି…
ଗୃହ ଋଣକୁ ଗୁରୁତ୍ୱାରୋପ
ନୂଆଦିଲ୍ଲୀ,୫।୪: ଆକ୍ସିସ୍ ବ୍ୟାଙ୍କ୍ ଏବଂ ଶ୍ରୀରାମ ହାଉସିଂ ଫାଇନାନ୍ସ ଲିମିଟେଡ୍ (ଏସ୍ଏଚ୍ଏଫ୍ଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ୟୁବି କୋ ଡଟ୍ ଲେଣ୍ଡ୍ ପ୍ଲାଟ୍ଫର୍ମ ଜରିଆରେ କୋ-ଲେଣ୍ଡିଂ ମଡେଲକୁ ନେଇ ଉକ୍ତ ସହଭାଗିତା ହୋଇଥିବା ଜଣାପଡ଼ିଛି।…
ଭାରତର ଅଭିବୃଦ୍ଧି ୬.୩% ଆକଳନ
ନୂଆଦିଲ୍ଲୀ,୫।୪: ଗତ କିଛି ମାସ ହେବ ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଏବଂ ଭୌଗୋଳିକ ସ୍ଥିତ ଯୋଗୁ ଚଳିତ ଆର୍ଥକ ବର୍ଷରେ ଭାରତର ଅଭିବୃଦ୍ଧି ହାର ପୂର୍ବାପେକ୍ଷା ବୃଦ୍ଧିହେବ ବୋଲି ମଙ୍ଗଳବାର ବିଶ୍ବ ବ୍ୟାଙ୍କ…
ଅମ୍ବାନୀ ପୁଣି ଏସିଆର ଶ୍ରେଷ୍ଠ ଧନୀ
ଓ୍ବାଶିଂଟନ୍, ୫ା୪: ରିଲାଏନ୍ସ ଗ୍ରୁପ୍ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ପୁଣିଥରେ ଏସିଆର ସବୁଠୁ ଧନୀ ବ୍ୟକ୍ତି ପରିଚୟ ହାସଲ କରିଛନ୍ତି। ମଙ୍ଗଳବାର ଆମେରିକୀୟ ବ୍ୟବସାୟିକ ମାଗାଜିନ୍ ଫୋର୍ବସ୍ ପକ୍ଷରୁ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ନାମ ତାଲିକା ପ୍ରକାଶ ପାଇଛି। ଏହି…
‘କ୍ଲିନ୍ ଟୁ ଗ୍ରୀନ୍ କ୍ୟାମ୍ପେନ୍’
ନୂଆଦିଲ୍ଲୀ,୪।୪: ବହୁରାଷ୍ଟ୍ରୀୟ ଲଜିଷ୍ଟିକ କମ୍ପାନୀ ଆରଏଲ୍ଜି ସିଷ୍ଟମ୍ସ ଇଣ୍ଡିଆ ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମ ‘କ୍ଲିନ୍ ଟୁ ଗ୍ରୀନ୍ ଅଭିଯାନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ଅଭିଯାନ ଅଧୀନରେ କମ୍ପାନୀ ବିଭିନ୍ନ ବର୍ଗର ଇ-ଆବର୍ଜନା ସଂଗ୍ରହ ଡ୍ରାଇଭ୍ ପ୍ରୋଗ୍ରାମ…

