ବାଣିଜ୍ୟ

ଅଭିବୃଦ୍ଧି ପଥରେ ପାରାଦୀପ ପୋର୍ଟ

ଭୁବନେଶ୍ୱର,୩।୪: ପାରାଦୀପ ପୋର୍ଟ ଅଥରିଟି (ପିପିଏ) ପକ୍ଷରୁ ରବିବାର ବାର୍ଷିକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ଅବସରରେ ପାରାଦୀପ ପୋର୍ଟର ଚେୟାରମ୍ୟାନ ପି.ଏଲ. ହାରାନନ୍ଦା ସମ୍ମିଳନୀକୁ ସମ୍ବୋଧିତ କରି କହିଥିଲେ ଯେ କ୍ରମାଗତ ଭାବେ ପାରାଦୀପ ପୋର୍ଟ ଖାଲି ରାଜ୍ୟରେ…

୨୦୨୩ରେ ଜିଏସ୍‌ଟି ସଂଗ୍ରହ ୧୫.୧୪% ବଢ଼ିଛି

ଭୁବନେଶ୍ୱର, ୩ା୪(ବ୍ୟୁରୋ): ୨୦୨୩ ମାର୍ଚ୍ଚରେ ଓଡ଼ିଶା ମୋଟ ଜିଏସ୍‌ଟି ବାବଦକୁ ୪୭୪୯.୦୨ କୋଟି ଟଙ୍କା ସଂଗ୍ରହ କରିଛି। ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୪୧୨୪.୬୬ କୋଟି ଟଙ୍କା ଥିଲା। ଏ କ୍ଷେତ୍ରରେ ଗତ ବର୍ଷର ମାର୍ଚ୍ଚ ତୁଳନାରେ ୧୫.୧୪% ଅଭିବୃଦ୍ଧି…

ପୁଣି ଥରେ ଜେଜେ ହେବେ ମୁକେଶ ଅମ୍ବାନୀ

ମୁମ୍ବାଇ,୨।୪: ପୁଣି ଥରେ ଦେଶର ସବୁଠୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ଘରକୁ ଏକ କୁନି ଅତିଥି ଆସିବାକୁ ଯାଉଛି। ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି ମୁକେଶଙ୍କ ବଡ଼ ବୋହୂ ଶ୍ଲୋକା ମେହେଟ୍ଟା। ଯଦିଓ ଅମ୍ବାନୀ ପରିବାର…

ଫେବୃୟାରୀରେ ୪୫ ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି ହ୍ବାଟସଆପ…

ନୂଆଦିଲ୍ଲୀ,୨।୪ : ଫେବୃଆରୀରେ ହ୍ବାଟସଆପ ୪୫ ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି। ଯାହା ଗତ ମାସରେ ନିଷିଦ୍ଧ ହୋଇଥିବା ଆକାଉଣ୍ଟ ସଂଖ୍ୟାଠାରୁ ଅଧିକ। ଜାନୁଆରୀରେ ହ୍ବାଟସଆପ ୨୯ ଲକ୍ଷ ଆକାଉଣ୍ଟକୁ ନିଷିଦ୍ଧ କରିଥିଲା। ୨୦୨୨ ଡିସେମ୍ବରରେ ୩୬ ଲକ୍ଷ ଏବଂ…

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୨।୪: ଦେଶର ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଶନିବାର ଓଡ଼ିଶା ଦିବସ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଶେଷକରି ଓଡ଼ିଶାର ବିକାଶ ପାଇଁ କମ୍ପାନୀ ତା’ର ପ୍ରତିଶ୍ରୁତି…

ଲରେନ୍ସ ଆଣ୍ଡ ମାୟୋର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨।୪: ଦେଶର ପ୍ରମୁଖ ଅପ୍ଟିକାଲ ବ୍ରାଣ୍ଡ୍‌ ‘ଲରେନ୍ସ ଆଣ୍ଡ ମାୟୋ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଶୁକ୍ରବାର ସ୍ଥାନୀୟ ବାଣୀବିହାର ଛକ ନିକଟସ୍ଥ ମେଟ୍ରୋ ହାଉସ୍‌ଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହା ପୂର୍ବରୁ ଭୁବନେଶ୍ୱର ଆମ୍ରି ହସ୍ପିଟାଲଠାରେ ବ୍ରାଣ୍ଡ୍‌ର ପ୍ରଥମ…

ମାର୍ଚ୍ଚରେ ୧.୬ ଲକ୍ଷ କୋଟିରୁ ଅଧିକ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୪: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି। ଏହା ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପ୍ରତିଫଳିତ ହେଉଛି। ଏପରିକି ୨୦୨୩ ମାର୍ଚ୍ଚର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ଶନିବାର ଅର୍ଥ ମନ୍ତ୍ରଣାଳୟ…

ଏନ୍‌ଏମ୍‌ଏସିସି ଉଦ୍‌ଘାଟିତ

ମୁମ୍ବାଇ,୧।୪: ସାରା ବିଶ୍ୱର କଳାକାରଙ୍କୁ ଉତ୍ସାହିତ କରିବା ପାଇଁ ଦେଶର ସର୍ବବୃହତ୍‌ କଲ୍‌ଚରାଲ ସେଣ୍ଟର ନୀତା ମୁକେଶ ଅମ୍ବାନୀ କଲ୍‌ଚରାଲ ସେଣ୍ଟର (ଏନ୍‌ଏମ୍‌ଏସିସି) ର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ଏପରିକି ଦେଶ ବିଦେଶର କଳାକାର, ଧର୍ମଗୁରୁ, କ୍ରୀଡ଼ା ଓ ବ୍ୟବସାୟ…

ଅରୁନ୍ଧତୀକୁ ବେଷ୍ଟ ରିଜିଓନାଲ ଜୁଏଲେରି ରିଟେଲ ଅଫ୍‌ ଦି ଇୟର (ଇଷ୍ଟ) ସମ୍ମାନ

ଭୁବନେଶ୍ୱର,୧।୪: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ମୁମ୍ବାଇ ସ୍ଥିତ ସାହାର ଷ୍ଟାର୍‌ ହୋଟେଲଠାରେ ଇଣ୍ଡିଆ ବୁଲିୟନ ଆଣ୍ଡ ଜୁଏଲର୍ସ ଆସୋସିଏଶନ (ଆଇବିଜେଏ) ଲିମିଟେଡ୍‌ ଏବଂ ଓ୍ବାର୍ଲଡ…

ସ୍ବଳ୍ପ ସଞ୍ଚୟ ସ୍କିମ୍‌ର ସୁଧ ହାରରେ ବୃଦ୍ଧି

ନୂଆଦିଲ୍ଲୀ,୧।୪: ଚଳିତ ଆର୍ଥିକ ବର୍ଷ (୨୦୨୩-୨୪) ର ପ୍ରଥମ ତ୍ରୈମାସ ଶନିବାର ଠାରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ନୂଆ ତ୍ରୈମାସ ପାଇଁ ସ୍ବଳ୍ପ ସଞ୍ଚୟ ସ୍କିମ୍‌ର ସୁଧହାରରେ ବୃଦ୍ଧ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶର…

ଦୃଢ଼ ଇକୋସିଷ୍ଟମ୍‌ ଗଠନକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧।୪: ଦେଶର ପ୍ରମୁଖ ଫିନ୍‌ଟେକ୍‌ କମ୍ପାନୀ ଭାରତପେ ଗ୍ରୁପ୍‌ ଏବଂ ମହିଳା ଉଦ୍ୟୋଗୀ ପ୍ଲାଟ୍‌ଫର୍ମ (ଡବ୍ଲ୍ୟୁଇପି) ମଧ୍ୟରେ ଏକ ବ୍ୟବସାୟିକ ସହଭାଗିତା ସ୍ଥାପନ କରାଯାଇଥିବା ଉଭୟ ପକ୍ଷରୁ କୁହାଯାଇଛି। ବିଶେଷକରି ମହିଳା ଉଦ୍ୟୋଗୀମାନଙ୍କୁ ଆତ୍ମନିର୍ଭରଶୀଳତା ଏବଂ ବ୍ୟବସାୟ ଅଭିବୃଦ୍ଧିରେ ସକ୍ଷମ କରାଇବା…

ଉତ୍କଳ କି କଳା ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର,୧।୪: ଟାଟା ଟି’ର ବିବିଧ ପୋର୍ଟଫୋଲିଓର ପ୍ରମୁଖ ବ୍ରାଣ୍ଡ୍‌ ଟାଟା ଟି ପ୍ରିମିୟମ୍‌-ଦେଶ କି ଚାଏ ପକ୍ଷରୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ପରମ୍ପରାକୁ ପାଳନ କରିବା ଲାଗି ଶୁକ୍ରବାର ‘ଉତ୍କଳ ଦିବସ’ ପୂର୍ବରୁ ଉତ୍କଳ କି କଳା ଅଭିଯାନର ଶୁଭାରମ୍ଭ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?