ବାଣିଜ୍ୟ

‘ଏସ୍‌ଏମ୍‌ଇର ପ୍ରଗତିକୁ ବିଶେଷ ଗୁରୁତ୍ୱାରୋପ’

ଭୁବନେଶ୍ୱର,୧୬।୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓବି)ର ନ୍ୟାଶନାଲ ବ୍ୟାଙ୍କିଙ୍ଗ୍‌ ଗ୍ରୁପ୍‌(ଏନ୍‌ବିଜି) କାର୍ଯ୍ୟକାରୀ ହେବା ପରେ ଏନ୍‌ବିଜିର ମୁଖ୍ୟ ତଥା ମହାପ୍ରବନ୍ଧକ ବିକ୍ରମ କେଶରୀ ମିଶ୍ର ନିକଟରେ ଏହାର ଏକ ସମୀକ୍ଷା ବୈଠକ କରିଥିଲେ। ବିଶେଷ କରି ବିଓବିର ସମ୍ବଲପୁର ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନ…

ରୁଙ୍ଗ୍‌ଟା ମାଇନ୍‌ସ ପକ୍ଷରୁ ପାର୍ଟନର୍ସ ମିଟ୍‌

ଭୁବନେଶ୍ୱର,୧୬।୧: ଦେଶର ପ୍ରମୁଖ ଟିଏମ୍‌ଟି ବାର୍‌ ନିର୍ମାତା ରୁଙ୍ଗ୍‌ଟା ମାଇନ୍‌ସ ଲିମିଟେଡ୍‌ ପକ୍ଷରୁ ନିକଟରେ ଏକ ପାର୍ଟନର୍ସ ମିଟ୍‌ର ଆୟୋଜନ କରାଯାଇଥିଲା। ଉକ୍ତ ମିଟ୍‌ରେ କଟକ, ଯାଜପୁର, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୋଳ ଓ ଢେଙ୍କାନାଳର ୧୪୦ରୁ ଅଧିକ ଡିଲର ପାର୍ଟନର…

ଦେଶର ପରବର୍ତ୍ତୀ ଶିଳ୍ପ ହବ୍‌ ହେବ ଓଡ଼ିଶା

ଭୁବନେଶ୍ୱର,୧୬।୧: ଗତ କିଛି ବର୍ଷ ଓଡ଼ିଶା ଷ୍ଟାର୍ଟଅପ କ୍ଷେତ୍ରରେ ବ୍ୟାପକ ସଫଳତା ହାସଲ କରିଛି। ଏପରିକି ଆଗାମୀ କିଛି ବର୍ଷ ମଧ୍ୟରେ ଓଡ଼ିଶା ଦେଶର ପରବର୍ତ୍ତୀ ଶିଳ୍ପ ହବ୍‌ ହେବ ବୋଲି ରବିବାର ଷ୍ଟାର୍ଟଅପ ମେଳା-୨୦୨୩ରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ…

ରାଉରକେଲା,ବ୍ରହ୍ମପୁରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ନୂଆଦିଲ୍ଲୀ,୧୫।୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମକର ସଂକ୍ରାନ୍ତି ଅବସରରେ ଓଡ଼ିଶାର ଆଉ ଦୁଇଟି ସହରରେ ଜିଓ ୫ଜି ସେବାର ଶୁଭାରମ୍ଭ କରାଯାଇଛିି। ଏପରିକି ଇସ୍ପାତ ନଗରୀ ରାଉରକେଲା ଓ ରେଶମ ସହର ବ୍ରହ୍ମପୁର ଠାରେ ଜିଓ…

ସାମ୍‌ସଙ୍ଗ୍‌ ପକ୍ଷରୁ ରେଫ୍ରିଜରେଟର ରେଞ୍ଜର ଶୁଭାରମ୍ଭ

ନୂଆଦିଲ୍ଲୀ,୧୫।୧: ଦେଶର ପ୍ରମୁଖ ଉପଭୋକ୍ତା ଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡ୍‌ ସାମ୍‌ସଙ୍ଗ୍‌ର ପ୍ରିମିୟମ ସାଇଡ୍‌-ବାଏ-ସାଇଡ୍‌ ରେଫ୍ରିଜରେଟ ରେଞ୍ଜର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ନୂଆ ରେଞ୍ଜର ସମସ୍ତ ମଡେଲ ୱାଇଫାଇ ସକ୍ଷମ ଏବଂ ସାମ୍‌ସଙ୍ଗ୍‌ର ‘ପାୱାରିଂ ଡିଜିଟାଲ ଇଣ୍ଡିଆ’ ଲକ୍ଷ୍ୟକୁ ପୂରା…

‘ମହିଳାଙ୍କୁ ନୂଆ ପରିଚୟ ଦେଇଛି ମିଶନ ଶକ୍ତି’

ଭୁବନେଶ୍ୱର,୧୫।୧: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗର ସହଯୋଗୀ ପ୍ରତିଷ୍ଠାନ ଓର୍‌ମାସ ପକ୍ଷରୁ ଜାତୀୟସ୍ତରୀୟ ପ୍ରଦର୍ଶନୀ ‘ଶିଶିର ସରସ-୨୦୨୩’ର ଆୟୋଜନ କରାଯାଇଛି। ଚଳିତ ବର୍ଷ ସ୍ଥାନୀୟ ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳପଡ଼ିଆଠାରେ ଶନିବାର ଏହାର…

ପୁଣି ଗ୍ରାହକଙ୍କୁ ଝଟ୍‌କା ଦେଲା ଏସ୍‌ବିଆଇ, ଋଣ ହେଲା ମହଙ୍ଗା…

ନୂଆଦିଲ୍ଲୀ,୧୪।୧: ଗ୍ରାହକଙ୍କୁ ଝଟ୍‌କା ଦେଇଛି ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ)। ବ୍ୟାଙ୍କ ଏହାର ଋଣ ହାର ଅର୍ଥାତ ଏମ୍‌ସିଏଲ୍‌ଆର୍‌କୁ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛି। ଏହି ହାର ଏକ ବର୍ଷର ଅବଧି ବିଶିଷ୍ଟ ଋଣ ପାଇଁ ବୃଦ୍ଧି କରାଯାଇଛି। ଏମ୍‌ସିଏଲ୍‌ଆର୍‌…

ମାତ୍ର ୨୪ ଘଣ୍ଟାରେ ସ୍ଥିତି ବଦଳିଗଲା: ପୁଣିଥରେ ବିଶ୍ୱର ତୃତୀୟ ଧନୀ ପାଲଟିଲେ ଆଦାନୀ

ନୂଆଦିଲ୍ଲୀ,୧୪।୧: ବିଶ୍ୱର ଶ୍ରେଷ୍ଠ-୧୦ ଧନୀବ୍ୟକ୍ତିଙ୍କ ତାଲିକାରେ ଗୁରୁବାର ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆମାଜନ୍‌ ସହ-ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ପଛରେ ପକାଇ ଦୁନିଆର ତୃତୀୟ ଧନୀ ବ୍ୟକ୍ତି ପାଲଟିଥିଲେ। ହେଲେ ୨୪ ଘଣ୍ଟା ମଧ୍ୟରେ…

ପାକିସ୍ତାନ ଭାତଥାଳିରୁ ଡାଲି ଅଦୃଶ୍ୟ,ବନ୍ଦରରେ ପଡ଼ି ରହିଛି ୬ ହଜାରରୁ ଅଧିକ କଣ୍ଟେନର…

ଇସଲାମାବାଦ,୧୪।୧ : ଅନ୍ୟ ଏକ ଅତ୍ୟାବଶ୍ୟକ ରୋଷେଇ ସାମଗ୍ରୀ ପାକିସ୍ତାନରେ ମୁଦ୍ରାସ୍ଫୀତି ଦ୍ୱାରା ପ୍ରଭାବିତ ଲୋକଙ୍କ ପାଇଁ ମହଙ୍ଗା ହେବା ଆରମ୍ଭ କରିଛି। ଡନ ଖବରକାଗଜ ରିପୋର୍ଟ ଅନୁଯାୟୀ, ବନ୍ଦରରେ ଆମଦାନୀ ହୋଇଥିବା ସାମଗ୍ରୀଗୁଡିକ କ୍ଲିୟରାନ୍ସ ନହେବା କାରଣରୁ ଦେଶରେ ଡାଲିର…

୫ବର୍ଷରେ ୨୫,୦୦୦ ଚାର୍ଜିଂ ପଏଣ୍ଟ

ନୂଆଦିଲ୍ଲୀ,୧୪।୧: ଭାରତର ଅଗ୍ରଣୀ ଓ ଦ୍ରୁତ ଅଭିବୃଦ୍ଧିଶୀଳ ଇଭି ଚାର୍ଜିଂ ସମାଧାନ ପ୍ରଦାନକାରୀ ଟାଟା ପାୱାର ପକ୍ଷରୁ ଇ-ଯାନ ଗ୍ରହଣୀୟତା ବଢ଼ାଇବା ଲାଗି ଆସନ୍ତା ୫ ବର୍ଷରେ ଦେଶରେ ୨୫,୦୦୦ ଇଭି ଚାର୍ଜିଂ ଷ୍ଟେଶନ ସ୍ଥାପନ କରିବା ଲାଗି କମ୍ପାନୀ ରଖିଥିବା…

ଜେଏସ୍‌ପିକୁ ଗୋଲ୍‌ଡେନ୍‌ ପିକକ୍‌ ସିଏସ୍‌ଆର୍‌ ଆଓ୍ବାର୍ଡ

ମୁମ୍ବାଇ,୧୪।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ନିକଟରେ ଗୋଲ୍‌ଡେନ୍‌ ପିକକ୍‌ ସିଏସ୍‌ଆର୍‌ ଆଓ୍ବାର୍ଡ ସମ୍ମାନରେ ସମ୍ମାନିତ କରାଯାଇଛି। ବିଶେଷକରି ଇସ୍ପାତ ଶିଳ୍ପ କ୍ଷେତ୍ରରେ ଜେଏସ୍‌ପିର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌)…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୪।୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ସ୍ଥାନୀୟ ଭୌଗୋଳିକ ପରିସ୍ଥିତି ମଧ୍ୟରେ ଭାରତୀୟ ଷ୍ଟକ୍‌ ମାର୍କେଟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକଙ୍କ ସମ୍ପତ୍ତି ପ୍ରାୟ ୧%ରୁ ଅଧିକ ବୃଦ୍ଧି ଘଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri