ବାଣିଜ୍ୟ

ରେପୋ ରେଟ୍‌ ବଢ଼ାଇପାରେ ଆରବିଆଇ

ନୂଆଦିଲ୍ଲୀ,୨୮।୩: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଏବଂ ମାନ୍ଦାବସ୍ଥା ଯୋଗୁ ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ବର୍ତ୍ତମାନ ସମୟରେ ଲକ୍ଷ୍ୟଧାର୍ଯ୍ୟ ଠାରୁ ଢେର ଉପରେ ରହିଛି। ଏପରିକି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଦ୍ୱାରା ଧାର୍ଯ୍ୟ ଲକ୍ଷ୍ୟଠାରୁ ମଧ୍ୟ ଉପରେ ରହିଛି। ବିଶେଷ…

କୃଷି ଭାରତୀୟ ଅର୍ଥନୀତିର ମେରୁଦଣ୍ଡ

ଭୁବନେଶ୍ୱର,୨୮।୩: ବହୁ ରାଷ୍ଟ୍ରୀୟ ସାମାଜିକ ପ୍ରତିଷ୍ଠାନ ୱାଲ୍‌ମାର୍ଟ ଫାଉଣ୍ଡେଶନ ପକ୍ଷରୁ ଏକ ୫ ବର୍ଷିଆ କୃଷି ରଣନୀତି ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କୃଷକମାନଙ୍କ ଜୀବିକା ଉନ୍ନତ କରିବା ପ୍ରତି ଫାଉଣ୍ଡେଶନ ନିଜର ପ୍ରତିବଦ୍ଧତାକୁ ବିସ୍ତାର କରିବ, ଯାହା ସର୍ବନିମ୍ନ…

ଏଆଇୟୁବିପିଏଆର୍‌ଏଫ୍‌ର ୪ର୍ଥ ସାଧାରଣ ଅଧିବେଶନ

ଭୁବନେଶ୍ୱର,୨୮।୩: ନିଖିଳ ଭାରତ ୟୁନିୟନ୍‌ ବ୍ୟାଙ୍କ ପେନ୍‌ସନ୍‌ଭୋଗୀ ଅବସରପ୍ରାପ୍ତ ଫେଡେରେଶନ୍‌ର ୪ର୍ଥ ସାଧାରଣ ଅଧିବେଶନ ସ୍ଥାନୀୟ ଆର୍ଯ୍ୟ ପ୍ୟାଲେସ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ଅଲ୍‌ ଓଡ଼ିଶା ୟୁନିୟନ୍‌ ବ୍ୟାଙ୍କ ଅବସରପ୍ରାପ୍ତ ସଂଘର ଆତିଥ୍ୟରେ ଅନୁଷ୍ଠିତ ଉକ୍ତ ଅଧିବେଶନରେ ଦେଶର ସମସ୍ତ ରାଜ୍ୟର…

ବେଦାନ୍ତ ଲାଞ୍ଜିଗଡ଼ ତୀରନ୍ଦାଜ ଟିମ୍‌କୁ ୧୪ ପଦକ

ଭୁବନେଶ୍ୱର,୨୮।୩: ବେଦାନ୍ତ ଗ୍ରୁପର ଓଡ଼ିଶା ୟୁନିଟ ପକ୍ଷରୁ ଏକ ଅଭିନବ କ୍ରୀଡା ପ୍ରୋଗ୍ରାମ ‘ବେଦାନ୍ତ ତୀରନ୍ଦାଜ ଅଭିଯାନ’ର ଆରମ୍ଭ କରାଯାଇଛି। ବିଶେଷକରି ବେଦାନ୍ତ ଲିମିଟେଡର ଲାଞ୍ଜିଗଡ଼ କ୍ଷେତ୍ରର ସ୍ଥାନୀୟ ଯୁବକ ତଥା ପିଲାମାନଙ୍କର ସାମଗ୍ରିକ ବିକାଶ ଜରିଆରେ ଉକ୍ତ ଟିମ୍‌ ଏକ…

ବାଲ୍‌କୋ ମେଡିକାଲ ସେଣ୍ଟରର ୫ମ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର,୨୮।୩: ବାଲ୍‌କୋ ମେଡିକାଲ୍‌ ସେଣ୍ଟର (ବିଏମ୍‌ସି)ର ୫ମ ପୂର୍ତ୍ତି ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଏମ୍‌ସିରେ ଏକ ଅତ୍ୟାଧୁନିକ ହାଲିକେୟନ୍‌ ରେଡିଓଥେରାପି ମେଶିନର ଶୁଭାରମ୍ଭ କରାଯାଇଛି। ଏ ସମ୍ପର୍କରେ ବିଏମ୍‌ସିର ଅଧ୍ୟକ୍ଷା ଜ୍ୟୋତି ଅଗ୍ରୱାଲ୍‌ କହିଛନ୍ତି, ବିଗତ ୫ବର୍ଷ…

ଏସ୍‌ଭିବିର ୪୯% ଅଧିଗ୍ରହଣ କରିବ ଫାଷ୍ଟ ସିଟିଜେନ୍ସ

ନୂଆଦିଲ୍ଲୀ,୨୮।୩: ବିଗତ କିଛି ଦିନ ହେବ ସାରା ବିଶ୍ୱରେ ସିଲିକନ ଭ୍ୟାଲି ବ୍ୟାଙ୍କ (ଏସ୍‌ଭିବି)ର ଆର୍ଥିକ ସଂକଟକୁ ନେଇ ଚର୍ଚ୍ଚା ଜାରି ରହିଛି। ଏପରିକି ଏସଭିବି ପାଇଁ ବିଶ୍ୱ ଅର୍ଥନୀତିରେ ମଧ୍ୟ ମାନ୍ଦାବସ୍ଥା ସୃଷ୍ଟି ହେବାକୁ ଯାଉଛି। ଏହାରି ମଧ୍ୟରେ ସୋମବାର…

‘ପାୱାରିଂ ଡିଜିଟାଲ ଇଣ୍ଡିଆ ପ୍ରତି ପ୍ରତିଶ୍ରୁତିବଦ୍ଧ’

ଭୁବନେଶ୍ୱର,୨୭।୩: ସେଣ୍ଟ୍ରାଲ ଟୁଲ୍‌ ରୁମ୍‌ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି)ର ଭୁବନେଶ୍ୱର କେନ୍ଦ୍ରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦିଗଦର୍ଶନ ଓ ତାଲିମ ପ୍ରଦାନ କରାଯାଇଥିବା ଛାତ୍ରୀଛାତ୍ରଙ୍କୁ ନିକଟରେ ସାର୍ଟିଫିକେଟ ପ୍ରଦାନ କରାଯାଇଛି। ବିଶେଷ କରି ସାମ୍‌ସଙ୍ଗ ଇଣ୍ଡିଆର ଫ୍ଲାଗଶିପ ସିଏସଆର…

୫୦୦ ସହରରେ ଏୟାରଟେଲ୍‌ ୫ଜି ପ୍ଲସ୍‌

ନୂଆଦିଲ୍ଲୀ,୨୭।୩: ଦେଶର ପ୍ରମୁଖ ଟେଲିକମ କମ୍ପାନୀ ଭାରତୀ ଏୟାରଟେଲ୍‌ ପକ୍ଷରୁ ଏୟାରଟେଲ ୫ଜି ପ୍ଲସର ଏକ ମେଗା ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଗୋଟିଏ ଦିନରେ ଦେଶର ୨୩୫ଟି ସହରରେ ଉକ୍ତ ସେବାର ଶୁଭାରମ୍ଭ ହୋଇଯାଇଛି। ଏପରିକି ଦେଶର ମୋଟ…

ଆଇସିଏଆଇ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୭।୩: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍‌ ଅଫ୍‌ ଇଣ୍ଡିଆ (ଆଇସିଏଆଇ)ର ଭୁବନେଶ୍ୱର ଶାଖା ପକ୍ଷରୁ ରବିବାର ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ବିଶେଷକରି ବ୍ୟାଙ୍କ ଶାଖା ଅଡିଟ୍‌-୨୦୨୩ ଶୀର୍ଷକ ବିଷୟବସ୍ତୁ ଉପରେ ଉକ୍ତ ସେମିନାର ଆୟୋଜିତ ହୋଇଯାଇଛି। ଏହି…

ପୁରୀ ଗ୍ରାଣ୍ଡ ରୋଡରେ ମୁଫ୍‌ତି ଏକ୍ସକ୍ଲୁସିଭ୍‌ ଷ୍ଟୋର

ପୁରୀ,୨୭।୩: ଦେଶର ପ୍ରମୁଖ ଗାରମେଣ୍ଟ ବ୍ରାଣ୍ଡ୍‌ ମୁଫ୍‌ତର ଓଡିଶା ବଜାର ପକ୍ଷରୁ ଆଉ ଏକ ନୂତନ ଆଉଟଲେଟର ଶୁଭାରମ୍ଭ କରାଯାଇଛି। ଏପରିକି ରବିବାର ପୁରୀ ଗ୍ରାଣ୍ଡ ରୋଡଠାରେ ମୁଫ୍‌ତ ଏକ୍ସକ୍ଲୁସିଭ୍‌ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌.ସ୍କୋୟାର ମାର୍କେଟିଂ ପ୍ରାଇଭେଟ…

ବେଦାନ୍ତ ଆଲୁମିନିୟମ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର,୨୭।୩: ଦେଶର ପ୍ରମୁଖ ମେଟାଲର୍ଜିକାଲ ଗ୍ରେଡର ଆଲୁମିନାର ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ବିଶେଷକରି କମ୍ପାନୀର ଓଡ଼ିଶା ୟୁନିଟ ଲାଞ୍ଜିଗଡ ଏବଂ କଳାହାଣ୍ଡି ଜିଲା ଓଡ଼ିଶା ବ୍ଲଡ ସେଣ୍ଟରର ମିଳିତ ସହଯୋଗରେ…

କଟକରେ ଟର୍ଟଲର ଏକ୍ସକ୍ଲୁସିଭ୍‌ ଆଉଟ୍‌ଲେଟ

କଟକ,୨୭।୩: ଦେଶର ପ୍ରମୁଖ ଗାର୍ମେଣ୍ଟ ବ୍ରାଣ୍ଡ୍‌ ଟର୍ଟଲ ଓଡ଼ିଶା ବଜାର ପକ୍ଷରୁ ଆଉ ଏକ ନୂତନ ଆଉଟ୍‌ଲେଟର ଶୁଭାରମ୍ଭ କରାଯାଇଛି। ଏପରିକି କଟକ ମଙ୍ଗଳାବାଗଠାରେ ଟର୍ଟଲର ଏକ୍ସକ୍ଲୁସିଭ୍‌ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌.ସ୍କୋୟାର ମାର୍କେଟିଂ ପ୍ରାଇଭେଟ ଲିମିଟେଡ୍‌ର ନିର୍ଦ୍ଦେଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?