ଶ୍ୟାମ୍ ଷ୍ଟିଲ୍ ଏଲ୍ଏସ୍ଜିର ପ୍ରମୁଖ ପ୍ରାୟୋଜକ
ନୂଆଦିଲ୍ଲୀ,୨୪।୩:ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପ୍ରମୁଖ ଟିମ୍ ଲକ୍ଷ୍ନୌ ସୁପର ଜାଏଣ୍ଟସ (ଏଲ୍ଏସ୍ଜି) ଏବଂ ଶ୍ୟାମ ଷ୍ଟିଲ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହୋଇଥିବା ଜଣାପଡ଼ିଛି। ବିଶେଷକରି ଆଇପିଏଲ୍ ଫ୍ରାଞ୍ଚାଇଜି ଲକ୍ଷ୍ନୌ ସୁପର ଜାଏଣ୍ଟସର ପ୍ରମୁଖ ପ୍ରାୟୋଜକ ଭାବେ…
ମହିନ୍ଦ୍ରା ଥର୍ ଅଫ୍ ରୋଡ୍ ଅନୁଭୂତି
ଭୁବନେଶ୍ୱର,୨୪।୩: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍(ଏମ୍ଏମ୍ଏଲ୍) ପକ୍ଷରୁ ‘ମହିନ୍ଦ୍ରା ଥର୍’ ଗ୍ରାହକଙ୍କ ପାଇଁ ଏକ ଅଭିନବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ମହିନ୍ଦ୍ରା ଥର ଗାଡ଼ିର ଭୁବନେଶ୍ୱର ଓ କଟକ ଗ୍ରାହକମାନଙ୍କ ପାଇଁ ସ୍ଥାନୀୟ କୁଆଖାଇ…
ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ନୂତନ ଉତ୍ପାଦ ଉନ୍ମୋଚିତ
ନୂଆଦିଲ୍ଲୀ,୨୪।୩:ଆକ୍ସିସ୍ ବ୍ୟାଙ୍କ୍ ପକ୍ଷରୁ ଗ୍ରାହକମାନଙ୍କ ପାଇଁ ଏକ ନୂତନ ଉତ୍ପାଦ ‘ମାଇକ୍ରୋପେ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଇଜି ଟ୍ୟାପ୍ ବାଏ ରେଜର ପେ ଓ ମାଇଁ ପିନ୍ ପ୍ୟାଡ୍ ସହଯୋଗରେ ବ୍ୟାଙ୍କ ଭାରତର ପ୍ରଥମ ପିନ୍ ଅନ୍ ମୋବାଇଲ…
ଯାଜପୁର ରୋଡ୍ରେ ଚାନ୍ଦି ଭଣ୍ଡାର
ଯାଜପୁର ଅଫିସ,୨୪ା୩:ଯାଜପୁର ରୋଡ୍ର ରାଧାନାଥ ମାର୍ଗ ଉତ୍ସବ ପ୍ୟାଲେସ ନିକଟରେ ଗୁରୁବାର ଚାନ୍ଦି ଭଣ୍ଡାରର ଏକ ନୂଆ ଶୋ’ରୁମ୍ ଲୋକାର୍ପିତ ହୋଇଛି। ଚାନ୍ଦିରେ ନିର୍ମିତ ଅଳଙ୍କାର ସହ ଏଠାରେ ଚାନ୍ଦି ବାସନ କୁସନ, ଉପହାର ଏବଂ ବିଭିନ୍ନ ପ୍ରକାର ଘରସଜ୍ଜା ସାମଗ୍ରୀ…
ମଡେଲ ରେଞ୍ଜର ମୂଲ୍ୟ ବଢ଼ାଇବ ମାରୁତି ସୁଜୁକି
ନୂଆଦିଲ୍ଲୀ,୨୪।୩:ଦେଶର ପ୍ରମୁଖ ଅଟୋମାବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍(ଏମ୍ଏସ୍ଆଇଏଲ୍) ତା’ର ବିଭିନ୍ନ ମଡେଲ ଉପରେ ଦର ବୃଦ୍ଧି କରିବାକୁ ଯାଉଛି। ଏପରିକି ଚଳିତ ବର୍ଷ ଏପ୍ରିଲରୁ ନୂଆ ଦର ସୂଚୀ ପ୍ରକାଶିତ ହେବ ବୋଲି ଗୁରୁବାର ଏମ୍ଏସ୍ଆଇଏଲ୍ ପକ୍ଷରୁ କୁହାଯାଇଛି।…
ସୁନ୍ଦର ପିଚାଇଙ୍କୁ ଗୁଗଲ କର୍ମଚାରୀଙ୍କ ଖୋଲା ଚିଠି…
ଓ୍ବାଶିଂଟନ,୨୩।୩ : ଗୁଗଲର ୧୨ ହଜାର କର୍ମଚାରୀଙ୍କ ଛଟେଇ ଘୋଷଣା କରେ ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ ଇଙ୍କର ପ୍ରାୟ ୧୪୦୦ କର୍ମଚାରୀ ଏକ ଖୋଲା ଚିଠିରେ ଦସ୍ତଖତ କରିଛନ୍ତି। ଛଟେଇ ପ୍ରକ୍ରିୟା ନେଇ ପୁଣି ଚିନ୍ତା କରିବାକୁ ଆହ୍ବାନ ଦେଇଛି। ବ୍ଲୁମବର୍ଗ…
ହିଣ୍ଡେନବର୍ଗର ଚେତାବନୀ, ପୁଣି ଆସିବ ବଡ଼ ରିପୋର୍ଟ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୩ : ଏହାର ରିପୋର୍ଟ ଜରିଆରେ ଷ୍ଟକ ମାର୍କେଟରେ ହଇଚଇ ସୃଷ୍ଟି କରିଥିବା ଲୋକପ୍ରିୟ ହିଣ୍ଡେନବର୍ଗ ରିସର୍ଚ୍ଚ ବର୍ତ୍ତମାନ ଖୁବ ଶୀଘ୍ର ଆଉ ଏକ ବଡ ରିପୋର୍ଟ ଆଣିବ ବୋଲି ଚେତାବନୀ ଦେଇଛି। ଶର୍ଟ ସେଲିଂ ଫାର୍ମ ଏକ ଟୁଇଟରେ କହିଛି…
ଏଏଫ୍ଏଲ୍ ସହ ଆକ୍ସିସ୍ ବ୍ୟାଙ୍କ୍ର ସହଭାଗିତା
ନୂଆଦିଲ୍ଲୀ,୨୩।୩: ଆକ୍ସିସ୍ ବ୍ୟାଙ୍କ୍ ଏବଂ ଅଟୋଟ୍ରାକ୍ ଫାଇନାନ୍ସ ଲିମିଟେଡ୍ (ଏଏଫ୍ଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ହୋଇଥିବା ଜଣାପଡିଛି। ବିଶେଷ ୟୁବି କୋ ଡଟ୍ ଲେଣ୍ଡ୍ ପ୍ଲାଟଫର୍ମ ଜରିଆରେ କୋ-ଲେଣ୍ଡିଂ ମଡେଲ୍ ଅଧିନରେ ଉକ୍ତ ସହଭାଗିତା ସ୍ଥାପନ ସମ୍ପର୍କରେ ଘୋଷଣା କରାଯାଇଛି।…
ଓଡ଼ିଶାରେ ଶତପ୍ରତିଶତ ବିଦ୍ୟୁତୀକରଣ
ଭୁବନେଶ୍ୱର,୨୩।୩: ଭାରତୀୟ ରେଲଓ୍ବେର ପ୍ରମୁଖ କ୍ଷେତ୍ର ଓଡ଼ିଶାରେ ଶତପ୍ରତିଶତ ବିଦ୍ୟୁତୀକରଣ ହୋଇଥିବା ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ରେଲଓ୍ବେର ଓଡ଼ିଶା କ୍ଷେତ୍ରରେ ବର୍ତ୍ତମାନ ୨,୮୨୨ ରୁଟ୍ କିଲୋମିଟର ବ୍ରଡ୍ ଗେଜ୍ ନେଟ୍ୱର୍କ ରହିଛି, ଯାହାର ୧୦୦% ବିଦ୍ୟୁତୀକରଣ ସମ୍ପୂର୍ଣ୍ଣ ହୋଇଥିବା…
ଜୋନ୍ସ୍ତରୀୟ କ୍ରେତା-ବିକ୍ରେତା ସମ୍ମିଳନୀ
କଟକ,୨୩।୩: ଓଡ଼ିଶା ସରକାରଙ୍କ ଉପ ମତ୍ସ୍ୟ ନିର୍ଦ୍ଦେଶକ କଟକ ଜୋନ୍ କଟକଙ୍କ ପକ୍ଷରୁ ବୁଧବାର ସ୍ଥାନୀୟ ସର୍ବେକ୍ଷଣ ଓ ମାନଚିତ୍ର ପ୍ରକାଶନ ସଂସ୍ଥାର ସମ୍ମିଳନୀ କକ୍ଷରେ ଏକ ଜୋନ୍ସ୍ତରୀୟ କ୍ରେତା-ବିକ୍ରେତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀକୁ ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତିରଞ୍ଜନ…
ପହିଲାରୁ ମୂଲ୍ୟ ବଢ଼ାଇବ ହିରୋ
ନୂଆଦିଲ୍ଲୀ,୨୩।୩: ଦେଶର ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ‘ହିରୋ ମୋଟୋକର୍ପ’ ଚଳିତ ବର୍ଷ ଏପ୍ରିଲ ୧ରୁ ବାଇକ୍ ମୂଲ୍ୟ ବଢ଼ାଇବାକୁ ଯାଉଛି। ଏହି ବର୍ଦ୍ଧିତ ମୂଲ୍ୟ ଆସନ୍ତା ମାସ ପହିଲାଠାରୁ ଲାଗୁହେବ। ଏ ନେଇ ବୁଧବାର ହିରୋ ମୋଟୋକର୍ପ ପକ୍ଷରୁ କୁହାଯାଇଛି,…
ମୁକେଶ ଏସିଆର ୧ ନମ୍ବର ଧନୀ
ନୂଆଦିଲ୍ଲୀ,୨୩।୩ : ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍ (ଆର୍ଆଇଏଲ୍)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ପୁଣି ଥରେ ଭାରତ ଓ ଏସିଆର ୧ ନମ୍ବର ଧନୀ ବ୍ୟକ୍ତିର ସ୍ଥାନ ହାସଲ କରିଛନ୍ତି। ଏପରିକି ସେ ବିଶ୍ୱର ଟପ୍-୧୦ ଧନୀ ବ୍ୟକ୍ତିଙ୍କ ସୂଚୀରେ ମଧ୍ୟ ଏକମାତ୍ର…

