ଖସିଲା ଶେୟାର ବଜାର
ନୂଆଦିଲ୍ଲୀ,୧୧।୧୧:କ୍ରମାଗତ ୨ ଦିନ ଲାଗି ଶେୟାର ବଜାରର କାରବାର ହ୍ରାସ ଘଟିଛି। ଫଳରେ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ମଧ୍ୟ ହରାଇଛନ୍ତି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟଦିବସର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍...
୫୦୦ରୁ ଅଧିକ ପରିବାରକୁ ଗୃହନିର୍ମାଣ ସହାୟତା
ଭୁବନେଶ୍ୱର,୧୧।୧୧:ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସ୍ପି)ର ସିଏସ୍ଆର୍ ଶାଖା ଜେଏସ୍ପି ଫାଉଣ୍ଡେଶନ ପକ୍ଷରୁ ‘ପ୍ରୋଜେକ୍ଟ ଆସିଆନା’ର ଶୁଭାରମ୍ଭ କରାଯାଇଛି। ଉକ୍ତ ପ୍ରକଳ୍ପ ଜରିଆରେ ଦେଶର ଆର୍ଥିକ ଦୁର୍ବଳ ପରିବାରକୁ ଗୃହନିର୍ମାଣର ସହାୟତା ଯୋଗାଇଦିଆଯିବ। ଏପରିକି...
ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ
ମୁମ୍ବାଇ,୧୧।୧୧:ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ଜିଓ ଟ୍ରୁ-୫ଜି ସେବାର ସଫଳ ବିଟା ପରୀକ୍ଷଣର ଶୁଭାରମ୍ଭ ପରେ ରିଲାଏନ୍ସ ଜିଓ ପକ୍ଷରୁ ଗୁରୁବାର ବେଙ୍ଗାଲୁରୁ ଓ ହାଇଦ୍ରାବାଦଠାରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ଉକ୍ତ ୨ସହର ଭାରତର ସାଇବର ଓ...
‘ଆଇସିଏଲ୍ ଫିନ୍କର୍ପ’ ଗ୍ରାହକଙ୍କ ବିଶ୍ୱାସ ଜିତିପାରିଛି
ଭୁବନେଶ୍ୱର,୧୧।୧୧:ଦେଶର ପ୍ରମୁଖ ଘରୋଇ ସଂସ୍ଥା ‘ଆଇସିଏଲ୍ ଫିନ୍କର୍ପ’ର ନୂତନ ଶାଖାଗୁଡ଼ିକ ଶୁଭାରମ୍ଭ କରାଯାଇଛି। ଏପରିକି ଓଡ଼ିଶା ବଜାରରେ କମ୍ପାନୀର ୧୩ଟି ନୂତନ ଶାଖା ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଆଇସିଏଲ୍ ଫିନ୍କର୍ପର ସିଏମ୍ଡି ଆଡ୍ଭୋକେଟ କେ.ଜି. ଅନିଲ କୁମାର...
ଆଧାର ସହ ଜଡ଼ିତ ନିୟମରେ ବଡ ପରିବର୍ତ୍ତନ; ଏବେ ପ୍ରତି ୧୦ ବର୍ଷରେ କରିବାକୁ ହେବ ଅପ୍ଡେଟ୍
ନୂଆଦିଲ୍ଲୀ,୧୦।୧୧: ଆଧାରକାର୍ଡକୁ ନେଇ ଜାରି ହେଲା ନୂଆ ନିର୍ଦ୍ଦେଶନାମା। ଦଶ ବର୍ଷ ପୂର୍ବେ ଯେଉଁମାନେ ଆଧାର କାର୍ଡ ପାଇଥିଲେ ଏବଂ ଏହାକୁ କେବେବି ଅପଡେଟ କରିନାହାନ୍ତି ସେମାନଙ୍କ ପାଇଁ ସରକାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା...
ଓଏବି ପକ୍ଷରୁ ମାଗଣାରେ ଔଷଧ ବଣ୍ଟନ
କଟକ,୧୦।୧୧: ରାଜ୍ୟର ସର୍ବପୁରାତନ ତଥା ଜଣାଶୁଣା ଆୟୁର୍ବେଦିକ ପ୍ରତିଷ୍ଠାନ ଓଡ଼ିଶା ଆୟୁର୍ବେଦ ଭବନ (ଓଏବି) ପକ୍ଷରୁ ବାଲିଯାତ୍ରା ପରିପ୍ରେକ୍ଷୀରେ ଏକ ବୃହତ୍ ଷ୍ଟଲର ଶୁଭାରମ୍ଭ କରାଯାଇଛି। ଏପରିକି କଟକ ବାଲିଯାତ୍ରା ତଳପଡ଼ିଆଠାରେ ନିକଟରେ ଓଏବିର ଷ୍ଟଲ୍ ଉଦ୍ଘାଟିତ ହୋଇଯାଇଛି। ଏହି...
ବାଲିଯାତ୍ରାରେ ଡିଅନ୍ ଗ୍ରୁପ୍ର ଆକର୍ଷଣୀୟ ମଣ୍ଡପ
କଟକ,୧୦।୧୧: ରାଜ୍ୟର ପ୍ରମୁଖ ବାଣିଜି୍ୟକ ସଂସ୍ଥା (କମ୍ପାନୀ) ଡିଅନ୍ ଗ୍ରୁପ୍ ପକ୍ଷରୁ ୨ଟି ଆକର୍ଷଣୀୟ ଷ୍ଟଲ୍ (ମଣ୍ଡପ) କଟକ ବାଲିଯାତ୍ରା ପଡ଼ିଆରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆନ୍ ବ୍ୟାଙ୍କର କ୍ଷେତ୍ର ପରିଚାଳକ ମନୋଜ ଦାସ ସମ୍ମାନିତ ଅତିଥି ଭାବେ...
‘ମାଗଣା ସେବା ଯୋଗାଉଛି କଳିଙ୍ଗ ହସ୍ପିଟାଲ’
କଟକ,୧୦।୧୧: ରାଜ୍ୟର ସର୍ବପୁରାତନ ଘରୋଇ ଚିକିତ୍ସାଳୟ ‘କଳିଙ୍ଗ ହସ୍ପିଟାଲ’ ପକ୍ଷରୁ କଟକ ବାଲିଯାତ୍ରରେ ମାଗଣା ଆମ୍ବୁଲାନ୍ସ ସାଙ୍ଗକୁ ସ୍ବାସ୍ଥ୍ୟସେବା ମଧ୍ୟ ଯୋଗାଇ ଦିଆଯାଉଛି। ବିଶେଷକରି ହସ୍ପିଟାଲର ନୂତନ ମ୍ୟାନେଜମେଣ୍ଟର ଚେୟାରମ୍ୟାନ ଡା. ଶିତିକଣ୍ଠ ଦାଶଙ୍କ ଆହ୍ବାନକ୍ରମେ ପ୍ରଥମ ଥର ପାଇଁ...
ଭିଜିଲାନ୍ସ ସଚେତନତା ସପ୍ତାହ ଉଦ୍ଯାପିତ
ନୂଆଦିଲ୍ଲୀ,୧୦।୧୧: କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍ଆଇସି)ର ଗୁଜରାଟ ଆଞ୍ଚଳିକ କାର୍ଯ୍ୟାଳୟ ଅହମଦାବାଦ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ଇଏସ୍ଆଇସି ମୁଖ୍ୟ କାର୍ଯ୍ୟାଳୟ ସମେତ ଦେଶର ସମସ୍ତ ଶାଖା କାର୍ଯ୍ୟାଳୟରେ ମଧ୍ୟ ‘ଭିଜିଲାନ୍ସ ସଚେତନତା...
ଭାରତୀୟ ମୁଦ୍ରାରେ ଅନ୍ତର୍ଜାତୀୟ ବାଣିଜ୍ୟ କାରବାରକୁ ମଞ୍ଜୁରୀ
ନୂଆଦିଲ୍ଲୀ,୧୦।୧୧: ସାରା ବିଶ୍ୱ ଏପରିକି ଭାରତରେ ମଧ୍ୟ ମାନ୍ଦାବସ୍ଥା ଜାରି ରହିଛି। ଦେଶରେ ଉଭୟ ଅନ୍ତଃରାଷ୍ଟ୍ରୀୟ ଓ ସ୍ଥାନୀୟ ସମସ୍ୟା ମଧ୍ୟ ବୃଦ୍ଧି ପାଇ ଚାଲିଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ବୁଧବାର ଭାରତୀୟ ମୁଦ୍ରା ବା ଟଙ୍କା (ଆଇଏନ୍ଆର୍)...
ଭାରତ ପାଇଁ ଆବଶ୍ୟକ ୧୦ ହଜାର ଅମ୍ବାନୀ-୨୦ ହଜାର ଆଦାନୀ…
ନୂଆଦିଲ୍ଲୀ,୯।୧୧ : ଭାରତର ଜି-୨୦ ଶେର୍ପା ଅମିତାଭ କାଣ୍ଟ କହିଛନ୍ତି ଯେ ଭାରତର ବିକାଶ ପାଇଁ ୧୦ ହଜାର ଅମ୍ବାନୀ ଏବଂ ୨୦ ହଜାର ଆଦାନୀ ଆବଶ୍ୟକ। କେବଳ ସେତେବେଳେ ହିଁ ଦେଶର ବିକାଶ ସମ୍ଭବ ହୋଇ ପାରିବ। ତେଣୁ...
ଫୋର୍ବସ ପତ୍ରିକାର ୨୦ ଏସିଆ ମହିଳା ଉଦ୍ୟୋଗୀଙ୍କ ମଧ୍ୟରେ ୩ ଭାରତୀୟ…
ଓ୍ବାଶିଂଟନ,୯।୧୧ : ଫୋର୍ବସ ପତ୍ରିକାର ନଭେମ୍ବର ସଂଖ୍ୟାରେ ପ୍ରକାଶିତ ୨୦ ଜଣ ଏସୀୟ ମହିଳା ଉଦ୍ୟୋଗୀଙ୍କ ତାଲିକାରେ ତିନିଜଣ ଭାରତୀୟଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ତାଲିକାରେ କୋଭିଡ-୧୯ ମହାମାରୀ ଯୋଗୁ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ବ୍ୟବସାୟ ବୃଦ୍ଧିରେ ଉଲ୍ଲେଖନୀୟ ସଫଳତା...
Archives


