ଧାରା କାର୍ଯ୍ୟକ୍ରମର ‘ସମୁଦ୍ର ମନ୍ଥନ’
ଭୁବନେଶ୍ୱର,୯।୧୧: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ୩ ଦିନିଆ ଜାତୀୟ ଧାରା କାର୍ଯ୍ୟକ୍ରମ ‘ସମୁଦ୍ର ମନ୍ଥନ’ର ଶୁଭାରମ୍ଭ...
ମେଟ୍ରୋ କମ୍ପ୍ୟୁଟେକ୍ ଉଦ୍ଘାଟିତ
ଭୁବନେଶ୍ୱର,୯।୧୧: ବର୍ତ୍ତମାନ ସମୟରେ ସବୁ ବର୍ଗର ଲୋକ ଆଇଟି ଓ ଟୋକ୍ନୋଲୋଜି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ବିଶେଷକରି ସାଧାରଣ ଲୋକଙ୍କଠାରୁ ଆରମ୍ଭକରି ଉଭୟ ଘରୋଇ ଏବଂ ସରକାରୀ କ୍ଷେତ୍ରର ଆବଶ୍ୟକତା ପୂରଣ କରିବା ଲକ୍ଷ୍ୟରେ ସୋମବାର ସ୍ଥାନୀୟ...
ଭାରତ ମସଲାର ବୃହତ୍ ଷ୍ଟଲ୍
କଟକ,୯।୧୧: ରାଜ୍ୟର ପ୍ରମୁଖ ମସଲା ଉଦ୍ୟୋଗ ‘ଭାରତ ମସଲା’ର ଏକ ଆକର୍ଷଣୀୟ ଷ୍ଟଲ୍ କଟକ ବାଲିଯାତ୍ରା ପରିସରରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍ଘାଟନ...
ବାଲିଯାତ୍ରା ପରିସରରେ ରୁଚି ମଣ୍ଡପ
କଟକ,୯।୧୧: ରାଜ୍ୟର ପ୍ରମୁଖ ଖାଦ୍ୟ ପ୍ରକ୍ରିୟାକରଣ ସଂସ୍ଥା ‘ରୁଚି’ର ସର୍ବବୃହତ୍ ଷ୍ଟଲ୍ କଟକ ବାଲିଯାତ୍ରା ପଡ଼ିଆରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ କଟକ ଡିସିପି ପିନାକ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ‘ରୁଚି ମେଗା ଖାଦ୍ୟ ମଣ୍ଡପ’ର...
ହୋଣ୍ଡାର ୨ ନିୟୁତ ଉତ୍ପାଦନ ମାଇଲଖୁଣ୍ଟ
ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ (ଏଚ୍ସିଆଇଏଲ୍) ପକ୍ଷରୁ ନିକଟରେ ଭାରତ ବଜାରର ଏକ ବଡ଼ ସଫଳତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତରେ ଏଚ୍ସିଆଇଏଲ ମୋଟ ଉତ୍ପାଦନ ୨ ନିୟୁତ ୟୁନିଟ୍...
ହିରୋର ଅଫ୍-ରୋଡ୍ ରାଇଡିଂ ଉଦ୍ଯାପିତ
ନୂଆଦିଲ୍ଲୀ, ୯।୧୧: ହିରୋ ମୋଟୋକର୍ପ ପକ୍ଷରୁ ଅଫ୍-ରୋଡ୍ ରାଇଡିଂ ଚାମ୍ପିୟନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶବ୍ୟାପୀ ଦୀର୍ଘ ୪ମାସର ପ୍ରତିଯୋଗିତା ପରେ ଉକ୍ତ ପ୍ରତିଯୋଗିତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ସେହିଭଳି ଉକ୍ତ ପ୍ରତିଯୋଗିତାରେ ଅସଦ ଖାନ୍ ଚାମ୍ପିୟନ...
ଭୁବନେଶ୍ୱରରେ ଏଭେରେଷ୍ଟ ବିକେସିସି
ଭୁବନେଶ୍ୱର,୯।୧୧: ଓଡ଼ିଶାର ହସ୍ପିଟାଲିଟି ଛାତ୍ରୀଛାତ୍ରୀମାନଙ୍କ ପାଇଁ ପ୍ରଥମ ଥର ଏକ ଜାତୀୟସ୍ତରର କୁକିଂ ପ୍ରତିଯୋଗିତା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ କ୍ୟାଟରିଂ ଟେକ୍ନୋଲୋଜି ଏବଂ ଆପ୍ଲାଏଡ୍ ନ୍ୟୁଟ୍ରିସନ୍ ଭୁବନେଶ୍ୱର ଦ୍ୱାରା ଆୟୋଜିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାର ସିଜନ୍-୪ କାର୍ଯ୍ୟକ୍ରମ ‘ଏଭେରେଷ୍ଟ...
ଜିଏସ୍ଟି ବ୍ୟବସ୍ଥାର ପରିବର୍ତ୍ତନ ଆବଶ୍ୟକ
ନୂଆଦିଲ୍ଲୀ,୯।୧୧: ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ହାର କ୍ରମାଗତ ଭାବେ ହ୍ରାସ ପାଉଥିବା ନେଇ ପ୍ରଧାନମନ୍ତ୍ରୀଙ୍କ ଅର୍ଥନେତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ବିବେକ ଦେବରାୟ ଚିନ୍ତା ପ୍ରକଟ କରିଛନ୍ତି। ବିଶେଷକରି କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ...
ବୃଦ୍ଧି ପାଉଛି ବୀମା ଶିଳ୍ପର କାରବାର
ନୂଆଦିଲ୍ଲୀ, ୯।୧୧: ଗତ କିଛି ମାସ ହେବ ବିଭିନ୍ନ କାରଣ ଓ ମାନ୍ଦାବସ୍ଥା ଯୋଗୁ ଭାରତୀୟ ବୀମା ଶିଳ୍ପରେ ବ୍ୟାପକ ଅସ୍ଥିରତା ଦେଖାଦେଇଥିଲା। କାରଣ କୋଭିଡ୍ ଯୋଗୁ ସବୁ ବର୍ଗର ଲୋକ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତିରେ...
ବିଓଆଇ ପକ୍ଷରୁ ସତର୍କତା ସଚେତନତା ସପ୍ତାହ
ଭୁବନେଶ୍ୱର,୮।୧୧: ବ୍ୟାଙ୍କ ଅଫ୍ ଇଣ୍ଡିଆ(ବିଓଆଇ)ର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଗତ ୩୧ ଅକ୍ଟୋବର ୨୦୨୨ରିଖଠାରୁ ଚଳିତ ମାସ ୬ ତାରିଖ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର କର୍ମଚାରୀ ଓ ଗ୍ରାହକମାନଙ୍କ ମଧ୍ୟରେ...
ଜିଲା ଜଙ୍ଗଲ କାର୍ଯ୍ୟାଳୟକୁ ଲିଫ୍ ବ୍ଲୋୟର ପ୍ରଦାନ
ଭୁବନେଶ୍ୱର,୮।୧୧: ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍ ପକ୍ଷରୁ ନିକଟରେ ଝାରସୁଗୁଡ଼ା ଜିଲା ଜଙ୍ଗଲ କାର୍ଯ୍ୟାଳୟକୁ ଲିଫ୍ ବ୍ଲୋୟର ପ୍ରଦାନ କରାଯାଇଛି। ଏପରିକି ବେଦାନ୍ତ ଲିଃ’ର ସିଇଓ ସୁନୀଲ ଗୁପ୍ତା ଉକ୍ତ ଯନ୍ତ୍ରପାତି (ଲିଫ ବ୍ଲୋୟର) କୁ ଜିଲା ଜଙ୍ଗଲ ଅଧିକାରୀ...
ଦିଗପହଣ୍ଡିରେ ଟ୍ରେଣ୍ଡ୍ସର ଏକ୍ସକ୍ଲୁସିଭ ଷ୍ଟୋର
ଭୁବନେଶ୍ୱର,୮।୧୧: ରିଲାଏନ୍ସ ରିଟେଲ୍ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଗଞ୍ଜାମ ଜିଲାର ଦିଗପହଣ୍ଡି ସହରରେ ଶୁଭାରମ୍ଭ ହୋଇଯାଇଛି। ଉଲ୍ଲେଖଯୋଗ୍ୟ ଯେ ୫୨୦୦ ବର୍ଗଫୁଟ ପରିମିତ ସ୍ଥାନରେ ନବନିର୍ମିତ ଏହି ଷ୍ଟୋରରେ ଟ୍ରେଣ୍ଡି...
Archives


