ବାଣିଜ୍ୟ

ଏଚ୍‌ଡିଏଫ୍‌ସି ଉପରେ ଜରିମାନା ଲଗାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୧୮।୩: ନ୍ୟାଶନାଲ ହାଉସିଂ ବ୍ୟାଙ୍କ(ଏନ୍‌ଏଚ୍‌ବି)ର କିଛି ନିୟମ ପାଳନ ନ କରିବା ଲାଗି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ହାଉସିଂ ଡେଭଲପମେଣ୍ଟ ଫାଇନାନ୍ସ କର୍ପୋରେସନ ଲିମିଟେଡ(ଏଚ୍‌ଡିଏଫ୍‌ସି) ଉପରେ ୫ ଲକ୍ଷ ଟଙ୍କାର ଜରିମାନା ଲଗାଇଛି। କେନ୍ଦ୍ରୀୟ ବ୍ୟାଙ୍କ ଶୁକ୍ରବାର ଏହି…

‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’ର ୩ୟ ସଂସ୍କରଣ: ସମ୍ମାନିତ ହେଲେ ୨୧ ଉଦ୍ୟୋଗପତି

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’ର ୩ୟ ସଂସ୍କରଣ ଶେଷ ହୋଇଛି। ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସମ୍ପାଦକ ତଥାଗତ ସତପଥୀ ଅତିଥିମାନଙ୍କ ପରିଚୟ ପ୍ରଦାନ…

ତଥାଗତଙ୍କୁ ଧନ୍ୟବାଦ ଜଣାଇଲେ ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟବସାୟୀଙ୍କୁ ଉଦ୍ୟୋଗ କ୍ଷେତ୍ରରେ ଉତ୍ସାହିତ କରିବାକୁ ଧରିତ୍ରୀ ଓ ଓଡ଼ିଶାପୋଷ୍ଟ ଏକ ପ୍ରୟାସ ଜାରି ରଖିଛି। ଯେଉଁମାନେ ଉଦ୍ୟୋଗ…

ଆରମ୍ଭ ହେଲା ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ ଶୁଭାରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ…

ଏଚ୍‌ ଆଣ୍ଡ ଏମ୍‌ର ଏକ୍ସକ୍ଲୁସିଭ କଲେକ୍ସନ

ଭୁବନେଶ୍ୱର,୧୮ା୩: ଦେଶର ପ୍ରମୁଖ ରିଟେଲ ଗାର୍ମେଟ ଚେନ୍‌ ‘ଏଚ୍‌ ଆଣ୍ଡ ଏମ୍‌’ର ଏକ୍ସକ୍ଲୁସିଭ କଲେକ୍ସନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ବସନ୍ତଋତୁ ଅବସରରେ ଉକ୍ତ ସଂଗ୍ରହ ନୂତନ ଋତୁ ପାଇଁ ଷ୍ଟାଇଲ ପରିବର୍ତ୍ତନର ସମ୍ଭାବନାକୁ ଅନୁସନ୍ଧାନ ଜାରି ରଖିଛି।…

ପ୍ରିପ୍‌ଲାଡରର ବାଜିମାତ୍‌

ନୂଆଦିଲ୍ଲୀ,୧୮ା୩: ଦେଶର ପ୍ରମୁଖ ଅନ୍‌ଲାଇନ ମେଡିକାଲ ପ୍ରସ୍ତୁତି ପ୍ଲାଟ୍‌ଫର୍ମ ‘ପ୍ରିପ୍‌ଲାଡର’ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍‌) ପୋଷ୍ଟ ଗ୍ରାଜୁଏଶନ (ପିଜି)-୨୦୨୩ ବା ନିଟ୍‌ ପିଜି-୨୦୨୩ ପରୀକ୍ଷା ଫଳାଫଳରେ ବାଜିମାତ୍‌ କରିଥିବା ସୂଚନା…

ବିଦେଶୀ ମୁଦ୍ରାଭଣ୍ଡାରରେ ହ୍ରାସ

ନୂଆଦିଲ୍ଲୀ,୧୮ା୩: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଏବଂ ମାନ୍ଦାବସ୍ଥା ଯୋଗୁ ଦେଶରେ କ୍ରମାଗତ ୩ୟ ମାସ ଲାଗି ବିଦେଶୀ ମୁଦ୍ରାଭଣ୍ଡାର (ଏଫ୍‌ଇଆର)ରେ ହ୍ରାସ ଘଟୁଛି। ଏପରିକି ଚଳିତ ସପ୍ତାହର କାରବାର ଶେଷ ବେଳକୁ ବିଦେଶ ମୁଦ୍ରାଭଣ୍ଡାର ୫୬୦ ବିଲିଅନ ଆମେରିକୀୟ ଡଲାରକୁ…

‘କାରବାର ଉପରେ କୌଣସି ପ୍ରଭାବ ପକାଇବ ନାହିଁ’

ନୂଆଦିଲ୍ଲୀ,୧୮ା୩: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ଆୟୁର୍ବେଦର ସହଯୋଗୀ କମ୍ପାନୀ ପତଞ୍ଜଳି ଫୁଡ୍‌ସ ଲିମିଟେଡ୍‌(ପିଏଫ୍‌ଏଲ୍‌)ର ପ୍ରମୋଟରଙ୍କ ଶେୟାରକୁ ଷ୍ଟକ୍‌ ବଜାର ପକ୍ଷରୁ ନିଷ୍କ୍ରିୟ(ଫ୍ରିଜ୍‌)କରି ଦିଆଯାଇଛି। ବିଶେଷକରି ସିକ୍ୟୁରିଟିଜ୍‌ ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍‌ ଇଣ୍ଡିଆ(ସେବି) ନିୟମ ୨୦୧୫ର ଧାରା…

ଟିଏସ୍‌ଏମ୍‌ଏଲ୍‌କୁ ଉତ୍କର୍ଷ ପୁରସ୍କାର

ନୂଆଦିଲ୍ଲୀ,୧୮ା୩: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଦୀର୍ଘସ୍ଥାୟୀ ଜଳ ପରିଚାଳନା ପାଇଁ ଟାଟା ଷ୍ଟିଲ୍‌ ମାଇନିଂର ଉନ୍ନତ ପ୍ରଯୁକ୍ତି ଓ ସମାଧାନ ବ୍ୟବସ୍ଥାକୁ ହୃଦୟଙ୍ଗମ କରି ଶ୍ରେଷ୍ଠ…

ଆଉ କିଛି ସମୟ ପରେ ଆରମ୍ଭ ହେବ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ । ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ…

ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ନର ଅଫ୍‌ ଦ ଇୟର୍‌’ ପୁରସ୍କାର

ନୂଆଦିଲ୍ଲୀ,୧୭।୩: ରିଜର୍ଭ ବ୍ୟାଙ୍କ ଅପ୍‌ ଇଣ୍ଡିଆ(ଆରବିଆଇ) ଗଭର୍ନର ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ନର ଅଫ୍‌ ଦ ଇୟର୍‌’ ପୁରସ୍କାର ପ୍ରଦାନ କରାଯାଇଛି। ଇଣ୍ଟରନ୍ୟାଶ୍‌ନାଲ୍‌ ପବ୍ଲିକେଶନ ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। କରୋନା ମହାମାରୀ ଏବଂ ୟୁକ୍ରେନ ଯୁଦ୍ଧର ଭୟଙ୍କର ପ୍ରଭାବ…

ଡିଏସ୍‌ପି ମ୍ୟୁଚୁଆଲ ଫଣ୍ଡର ନୂତନ ସେବା

ନୂଆଦିଲ୍ଲୀ,୧୭।୩:ଡିଏସ୍‌ପି ମ୍ୟୁଚୁଆଲ ଫଣ୍ଡ ପକ୍ଷରୁ ମହିଳାଙ୍କ ପାଇଁ ଏକ ସ୍ବତନ୍ତ୍ର ହଟ୍‌ ଲାଇନ ସେବାର ଶୁଭାରମ୍ଭ କରାଯାଇଛି। ମହିଳାମାନଙ୍କୁ ନିବେଶ ସମ୍ପର୍କରେ ଅଧିକ ଜଣାଇବା (ଶିକ୍ଷାଲାଭ) ଦିଗରେ ଏଭଳି ସେବାର ଆରମ୍ଭ ହୋଇଛି। ମହିଳାମାନେ ମ୍ୟୁଚୁଆଲ ଫଣ୍ଡରେ ନିବେଶ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?