ବାଣିଜ୍ୟ

ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୫ା୧୧: ପୂର୍ବତଟ ରେଳପଥ ପକ୍ଷରୁ ନିକଟରେ ସତର୍କତା ସଚେତନତା ସପ୍ତାହ-୨୦୨୨ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବତଟ ରେଳପଥ ମୁଖ୍ୟାଳୟ, ଭୁବନେଶ୍ୱରଠାରେ ଏକ ପୁରସ୍କାର ବିତରଣ ସମାରୋହର ଆୟୋଜନ କରାଯାଇଥିଲା। ସତର୍କତା ସଚେତନତା ସପ୍ତାହ-୨୨ ଉପଲକ୍ଷେ ଅନ୍‌-ଦି-ସ୍ପଟ୍‌ ପ୍ରବନ୍ଧ,...

ଉତ୍କୃଷ୍ଟ ଯୋଗଦାନ ପାଇଁ ଏମ୍‌ସିଏଲ୍‌ ପୁରସ୍କୃତ

ତାଳଚେର,୫ା୧୧(ନି.ପ୍ର.): କୋଲ ଇଣ୍ଡିଆର ୪୮ତମ ପ୍ରତିଷ୍ଠା ଦିବସରେ ମହାନଦୀ କୋଲ୍‌ ଫିଲ୍‌ଡ୍ସ ଲିମିଟେଡ୍‌ (ଏମ୍‌ସିଏଲ୍‌)କୁ ପୁରସ୍କୃତ କରାଯାଇଛି। ସୁରକ୍ଷା, ସିଏସ୍‌ଆର୍‌, ବିକାଶ ଏବଂ ସ୍ବଚ୍ଛତା ଆଦିରେ ଉତ୍କୃଷ୍ଟ ଯୋଗଦାନ ପାଇଁ ଏମ୍‌ସିଏଲ୍‌କୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। କୋଲକାତାଠାରେ ଆୟୋଜିତ...

ଟଙ୍କା ମୂଲ୍ୟରେ ସୁଧାର

ନୂଆଦିଲ୍ଲୀ,୫ା୧୧: ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ହେଲେ ଏହାର ପ୍ରଭାବ ସମସ୍ତ ଦେଶର ଅର୍ଥନୀତିକୁ ବିଗାଡ଼ିଦେଇଥିବା କୁହାଯାଉଛି। ଏପରିକି ମାନ୍ଦାବସ୍ଥା ଯୋଗୁ ଭାରତୀୟ ଅର୍ଥବ୍ୟବସ୍ଥା ସାଙ୍ଗକୁ ଭାରତୀୟ ମୁଦ୍ରାର ମୂଲ୍ୟ ମଧ୍ୟ ଲଗାତର ହ୍ରାସ ପାଇ ଚାଲିଛି। ଭାରତୀୟ...

ନଭେମ୍ବର ୨୫ରୁ ୪ଦିନିଆ ଇଣ୍ଡୋପ୍ଲାସ୍‌-୨୨

ଭୁବନେଶ୍ୱର,୪।୧୧:ଇଣ୍ଡିଆନ୍‌ ପ୍ଲାଷ୍ଟିକ୍‌ସ ଫେଡେରେଶନ (ଆଇପିଏଫ୍‌) ପକ୍ଷରୁ ନଭେମ୍ବର ୨୫ରୁ ଏକ ୪ ଦିନିଆ ଅନ୍ତର୍ଜାତୀୟ ପ୍ଲାଷ୍ଟିକ୍‌ ପ୍ରଦର୍ଶନୀ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଇପିଏଫ୍‌ର ତ୍ରୈବାର୍ଷିକ ପ୍ରଦର୍ଶନୀ ଅବସରରେ ‘ଇଣ୍ଡୋପ୍ଲାସ୍‌-୨୦୨୨’ର ଆୟୋଜନ କୋଲକାତାଠାରେ କରାଯାଉଛି। ଉକ୍ତ ପ୍ରଦର୍ଶନୀ ନୂଆ କରି...

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୪।୧୧:କ୍ରମାଗତ ୨ଦିନ ଲାଗି ଷ୍ଟକ୍‌ ବଜାରର କାରବାର ହ୍ରାସ ପାଇଛି। ଫଳରେ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ...

ଜିଓ ୫ଜି କୁ ‘କ୍ଲାଉଡ୍‌ ନେଟିଭ୍‌ ଆୱାର୍ଡ’

ମୁମ୍ବାଇ,୪।୧୧:ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓକୁ ଆଉ ଏକ ସମ୍ମାନ ମିଳିଛି। ଏପରିକି ଲଣ୍ଡନଠାରେ ଆୟୋଜିତ ୱାର୍ଲଡ୍‌ କମ୍ୟୁନିକେଶନ ଆୱାର୍ଡର ୨୪ତମ ସଂସ୍କରଣରେ ଜିଓ ୫ ଜି ପ୍ଲାଟ୍‌ଫର୍ମସକୁ ‘କ୍ଲାଉଡ୍‌ ନେଟିଭ୍‌ ଆୱାର୍ଡ ପ୍ରଦାନ କରାଯାଇଛି। ବିଶେଷକରି ଟେଲିକମ୍‌ ଶିଳ୍ପରେ...

ଜେଏସ୍‌ଏଲ୍‌ର ୨ୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୪।୧୧:ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ପରିଚାଳନା ବୋର୍ଡର ସୁପାରିସକ୍ରମେ ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨ ସେପ୍ଟେମ୍ବର ୩୦ରେ ଶେଷ ହୋଇଥିବା ପରିଚାଳନା ବୈଠକରେ ଗତ ୩ ମାସର ଅଣ ସମୀକ୍ଷିତ...

ମାରୁତି ସୁଜୁକିର ନୂଆ ଗ୍ରାଣ୍ଡ୍‌ ଭିଟାରାର ଅନାବରଣ ଉତ୍ସବ

ଭୁବନେଶ୍ୱର,୪।୧୧:ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ଗ୍ରାଣ୍ଡ୍‌ ଭିଟାରା’ର ସର୍ବଭାରତୀୟ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏପରିକି ଗୁରୁବାର ଭୁବନେଶ୍ୱରସ୍ଥିତ ଗଜପତିନଗରଠାରେ ଏମ୍‌ଏସ୍‌ଆଇଏଲ୍‌ର...

୫୦୦୦ କୋଟି ନିବେଶ କରିବ ଇଏସ୍‌ଆର୍‌ ଗ୍ରୁପ୍‌

ନୂଆଦିଲ୍ଲୀ,୪।୧୧:ବର୍ତ୍ତମାନ ସମୟରେ ଭାରତରେ ଦ୍ରୁତ ଅଭିବୃଦ୍ଧି କରୁଥିବା ଲଜିଷ୍ଟିକ୍ସ ଶିଳ୍ପରେ କାରବାର କରିବା ପାଇଁ ଉଭୟ ସ୍ବଦେଶୀ ଓ ବିଦେଶୀ କମ୍ପାନୀଗୁଡ଼ିକ ଆଗ୍ରହ ପ୍ରକାଶ କରିଛନ୍ତି। ଏପରିକି ସିଙ୍ଗାପୁରର ସୋଭେରାନ ୱେଲ୍‌ଥ ଫଣ୍ଡ ଜିଆଇସି ଏବଂ ଇଏସ୍‌ଆର୍‌ ଗ୍ରୁପ୍‌ ଭାରତରେ...

ଆମେରିକା-ୟୁରୋପୀୟ ସଂଘର ଧମକ କାମ ଦେଲାନି, ଭାରତକୁ ତୈଳ ଯୋଗାଣରେ ରୁଷିଆ ଶୀର୍ଷରେ…

ନୂଆଦିଲ୍ଲୀ,୩।୧୧ : ରୁଷଠାରୁ ଭାରତର ତୈଳ କ୍ରୟକୁ ନେଇ ଆମେରିକା ଏବଂ ୟୁରୋପୀୟ ସଂଘ ଅନେକ ଥର ଆପତ୍ତି ଉଠାଇଛନ୍ତି। କିନ୍ତୁ ଏହା ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ସମ୍ପର୍କକୁ ପ୍ରଭାବିତ କରିନାହିଁ। କେବଳ ଏତିକି ନୁହେଁ, ଅକ୍ଟୋବର ମାସରେ...

୧୬ ରୁ ୪ ଦିନିଆ ଶିଳ୍ପ ପ୍ରଦର୍ଶନୀ

ଭୁବନେଶ୍ୱର,୩।୧୧: ଦେଶର ପ୍ରମୁଖ ଶିଳ୍ପସଂସ୍ଥା କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଇଣ୍ଡଷ୍ଟ୍ରି (ସିଆଇଆଇ) ପକ୍ଷରୁ ୪ ଦିନିଆ ଶିଳ୍ପ ପ୍ରଦର୍ଶନୀ ନଭେମ୍ବର ୧୬ରୁ ୧୯ ପର୍ଯ୍ୟନ୍ତ ଅନୁଷ୍ଟିତ ହେବ ବୋଲି ସଂସ୍ଥା ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ସଂସ୍ଥାର ଦ୍ୱିବାର୍ଷିକ ଅଭିଯାନ...

‘ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆସିବା ଆବଶ୍ୟକ’

ଭୁବନେଶ୍ୱର,୩।୧୧: ପୂର୍ବତଟ ରେଳପଥ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ସ୍ଥାନୀୟ ରେଳ ସଦନଠାରେ ଏକ କର୍ମଶାଳା ‘ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ’ ଶୀର୍ଷକ ବିଷୟବିସ୍ତୁ ଉପରେ କର୍ମଶାଳାର ଆୟୋଜନ କରାଯାଇଥିଲା। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri