ବାଣିଜ୍ୟ

ଭିକୋ ଲାବ୍ସର ନୂଆ ଚେହେରା ସୌରଭ

ନୂଆଦିଲ୍ଲୀ,୧୭।୩:ଦେଶର ପ୍ରମୁଖ ଆୟୁର୍ବେଦିକ ଉତ୍ପାଦ ନିର୍ମାତା ତଥା ଭିକୋ ଗ୍ରୁପ୍‌ର ସହଯୋଗୀ ସଂସ୍ଥା ଭିକୋ ଲାବରେଟୋରିଜ୍‌ (ଭିକୋ ଲାବ୍ସ)ର ନୂତନ ଚେହେରା ଭାବେ ଗ୍ଲୋବାଲ ଆଇକନ ତଥା ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲି (ଦାଦା ଭାବେ ଭାରତରେ ବେଶ୍‌ ପରିଚିତ)…

‘ଇନ୍‌କ୍ରେଡେବୁଲ୍‌ ଜୁଏଲେରି ସେଲ୍‌ ଅଫ୍‌ ଦ ଇୟର’

ନୂଆଦିଲ୍ଲୀ,୧୭।୩:ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍କାସ୍‌ ପକ୍ଷରୁ ଏକ ସ୍ବତନ୍ତ୍ର ଆକର୍ଷଣୀୟ ଅଫରର ଶୁଭାରମ୍ଭ କରାଯାଇଛି। ବିଶେଷକରି ପ୍ରତିଷ୍ଠାନ ତା’ର ପୃଷ୍ଠପୋଷକମାନଙ୍କ ପାଇଁ ବର୍ଷର ଅଭୂତପୂର୍ବ ଅଳଙ୍କାର ସେଲ୍‌ ବା ‘ଇନ୍‌କ୍ରେଡେବୁଲ୍‌ ଜୁଏଲେରି ସେଲ୍‌ ଅଫ୍‌ ଦ ଇୟର’ର ଆୟୋଜନ କରିଥିବା…

ଆଜିଠାରୁ ୩ ଦିନିଆ ‘କ୍ରାଫ୍ଟ ମେଳା’

ନୂଆଦିଲ୍ଲୀ,୧୭।୩:ରିଲାଏନ୍ସ ରିଟେଲ୍ସର ସହଯୋଗୀ ସଂସ୍ଥା ତଥା ଇ କର୍ମସ ପ୍ଲାଟ୍‌ଫର୍ମ ଜିଓ ମାର୍ଟ ପକ୍ଷରୁ ଏକ ୩ଦିନିଆ ସର୍ବବୃହତ୍‌ ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ସାମଗ୍ରୀର ବ୍ୟାପକ ସମ୍ଭାର ‘କ୍ରାପ୍ଟ ମେଳା’ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ମେଳା ଚଳିତ ବର୍ଷ ମାର୍ଚ୍ଚ…

ନିବେଶକଙ୍କର ୫୦ହଜାର କୋଟି ଲାଭ

ନୂଆଦିଲ୍ଲୀ,୧୭।୩:ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ମଧ୍ୟରେ ଭାରତୀୟ ଶେୟାର ମାର୍କେଟର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଗୁରୁବାର ଶେୟାର ବଜାରର କାରବାରରେ ଉତ୍ସାହ ଦେଖାଦେଇଛି। ଫଳରେ ଦଲାଲ ଷ୍ଟ୍ରିଟ୍‌ର ନିବେଶକମାନେ ପ୍ରାୟ ୫୦,୦୦୦ କୋଟି ଟଙ୍କାର ନିବେଶ ବଢ଼ାଇ ପାରିଛନ୍ତି। ବିଶେଷକରି…

ନିବେଶ ପାଇଁ ଓଡ଼ିଶା ସର୍ବୋତ୍ତମ

ଓଡ଼ିଶାରୁ ଉଚ୍ଚଶିକ୍ଷା ଶେଷକରି ଆମେରିକାର ବୋଷ୍ଟନ୍‌ ୟୁନିଭର୍ସିଟିରୁ ମାଷ୍ଟର ଡ୍ରିଗୀ ହାସଲ ପରେ ପାରିବାରିକ ବ୍ୟବସାୟରେ ସେ ମନୋନିବେଶ କରିଥିଲେ। ୧୯୯୦ ଦଶକରେ ଇଣ୍ଡିଆନ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ(ଇମ୍ଫା)ର ପରିବର୍ଦ୍ଧନରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ଏହାକୁ ରାଜ୍ୟର…

ଟିସିଏସ୍‌ର ସିଇଓ ପଦରୁ ଇସ୍ତଫା ଦେଲେ ରାଜେଶ ଗୋପୀନାଥନ

ନୂଆଦିଲ୍ଲୀ,୧୭।୩: ଦେଶର ବୃହତ୍ତମ ଆଇଟି କମ୍ପାନୀ ଟାଟା କନ୍ସଲଟାନ୍ସ ସର୍ଭିସର ଏମଡି ତଥା ସିଇଓ ରାଜେଶ ଗୋପୀନାଥନ ଇସ୍ତଫା ଦେଇଛନ୍ତି। କମ୍ପାନୀ ପକ୍ଷରୁ ଏକ ବିବୃତ୍ତି ଜାରି କରି ଏହି ସୂଚନା ଦେଇଛି। ରାଜେଶ ଗୋପୀନାଥନଙ୍କ ଇସ୍ତଫା ପରେ ମାର୍ଚ୍ଚ ୧୬,…

ବ୍ୟବସାୟରେ ସ୍ବଚ୍ଛତା ବଢ଼ିଛି

ପାରିବାରିକ ବ୍ୟବସାୟ ସହ ବାଣିଜ୍ୟର ଛାତ୍ର ହୋଇଥିବାରୁ ବ୍ୟବସାୟ ପ୍ରତି ତାଙ୍କର ବେଶ୍‌ ଆଗ୍ରହ ରହିଥିଲା। ଏପରିକି ପାଠପଢ଼ା ସମୟରେ ସେ ବଡ଼ଭାଇମାନଙ୍କୁ ବ୍ୟବସାୟରେ ସହଯୋଗ କରୁଥିଲେ। ବିଶେଷକରି କୋଲକାତାରୁ ଉଚ୍ଚଶିକ୍ଷା ଶେଷ ସହ ଶେୟାର ବଜାର କାରବାର କ୍ଷେତ୍ରରେ ସେ…

ନୀଳାଞ୍ଜନା କେଏଚ୍‌ଏଲ୍‌ର ନୂତନ ଏମ୍‌ଡି

ଭୁବନେଶ୍ୱର,୧୬।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌(କେଏଚ୍‌ଏଲ୍‌)ର ନୂତନ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ଅଭିଜ୍ଞ ପ୍ରଶାସିକା ନୀଳାଞ୍ଜନା ମୁଖାର୍ଜୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ବୁଧବାର କେଏଚ୍‌ଏଲ୍‌ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ନୀଳାଞ୍ଜନା ଆନୁଷ୍ଠାନିକ ଭାବେ…

ଓଡ଼ିଶାର ୧୭ ସହରରେ ଜିଓ ଟ୍ରୁ-୫ଜି ସେବା

ନୂଆଦିଲ୍ଲୀ,୧୬।୩: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ବୁଧବାର ଓଡ଼ିଶାର ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଏବଂ ଖୋର୍ଦ୍ଧା ଭଳି ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଜିଓ ଟ୍ରୁ-୫ଜି ସେବା ଓଡ଼ିଶାର ୧୭ଟି ସହରରେ…

ହୋଣ୍ଡାର ନୂଆ ୧୦୦ସିସି ମୋଟରସାଇକେଲ ‘ସାଇନ୍‌ ୧୦୦’

ନୂଆଦିଲ୍ଲୀ,୧୬।୩: ଦେଶର ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ‘ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ’(ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂଆ ୧୦୦ସିସି ମୋଟରସାଇକେଲ ‘ସାଇନ୍‌ ୧୦୦’ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ଓବିଡି୨ ନିୟମ ପାଳନ କରୁଥିବା ସହ ସବୁଠୁ ସୁଲଭ ଓ ଇନ୍ଧନ…

ଡ୍ୟୁରୋଫ୍ଲେକ୍ସର ଅନନ୍ୟ ଡିଜିଟାଲ ଅଭିଯାନ

ନୂଆଦିଲ୍ଲୀ,୧୬।୩: ଭାରତର ଶୟନ ବିଶାରଦ ‘ଡ୍ୟୁରୋଫ୍ଲେକ୍ସ’ ପକ୍ଷରୁ ବିଶ୍ୱ ନିଦ୍ରା ଦିବସ ଅବସରରେ ଏକ ଅନନ୍ୟ ଡିଜିଟାଲ ଅଭିଯାନ ‘ଇଣ୍ଡିଆସ ସ୍ଲିପିଏଷ୍ଟ ପେଜ୍‌’ (ଭାରତର ନିଦ୍ରାଚ୍ଛନ୍ନ ପୃଷ୍ଠ) ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏକ ଉତ୍ତମ ନିଦ୍ରାଭ୍ୟାସକୁ ଆପଣେଇବାର ବାର୍ତ୍ତା ପ୍ରଚାର…

ସୋନାଲିକାର ୧,୩୭,୩୪୪ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୧୬।୩: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନି ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର୍ସ ଚଳିତ ବର୍ଷ ଫେବୃୟାରୀ ସୁଦ୍ଧା ୧,୩୭,୩୪୪ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଛି। ଫଳରେ କମ୍ପାନୀର ବଜାର ଅଂଶ ୧୪.୧%କୁ ବୃଦ୍ଧି ପାଇଛି। ଏ ସମ୍ପର୍କରେ ଇଣ୍ଟରନ୍ୟାଶନାଲ୍‌ ଟ୍ରାକ୍ଟର୍ସ ଲିମିଟେଡ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?