ଏମ୍ ଜଗନ୍ନାଥ-ତବଲେଶ ପାଣ୍ଡେ ହେଲେ ଏଲ୍ଆଇସିର ନୂଆ ଏମ୍ଡି
ନୂଆଦିଲ୍ଲୀ,୧୪।୩: ଭାରତୀୟ ଜୀବନ ବୀମା ନିଗମ(ଏଲ୍ଆଇସି) ମଙ୍ଗଳବାର କମ୍ପାନୀର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତବଲେଶ ପାଣ୍ଡେ ଏବଂ ଏମ୍ ଜଗନ୍ନାଥଙ୍କୁ ପରିଚାଳନା ନିର୍ଦ୍ଦେଶକ(ଏମ୍ଡି) ଭାବେ ପଦୋନ୍ନତି ଦେଇଛି। ଉଭୟଙ୍କ ନିଯୁକ୍ତି ଏପ୍ରିଲ ୧, ୨୦୨୩ଠାରୁ କାର୍ଯ୍ୟକାରୀ ହେବ। ପାଣ୍ଡେ ପରିଚାଳନା ନିର୍ଦ୍ଦେଶକ ବି…
ପୁଣି ଛଟେଇ କରିବ ମେଟା, ଏଥର ୧୦ ହଜାର କର୍ମଚାରୀ ହେବେ ବିଦା
ନୂଆଦିଲ୍ଲୀ,୧୪।୩: ଫେସବୁକର ପ୍ୟାରେଣ୍ଟ କମ୍ପାନୀ ମେଟା ପ୍ଲାଟଫର୍ମ(ମେଟା.ଓ) ଆଉ ଏକ ପ୍ରମୁଖ ଛଟେଇ ଘୋଷଣା କରିଛି। ୧୧ ହଜାର କର୍ମଚାରୀଙ୍କୁ ଛଟେଇ କରିବାର ଚାରି ମାସ ପରେ ଆଉ ୧୦ ହଜାର ଚାକିରି ହ୍ରାସ କରିବ ବୋଲି ମେଟା କହିଛି। ତେବେ…
ଆପଣଙ୍କ ପିଏଫ୍ ଖାତାକୁ ଆସିଛି କି ସୁଧ ଟଙ୍କା? ଘରେ ବସି ଏଭଳି କରନ୍ତୁ ଯାଞ୍ଚ…
ନୂଆଦିଲ୍ଲୀ,୧୪।୩: ଦେଶର ୬.୫ କୋଟି ଲୋକଙ୍କ ପାଇଁ ଏକ ବଡ଼ ଖବର ଅଛି। ସରକାର କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେଶନ (ଇପିଏଫ୍ଓ) ର ସଦସ୍ୟଙ୍କ ଆକାଉଣ୍ଟକୁ ପିଏଫ୍ ସୁଧ ଟଙ୍କା ପଠାଇବା ଆରମ୍ଭ କରିଛନ୍ତି। ୯୮ ପ୍ରତିଶତ ଅଂଶଧନକାରୀ ସଂସ୍ଥାର ସୁଧ…
ବିବାହ କରିବାକୁ ଯାଉଛନ୍ତି ଗୌତମ ଆଦାନୀଙ୍କ ପୁଅ ଜିତ୍ ଆଦାନୀ: ସରିଲା ନିର୍ବନ୍ଧ
ନୂଆଦିଲ୍ଲୀ,୧୪।୩: ଶିଳ୍ପପତି ଗୌତମ ଆଦାନୀଙ୍କ ପୁଅ ଜିତ୍ ଆଦାନୀଙ୍କ ନିର୍ବନ୍ଧ ଶେଷ ହୋଇଛି। ସେ ହୀରା ବ୍ୟବସାୟୀ ଜୈମିନ ଶାହାଙ୍କ ଝିଅ ଡିଭା ଜୈମିନ ଶାହାଙ୍କୁ ଖୁବ୍ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଏହି ନିର୍ବନ୍ଧ ସମାରୋହ ରବିବାର ଗୁଜୁରାଟର ଅହମ୍ମଦାବାଦରେ ଅନୁଷ୍ଠିତ…
ଗ୍ରାହକ ସେବାକୁ ଗୁରୁତ୍ୱ
ପିଲାଟି ଦିନରୁ ଏକ ବ୍ୟବସାୟିକ ପରିବେଶ ମଧ୍ୟରେ ବଡ଼ ହୋଇଥିବାରୁ ମନରେ ମଧ୍ୟ ବ୍ୟବସାୟ ପ୍ରତି ଅନେକ ଦୁର୍ବଳତା ରହିଥିଲା। ବାଣିଜ୍ୟ ବିଭାଗର ମେଧାବୀ ଛାତ୍ର ସହ ଉଚ୍ଚତର ଶିକ୍ଷା ଓ ପାରିବାରିକ ବ୍ୟବସାୟ ଏକ ସଂଯୋଗ ଭାବେ ଜୀବନ ଯାତ୍ରାରେ…
ଟାଟା ଟେକ୍ନୋଲୋଜିସ୍ ପକ୍ଷରୁ ଡିଆର୍ଏଚ୍ପି ଦାଖଲ
ନୂଆଦିଲ୍ଲୀ,୧୪।୩: ଇଞ୍ଜିନିୟରିଂ ସେବା ପ୍ରଦାନକାରୀ ସଂସ୍ଥା ଟାଟା ଟେକ୍ନୋଲୋଜିସ୍ ପକ୍ଷରୁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଡ୍ରାଫ୍ଟ ରେଡ୍ ହେରିଂ ପ୍ରସ୍ପେକ୍ଟସ୍ (ଡିଆର୍ଏଚ୍ପି) ଦାଖଲ କରାଯାଇଛି। ବିଶେଷ କରି ଅଫର ଫର ସେଲ୍ ଜରିଆରେ କମ୍ପାନୀର ଇନିସିଆଲ…
‘ଯୋଗ୍ୟ ଯୁବପିଢ଼ିଙ୍କୁ ନିଯୁକ୍ତି ସୁଯୋଗ’
ଭୁବନେଶ୍ୱର,୧୪।୩: ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଏକ ବିଶେଷ ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀ କର୍ମଚାରୀମାନଙ୍କ କଲ୍ୟାଣକୁ ସର୍ବଦା ପ୍ରାଥମିକତା ଦେଉଥିବା ଜଣାପଡିଛି। ଏପରିକି ସଂସ୍ଥାର ଆବଶ୍ୟକତା ଓ ନିୟାମକ(ଓଇଆର୍ସି)ର ଅନୁମୋଦନ…
ଆଜି ଦାୟିତ୍ୱ ଗ୍ରହଣ କରିବେ ସିଦ୍ଧାର୍ଥ
ନୂଆଦିଲ୍ଲୀ,୧୪।୩: ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି)ର ଅନ୍ତରୀଣ ଅଧ୍ୟକ୍ଷ ଭାବେ ବରିଷ୍ଠ ବୀମା ଅଧିକାରୀ ସିଦ୍ଧାର୍ଥ ମହାନ୍ତି ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିବେ। ଏପରିକି ସେ ଆସନ୍ତା ୩ ମାସ ପାଇଁ ଏହି ଦାୟିତ୍ୱରେ ରହିବେ ବୋଲି ନିଗମ ପକ୍ଷରୁ…
ଫେବୃୟାରୀରେ ଖୁଚୁରା ମୁଦ୍ରାସ୍ଫୀତି ହାର ୬.୪୪%
ନୂଆଦିଲ୍ଲୀ,୧୪।୩: ଚଳିତ ବର୍ଷ ଫେବୃୟାରୀ ମାସର ଖୁଚୁରା ମୁଦ୍ରାସ୍ଫୀତି ଫଳାଫଳ ସୋମବାର ପ୍ରକାଶିତ ହୋଇଯାଇଛି। ବିଭାଗୀୟ ସୂଚନା ଅନୁସାରେ ଫେବୃୟାରୀ ମାସରେ ଖୁଚୁରା ମୁଦ୍ରାସ୍ଫୀତି ହାର ସାମାନ୍ୟ ହ୍ରାସ ଘଟି ୬.୪୪ %ରେ ରହିଛି। ୨୦୨୩ ଫେବୃୟାରୀରେ ଖୁଚୁରା ମୁଦ୍ରାସ୍ଫୀତି ହାର…
ସିଗ୍ନେଚର-ସିଲିକନ ଭ୍ୟାଲି ବ୍ୟାଙ୍କ ଦେବାଳିଆ ହେବା ପରେ ବାଇଡେନଙ୍କ ବଡ଼ ଘୋଷଣା: ଦୋଷୀଙ୍କ ବିରୋଧ ହେବ କଡ଼ା କାର୍ଯ୍ୟାନୁଷ୍ଠାନ…
ଓ୍ବାଶିଂଟନ,୧୩।୩ : ଆମେରିକାର ସିଗ୍ନେଚର ବ୍ୟାଙ୍କ ଏବଂ ସିଲିକନ ଭ୍ୟାଲି ବ୍ୟାଙ୍କ ବୁଡ଼ିଯିବା ଖବର ସାରା ବିଶ୍ୱରେ ହେଡଲାଇନ ସୃଷ୍ଟି କରିଛି। ବର୍ତ୍ତମାନ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଦୁଇ ବ୍ୟାଙ୍କର ଦେବାଳିଆ ହେବା ପ୍ରସଙ୍ଗରେଏକ ବଡ ବିବୃତ୍ତି ଦେଇଛନ୍ତି। ବାଇଡେନ…
ନାତୁଣୀ-ନାତିଙ୍କୁ ଏମିତି ଉପହାର ଦେଲେ ମୁକେଶ ଅମ୍ବାନୀ
ମୁମ୍ବାଇ,୧୩।୩: ଭାରତର ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ଝିଅ ଇଶାଙ୍କ ଯମଜ ସନ୍ତାନ କ୍ରିଷ୍ଣା ଏବଂ ଆଡିଆଙ୍କୁ ‘ଗିଫ୍ଟସ ଟେଲ୍ ଅଲ୍’ର ଏକ କଷ୍ଟୋମାଇଜ ଉପହାର ଦେଇଛନ୍ତି। ‘ଗିଫ୍ଟସ ଟେଲ୍ ଅଲ୍’ ପକ୍ଷରୁ ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ଏହାର କିଛି ଫଟୋ ଏବଂ…
‘ସ୍ଥାୟୀ ସମାଧାନ ସନ୍ଧାନ ଦିଗରେ ପ୍ରତିବଦ୍ଧ’
ନୂଆଦିଲ୍ଲୀ,୧୩।୩: ଦ ନଜ୍ ସେଂଟର୍ ଫର୍ ସୋସିଆଲ ଇନୋଭେଶନ ଓ ଆଶୀର୍ବାଦ ପାଇପ୍ସ ପକ୍ଷରୁ ଭାରତ ସରକାରଙ୍କ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତାଙ୍କ କାର୍ଯ୍ୟାଳୟ ସହଭାଗିତାରେ ଆଶୀର୍ବାଦ ୱାଟର ଚ୍ୟାଲେଞ୍ଜର ୭ଜଣ ଫାଇନାଲିଷ୍ଟଙ୍କ ନାମ ନିକଟରେ ଘୋଷଣା କରାଯାଇଛି। ବିଶେଷ କରି ଶ୍ରେଷ୍ଠ…

