‘ଆତ୍ମନିର୍ଭର ଭାରତ’ର ଉଜ୍ଜ୍ୱଳ ଉଦାହରଣ ନାଲ୍କୋ
ଭୁବନେଶ୍ୱର,୩୦।୧୨:ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲ୍କୋ) ପକ୍ଷରୁ ଗୁରୁବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ ନାଲ୍କୋ ମୁଖ୍ୟାଳୟଠାରେ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦ୍ର କୋଇଲା ଏବଂ ଖଣିମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ଯୋଗଦେବା ସହ କର୍ମଚାରୀମାନଙ୍କୁ ସମ୍ବୋଧିତ କରି କହିଥିଲେ, ବିଶ୍ୱବ୍ୟାପୀ ଆହ୍ବାନପୂର୍ଣ୍ଣ…
‘କାର୍ଯ୍ୟକ୍ଷେତ୍ରରେ ନିରାପତ୍ତାକୁ ଗୁରୁତ୍ୱ’
ଭୁବନେଶ୍ୱର,୩୦।୧୨:ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍ ପକ୍ଷରୁ ନିରାପତ୍ତାଜନିତ ଏକ ଜନସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଚଳିତ ବର୍ଷ ଖ୍ରୀଷ୍ଟମାସ ଅବସରରେ ସେଫ୍ଟି ସାନ୍ତା ଜରିଆରେ କମ୍ପାନୀର ପ୍ଳାଣ୍ଟ ଓ ଟାଉନଶିପ ଅଞ୍ଚଳରେ ଉକ୍ତ ନିରାପତ୍ତା ଅଭିଯାନର ପ୍ରଚାରପ୍ରସାର କରାଯାଇଥିଲା। ଏପରିକି କମ୍ପାନୀର…
୪% ବୃଦ୍ଧି ପାଇଛି କରେଣ୍ଟ ଆକାଉଣ୍ଟ ଡେଫିସିଟ୍
ନୂଆଦିଲ୍ଲୀ,୩୦।୧୨:ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସରେ ଭାରତର କରେଣ୍ଟ ଆକାଉଣ୍ଟ ଡେଫିସିଟ୍ (ସିଏଡି) ବଢ଼ିଥିବା ଜଣାପଡିଛି। ବିଶେଷ କରି ଭାରତୀୟ ରିର୍ଜଭ ବ୍ୟାଙ୍କ (ଆର୍ବିଆଇ)ର ସଦ୍ୟତମ ରିପୋର୍ଟ ଅନୁସାରେ ସିଏଡି ପୂର୍ବ ତ୍ରୈମାସଠାରୁ ୨%ରୁ ଅଧିକ ବୃଦ୍ଧି ଘଟିଛି। ଚଳିତ ଆର୍ଥିକ…
ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ସମ୍ପନ୍ନ
ମୁମ୍ବାଇ,୨୯।୧୨: ରିଲାଏନ୍ସ ମୁଖ୍ୟ ମୁକେଶ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସେ ଦୀର୍ଘ ଦିନର ବାନ୍ଧବୀ ରାଧିକା ମର୍ଚ୍ଚାଣ୍ଟଙ୍କୁ ଖୁବ୍ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଅନନ୍ତ ଏବଂ ରାଧିକାଙ୍କ ନିର୍ବନ୍ଧ ସମାରୋହ ରାଜସ୍ଥାନର ରାଜସମନ୍ତ…
ଭାରତ ପାଲଟିବ ବିଶ୍ୱସ୍ତରୀୟ ଗେମିଂ ହବ…
ନୂଆଦିଲ୍ଲୀ,୨୯।୧୨ : ଭାରତକୁ ଏକ ବିଶ୍ୱ ଗେମିଂ ହବ କରିବା ପାଇଁ ସହଜ ବ୍ୟବସ୍ଥା ଉପରେ ଯୋଜନା ଜାରି ରହିଛି। ଖେଳ କାର୍ଯ୍ୟକଳାପରୁ ହୋଇଥିବା ଆୟରୁ ଖର୍ଚ୍ଚ ଏବଂ କ୍ଷତି ଅଫସେଟ କରିବା ବ୍ୟବସ୍ଥା ବନ୍ଦ କରାଯିବା ନେଇ ଚର୍ଚ୍ଚା ହେଉଛି।…
ଆଜିଠାରୁ ଭାରତ-ଅଷ୍ଟ୍ରେଲିଆ ମୁକ୍ତ ବାଣିଜ୍ୟ, ୬ ହଜାରରୁ ଅଧିକ ଉତ୍ପାଦ ରପ୍ତାନି ଶୁଳ୍କ ମୁକ୍ତ…
ନୂଆଦିଲ୍ଲୀ,୨୯।୧୨ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମଧ୍ୟବର୍ତ୍ତୀ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫଟିଏ) ଗୁରୁବାର ଠାରୁ କାର୍ଯ୍ୟକାରୀ ହେଉଛି। ଏହା ପରେ ଅଷ୍ଟ୍ରେଲିଆକୁ ଭାରତର ଛଅ ହଜାରରୁ ଅଧିକ ଉତ୍ପାଦ ରପ୍ତାନି ଉପରେ କୌଣସି ଶୁଳ୍କ ରହିବ ନାହିଁ। ୨…
ବିଜ୍ନେସ୍ ପାଓ୍ବାର ଲିଷ୍ଟ୍-୨୦୨୨
ଗତ ୨ ବର୍ଷର କୋଭିଡ୍ଜନିତ ଆର୍ଥିକ ଦୁଃସ୍ଥିତିକୁ ସାମ୍ନା କରିଥିବା ଉଦ୍ୟୋଗଜଗତ ବିଦାୟୀ ବର୍ଷ ୨୦୨୨ରେ ସ୍ବାଭାବିକ ଅବସ୍ଥାକୁ ଫେରିଥିଲା। ରାଜ୍ୟର ଅର୍ଥନୀତି ଓ ନିଯୁକ୍ତି କ୍ଷେତ୍ରକୁ ସୁଦୃଢ଼ କରିବାରେ ଉଦୀୟମାନ ଉଦ୍ୟୋଗୀମାନଙ୍କଠାରୁ ଆରମ୍ଭକରି ପ୍ରତିଷ୍ଠିତ ଶିଳ୍ପୋଦ୍ୟୋଗୀଙ୍କ ଅବଦାନ ଅନସ୍ବୀକାର୍ଯ୍ୟ। ସେହିମାନଙ୍କୁ…
ବେଦାନ୍ତର ‘ସିଏସ୍ଆର୍ କ୍ୟାମ୍ପେନିଂ’
ଭୁବନେଶ୍ୱର,୨୯।୧୨: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍ ପକ୍ଷରୁ ଏକ ୨ ଦିନିଆ ‘ସିଏସ୍ଆର୍ କ୍ୟାମ୍ପେନିଂ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍) କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାର କୋରାପୁଟ ଓ ରାୟଗଡ଼ା ଜିଲାର ବିଭିନ୍ନ ବ୍ଲକର ବୃଦ୍ଧ…
ଏକକାଳୀନ ୧୧ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ
ମୁମ୍ବାଇ,୨୯।୧୨: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଏକକାଳନୀ ଦେଶର ୧୧ଟି ପ୍ରମୁଖ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ବର୍ତ୍ତମାନ ସୁଦ୍ଧା କମ୍ପାନୀର ଟ୍ରୁ-୫ଜି ସେବା ଆରମ୍ଭ କରାଯାଇଥିବା ଏକକାଳୀନ ସହର ସଂଖ୍ୟା…
ଆଜି ଭୁବନେଶ୍ୱର ଷ୍ଟେଶନର ପୁନର୍ବିକାଶ ଭିତ୍ତିପ୍ରସ୍ତର
ଭୁବନେଶ୍ୱର,୨୯।୧୨: ପୂର୍ବତଟ ରେଳପଥର ପ୍ରମୁଖ ରେଳ ଷ୍ଟେଶନ ‘ଭୁବନେଶ୍ୱର ଷ୍ଟେଶନ’ର ପୁନଃ ବିକାଶ କାର୍ଯ୍ୟ ପାଇଁ ଗୁରୁବାର ତା’ର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି। ଏପରିକି ଏକ ବିଶ୍ୱସ୍ତରୀୟ ଢାଞ୍ଚାରେ ଏହାର ନିର୍ମାଣ କରାଯିବ ବୋଲି…
୨୦ ବର୍ଷରେ ୨୦ ଗୁଣା ବଢ଼ିଛି ଆରଆଇଏଲ୍ ରାଜସ୍ବ
ନୂଆଦିଲ୍ଲୀ,୨୯।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରି (ଆର୍ଆଇଏଲ୍)ର ବର୍ତ୍ତମାନର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଆର୍ଆଇଏଲ୍ରେ ୨୦ ବର୍ଷ ପୂରଣ କରିଛନ୍ତି। ଏପରିକି ୨୦୦୨ରେ ରିଲାଏନ୍ସର ପ୍ରତିଷ୍ଠାତା ତଥା ମୁକେଶଙ୍କ ପିତା ଧୀରୁ ଭାଇ ଅମ୍ବାନୀଙ୍କ ଅକାଳ ବିୟୋଗ…
ନୂଆ ବର୍ଷ ପ୍ରଥମ ଦିନରେ ହେବ ଏହି ୫ ବଡ଼ ପରିବର୍ତ୍ତନ; ଆପଣଙ୍କ ପକେଟରେ ପଡ଼ିବ ପ୍ରଭାବ…!
ନୂଆଦିଲ୍ଲୀ,୨୮।୧୨: ଶେଷ ହେବାକୁ ଯାଉଛି ବର୍ଷ ୨୦୨୨। ନୂତନ ବର୍ଷ ୨୦୨୩କୁ ସ୍ବାଗତ କରିବା ଲାଗି ପ୍ରସ୍ତୁତି ଜୋରଦାର ହୋଇଛି। ଏସବୁ ମଧ୍ୟରେ ନୂଆ ବର୍ଷର ପ୍ରଥମ ଦିନରେ କିଛି ପରିବର୍ତ୍ତନ ହେବାକୁ ଯାଉଛି, ଯାହାର ସିଧା ପ୍ରଭାବ ଆପଣଙ୍କ ପକେଟ…
Archives


