ବାଣିଜ୍ୟ

ଇଏସ୍‌ଆଇସି ସହ ବେଦାନ୍ତ ଲାଞ୍ଜିଗଡ଼ର ଏମ୍‌ଓୟୁ

ଭୁବନେଶ୍ୱର,୨୯ା୧୦: ବେଦାନ୍ତ ଆଲୁମିନିୟମର ଲାଞ୍ଜିଗଡ଼ ୟୁନିଟ୍‌ ସହ କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍‌ଆଇସି) ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ଏହି ସହଭାଗିତାର ଏକ ଅଂଶ ଭାବେ ଲାଞ୍ଜିଗଡ଼ଠାରେ ଥିବା ବେଦାନ୍ତ ଡାକ୍ତରଖାନା ବର୍ତ୍ତମାନ ଇଏସ୍‌ଆଇସିର...

କ୍ରିଏଟିଭ ହୋମ୍ସ ଉଦ୍‌ଘାଟିତ

ଜଟଣୀ,୨୯ା୧୦(ଡି.ଏନ୍‌.ଏ.): ଭୁବନେଶ୍ୱର ଜୟଦେବ ବିହାରଠାରେ ଶୁକ୍ରବାର କ୍ରିଏଟିଭ ହୋମ୍ସ ନାମକ ଏକ ଅତ୍ୟାଧୁନିକ ସାନିଟାରୀ ଶୋରୁମ ଉଦ୍‌ଘାଟିତ ହୋଇଯାଇଛି। ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଭୁବେନେଶ୍ୱର ଓ୍ବାର୍ଡ ନମ୍ବର ୨୭ର...

ଏସ୍‌ବିଆଇର ସିଏସ୍‌ଆର୍‌ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୯ା୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ର ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ପାରଳା ମହାରାଜ ବୈଷୟିକ ମହାବିଦ୍ୟାଳୟ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌)...

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୨୯ା୧୦: କ୍ରମାଗତ ୩ୟ ଦିନ ଲାଗି ଭାରତୀୟ ଶେୟାର ମାର୍କେଟର କାରବାର ଭଲ ରହିଛି। ଫଳରେ ଶେୟାର ବଜାରର ନିବେଶକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ...

‘ପର୍ଯ୍ୟଟନ କ୍ଷେତ୍ରର ବିକାଶକୁ ଗୁରୁତ୍ୱ’

ଭୁବନେଶ୍ୱର,୨୯ା୧୦: ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ସାଙ୍ଗକୁ ଜାତୀୟସ୍ତରର ଭିତ୍ତିଭୂମି ମଧ୍ୟ ପ୍ରସ୍ତୁତ କରୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଶିଳ୍ପ ସଂଘ ଫିକିର...

ଟିଏମ୍‌ସି ସହ ହିରୋର ଦ୍ୱିପାକ୍ଷିକ ସହଭାଗିତା

ନୂଆଦିଲ୍ଲୀ,୨୮।୧୦:ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ‘ହିରୋ ମୋଟୋକର୍ପ’ ଖୁବ୍‌ଶୀଘ୍ର ଫିଲିପାଇନ୍ସ ବଜାରରେ ମଧ୍ୟ ତା’ର ଉପସ୍ଥିତି ଜାହିର କରିବାକୁ ଯାଉଛି। କାରଣ କଲମ୍ବିଆନ ଗ୍ରୁପ୍‌ ଅଫ୍‌ କମ୍ପାନୀଗୁଡ଼ିକର ଏକ ଅଂଶ ଟେରାଫିର୍ମା ମୋଟର୍ସ କର୍ପୋରେଶନ (ଟିଏମ୍‌ସି) ତଥା ଅନ୍ୟତମ...

ଟାଟା-ଏୟାରବସ୍‌ ମଧ୍ୟରେ ରାଜିନାମା

ଭୁବନେଶ୍ୱର,୨୮।୧୦:ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ଟାଟା ଗ୍ରୁପର ସହଯୋଗୀ ସଂସ୍ଥା ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ (ଟିଏଏସଏଲ) ୟୁରୋପିୟାନ ଆଭିଏସନ ସଂସ୍ଥା ଏୟାର ବସ ସହ ଏକ ରାଜିନାମା ସ୍ବାକ୍ଷର ହୋଇଯାଇଛି। ଉକ୍ତ ରାଜିନାମା ଅନୁଯାୟୀ ଉଭୟ ସଂସ୍ଥାର...

ମୁଥୁଟ୍‌ ଗ୍ରୁପ୍‌ର ସିଏସ୍‌ଆର୍‌ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୮।୧୦:ଦେଶର ପ୍ରମୁଖ ଘରୋଇ ଆର୍ଥିକ ସଂସ୍ଥା ମୁଥୁଟ୍‌ ଫାଇନାନ୍ସର ନୂତନ କର୍ପୋରେଟ କାର୍ଯ୍ୟାଳୟ ‘ଏମ୍‌.ଜି.ଜର୍ଜ ମୁଥୁଟ୍‌ ଟାୱାର-୨’ର ଶୁଭାରମ୍ଭ ହୋଇଯାଇଛି। ସେହିଭଳି ସଂସ୍ଥାର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଜାରି ରହିଥିବା ପ୍ରୋଜେକ୍ଟ ଆସିଆନା ସମ୍ପର୍କରେ ମଧ୍ୟ...

ରାଜ୍ୟ ଗୃହନିର୍ମାଣ ସଂସ୍ଥାର ନୂତନ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓ

ଭୁବନେଶ୍ୱର,୨୮/୧୦(ବ୍ୟୁରୋ):ବିଜେଡ଼ି ଲୋକସଭା ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂଦେଓ ଗୁୁରୁବାର ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ନୂତନ ଅଧ୍ୟକ୍ଷ ଭାବେ ଯୋଗଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ସଫଳ ଭାବେ କାଯର୍‌ୟ କରିବା ମୋର ଏକମାତ୍ରା ଲକ୍ଷ୍ୟ ବୋଲି...

‘ମୁଦ୍ରାନୀତିରେ ହୋଇପାରେ ବଡ଼ ପରିବର୍ତ୍ତନ’

ନୂଆଦିଲ୍ଲୀ,୨୮।୧୦:ଚଳିତ ବର୍ଷ ନଭେମ୍ବର ୩ରୁ ମୁଦ୍ରାନୀତି କମିଟି (ଏମ୍‌ପିସି)ର ଅତିରିକ୍ତ ବୈଠକ ହେବାକୁ ଯାଉଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ କୁହାଯାଇଛି। ଏପରିକି ଆର୍‌ବିଆଇ ଏମ୍‌ପିସିଙ୍କ ଏକ ଗୁରୁତ୍ୱପୂର୍ଣ୍ଣ (ଏମର୍ଜେନ୍ସି) ବୈଠକ ପାଇଁ ଆହ୍ବାନ କରାଯାଇଛି। କାରଣ...

କୋକାକୋଲାର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୭।୧୦: ବହୁରାଷ୍ଟ୍ରୀୟ ମୃଦ୍ୟୁପାନୀୟ କମ୍ପାନୀ ‘କୋକାକୋଲା’ ପକ୍ଷରୁ ଚଳିତ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ କୋକାକୋଲା’ର ଚେୟାରମ୍ୟାନ ତଥା ସିଇଓ ଜେମ୍ସ କ୍ୱିନ୍ସି କହିଛନ୍ତି, ଆମର ଦୃଢ଼ ସାମର୍ଥ୍ୟ ଏବଂ ଉପଭୋକ୍ତା ଜ୍ଞାନ...

ଷ୍ଟାର୍ଟଅପ୍‌ଗୁଡ଼ିକୁ ପ୍ରୋତ୍ସାହିତ କରିବାକୁ ୧.୫୩ କୋଟି ମଞ୍ଜୁର

ଭୁବନେଶ୍ୱର,୨୭।୧୦: ରାଜ୍ୟରେ ଷ୍ଟାର୍ଟଅପ୍‌ଗୁଡ଼ିକୁ ପ୍ରୋତ୍ସାହିତ କରିବାକୁ ଷ୍ଟାର୍ଟଅପ୍‌ ଓଡ଼ିଶା ଟାସ୍କ ଫୋର୍ସ ପକ୍ଷରୁ ସହାୟତା ରାଶି ମଞ୍ଜୁର କରାଯାଇଛି। ଏପରିକି ରାଜ୍ୟରେ ଷ୍ଟାର୍ଟଅପ୍‌ ଇକୋସିଷ୍ଟମର ବିକାଶ ଦିଗରେ ୨୩ଟି ଷ୍ଟାର୍ଟଅପ୍‌କୁ ୧.୫୩ କୋଟି ଟଙ୍କା ଏବଂ ୨ଟି ଇନ୍‌କ୍ୟୁବେଟରକୁ ୨୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri